Latest Odisha News

BREAKING NEWS

Browsing Category

ଓଡିଶା

Odisha

ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ, କାଲି ଗଡ଼ିବନି ଭୁବନେଶ୍ୱର-ମୁମ୍ବାଇ କୋଣାର୍କ ସ୍ୱତନ୍ତ୍ର ଏକ୍ସପ୍ରେସ

ଭୁବନେଶ୍ୱର: ଆସନ୍ତାକାଲି ଭୁବନେଶ୍ୱର-ମୁମ୍ୱାଇ (୦୧୦୨୦) କୋଣାର୍କ ସ୍ୱତନ୍ତ୍ର ଏକ୍ସପ୍ରେସ ଟ୍ରେନ୍ ଚଳାଚଳ ବାତିଲ । ସଂଯୋଗକାରୀ ଟ୍ରେନ୍ ନ ଆସିବା କାରଣରୁ ଆସନ୍ତାକାଲି ଭୁବନେଶ୍ୱରରୁ ଛାଡ଼ିବ ନାହିଁ କୋଣାର୍କ ଏକ୍ସପ୍ରେସ । ସେହିପରି ପ୍ରବଳ ବର୍ଷା ଯୋଗୁ ମୁମ୍ୱାଇ ରେଲଓ୍ୱେ ଟ୍ରାକରେ…

ସପ୍ତାହର ପ୍ରତି ବୁଧବାର ବନ୍ଦ ରହିବ କଟକ ମାଲଗୋଦାମ

କଟକ: ଏଣିକି ପ୍ରତି ବୁଧବାର ବନ୍ଦ ରହିବ କଟକ ମାଲଗୋଦାମ । ସଂପୃକ୍ତ ଅଞ୍ଚଳରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିବାରୁ ଏହି ନିଷ୍ପତ୍ତି ନେଇଛି କଟକ ମହାନଗର ନିଗମ କର୍ତ୍ତୃପକ୍ଷ । ଏହାସହ ତିନିଟି ପର୍ଯ୍ୟାୟରେ ମାଲଗୋଦାମ ଖୋଲିବା ପାଇଁ ନିଷ୍ପତ୍ତି ନେଇଛି ସିଏମସି । ଅତ୍ୟାବଶ୍ୟକ ସାମଗ୍ରୀ…

ରାଜ୍ୟରେ ବଢୁଛି ସୁସ୍ଥତା ହାର: ମୋଟ ସଂଖ୍ୟା ଟପିଲା ୨୫ ହଜାର

ଭୁବନେଶ୍ୱର: ରାଜ୍ୟବାସୀଙ୍କ ପାଇଁ ଖୁସି ଖବର। ପ୍ରତିଦିନ ଶହ ଶହ ସଂଖ୍ୟାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ସେହି ଅନୁପାତରେ ଆରୋଗ୍ୟ ହାର ମଧ୍ୟ ବଢ଼ିବାରେ ଲାଗିଛି । ବିନା କୌଣସି ଔଷଧ ରେ ଆମ ଡାକ୍ତରମାନେ ଏହି ମହାମାରୀରୁ ଲୋକଙ୍କୁ ବଞ୍ଚିବାରେ ଅନେକ ସଫଳତା ହାସଲ…

ରାଜ୍ୟର ଏହି ୧୦ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଉତ୍ତର- ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଭିଜୁଛି ସାରା ଓଡ଼ିଶା। ଗତ ୩୬ ଘଣ୍ଟା ମଧ୍ୟରେ ରାଜ୍ୟର ପ୍ରାୟ ସବୁ ଜିଲ୍ଲାରେ ପ୍ରବଳ ବର୍ଷା ହୋଇଛି। ପାଣିପାଗ ବିଭାଗର ପୂର୍ବନୁମାନ ଅନୁସାରେ, ଆସନ୍ତା ୯ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ବଳୟ…

ପୁଅ ପଜିଟିଭ; ମାଆକୁ ମିଳିଲାନି କାନ୍ଧ !

କୁଜଙ୍ଗ: କରୋନା ଯେତେ ବଢୁଛି ସେତିକି ହଜି ଯାଉଛି ମାନବିକତା । ଏହାର ଆଉ ଏକ ଉଦାହରଣ ସମ୍ନାକୁ ଆସିଛି। ମିଳିଥିବା ସୂଚନା ଅନୁସାରେ,କରୋନା ସଂକ୍ରମିତ ହୋଇଥିଲେ ସେନାବାହିନୀର ଜଣେ ଯବାନ। ଏହାର କିଛିଦିନ ପରେ ପ୍ରାଣ ହରାଇଥିଲେ ତାଙ୍କ ମାଆ। ମୃତ ମା’ଙ୍କୁ କାନ୍ଧ ଦେବାକୁ ଆଗକୁ ଆସିଲେନି…

କରୋନା ନେଲାଣି ୬ ପୋଲିସ କର୍ମଚାରୀଙ୍କ ଜୀବନ

ଭୁବନେଶ୍ୱର: ରାଜ୍ୟରେ ୬ ପୋଲିସ କର୍ମଚାରୀଙ୍କ ଜୀବନ ନେଲାଣି କରୋନା। ଏହାସହ ୭୦୦ ଟପିଲାଣି ଆକ୍ରାନ୍ତ କରୋନା ଯୋଦ୍ଧାଙ୍କ ସଂଖ୍ୟା। ସବୁଠୁ ଅଧିକ ଗଞ୍ଜାମ ଜିଲ୍ଲାର ଆକ୍ରାନ୍ତ ରହିଥିବା ସୂଚନା । ବୁଧବାର ଦିନ କରୋନା ଯୋଦ୍ଧାଙ୍କ ପାଇଁ ପୁଲିସ ମୁଖ୍ୟାଳୟରେ ଆୟୋଜିତ ଏକ ମିନିଟ୍‌ର ନିରବ…

ବିଜେଡ଼ି କାର୍ଯ୍ୟାଳୟରେ କୋଭିଡ୍ ଯୋଦ୍ଧାଙ୍କ ପାଇଁ ନୀରବ ପ୍ରାର୍ଥନା

ଭୁବନେଶ୍ୱର: କରୋନା ଯୋଦ୍ଧାଙ୍କ ପାଇଁ ଏକ ମିନିଟ୍ ନୀରବ ପ୍ରାର୍ଥନାରେ ସାମିଲ ହୋଇଥିଲେ ବିଜେଡି କର୍ମକର୍ତ୍ତା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ୱାନ କ୍ରମେ ବୁଧବାର ସନ୍ଧ୍ୟା ୬ ଟାରେ ରାଜ୍ୟ ଯୋଜନା ବୋର୍ଡ଼ ଉପାଧ୍ୟକ୍ଷ ତଥା ବିଜେଡି ନେତା ସଞ୍ଜୟ ଦାସବର୍ମାଙ୍କ ନେତୃତ୍ୱରେ ବିଜେଡି…

କାଲିଠୁ ସପ୍ତାହେ ବନ୍ଦ ରହିବ ଭୀମସାର ମେଡିସିନ୍ ବିଭାଗ OPD

ବୁର୍ଲା (ସମ୍ୱଲପୁର): ଆସନ୍ତାକାଲିଠାରୁ (ଗୁରୁବାର) ବନ୍ଦ ରହିବ ବୁର୍ଲା ଭୀମସାର ମେଡିସିନ ବିଭାଗ OPD। ଏନେଇ ସୂଚନା ଦେଇଛନ୍ତି ଭୀମସାର ନିର୍ଦ୍ଦେଶକ ଲଳିତ କୁମାର ମେହେର । ଆସନ୍ତା ୧୨ ତାରିଖ ଯାଏଁ ବନ୍ଦ ରହିବ OPD । ମେଡିସିନ ବିଭାଗର ୩୮ ଜଣ ଡାକ୍ତର କ୍ୱାରେଣ୍ଟାଇନରେ ଯିବା ପରେ…

କିମସ୍‌ରେ ଯୋଗଦେଲେ ଡାକ୍ତର ବିଧୁକଲ୍ୟାଣ ମହାନ୍ତି ଓ ଡାକ୍ତର ହେମନ୍ତ କୁମାର କର

ଭୁବନେଶ୍ୱର: ବିଶିଷ୍ଟ କର୍କଟ ରୋଗ ବିଶେଷଜ୍ଞ ଡାକ୍ତର ବିଧୁ କଲ୍ୟାଣ ମହାନ୍ତି ଓ ବିଶିଷ୍ଟ ଚର୍ମରୋଗ ବିଶେଷଜ୍ଞ ଡାକ୍ତର ହେମନ୍ତ କୁମାର କର କଳିଙ୍ଗ ଇନଷ୍ଟିଚ୍ୟୁଟ୍‌ ଅଫ୍‍ ମେଡିକାଲ୍‍ ସାଇନସେସ୍ (କିମସ୍‌)ରେ ଯୋଗ ଦେଇଛନ୍ତି । ଡାକ୍ତର ମହାନ୍ତି କିମ୍ସସ କ୍ୟାନ୍ସଗର ସେଣ୍ଟରର ନିର୍ଦ୍ଦେଶକ ତଥା…

କୋଭିଡ ଯୋଦ୍ଧାଙ୍କ ପାଇଁ ସାରା ରାଜ୍ୟରେ ୧ ମିନିଟ ନିରବ ପ୍ରାର୍ଥନା, ଶପଥ ପାଠ କରାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ସନ୍ଧ୍ୟା ୬ଟାରେ ସାରା ଓଡ଼ିଶା ଏକ ମିନିଟ୍ ପାଇଁ  ନିରବ ପ୍ରାର୍ଥନା କରିଛି। କୋଭିଡ୍‌ ଯୋଦ୍ଧାମାନଙ୍କର ମାନବ ଜାତି ପ୍ରତି ସର୍ବୋଚ୍ଚ ତ୍ୟାଗକୁ ପୁନଃ ସ୍ମରଣ କରି ସମ୍ମାନ ଜଣାଇଛି ସାରା ଓଡ଼ିଶା। ୧ ମିନିଟ୍ ଲାଗି ଅଟକି ଯାଇଛି ଜୀବନଯାତ୍ରା। ରାସ୍ତଘାଟ, ଅଫିସ, ବଜାରଘାଟ…