Latest Odisha News

BREAKING NEWS

Browsing Category

ଓଡିଶା

Odisha

ଭୀମସାର୍‌ର ୯ ଡାକ୍ତରଙ୍କୁ କରୋନା

ସମ୍ବଲପୁର: ଏବେ କିଲର ଭାଇରସ କରୋନା କବଳରେ କୋଭିଡ ଯୋଦ୍ଧା । ବର୍ଲା ଭୀମସାରର ୯ ଡାକ୍ତର କରୋନାରେ ଆକ୍ରାନ୍ତ ହୋଇଛନ୍ତି । ମେଡିସିନ ବିଭାଗର ୯ ଡାକ୍ତରଙ୍କ ରିପୋର୍ଟ ପଜିଟିଭ ଆସିଛି । ଏହାପରେ ମେଡିସିନ ବିଭାଗର ଓପିଡିକୁ ଆଜି ପାଇଁ ବନ୍ଦ ରଖାଯାଇଛି । ଏନେଇ ଭୀମସାର ନିର୍ଦ୍ଦେଶକ ଡାକ୍ତର…

ଦୁଇ କରୋନା ଯୋଦ୍ଧାଙ୍କ ସମେତ ସୁନ୍ଦରଗଡରୁ ୬୪ ନୂଆ ପଜିଟିଭ

ରାଉରକେଲା: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ସୁନ୍ଦରଗଡ ଜିଲ୍ଲାରେ ଗତ ୨୪ ଘଣ୍ଟାରେ ୬୪ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଯାହାକୁ ମିଶାଇ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୧୬୨୧ରେ ପହଞ୍ଚିଛି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ସୁନ୍ଦରଗଡ ଜିଲ୍ଲାପାଳ।…

ଓଡିଶାରୁ କେଉଁମାନେ ୟୁପିଏସସି ସିଭିଲ୍ ସର୍ଭିସ ପରୀକ୍ଷାରେ ଉତ୍ତୀର୍ଣ୍ଣ, ଜାଣନ୍ତୁ

ଭୁବନେଶ୍ୱର: ୟୁପିଏସସି ସିଭିଲ୍ ସର୍ଭିସ ପରୀକ୍ଷା ୨୦୧୯ର ଫଳାଫଳ ମଙ୍ଗଳ ବାର ଦିନ ପ୍ରକାଶ ପାଇଛି । ସେଥିମଧ୍ୟରେ ଓଡିଶାରୁ ୨୦ ଜଣ ଏହି ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଛନ୍ତି । ସୂଚନାନୁଯାୟୀ ଏହାର ଟପ୍ ୧୦ରେ ଓଡିଶାରୁ ଦୁଇ ଜଣ ସ୍ଥାନ ପାଇଥିବା ବେଳେ ଆଉ କେଉଁ ଓଡିଆ ପ୍ରାର୍ଥୀ କେଉଁ…

ଅଗଷ୍ଟ ୭ ଯାଏଁ ତମାଣ୍ଡୋର ଏହି ସବୁ ଅଞ୍ଚଳ ସଟଡାଉନ୍‌

ଭୁବନେଶ୍ୱର: ରାଜସ୍ୱ ଗ୍ରାମ ତମାଣ୍ଡୋ ଓ ସୁବୁଦ୍ଧିପୁର ସୀମା ଅଞ୍ଚଳରେ ରହୁଥିବା ଜଣେ ବ୍ୟକ୍ତିଙ୍କ ପରିବାରର ୫ ଜଣ ସଦସ୍ୟ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଯାହା ଫଳରେ ତାଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତ ବ୍ୟକ୍ତି ନିଜ ନିଜର ପରିଚୟ ଜଣାଇବା ପାଇଁ ସରପଞ୍ଚଙ୍କ ପକ୍ଷରୁ ଅନୁରୋଧ କରାଯାଇଛି…

ପାଉଣା ନଦେଲେ ରଥଖୋଲା ବନ୍ଦ ଚେତାବନୀ

ପୁରୀ: ୨ ଦିନ ଭିତରେ ପାଉଣା ଦିଅ ନହେଲେ ରଥଖୋଲା ବନ୍ଦ ହେବ । ଦେବୀ ସୁଭଦ୍ରାଙ୍କ ରଥର ଚାରୋଟି ଦୁଆରବେଢ଼ା କଢ଼ାଯିବା ପରେ ପ୍ରାପ୍ୟକୁ ନେଇ ଏଭଳି ଜିଦ୍‌ରେ ବସିଛନ୍ତି ମୁଖ୍ୟ ମହାରଣାମାନେ । ଏନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ଚିଠି ଲେଖି ଜଣାଇଛନ୍ତି ମହାରଣା ସେବାୟତ । କେବଳ ସେତିକି…

ରାମ ମନ୍ଦିରକୁ ନେଇ ରାଜ୍ୟ ରାଜନୀତି ସରଗରମ

ଭୁବନେଶ୍ୱର: ଆସନ୍ତାକାଲି ଅଯୋଧ୍ୟାରେ ଭଗବାନ ଶ୍ରୀରାମଙ୍କ ମନ୍ଦିରର ଭୂମି ପୂଜନ ଅନୁଷ୍ଠିତ ହେବାକୁ ଯାଉଛି । ହେଲେ ଏହା ପୂର୍ବରୁ ରାଜ୍ୟରେ ରାଜନୀତି ସରଗରମ ହୋଇଛି । ରାଜ୍ୟ ବିଜେପି ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି, କାଲିର ଦିନ ଇତିହାସର ସ୍ୱର୍ଣ୍ଣିମ ଅଧ୍ୟାୟରେ…

ଓଡିଶାର ୧୨ରୁ ଅଧିକ ସହରକୁ ସଂପ୍ରସାରିତ ହେଲା ଜିଓ ଫାଇବର ହାଇ-ସ୍ପିଡ୍ ବ୍ରଡ୍‌ବ୍ୟାଣ୍ଡ ସେବା

ଭୁବନେଶ୍ୱର: ସାଂପ୍ରତିକ ପରିସ୍ଥିତିରେ ଘରେ ରହି କାର୍ଯ୍ୟ ସଂପାଦନ ଏବଂ ଅନଲାଇନ୍ କ୍ଲାସ୍ କରିବା ଲକ୍ଷ ଲକ୍ଷ ଲୋକଙ୍କ ପାଇଁ ଏକ ପ୍ରକାର ନିୟମ ହୋଇପଡ଼ିଛିି । ଏଭଳି ସ୍ଥିତିରେ ରିଲାଏନ୍ସ ଜିଓ ଓଡିଶାର ୧୨ରୁ ଅଧିକ ପ୍ରମୁଖ ସହରକୁ ଏହାର ହାଇସ୍ପିଡ୍ ଜିଓ ଫାଇବର ବ୍ରଡବ୍ୟାଣ୍ଡ ସେବାକୁ…

କ୍ରାନ୍ତି ଦିବସରୁ ସ୍ୱାଧୀନତା ଦିବସ ଯାଏଁ ବ୍ୟାପକ ରକ୍ତ ସଂଗ୍ରହ ଅଭିଯାନ

ଭୁବନେଶ୍ୱର: ରାଜ୍ୟରେ ରକ୍ତର ଅଭାବ ପୂରଣ ପାଇଁ ଓଡିଶା ମୋ ପରିବାର ପକ୍ଷରୁ ବ୍ୟାପକ ରକ୍ତଦାନ କାର୍ଯ୍ୟକ୍ରମ ଆରମ୍ଭ ହେବାକୁ ଯାଉଛି । ଅଗଷ୍ଟ ୯ ତାରିଖ କ୍ରାନ୍ତି ଦିବସରୁ ଅଗଷ୍ଟ ୧୫ ସ୍ୱାଧୀନତା ଦିବସ ଯାଏଁ ସପ୍ତାହବ୍ୟାପୀ ୩୨ଟି ସାଙ୍ଗଠନିକ ଜିଲ୍ଲାରେ ରକ୍ତଦାନ ସଂଗ୍ରହ ଅଭିଯାନ ଚାଲିବ । ଏହି…

ଅଗଷ୍ଟରେ କରୋନା ଶୀର୍ଷ ସ୍ତରକୁ ଯାଇ ନିୟନ୍ତ୍ରଣକୁ ଆସିବ: ଆଇଏଲଏସ

ଭୁବନେଶ୍ୱର: ମୌସୁମୀ ଓ ପ୍ରବାସୀଙ୍କ ଯୋଗୁଁ ଜୁନ୍ ମାସ ରାଜ୍ୟ ପାଇଁ ଗୁରୁତ୍ୱପୂର୍ଣ୍ଣ ଥିଲା । ଜୁଲାଇ ମାସରେ ଦିନକୁ ସଂକ୍ରମଣ ସଂଖ୍ୟା ୧୬ଶହ ପାଖାପାଖି ପହଁଚିଗଲା । ଏଭଳି ସ୍ଥିତିରେ ଅଗଷ୍ଟ ମାସରେ କରୋନା ସ୍ଥିତି ରାଜ୍ୟରେ ଶୀର୍ଷ ସ୍ତରକୁ ଯାଇ ତାପରେ ନିୟନ୍ତ୍ରଣକୁ ଆସିବ ବୋଲି କହିଛନ୍ତି…

ଅଗଷ୍ଟ ୩ୟ ସପ୍ତାହରେ ପ୍ରକାଶ ପାଇବ ଯୁକ୍ତ ୨ ରେଜଲ୍ଟ: ମନ୍ତ୍ରୀ

ଭୁବନେଶ୍ୱର: ଯୁକ୍ତ ୨ ରେଜଲ୍ଟ ଚଳିତ ମାସ ୩ୟ ସପ୍ତାହରେ ପ୍ରକାଶ ପାଇବ ବୋଲି ମଙ୍ଗଳବାର ଦିନ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ପ୍ରଦାନ କରିଛନ୍ତି । ଗଣମାଧ୍ୟମକୁ ସୂଚନା ଦେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି ଯେ ବିଜ୍ଞାନ ଓ ବାଣିଜ୍ୟ…