Latest Odisha News

BREAKING NEWS

Browsing Category

ଓଡିଶା

Odisha

ଆଜିଠୁ ଖୋଲିବ ଜିମ ଓ ଯୋଗ ସେଣ୍ଟର; କ’ଣ ରହିଛି ଗାଇଡ଼ଲାଇନ, ଜାଣନ୍ତୁ

ଭୁବନେଶ୍ୱର: ଅନଲକ୍ ୩.୦ ଗାଇଡ଼ଲାଇନ ଅନୁଯାୟୀ ଆଜିଠୁ ଖୋଲିବ ଯୋଗ ଏବଂ ଜିମ୍ ସେଣ୍ଟର । ଏନେଇ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ଅନୁମତି ମିଳିଛି । ଏଥିପାଇଁ ସରକାରଙ୍କ ପକ୍ଷରୁ ନୂଆ ଗାଇଡ଼ଲାଇନ ମଧ୍ୟ ଜାରି କରାଯାଇଛି। ଏହି ଗାଇଡ଼ଲାଇନ ଅନୁଯାୟୀ ଯୋଗ ଓ ଜିମ୍ ସେଣ୍ଟରରେ ଲୋକଙ୍କ…

ଉତ୍ସବ ମୁଖର ଅଯୋଧ୍ୟା ନଗର; ଆଜି ଶ୍ରୀରାମ ମନ୍ଦିର ଭୂମିପୂଜନ

ଅଯୋଧ୍ୟା: ଅଯୋଧ୍ୟା ରାମ ମନ୍ଦିର ନିର୍ମାଣ ଲାଗି ଆଜି ହେବ ଭୂମି ପୂଜନ । ଭୂମି ପୂଜନ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ୧୭୫ ଜଣ ଅତିଥି ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ଉତ୍ସବ ମୁଖର ହୋଇ ଉଠିଛି ଅଯୋଧ୍ୟା । ଆଜି ସକାଳ ୮ଟାରୁ ଆରମ୍ଭ ହେବ କାର୍ଯ୍ୟକ୍ରମ ।…

ଜାଣନ୍ତୁ, କେମିତି କଟିବ ଆଜି ଦିନ…

ରାଶି ଫଳ ତା ୫-୮-୨୦୨୦ ବୁଧବାର ଆଜି ଦିନର ମହତ୍ତ୍ୱ ଆଜି ହେଉଛି ୨୦୨୦ ମସିହା ଅଗଷ୍ଟ ତା ୫ ରିଖ ବୁଧବାର କର୍କଟ ୨୧ଦିନ ଭାଦ୍ରବ ମାସ କୃଷ୍ଣ ଦ୍ବିତୀୟା ତିଥି ଧନିଷ୍ଠା ଭୁକ୍ତ ଶତଭିଷା ନକ୍ଷତ୍ର କୁମ୍ଭ ଚନ୍ଦ୍ର ଘାତ ବାର-: କର୍କଟ ରାଶିର ଘାତ ଚନ୍ଦ୍ର:- ମିଥୁନ ରାଶି ପୁରୁଷ ଓ ମୀନ…

ଆଇଆଇଏମ୍‍ସି ପକ୍ଷରୁ ଓଡ଼ିଆ ସାମ୍ବାଦିକତା ଦିବସ ପାଳିତ

ଢେଙ୍କାନାଳ: ଭାରତୀୟ ଜନ ସଞ୍ଚାର ସଂସ୍ଥାନ (ଆଇଆଇଏମ୍‍ସି), ଢେଙ୍କାନାଳ ପକ୍ଷରୁ ଓଡ଼ିଆ ସାମ୍ବାଦିକତା ଦିବସ ପାଳିତ ହୋଇଛି । ଏହି ଅବସରରେ ‘ଓଡ଼ିଆ ଗଣମାଧ୍ୟମ: ସ୍ଥିତି, ଧାରା ଓ ଭବିଷ୍ୟତ’ ଉପରେ ଏକ ଇ-ଆଲୋଚନାଚକ୍ର ଅନୁଷ୍ଠିତ ହୋଇଛି । ଏହି ଅବସରରେ ବରିଷ୍ଠ ସାମ୍ବାଦିକ ଓ ସ୍ତମ୍ଭକାର…

ଆକ୍ରମଣ କଲା କଲରା ପତରିଆ ବାଘ, ପାଞ୍ଚ ଜଣ ଆହତ

ସୁନ୍ଦରଗଡ଼: କଲରା ପତରିଆ ବାଘ ଆତଙ୍କ । ସୁନ୍ଦରଗଡ଼ ଜିଲ୍ଲା ହେମଗିରି ପରେଷ୍ଟ ରେଞ୍ଜରେ ପାଞ୍ଚ ଜଣଙ୍କୁ ଆକ୍ରମଣ କରିଛି । ସେମାନଙ୍କ ଭିତରେ ଅଛନ୍ତି ଦୁଇ ଜଣ ମହିଳା । ଆହତମାନଙ୍କୁ ହେମଗିରି ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ବାଘ ଆକ୍ରମଣ ନେଇ ସ୍ପଷ୍ଟ କରିଛନ୍ତି ସୁନ୍ଦରଗଡ ଡିଏଫଓ ।…

ଦାରିଙ୍ଗିବାଡ଼ିର ବିଭୂତି, ସ୍କୁଲ ମାଷ୍ଟରରୁ ଆଇଏଏସ୍ ଅଫିସର ଯାଏଁ ଯାତ୍ରା

ଦାରିଙ୍ଗିବାଡ଼ି(କନ୍ଧମାଳ): ସ୍ୱପ୍ନ ସାକାର ହୋଇଛି । ଦିନେ ସ୍କୁଲ ଶିକ୍ଷକ ଥିଲେ । ତାପରେ ଅନେକ ଚାକିରି ଛାଡ଼ିଛନ୍ତି । ଲକ୍ଷ୍ୟ କିନ୍ତୁ ଥିଲା ସିଭିଲ୍ ସର୍ଭିସ । ପ୍ରସ୍ତୁତି ଚଳାଇଥିଲେ । ଏବେ ସଫଳତାର ସହ କୃତକାର୍ଯ୍ୟ ହୋଇଛନ୍ତି କନ୍ଧମାଳ ଜିଲ୍ଲା ଦାରିଙ୍ଗିବାଡ଼ି ବ୍ଲକ କଲିଙ୍ଗି ଗାଁରେ…

ଅଯୋଧ୍ୟାରେ ରାମମନ୍ଦିର ଭୂମିପୂଜନ ପୂର୍ବରୁ ପୁରୀ ବେଳାଭୁମିରେ ବାଲୁକା ପ୍ରତିରୂପ ପ୍ରସ୍ତୁତ କଲେ ସୁଦର୍ଶନ

ପୁରୀ: ଆସନ୍ତାକାଲି ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣ ପାଇଁ ଭୂମିପୂଜା ଅନୁଷ୍ଠିତ ହେବ । ତେବେ ପୁରୀ ବେଳା ଭୂମିରେ ଦେଖିବାକୁ ମିଳିଛି ରାମ ମନ୍ଦିର ଡିଜାଇନ୍‌ର ଅବିକଳ ପ୍ରତିରୂପ । ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ପୁରୀ ବେଳାଭୂମିରେ ଏହିପରି ଏକ…

ରାଉରକେଲାରେ କୋଭିଡ ନିୟମ ଖିଲାପକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ହ୍ଵାଟ୍ସଆପ ନମ୍ବର ଜାରି

ରାଉରକେଲା: କୋଭିଡ ନିୟମ ଖିଲାପ କରୁଥିଲେ ସାବଧାନ । ଘରୁ ବାହାରିଲେ ଯଦି ମାସ୍କ ପିନ୍ଧ ନାହାନ୍ତି, ସାମାଜିକ ଦ୍‌ୂରତ୍ୱ ମାନୁନାହାନ୍ତି କି ଆବଶ୍ୟକ ସ୍ଥଳେ ହାତ ସାନିଟାଇଜ କରୁନାହାନ୍ତି ତେବେ ଅସୁବିଧାରେ ପଡିପାରନ୍ତି । କାରଣ ଖିଲାପକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ରାଉରକେଲା…

କୋଭିଡ ଯୋଦ୍ଧାଙ୍କ ପାଇଁ କାଲି ସନ୍ଧ୍ୟାରେ ନୀରବ ପ୍ରାର୍ଥନା କରିବାକୁ ଅପିଲ

ଭୁବନେଶ୍ୱର: କାଲି ସନ୍ଧ୍ୟା ୬ଟାରେ ନୀରବ ପ୍ରାର୍ଥନା ପାଇଁ ମଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଅପିଲ କରିଛନ୍ତି । କୋଭିଡ ଯୋଦ୍ଧାଙ୍କ ସମ୍ମାନାର୍ଥେ ସନ୍ଧ୍ୟାରେ ୧ମିନିଟର ନିରବ ପ୍ରାର୍ଥନା କରିବା ପାଇଁ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି । ଯିଏ ଯେଉଁଠି…

ଓଡିଶାରୁ ସୁସ୍ଥ ହେଲେ ୧୪୦୯ କରୋନା ରୋଗୀ; ମୋଟ୍ ଆରୋଗ୍ୟଙ୍କ ସଂଖ୍ୟା ୨୪ ହଜାର ଟପିଲା

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୧୪୦୯ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ସୁସ୍ଥ ହୋଇଥିବା ୧୪୦୯ ଜଣଙ୍କ ମଧ୍ୟରୁ ୨୫୮ ଜଣ ଗଞ୍ଜାମରୁ, ୨୧୮ ଜଣ ଖୋର୍ଦ୍ଧା, ୧୨୮ ୧୨୮ ଜଣ ରାୟଗଡାରୁ, ୧୨୨ ଜଣ…