Latest Odisha News

BREAKING NEWS

Browsing Category

ଓଡିଶା

Odisha

ଓଡିଶାରୁ ସୁସ୍ଥ ହେଲେ ୧୪୦୯ କରୋନା ରୋଗୀ; ମୋଟ୍ ଆରୋଗ୍ୟଙ୍କ ସଂଖ୍ୟା ୨୪ ହଜାର ଟପିଲା

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୧୪୦୯ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ସୁସ୍ଥ ହୋଇଥିବା ୧୪୦୯ ଜଣଙ୍କ ମଧ୍ୟରୁ ୨୫୮ ଜଣ ଗଞ୍ଜାମରୁ, ୨୧୮ ଜଣ ଖୋର୍ଦ୍ଧା, ୧୨୮ ୧୨୮ ଜଣ ରାୟଗଡାରୁ, ୧୨୨ ଜଣ…

ବର୍ଷା ଆଲର୍ଟ, ଜିଲ୍ଲାପାଳଙ୍କୁ ଏସ୍‌ଆର୍‌ସିଙ୍କ ଚିଠି

ଭୁବନେଶ୍ୱର: ଉତ୍ତର ବଙ୍ଗପୋସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହୋଇଛି । ଏହାର ପ୍ରଭାବରେ ଆଗାମୀ ୫ରୁ ୬ ଦିନ ୧୮ଟି ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ତେବେ ରାଜ୍ୟରେ ବର୍ଷା ନେଇ ସବୁ ଜିଲ୍ଲାପାଳଙ୍କୁ ଏସଆରସି ପ୍ରଦୀପ ଜେନା ଚିଠି ଲେଖିଛନ୍ତି । ସବୁ ଜିଲ୍ଲାପାଳଙ୍କୁ…

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କରୋନା ପଜିଟିଭ

ନୂଆଦିଲ୍ଲୀ: କେନ୍ଦ୍ର ପେଟ୍ରୋଲିଅମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କରୋନାରେ ସଂକ୍ରମିତ ହୋଇଛନ୍ତି । ତାଙ୍କ ଟେଷ୍ଟ ରିପୋର୍ଟ ପଜିଟିଭ ଆସିଛି । ସେ ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ନେଇ ସୂଚନା ମିଳିଛି । ପୂର୍ବରୁ ତାଙ୍କ କର୍ମଚାରୀ ପଜିଟିଭ ଆସିଥିଲେ । ସେ ଟୁଇଟ୍ କରି…

ଦୋକାନ ଆଗରେ ଚା’ ପିଇବା ମନା, ରେଷ୍ଟୁରାଂଟରୁ ନେବେ ପାର୍ସଲ

ଭୁବନେଶ୍ୱର: ଏଣିକି ଦୋକାନ ଆଗରେ ଚା’ ପିଇ ପାରିବେ ନାହିଁ ଗ୍ରାହକ । ଦୋକାନ ଆଗରେ ଚା’ ପିଇବା ଉପରେ କଟକଣା ଲାଗଯାଇଛି । ଖାଦ୍ୟ ବିକ୍ରେୟକାରୀଙ୍କ ପାଇଁ ବିଏମ୍‌ସି ପକ୍ଷରୁ ନୂଆ ଗାଇଡାଲାଇନ୍ ଜାରି ହୋଇଛି । ରେଷ୍ଟୁରାଂଟ, ଢ଼ାବା, ରାସ୍ତାକଡ ଠେଳା ଦୋକାନୀଙ୍କ ପାଇଁ ଏହି ଗାଇଡଲାଇନ୍ ଜାରି…

ନିଆଁରେ ପୋଡି ହୋଇ ଝିଅ ମୃତ

ବ୍ରହ୍ମପୁର: ଦିଗପହଣ୍ଡି ବ୍ଲକର କୈଥଡା ପଞ୍ଚାୟତ ଅନ୍ତର୍ଗତ ଦୂରାଗାଁର ଭାଗିରଥୀ ନାୟକଙ୍କ ଝିଅ ମାମୁନି ନାୟକ ନିଆଁରେ ପୋଡି ହୋଇ ମୃତ୍ୟୁ ବରଣ କରିଛନ୍ତି । ମିଳିଥିବା ସୂଚନାନୁଯାୟୀ, ନିକଟରେ ମାଟ୍ରିକ ପରୀକ୍ଷା ରେଜଲ୍ଟ ପ୍ରକାଶ ପାଇଥିବା ବେଳେ ମାମୁନି ସେଥିରେ ଉତ୍ତୀର୍ଣ୍ଣ ହୋଇଥିଲେ ।…

ପରିବର୍ତନଶୀଳ ପରିବେଶ ସହ ହୋଟେଲ ଶିଳ୍ପ ଖାପ ଖୁଆଇବା ଜରୁରୀ

ଭୁବନେଶ୍ୱର: ବିଶ୍ୱରେ ଦ୍ରୁତଗତିରେ ଶିକ୍ଷା ବ୍ୟବସ୍ଥାରେ ପରିବର୍ତନ ହେଉଥିବା ବେଳେ ବର୍ତମାନ ପରିସ୍ଥିତିରେ ଶିକ୍ଷା ଗ୍ରହଣ ପ୍ରକ୍ରିୟାର ଆବଶ୍ୟକତାକୁ ଦୃଷ୍ଟିରେ ରଖି ହୋଟେଲ୍ ଶିଳ୍ପରେ କିଭଳି ପଦକ୍ଷେପ ନିଆଯିବା ଦରକାର ସେ ବିଷୟରେ ଏକ ଭର୍ଚୁଆଲ୍ ଲେକ‌ଚର ସିରିଜି୍‌ରେ ଆଲୋଚନା କରାଯାଇଛି।…

ଭୁବନେଶ୍ୱରରେ ଆଉ ୧୪୯ ପଜିଟିଭ ଚିହ୍ନଟ, ୧୪୫ ସୁସ୍ଥ

ଭୁବନେଶ୍ୱର: ବିପଦରେ ଭୁବନେଶ୍ୱର । ଦିନକୁ ଦିନ ଏଠି ବଢ଼ୁଛି ସଂକ୍ରମିତଙ୍କ ସଂଖ୍ୟା । ଆଜି ପୁଣି ରାଜଧାନୀ ଭୁବନେଶ୍ୱରରୁ ୧୪୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୯୮ ଜଣ କ୍ୱାରେଣ୍ଟାଇନରେ ଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୫୧ ଜଣ ଅଛନ୍ତି । ଏହା ସହ ରାଜଧାନୀରେ ୧୪୫…

୧୮ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଉତ୍ତର ବଙ୍ଗୋପସାଗରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହେବାରେ ଲାଗିଛି । ଏହାର ପ୍ରଭାବରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ୧୦ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ପ୍ରବଳରୁ ଅତି ପ୍ରବଳ…

ୟୁପିଏସ୍‌ସିରେ ସଫଳ ପରୀକ୍ଷାର୍ଥୀଙ୍କୁ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର: ଆଜି ୨୦୧୯ର ୟୁପିଏସସି ରେଜଲ୍ଟ ପ୍ରକାଶ ପାଇଛି । ଟପ ୧୦ ଲିଷ୍ଟରେ ଥିବା ଓଡ଼ିଶାର ୨ଜଣ ଓ ସଫଳ ପରିକ୍ଷାର୍ଥୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଭିନନ୍ଦନ ଜଣାଇଛନ୍ତି । ସମସ୍ତ ସଫଳ ପରୀକ୍ଷାର୍ଥୀଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା ମଧ୍ୟ କରିଛନ୍ତି ନବୀନ । ଏହାସହ ଲୋକଙ୍କ ପାଇଁ…

ଆଜିଠୁ ଶିକ୍ଷକଙ୍କ ଅନ୍‌ଲାଇନ୍ କ୍ଲାସ

ଭୁବନେଶ୍ୱର: ଆଜିଠାରୁ ଆରମ୍ଭ ହୋଇଛି ଶିକ୍ଷକଙ୍କ ଅନ୍‌ଲାଇନ୍ କ୍ଲାସ । ରାଜ୍ୟର ୧୦୧ ଉତ୍କର୍ଷ ବିଦ୍ୟାଳୟ, ୩୦ ଜିଲ୍ଲାର ୩୦ ଟି ଯୁକ୍ତ ଦୁଇ ନୋଡାଲ କଲେଜ୍ ଓ ଶିକ୍ଷକ ଶିକ୍ଷା କଲେଜ୍ ର ଶିକ୍ଷକଙ୍କୁ ଅନଲାଇନ ତାଲିମ ଦିଆଯାଇଛି । ପ୍ରଥମ ଦିନରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ, ସଚିବ…