Latest Odisha News

BREAKING NEWS

Browsing Category

ଓଡିଶା

Odisha

ଅହମ୍ମଦାବାଦ ଅଗ୍ନିକାଣ୍ଡ: ଟ୍ୱିଟ୍ କରି ଦୁଃଖ ପ୍ରକାଶ କଲେ ନବୀନ

ଭୁବନେଶ୍ୱର: ଗୁଜୁରାଟର ଅହମ୍ମଦାବାଦରେ କୋଭିଡ୍ ହସପିଟାଲରେ ଅଗ୍ନିକାଣ୍ଡ ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟ୍ୱିଟ୍‌ରେ ନବୀନ ଲେଖିଛନ୍ତି ଯେ, ଦୁର୍ଘଟଣାରେ ସେ ଗଭୀର ଭାବେ ମର୍ମାହତ । ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇବା ସହ ଏଭଳି ଦୁଃଖଦ ସ୍ଥିତିର…

୯ରେ ଆଉ ଏକ ଲଘୁଚାପ, ସତର୍କ ରହିବାକୁ ଜିଲ୍ଲାପାଳଙ୍କୁ ରାଜସ୍ୱମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ଆସନ୍ତା ୯ ତାରିଖରେ ପୁଣି ଏକ ଲଘୁଚାପ ସୃଷ୍ଟି ହେଉଛି । ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷାର ଆକଳନ କରାଯାଇଛି । ଏଥିପାଇଁ ଜିଲ୍ଲାପାଳମାନଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ରାଜସ୍ୱମନ୍ତ୍ରୀ ସୁଦାମ ମାର୍ଣ୍ଣି । ଯଦି କେଉଁଠି ବର୍ଷା ଜନିତ ସମସ୍ୟା ଉପୁଜିଲା ତେବେ…

ସ୍ୱାସ୍ଥ୍ୟ ବିଭାଗର ୧୦ କର୍ମୀ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ୧୦ ଜଣ କର୍ମଚାରୀ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ପ୍ରାପ୍ତ ସୂଚନାନୁଯାୟୀ ଗତ ଅଗଷ୍ଟ ୧ ତାରିଖରେ ବିଭାଗର ଜଣେ ଫାଇନାନ୍ସ କର୍ମଚାରୀ କରୋନା ପଜିଟିଭ ଚିହ୍ନଟ ହେବା ପରେ ପ୍ରାୟ ୨୦ ଜଣ ଅଧିକାରୀ କୋଭିଡ ଟେଷ୍ଟ କରାଇଥିଲେ ।…

ଖୋର୍ଦ୍ଧା ଏସପି କରୋନା ସଂକ୍ରମିତ

ଭୁବନେଶ୍ୱର: ଖୋର୍ଦ୍ଧା ଏସପି ଅଜୟ ପ୍ରତାପ ସ୍ୱାଇଁ କରୋନା ସଂକ୍ରମିତ । କୋଭିଡ୍ ଟେଷ୍ଟ ରିପୋର୍ଟ ପଜିଟିଭ୍ ବାହାରିଛି । ଏନେଇ ନିଜେ ସୂଚନା ଦେଇଛନ୍ତି ଖୋର୍ଦ୍ଧା ଏସପି । ପୂର୍ବରୁ ଜିଲ୍ଲା ପୋଲିସ ମୁଖ୍ୟାଳୟର ଜଣେ କର୍ମଚାରୀ ପଜିଟିଭ୍ ଚିହ୍ନଟ ହୋଇଥିଲେ । ଏହାପରେ ଅନ୍ୟ କର୍ମଚାରୀଙ୍କର…

୧୦ କରୋନା ଯୋଦ୍ଧାଙ୍କ ସମେତ ମାଲକାନଗିରିରେ ୭୨ ଆକ୍ରାନ୍ତ

ମାଲକାନଗିରି: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ମାଲକାନଗିରିରୁ ୭୨ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ପ୍ରଶାସନ ପକ୍ଷରୁ ସୂଚନା ମିଳିଛି । ସୂଚନାନୁଯାୟୀ ସମ୍ପୃକ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୪୭ ଜଣ ମାଲକାନଗିରି…

ପଶ୍ଚିମ ଓଡ଼ିଶାରେ ମାଡୁଛି କରୋନା, ଫୋକସରେ S-S-B ଜିଲ୍ଲା

ଭୁବନେଶ୍ୱର: ଦକ୍ଷିଣ ପରେ ପଶ୍ଚିମ ଓଡ଼ିଶାରେ ମାଡ଼ି ମାଡ଼ି ଚାଲିଛି କରୋନା ଚେର । ଆକ୍ରାନ୍ତଙ୍କ ସଂଖ୍ୟା କ୍ରମାଗତ ଭାବରେ ବଢ଼ି ଚାଲିଛି । ଗତ ୨୪ ଘଣ୍ଟାରେ ସମ୍ବଲପୁର, ସୁନ୍ଦରଗଡ଼ ଜିଲ୍ଲାରେ ପଜିଟିଭ୍ କେସ ଶତକ ପାର କରିଥିବା ବେଳେ ବରଗଡ଼ ଜିଲ୍ଲାରୁ ୮୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।…

ଦିନ ୨ଟା ସୁଦ୍ଧା ରାଜ୍ୟର ଏହିସବୁ ଜିଲ୍ଲାରେ ବର୍ଷା ଆଶଙ୍କା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୪ଟି ସ୍ଥାନରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଗୁରୁବାର ଦିନ ପୂର୍ବାନୁମାନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ ବାଲେଶ୍ୱର, ଭଦ୍ରକ, ମୟୁରଭଞ୍ଜ ଓ କେନ୍ଦୁଝର ଆଦି…

ଆଜିଠୁ ମ୍ୟାଟ୍ରିକ ଖାତା ପୁନଃ ଯାଞ୍ଚ ଆବେଦନ; କିପରି କରିବେ ଜାଣନ୍ତୁ

ଭୁବନେଶ୍ୱର: ଆଜିଠାରୁ ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ମ୍ୟାଟ୍ରିକ ପରୀକ୍ଷା ଖାତା ପୁନଃ ଯାଞ୍ଚ ଓ ଉଭୟ ଖାତାର ଜେରକ୍ସ କପି ପାଇଁ ଅନ୍‌ଲାଇନ ଆବେଦନ ଆରମ୍ଭ ହୋଇଛି । ବୋର୍ଡର ୱେବ୍‌ସାଇଟ୍‌ www.bseodisha.ac.in ରେ ଆବେଦନର ସମସ୍ତ ନିୟମାବଳୀ ଉପଲବ୍ଧ ରହିଛି। ଏହି ରିଚେକିଂ…

ନବରଙ୍ଗପୁର ଜିଲ୍ଲାରୁ ପ୍ରଥମ ମୁଣ୍ଡ ନେଲା କରୋନା, ୨୪ ଘଣ୍ଟାରେ ଆଉ ୧୦ ମୃତ

ଭୁବନେଶ୍ୱର: କରୋନା ମାଡୁଛି । ପ୍ରତିଦିନି ନୂଆ ନୂଆ ଜିଲ୍ଲାରୁ ଜୀବନ ନେଉଛି । ନବରଙ୍ଗପୁର ଜିଲ୍ଲାରୁ ପ୍ରଥମ ମୁଣ୍ଡ ନେଇଛି କରୋନା । ଚିକିତ୍ସାଧୀନ ଅବସ୍ଥାରେ ଜଣେ ସଂକ୍ରମିତ ମୃତ୍ୟୁବଣ କରିଛନ୍ତି । ଏହାସହ ଗତ ୨୪ ଘଣ୍ଟାରେ ରାଜ୍ୟର ୭ଟି ଜିଲ୍ଲାରୁ ୧୦ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଇଛି…

ରାଜ୍ୟରେ ୧୬୯୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ୪୦ ହଜାର ଟପିଲା ପଜିଟିଭ୍ କେସ୍

ଭୁବନେଶ୍ୱର: ଜୁଲାଇ ପରେ ଅଗଷ୍ଟରେ ବି ରାଜ୍ୟରେ କାୟା ବିସ୍ତାର କରୁଛି କରୋନା । ପଜିଟିଭ୍ କେସ୍ ୪୦ ହଜାର ପାର କରିଛି । ଗତ ୨୪ ଘଣ୍ଟାରେ ୨୯ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ୧ହଜାର ୬୯୯ ନୂଆ ଭୂତାଣୁ ସଂକ୍ରମିତ । କ୍ୱାରେଣ୍ଟାଇନ ସେଣ୍ଟରରୁ ୧ ହଜାର ୭୩ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍…