Latest Odisha News

BREAKING NEWS

Browsing Category

ଓଡିଶା

Odisha

ପ୍ରେମ ପାଇଁ ଯୁବକଙ୍କ ଆତ୍ମହତ୍ୟା !

ବ୍ରହ୍ମପୁର: ବ୍ରହ୍ମପୁର ଗୁଡସ ରୋଡ଼ ନିକଟ ରେଳଧାରଣାରୁ ଉଦ୍ଧାର ହୋଇଛି ଜଣେ ଯୁବକଙ୍କ ମୃତଦେ। ମୃତକ ଜଣଙ୍କ ହେଉଛନ୍ତି ଗୋଷାଣି ନୂଆଗାଁ ଦଶଘରିଆ ସାହିର ସୀମନ ସାହୁ। ସୂଚନା ଅନୁସାରେ, ସୋମବାର ସକାଳୁ ବ୍ରହ୍ମପୁର ଗୁଡସ ରୋଡ଼ ନିକଟ ରେଳ ଧାରଣାରୁ ଜଣେ ଯୁବଙ୍କର ମୃତ ଦେହ ଉଦ୍ଧର…

ବର୍ଷା ସହ ବଜ୍ରପାତ ଆଶଙ୍କା: ଏହି ସମସ୍ତ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟ ଘୁର୍ଣ୍ଣିବଳୟ ଲଘୁଚାପର ରୂପ ନେବାକୁ ଯାଉଥିବା ବେଳେ ଏହାର ପ୍ରଭାବରେ ଅନେକ ସ୍ଥାନରେ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୭ ଟି ଜିଲ୍ଲାରେ ପ୍ରବଳ…

୨ ଦିନ ପାଇଁ ସଟଡାଉନ ଘୋଷଣା ହେଲା କଳାହାଣ୍ଡିର ଏହି ସହର

କଳାହାଣ୍ଡି: କଳାହାଣ୍ଡି ଜିଲ୍ଲାରେ ବଢୁଛି ସଂକ୍ରମଣ । ସଂକ୍ରମଣର ବିସ୍ତାରରେ ସାମାନ୍ୟ ଅଙ୍କୁଶ ଲଗାଇବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ କେସିଙ୍ଗା ସହରରେ ଦୁଇ ଦିନିଆ ସଟ ଡାଉନ ଘୋଷଣା କରାଯାଇଛି । ସୂଚନା ଅନୁସାରେ, କଳାହାଣ୍ଡି ଜିଲ୍ଲା ପ୍ରଶାସନ ପକ୍ଷରୁ ସୋମବାର ଓ ମଙ୍ଗଳବାର ଦୁଇଦିନ…

ଗୋପ ଅଞ୍ଚଳରେ ପୋଲିସକୁ ଅଟକ ରଖି ୨୨ ଜଣ ଗିରଫ

ପୁରୀ: ଗୋପ ଥାନା ରେଢୁଆ ଗାଁରେ ପୋଲିସକୁ ଅଟକ ରଖିବା ଘଟଣାରେ ଗିରଫଦାରୀ । ୧୫ ଜଣ ମହିଳାଙ୍କ ସମେତ ୨୨ ଜଣଙ୍କୁ ଗିରଫ କରାଯାଇଛି । ଗତ ୬ ତାରିଖରେ ଜଣେ ଅଭିଯୁକ୍ତଙ୍କୁ ଧରିବା ପାଇଁ ରେଢୁଆ ଗାଁକୁ ଯାଇଥିବା ଗୋପ ଥାନା ପୋଲିସ । ସେତେବେଳେ ଗାଁ ଲୋକ ପୋଲିସ ଟିମକୁ ଘଣ୍ଟା ଘଣ୍ଟା ଅଟକ ରଖିଥିଲେ…

ଭଦ୍ରକରୁ ଉଦ୍ଧାର ହେଲା ବିରଳ ପ୍ରଜାତିର ସ୍ୱର୍ଣ୍ଣ କଇଁଛ

ଭଦ୍ରକ: ଭଦ୍ରକ ଜିଲ୍ଲା ଚାନ୍ଦବାଲି ଅଞ୍ଚଳରୁ ଉଦ୍ଧାର ହୋଇଛି ଏକ ବିରଳ ପ୍ରଜାତିର ସ୍ୱର୍ଣ୍ଣ କଇଁଛ । ଏହାକୁ ଭଗବାନ ଭାବେ ପୂଜା କଲେ ଉଦ୍ଧାରକାରୀ ଚାଷୀ । ମିଳିଥିବା ସୂଚନା ଅନୁସାରେ, ଏହି ଅଞ୍ଚଳର ଜଣେ ଚାଷୀ ନିଜ ବିଲରେ ହଳ କରୁଥିଲେ। ହଠାତ ସୁନା ରଙ୍ଗର ଏହି ବିରାଟ କଇଁଛକୁ ଦେଖି ସେ…

କୋଭିଡ ଗାଇଡ଼ଲାଇନ ସହ ପାଳନ ହେବ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ

ଭୁବନେଶ୍ୱର: ସବୁଠି କରୋନାର କରାଳ ଛାୟା। ଉଭୟ ଦେଶରେ ଓ ରାଜ୍ୟରେ ମହାମାରୀ କରୋନାର ସଂକ୍ରମଣ ବଢି ବଢି ଚାଲିଛି । ଏହାରି ମଧ୍ୟରର ଆଗକୁ ଆସୁଛି ସ୍ୱାଧୀନତା ଦିବସ । ଚଳିତ ଥର କୋଭିଡ ଗାଇଡ଼ଲାଇନ ସହ ରାଜ୍ୟ ସ୍ତରୀୟ ସ୍ୱାଧୀନତା ଦିବସ ପାଳନ ହେବା ନେଇ ନିର୍ଦ୍ଦେଶନାମା ଜାରି ହୋଇଛି…

ଗୁଣି ସନ୍ଦେହରର ବୃଦ୍ଧଙ୍କ ଗଳା କାଟି ହତ୍ୟା ଅଭିଯୋଗ

ମାଲକାନଗିରି: ଥମୁନି ଅନ୍ଧ ବିଶ୍ୱାସର ବର୍ବରତା । ଏଇ ଅନ୍ଧାରରେ ଆଜିବି ଜଳୁଛି ମଣିଷ । ମାଲକାନଗିରି ଜିଲ୍ଲାରେ ଗୁଣିଗାରେଡ଼ି ସନ୍ଦେହରେ ପୁଣି ହତ୍ୟା ଅଭିଯୋଗ । ମିଳିଥିବା ସୂଚନା ଅନୁସାରେ, ମାଲକନଗିରି ଥାନା ଅନ୍ତର୍ଗତ ତୁମସାପାଲ୍ଲୀ ଗ୍ରାମରେ ଦେଖିବାକୁ ମିଳିଛି ଅନ୍ଧ ବିଶ୍ୱାସର ଆଉ ଏକ…

ତିନିଦିନ ପାଇଁ କାମାକ୍ଷାନଗର NAC ସଟଡାଉନ୍

ଢେଙ୍କାନାଳ: କରୋନା କବଳକୁ ଆସୁଛି ଢେଙ୍କାନାଳ ଜିଲ୍ଲା । ଅନ୍ୟ ଜିଲ୍ଲା ଗୁଡିକ ଭଳି ଢେଙ୍କାନାଳ ଜିଲ୍ଲାରେ ବଢ଼ିବାରେ ଲାଗିଛି ଆକ୍ରାନ୍ତଙ୍କ ସଂଖ୍ୟା । ରବିବାର ଦିନ ଏଠାରୁ ୨୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ଭିତରେ କେବଳ କାମାକ୍ଷାନଗର ଏନଏସିରୁ ଅଛନ୍ତି ୧୯ ଜଣ ଆକ୍ରାନ୍ତ…

ଆଜିଠାରୁ ରାଜ୍ୟର ଏହି ୭ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଉତ୍ତର-ପଶ୍ଚିମ ବଙ୍ଗୋ‌ପସାଗର ଗତକାଲି ସୃଷ୍ଟ ହୋଇଛି ଏକ ଘୂର୍ଣ୍ଣିବଳୟ । ଆଜି ସକାଳେ ଏହି ଘୁର୍ଣ୍ଣିବଳୟ ଲଘୁଚାପ ବଳୟ ସୃଷ୍ଟି କରିଛି। ଏହାର ପ୍ରଭାବରେ ଆସନ୍ତା ୧୩ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ହେବାର ସମ୍ଭାବନା ରହିଛି। ଆଜିଠାରୁ ଏହି ଲଘୁଚାପର ପ୍ରଭାବ ଅଧିକ ରହିବା ନେଇ…

ଅନୁବାଦକ ଗଣେଶ୍ୱର ମିଶ୍ର : ଜାହାନାରା ଆତ୍ମକାହାଣୀରୁ ହେଲେନ୍ କେଲର୍

ଏବେ ଅନୁବାଦ, ଗଳ୍ପ, କବିତା, ନାଟକ ଓ ଉପନ୍ୟାସ ଭଳି ସର୍ଜନଶୀଳ ସାହିତ୍ୟର ମର୍ଯ୍ୟାଦା ଲାଭ କରିବା ସଙ୍ଗେ ସଙ୍ଗେ ଆଧୁନିକ ସାହିତ୍ୟ କ୍ଷେତ୍ରରେ ଏକ ସ୍ୱତନ୍ତ୍ର ବିଭାଗ ରୂପେ ଗୃହୀତ ହୋଇ ସାରିଲାଣି । ସମାଲୋଚକମାନଙ୍କ ମତରେ ଅନୁବାଦ ହେଉଛି ଝରକା ସଦୃଶ ଯଦ୍ଦ୍ୱାରା ବାହାରଜଗତର ଦୃଶ୍ୟ-ଜୀବନ ଓ…