Latest Odisha News

BREAKING NEWS

Browsing Category

ଓଡିଶା

Odisha

ମାଲକାନଗିରିରେ ୮ଶହ ଟପିଲା କରୋନା ସଂକ୍ରମଣ

ମାଲକାନଗିରି: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ମାଲକାନଗିରି ଜିଲ୍ଲାରେ ଗତ ୨୪ ଘଣ୍ଟାରେ ୨୭ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ମାଲକାନଗିରି ଜିଲ୍ଲାପାଳ । ସୂଚନାନୁଯାୟୀ ଏହି ସମସ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୧୬ ଜଣ…

ଉପକୂଳରେ ଖୋର୍ଦ୍ଧା, ପଶ୍ଚିମରେ କରୋନା ହଟସ୍ପଟ୍ ସୁନ୍ଦରଗଡ଼

ଭୁବନେଶ୍ୱର: ଗଞ୍ଜାମ ପରେ ଖୋର୍ଦ୍ଧାରେ ଲମ୍ବା ଲମ୍ଫ ମାରୁଛି କରୋନା । ଖୋର୍ଦ୍ଧା ଜିଲ୍ଲାରେ ସଂକ୍ରମିତଙ୍କ ସଂଖ୍ୟା ୬ ହଜାର ଓ ସୁନ୍ଦରଗଡ଼ରେ ୨ ହଜାର ଟପିଲାଣି ପଜିଟିଭ୍ କେସ୍ । ନିୟମତି ଭାବରେ ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଛି । ଖୋର୍ଦ୍ଧାରେ କରୋନା ଲମ୍ଫ ଗଞ୍ଜାମ ପରେ ରାଜ୍ୟରେ…

ରାଜ୍ୟରେ ଆଉ ୧୨ କରୋନା ରୋଗୀଙ୍କ ମୃତ୍ୟୁ; ଜାଣନ୍ତୁ, କେଉଁ ଜିଲ୍ଲାରୁ କେତେ

ଭୁବନେଶ୍ୱର: ରାଜ୍ୟରେ ଶନିବାର ଦିନ ଆଉ ୧୨ଜଣ କୋଭିଡ-୧୯ ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତୁ୍ୟ ଘଟିଛି । ଯାହାକୁ ମିଶାଇ ରାଜ୍ୟରେ କରୋନା ମୃତକଙ୍କ ସଂଖ୍ୟା ୨୫୯ରେ ପହଞ୍ଚିଛି। ସ୍ୱାସ୍ଥ୍ୟ ବିଭାଗର ସୂଚନାନୁସାରେ, ବରଗଡରୁ ୧, ସୁନ୍ଦରଗଡରୁ ୧, ଭୁବନେଶ୍ୱରରୁ ୨, ବାଲେଶ୍ୱରରୁ ୧, କନ୍ଧମାଳରୁ ୨,…

ଓଡିଶାର ୨୮ ଜିଲ୍ଲାରୁ ନୂଆ ୧୬୪୩ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୧୬୪୩ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୮ ହଜାର ୬୯୭ରେ ପହଞ୍ଚିଛି । ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ…

ଗଞ୍ଜାମରେ ୫ମ ପର୍ଯ୍ୟାୟ ହେଲଥ ସ୍କ୍ରିନିଂ ଆରମ୍ଭ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାରେ ଦିନକୁ ଦିନ କରୋନା ସଂକମ୍ରିତଙ୍କ ସଂଖ୍ୟା ବଢୁଥିବା ଫଳରେ ପ୍ରଶାସନ ପକ୍ଷରୁ ସହରାଞ୍ଚଳରେ ୫ମ ପର୍ଯ୍ୟାୟ ହେଲଥ ସ୍କ୍ରିନିଂ ଆରମ୍ଭ କରାଯାଇଛି । ଗଣମାଧ୍ୟମକୁ ସୂଚନା ଦେଇ ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ କହିଛନ୍ତି ଯେ ପ୍ରାୟ ୪ ଦିନ ଲାଗି…

ସର୍ବସାଧାରଣ ସ୍ଥାନରେ ନୂଆଁଖାଇ ପାଳନ ପାଇଁ ପ୍ରଶାସନର ବାରଣ

ଝାରସୁଗୁଡା: କରୋନା କଟକଣାକୁ ଦୃଷ୍ଟିରେ ରଖି ପଶ୍ଚିମ ଓଡିଶାର ଗଣପର୍ବ ‘ନୂଆଁଖାଇ’କୁ ସର୍ବସାଧାରଣ ସ୍ଥାନରେ ପାଳନ କରିବା ନେଇ ପ୍ରଶାସନ ପକ୍ଷରୁ ପ୍ରତିବନ୍ଧକ ଲଗାଯାଇଛି । ପ୍ରଶାସନ ପକ୍ଷରୁ ଜାରି ନିର୍ଦ୍ଦେଶାନାମା ଅନୁଯାୟୀ ଚଳିତ ଥର ନୂଆଁଖାଇ ପର୍ବକୁ ଘର ଭିତରେ ତଥା ପରିବାର ସଦସ୍ୟଙ୍କ…

ମାଲକାନଗିରି ପୌରାଞ୍ଚଳ ଓ ବାଲିମେଳା ଏନଏସିରେ ସପ୍ତାହିକ ସଟଡାଉନ୍

ମାଲକାନଗିରି: କରୋନା ସଂକ୍ରମଣ ବଢୁଥିବାରୁ ମାଲକାନଗିରି ଜିଲ୍ଲା ପ୍ରଶାସନର ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ । ଅଗଷ୍ଟ ୩୧ ଯାଏଁ ମାଲକାନଗିରି ମ୍ୟୁନିସିପାଲିଟି ଓ ବାଲିମେଳା ଏନଏସିରେ ସପ୍ତାହନ୍ତ ସଟଡାଉନ୍ ବଳବତ୍ତର ରହିବ । ସପ୍ତାହର ପ୍ରତି ଶନିବାର ଓ ରବିବାର ସଟଡାଉନ୍ ଘୋଷଣା କରିଛନ୍ତି…

ଖୋଲିଲା ହୀରାକୁଦର ଆଉ ୧ଟି ଗେଟ୍

ସମ୍ବଲପୁର: ହୀରାକୁଦ ଜଳଭଣ୍ଡାରରୁ ବନ୍ୟାଜଳ ନିଷ୍କାସନ ଲାଗି ଶନିବାର ଦିନ ଆଉ ୧ଟି ଗେଟ୍ ଖୋଲିଛନ୍ତି ଡ୍ୟାମ୍ କର୍ତ୍ତୃପକ୍ଷ । ଏହା ମଧ୍ୟକୁ ବର୍ତ୍ତମାନ ସୁଦ୍ଧା ୮ଟି ଗେଟ୍ ଦେଇ ସେକେଣ୍ଡ ପିଛା ୧,୨୦,୭୯୫ କ୍ୟୁସେକ୍ ଜଳ ନିଷ୍କାସିତ ହେଉଥିବାବେଳେ ପାଖାପାଖି ସେକେଣ୍ଡ ପିଛା ୧,୪୮,୦୧୨…

ଭଦ୍ରକ ମୁଖ୍ୟ ଚିକିତ୍ସାଳୟ ଓପିଡି ୪୮ ଘଣ୍ଟା ବନ୍ଦ

ଭଦ୍ରକ: ୪୬ ଘଣ୍ଟା ବନ୍ଦ ରହିବ ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓପିଡି । ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଏନେଇ ସୂଚନା ଦେଇଛନ୍ତି । ହସ୍ପିଟାଲର ଜଣେ ଡାକ୍ତର କୋଭିଡ୍ ପଜିଟିଭ୍ ଚିହ୍ନଟ ପରେ ଏହି ନିଷ୍ପତ୍ତି ନିଆଯାଇଛି । ସଂପୃକ୍ତ ଡାକ୍ତରଙ୍କ ଡ୍ରାଇଭର ବି କରୋନା ସଂକ୍ରମିତ…

ଆଜିଠୁ ଦୁଇ ଦିନ ନୂଆପଡ଼ା ଓ ଖରିଆର ରୋଡ୍ ଏନଏସି ସଟଡାଉନ୍

ନୂଆପଡ଼ା: କରୋନା ଚେନ୍ ଭାଙ୍ଗିବାକୁ ସଟଡାଉନ୍ । ଆଜିଠୁ ଦୁଇ ଦିନ ନୂଆପଡ଼ା ଓ ଖରିଆର୍ ରୋଡ୍ ଏନଏସି ସଟଡାଉନରେ ରହିବ । ଏନେଇ ଘୋଷଣା କରିଛନ୍ତି ନୂଆପଡ଼ା ଜିଲ୍ଲାପାଳ । ସକାଳ ୭ଟାରୁ ଦିନ ୧୧ଟା ଯାଏଁ ସଟଡାଉନ୍ କଟକଣାକୁ କୋହଳ କରାଯିବ । ଏହି ଦୁଇ ଦିନିଆ ସଟଡାଉନ୍ ବେଳେ ସମସ୍ତ କଟକଣାକୁ…