Latest Odisha News

BREAKING NEWS

Browsing Category

ଓଡିଶା

Odisha

ଭୀମସାରର ପୁଣି ୩ ଡାକ୍ତରଙ୍କୁ କରୋନା

ବୁର୍ଲା: କରୋନା କବଳରେ କୋଭିଡ ଯୋଦ୍ଧା । ବୁର୍ଲା ଭୀମସାରରେ ପୁଣି ୩ ଡାକ୍ତର କରୋନାରେ ସଂକ୍ରମିତ ହୋଇଛନ୍ତି । ଏହି ୩ ଜଣ ଡାକ୍ତର ମେଡିସିନ୍ ବିଭାଗରେ କାର୍ଯ୍ୟରତ ଥିବା ଜଣାପଡିଛି । ଭୀମସାର ଅଧକ୍ଷକ ଏହି ସୂଚନା ଦେଇଛନ୍ତି। ପୂର୍ବରୁ ୯ ଜଣ ଡାକ୍ତର ମେଡିସିନ ବିଭାଗର କରୋନା ପଜିଟିଭ୍…

ଭୁବନେଶ୍ୱରରେ ୨୪ ଘଣ୍ଟାରେ ୧୧୮ ଆକ୍ରାନ୍ତ, ୯୦ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୧୧୮ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି) । ସୂଚନାନୁଯାୟୀ ସମ୍ପୃକ୍ତ ଆକ୍ରାନ୍ତଙ୍କ…

ଜାତୀୟ ସ୍ତରରେ ସ୍ମାର୍ଟ ଇଣ୍ଡିଆ ହାକାଥନ୍-୨୦୨୦ ପ୍ରତିଯୋଗିତାରେ ଓଡ଼ିଆ ଛାତ୍ରଛାତ୍ରୀଙ୍କ କୃତିତ୍ୱ

ଭୁବନେଶ୍ୱର: ଡିଜିଟାଲ୍ ପ୍ରକ୍ରିୟାରେ କିଭଳି ଭାବରେ ଅପରାଧର ମୁକାବିଲା କରାଯାଇପାରିବ ସେହି ସମାଧାନର ସୂତ୍ର ବାହାର କରି ସ୍ମାର୍ଟ ଇଣ୍ଡିଆ ହାକାଥନ୍ (ଏସ୍‌ଆଇଏଚ୍‌)- ୨୦୨୦ ପ୍ରତିଯୋଗିତାରେ ବିଜୟୀ ହୋଇଛନ୍ତି ଶିକ୍ଷା ଓ ଅନୁସନ୍ଧାନ (ଡିମ୍‌ଡ ଟୁ ବି ୟୁନିଭର୍ସିଟି)ର ଛାତ୍ରଛାତ୍ରୀ ।…

‘କ୍ୱାରେଂଟାଇନ୍ ଅବଧିକୁ ସରକାରୀ କାର୍ଯ୍ୟ ଦର୍ଶାଇ ପାରିବେନି କର୍ମଚାରୀ’

ମାଲକାନଗିରି: ଏଣିକି ସଙ୍ଗରୋଧ ବା କ୍ୱାରେଣ୍ଟାଇନ ଅବଧୀକୁ ସରକାରୀ କାର୍ଯ୍ୟ ଦର୍ଶାଇ ପାରିବେନି କର୍ମଚାରୀ । ଏନେଇ ସରକାରୀ କର୍ମଚାରୀଙ୍କ ପାଇଁ ନୂଆ ନିୟମ ଜାରି କରିଛନ୍ତି ମାଲକାନଗିରି ଜିଲ୍ଲାପାଳ । ଜିଲ୍ଲାପାଳ କହିଛନ୍ତି, ଜିଲ୍ଲା ମୁଖ୍ୟ କାର୍ଯ୍ୟାଳୟ ଛାଡ଼ିଲେ କର୍ମଚାରୀମାନେ…

ନବରଙ୍ଗପୁରରେ ଅଘଟଣ: ତେଲ ନଦୀରେ ବୁଡି ତିନି ଶିଶୁ ମୃତ

ନବରଙ୍ଗପୁର: ତେଲ ନଦୀରେ ବୁଡି ପ୍ରାଣ ହରାଇଲେ ତିନି ଶିଶୁ । ଏହି ଦୁଃଖଦ ଘଟଣାଟି ଘଟିଛି ତୋହରା ଅଂଚଳରେ । ମୃତକଙ୍କ ଭିତରେ ଦୁଇ ଜଣ ଝିଅ ଥିବା ବେଳେ ଜଣେ ପୁଅ ରହିଛନ୍ତି । ଏମାନଙ୍କ ବୟସ ୩ରୁ ୬ ବର୍ଷ ମଧ୍ୟରେ । ସୂଚନାଯୋଗ୍ୟ ଯେ, ଏହି ଶିଶୁମାନେ ଆଜି ନଦୀକୁ ଗାଧୋଇବାକୁ ଯାଇଥିଲେ । ଏହି…

ଅନ୍‌ଲାଇନ୍‌ରେ ଜଗା ଦର୍ଶନ !

ପୁରୀ: କରୋନା ମହାମାରୀ ଯୋଗୁଁ ଦୀର୍ଘ ଦନ ହେବ ସମସ୍ତ ଧାର୍ମିକ ପୀଠ ଶ୍ରଦ୍ଧାଳୁଙ୍କ ପାଇଁ ବନ୍ଦ ରହିଛି । ପୁରୀରେ ବି ଶ୍ରୀଜିଉଙ୍କ ଦର୍ଶନରୁ ଶ୍ରଦ୍ଧାଳୁମାନେ ବଂଚିତ ଅଛନ୍ତି । ଏହାକୁ ଆଧାର କରି ଆଜି ଜଗା ଦର୍ଶନ ପାଇଁ ବିଚାର ବିମର୍ଶ ଚାଲିଛି । ଶ୍ରୀଜିଉଙ୍କ ଦର୍ଶନ ଲାଗି ଅନଲାଇନ୍ ମାଧ୍ୟମରେ…

ସମାଜସେବୀ ଆଦିତ୍ୟ ଦାସ ମୃତ୍ୟୁ ମାମଲା : ପତ୍ନୀ ବିଦ୍ୟାଶ୍ରୀ ଓ ତିନି ସହଯୋଗୀଙ୍କର ହେବ ପଲିଗ୍ରାଫ ଟେଷ୍ଟ

ଭୁବନେଶ୍ଵର : ବହୁ ଚର୍ଚ୍ଚିତ ସମାଜସେବୀ ଆଦିତ୍ୟ ଦାସ ମୃତ୍ୟୁ ଘଟଣାକୁ ମାସେ ପୂରିବାକୁ ବସିଲାଣି କିନ୍ତୁ ଏଯାଏଁ ମୃତ୍ୟୁର କାରଣ ସ୍ପଷ୍ଟ ହୋଇପାରୁନାହିଁ । ତେଣୁ ପତ୍ନୀ ବିଦ୍ୟାଶ୍ରୀ ଓ ତାଙ୍କ ତିନି ସହଯୋଗୀଙ୍କ ପଲିଗ୍ରାଫ ଟେଷ୍ଟ କରାଯିବ ବୋଲି ସୂଚନା ଦେଇଛି କ୍ରାଇମବ୍ରାଞ୍ଚ ।…

ବଲାଙ୍ଗିର ଜିଲ୍ଲା ୪ ଦିନ ସଟ୍‌ଡାଉନ୍‌

ବଲାଙ୍ଗିର: ବଲାଙ୍ଗିର ଜିଲ୍ଲା ଦିନକୁ ଦିନ ବଢ଼ୁଛି କରୋନା ସଂକ୍ରମଣ । ଏଥିପାଇଁ ସ୍ଥିତି ନିୟନ୍ତ୍ରଣ ଲାଗି ଜିଲ୍ଲା ପ୍ରଶାସନ ପୁଣି ଥରେ କଡା ପଦକ୍ଷେପ ନେଇଛି । ଜିଲ୍ଲାକୁ ୪ ଦିନିଆ ସଟଡାଉନ ଘୋଷଣା କରାଯାଇଛି । ଆସନ୍ତା ୮ ତାରିଖରୁ ୧୧ ପର‌୍ୟ୍ୟନ୍ତ ଜିଲ୍ଲା ସମ୍ପୂର୍ଣ୍ଣ ସଟ୍ ଡାଉନ୍ ରହିବ ।…

‘ପ୍ରକୃତି ଉପରେ ସରକାରଙ୍କ ନିୟନ୍ତ୍ରଣ ନାହିଁ’

ଭୁବନେଶ୍ୱର: କଂଗ୍ରେସର ପୂର୍ବତନ ବିଧାୟକ ଦେବାଶିଷ ପଟ୍ଟନାୟକ ଆଜି ପ୍ରେସମିଟ୍ କରି ରାଜ୍ୟ ସରକାରଙ୍କ କୃଷି ତଥା ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁଙ୍କୁ ଟାର୍ଗେଟ କରିଛନ୍ତି । ସେ ଅଭିଯୋଗ କରିଛନ୍ତି ଯେ, କୃଷି ମନ୍ତ୍ରୀ କହୁଛନ୍ତି, ଚାଷୀଙ୍କୁ ଅନଲାଇନରେ ପାଠ ପଢାଇଛୁ । ହେଲେ ଗୋଟିଏ…

ରାଜ୍ୟର ସବୁ କୋଭିଡ୍ ହସପିଟାଲର ଯାଂଚ ହେବ: ଅଗ୍ନିଶମ ଡିଜି

ଭୁବନେଶ୍ୱର: ଅହମ୍ମଦାବାଦର କୋଭିଡ୍ ହସପିଟାଲରେ ଅଗ୍ନିକାଣ୍ଡ ଘଟି ୮ ଜଣଙ୍କ ଜୀବନ ଚାଲିଯିବା ପରେ ଆମ ରାଜ୍ୟର ବିଭିନ୍ନ କୋଭିଡ୍ ହସପିଟାଲରେ ଥିବା ଅଗ୍ନି ସୁରକ୍ଷା ବ୍ୟବସ୍ଥା ଉପରେ ପ୍ରଶ୍ନ ଉଠିଛି । ଏଭଳି ସ୍ଥିତିରେ ଅଗ୍ନିଶମ ଡିଜି ସତ୍ୟଜିତ୍ ମହାନ୍ତି ଟ୍ୱିଟ୍ କରି ସ୍ପଷ୍ଟ କରିଛନ୍ତି ଯେ,…