Latest Odisha News

BREAKING NEWS

Browsing Category

ଓଡିଶା

Odisha

ରାଜ୍ୟର ଏହି ସମସ୍ତ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗର ପୂର୍ବନୁମାନ ଅନୁଯାୟୀ, ଯାଜପୁର, ଭଦ୍ରକ, କଟକ ଓ ନୂଆପଡା ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଛି । ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ , ଅନୁଗୁଳ, ରାୟଗଡ଼ା, କନ୍ଧମାଳ,…

କୋଭିଡ୍‌ ମୁକାବିଲା: ବିଭିନ୍ନ ଡାକ୍ତରଖାନାରେ ନିଯୁକ୍ତି ହେଲେ ୪୭୭ ପିଜି ଡାକ୍ତର

ଭୁବନେଶ୍ୱର: ରାଜ୍ୟରେ ବଢୁଛି କରୋନା ସଂକ୍ରମଣ । ଏଥିରେ ଅଙ୍କୁଶ ଲଗାଇବା ପାଇଁ ରାଜ୍ୟ ସରକାର ରାଜ୍ୟର ବିଭିନ୍ନ ୪୭୭ ପିଜି ଡାକ୍ତରଙ୍କୁ ନିଯୁକ୍ତି ଦିଆଯାଇଛି । ମିଳିଥିବା ସୂଚନା ଅନୁସାରେ, ରାଜ୍ୟର ବିଭିନ୍ନ ଡାକ୍ତରଖାନାରେ ୪୭୭ ପିଜି ଡାକ୍ତରଙ୍କୁ ସରକାରଙ୍କୁ ନିଯୁକ୍ତି ଦେଇଛନ୍ତି ।…

କଲରା ପତରିଆକୁ ପିଟିପିଟି ମାରି ଦେଇଥିବା ଅଭିଯୋଗ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲା ହେମଗିରି ବ୍ଲକ ଅନ୍ତର୍ଗତ ରମ୍ପିଆ ଗାଁ ନିକଟ ରେଳ ଧାରଣା କଡ଼ରୁ ଏକ କଲରା ପତରିଆ ବାଘର ମୃତଦେହ ଉଦ୍ଧାର ହୋଇଛି । ଅଭିଯୋଗ ହୋଇଛି, ବାଘଟିକୁ ପିଟି ପିଟି ମାରି ଦିଆଯାଇଛି । ତେବେ ବାଘଟିକୁ ଲୋକ ମାରିଛନ୍ତି ନା ଅନ୍ୟ କୌଣସି କାରଣରୁ ତାର ମୃତ୍ୟୁ ହୋଇଛି…

କରୋନାରେ ଗଲା ଆଉ ୯ ମୁଣ୍ଡ, କେନ୍ଦୁଝର ଜିଲ୍ଲାରେ ପ୍ରଥମ ମୃତ୍ୟୁ

ଭୁବନେଶ୍ୱର: ମାଡୁଛି ସଂକ୍ରମଣ, ରାଜ୍ୟରେ ଯାଉଛି ଜୀବନ । ଗତ ୨୪ ଘଣ୍ଟାରେ ଆଉ ୯ କରୋନା ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି । କେନ୍ଦୁଝର ଜିଲ୍ଲାରୁ ପ୍ରଥମ ମୁଣ୍ଡ ନେଇଛି କରୋନା । ଜଣେ ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି । ସେହିପରି ଗଞ୍ଜାମ ଜିଲ୍ଲାରୁ ୬ ଜଣଙ୍କ…

ରାଜ୍ୟରେ ଉପରମୁଁହା କରୋନା ଗ୍ରାଫ: ୨୪ ଘଣ୍ଟାରେ ୫୦୦ରୁ ଅଧିକ ସ୍ଥାନୀୟ ସଂକ୍ରମଣ

ଭୁବନେଶ୍ୱର: ରାଜ୍ୟରେ ସାଂଘାତିକ ହେଉଛି କରୋନା ସ୍ଥିତି । ଚିନ୍ତା ବଢ଼ାଉଛି ସ୍ଥାନୀୟ ସଂକ୍ରମଣ । ରାଜ୍ୟରେ ଆଜି ମଧ୍ୟ ୧୦୦୦ ପାର ହୋଇଛି କରୋନା ପଜିଟିଭଙ୍କ ସଂଖ୍ୟା । ଆଜି ଚିହ୍ନଟ ହୋଇଛନ୍ତି ୧୩୩୭ ଜଣ କରୋନା ପଜିଟିଭ ଚିହ୍ନଟ। ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ କ୍ବାରେଣ୍ଟାଇନ୍…

ଆସନ୍ତାକାଲିଠୁ ମ୍ୟାଟ୍ରିକ ଖାତା ପୁନଃ ଯାଞ୍ଚ ଆବେଦନ

ଭୁବନେଶ୍ୱର: ଆସନ୍ତାକାଲି (ଅଗଷ୍ଟ ୬) ତାରିଖରୁ ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ମ୍ୟାଟ୍ରିକ ପରୀକ୍ଷା ଖାତା ପୁନଃ ଯାଞ୍ଚ ଓ ଉଭୟ ଖାତାର ଜେରକ୍ସ କପି ପାଇଁ ଅନ୍‌ଲାଇନ ଆବେଦନ ଆରମ୍ଭ ହେବ। ବୋର୍ଡର ୱେବ୍‌ସାଇଟ୍‌ www.bseodisha.ac.in ରେ ଆବେଦନର ସମସ୍ତ ନିୟମାବଳୀ ଉପଲବ୍ଧ…

ସର୍ଭିସ ରିଭଲଭରରୁ ଗୁଳି ଫୁଟାଇ ଆତ୍ମହତ୍ୟା କଲେ ଯବାନ

ଚିତ୍ରକୋଣ୍ଡା(ମାଲକାନଗିରି): ନିଜ ସର୍ଭିସ୍ ରିଭଲଭରରୁ ଗୁଳି ଫୁଟାଇ ଯବାନଙ୍କ ଆତ୍ମହତ୍ୟା । ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଥାନା ନିକଟ ବିଏସ୍ଏଫ୍ କ୍ୟାମ୍ପରେ ଘଟିଛି ଏହି ଅଘଟଣ । ଆତ୍ମହତ୍ୟା କରିଥିବା ଯବାନଙ୍କ ନାଁ ଶେଷ କର୍ଣ୍ଣ । ତାଙ୍କ ଘର ରାଜସ୍ଥାନରେ । ଚିତ୍ରକୋଣ୍ଡା ୯ ନମ୍ବର…

ପାଣିପାଗ ବିଭାଗର ସତର୍କ ସୂଚନା; ୫ ଜିଲ୍ଲା‌ରେ ଭୀଷଣ ବର୍ଷା ସମ୍ଭାବନା

ଭୁବନେଶ୍ବର: ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟର ଅନେକ ସ୍ଥାନରେ ବର୍ଷା ପ୍ରବଳ ବର୍ଷ ହେଲାଣି। ଆଗାମୀ ୨୪ ଘଣ୍ଟା‌ ମଧ୍ୟରେ ଏହା ଅଧିକ ଘନୀଭୂତ ହେବାକୁ ଯାଉଛି । ଏହା ପ୍ରଭାବରେ ରାଜ୍ୟର ୫ଟି ଜିଲ୍ଲା ସମ୍ବଲପୁର, ଦେବଗଡ଼, ଝାରସୁଗୁଡ଼ା, ବରଗଡ଼ ଓ ସୁନ୍ଦରଗଡ଼ରେ…

ପୋଲିସ ସେବା ଭବନରେ ଆରମ୍ଭ ହେଲା ସିରୋସର୍ଭେ

ଭୁବନେଶ୍ବର: ଜନସାଧାରଣଙ୍କ ସମେତ ଏହି ମହାମାରୀରୁ ମଧ୍ୟ ବର୍ତ୍ତି ପାରୁ ନାହାନ୍ତି କରୋନା ଯୋଦ୍ଧା । କରୋନା ତାଲିକାରେ ଯୋଡି ହୋଇ ଚାଲୁଛି ସ୍ୱାସ୍ଥ୍ୟ କର୍ମୀଙ୍କ ସହ ସୁରକ୍ଷାକର୍ମୀଙ୍କ ସଂଖ୍ୟା । କମିସନରେଟ୍‌ ପୋଲିସରେ ମଧ୍ୟ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଛି। ପ୍ରତ୍ୟେକ ଦିନ ପ୍ରାୟ…

ବଢ଼ୁଛି ମାମଲା: ୩ ଦିନ ଯାଏଁ ଏହି NAC ରେ ସଟଡାଉନ ଘୋଷଣା

ଢେଙ୍କାନାଳ: ସ୍ଥାନୀୟ ଅଞ୍ଚଳରୁ ୪୦ ରୁ ଅଧିକ କୋଭିଡ ମାମଲା ଚିହ୍ନଟ ହେବା ପରେ ମଙ୍ଗଳବାର ଦିନ ଢେଙ୍କାନାଳ ଜିଲ୍ଲା ଭୁବନ ଏନଏସିରେ ତିନି ଦିନିଆ ସଟଡାଉନ ଘୋଷଣା କରାଯାଇଛି । ଏନେଇ ସୂଚନା ଦେଇଛନ୍ତି ଢେଙ୍କାନାଳ ଜିଲ୍ଲାପାଳ । ଜିଲ୍ଲାପାଳ ଦେଇଥିବା ସୂଚନା ଅନୁସାରେ, ଅଗଷ୍ଟ ୫ ତାରିଖରୁ ୮…