Latest Odisha News

BREAKING NEWS

Browsing Category

ଓଡିଶା

Odisha

Republic Day 2026: ଗଣତନ୍ତ୍ର ଦିବସ ପ୍ୟାରେଡ୍ ଓ ରିହର୍ସଲ ଲାଗି ଟ୍ରାଫିକ କଟକଣା…

ଭୁବନେଶ୍ବର: ୨୦୨୬ ଗଣତନ୍ତ୍ର ଦିବସ ଉପଲକ୍ଷେ ଭୁବନେଶ୍ବର ସ୍ଥିତ ମହାତ୍ମା ଗାନ୍ଧୀ ମାର୍ଗରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପ୍ୟାରେଡ୍ ଅନୁଷ୍ଠିତ ହେବ। ସୂଚନା ଅନୁଯାୟୀ, ଆସନ୍ତା ତା. ୨୨.୦୧.୨୦୨୬ ରିଖ ଓ ତା. ୨୩.୦୧.୨୦୨୬ ରିଖ ଦିନ ଅପରାହ୍ନ ୧ ଘଟିକାରୁ ୬ ଘଟିକା ପର୍ଯ୍ୟନ୍ତ…

ଉପରାଷ୍ଟ୍ରପତିଙ୍କ ଗସ୍ତ; ସୁରକ୍ଷା ବ୍ୟବସ୍ଥାରେ ୩୦ ପ୍ଲାଟୁନ୍ ଫୋର୍ସ ନିୟୋଜିତ ହେବେ

କଟକ: ମହାନ ସ୍ବାଧୀନତା ସଂଗ୍ରାମୀ ନେତାଜୀ ସୁବାସ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ପାଇଁ ଉପରାଷ୍ଟ୍ରପତି ସି.ପି.ରାଧାକ୍ରିଷ୍ଣନ କଟକରେ ନେତାଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ। ତାଙ୍କ ସହ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ ମଧ୍ଯ ନେତାଜୀ ଜନ୍ମସ୍ଥାନ ସଂଗ୍ରହାଳୟ ଆସିବେ। ତାଙ୍କ ଗସ୍ତକୁ ନଜରରେ…

ଷ୍ଟାର୍ଟଅପ୍ କ୍ଷେତ୍ରରେ ଓଡ଼ିଶାର ପତନ ରାଜ୍ୟ ସରକାରଙ୍କ ବିଫଳତାକୁ ଦର୍ଶାଉଛି: ବିଜେଡି

ଭୁବନେଶ୍ୱର:ରାଜ୍ୟରେ ଡବଲ ଇଞ୍ଜିନ ସରକାରଙ୍କ ଟ୍ରିପଲ ବିଫଳତା ଦେଖିବାକୁ ମିଳୁଛି ବୋଲି କହି ବିଜୁ ଜନତା ଦଳ ଆଜି ରାଜ୍ୟ ବିଜେପି ସରକାରଙ୍କ ଉପରେ ବର୍ଷିଛି । ଶଙ୍ଖ ଭବନରେ ଆୟୋଜିତ ଆଜି ସାମ୍ୱାଦିକ ସମ୍ମିଳନୀରେ ପୂର୍ବତନ ମନ୍ତ୍ରୀ ତଥା ଦଳର ବରିଷ୍ଠ ସାଧାରଣ ସମ୍ପାଦକ ପ୍ରୀତି ରଞ୍ଜନ ଘଡ଼ାଇ…

ସାମ୍ବାଦିକ ଓ ସ୍ତମ୍ଭକାର ରବି କାନୁନଗୋଙ୍କ ଦେହାନ୍ତ

ଭୁବନେଶ୍ୱର: ରାଉରକେଲାର ସାମ୍ବାଦିକ, ସ୍ତମ୍ଭକାର ତଥା ସାହିତ୍ୟିକ ରବି କାନୁନଗୋ ବୁଧବାର ବିଳମ୍ବିତ ରାତିରେ ପ୍ରାୟ ୧:୧୫ ସମୟରେ ଭୁବନେଶ୍ୱରର ଏକ ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୮୩ ବର୍ଷ ବୟସ ହୋଇଥିଲା। ସେ ଓଡ଼ିଆ ଭାଷା, ସାହିତ୍ୟ ଏବଂ…

Mao Camp: କନ୍ଧମାଳ ଜଙ୍ଗଲରେ ମାଓ କ୍ୟାମ୍ପ ଠାବ, ବହୁ ପରିମାଣର ମାଓ ସାମଗ୍ରୀ ଜବତ

କନ୍ଧମାଳ: ଦେଶକୁ ନକ୍ସଲ ମୁକ୍ତ କରିବା ପାଇଁ ପୋଲିସ ଏବଂ ସୁରକ୍ଷା ବାହିନୀଙ୍କ ପକ୍ଷରୁ କୁମ୍ବିଂ ଅପେରସନ ଯୋରଦାର କରାଯାଉଛି । ଏହି ପ୍ରରିପେକ୍ଷିରେ ଆଜି କନ୍ଧମାଳ ଜିଲ୍ଲାରେ କୁମ୍ବିଂ ଅପେରସନ ଚାଲିଥିବାବେଳେ, ମାଓ କ୍ୟାମ୍ପ ଠାବ ହୋଇଛି । କ୍ୟାମ୍ପରୁ ବହୁ ମାତ୍ରାରେ ବନ୍ଧୁକ ସହିତ ବହୁ…

SI Exam Scam: ଏସଆଇ ପରୀକ୍ଷା ମହାଘୋଟାଲା; ମାର୍ଚ୍ଚ ୧୬କୁ ଘୁଞ୍ଚିଲା ଅଭିଯୁକ୍ତଙ୍କ ଜାମିନ ଶୁଣାଣି

କଟକ: ପୋଲିସ ଏସଆଇ ପରୀକ୍ଷା ମହାଘୋଟାଲା ମାମଲା । ହାଇକୋର୍ଟରେ ଏସଆଇ ନିଯୁକ୍ତି ପରୀକ୍ଷା ଦୁର୍ନୀତି ମାମଲାର ଅଭିଯୁକ୍ତ ମୁନା ମହାନ୍ତିଙ୍କ ଅନ୍ତରୀଣ ଜାମିନ ଆବେଦନର ଶୁଣାଣି ଆଜି ଥିବାବେଳେ ତାହା ମାର୍ଚ୍ଚ ୧୬ ତାରିଖକୁ ଘୁଞ୍ଚିଛି । ଏହି ମାମଲାର ସମସ୍ତ ଅଭିଯୁକ୍ତଙ୍କ ଜାମିନ ଉପରେ ଶୁଣାଣି…

ଗ୍ରାମରକ୍ଷୀଙ୍କ ମାସିକ ଭତ୍ତା ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ; ଏଣିକି ମିଳିବ ୨,୫୦୦ ଟଙ୍କା

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଗ୍ରାମାଞ୍ଚଳରେ କାର୍ଯ୍ୟରତ ଗ୍ରାମରକ୍ଷୀ ମାନଙ୍କ ପାଇଁ ପୂର୍ବରୁ ପ୍ରଚଳିତ ଥିବା ମାସିକ ଭତ୍ତାକୁ ବୃଦ୍ଧି କରିଛନ୍ତି। ଏଣିକି ଗ୍ରାମରକ୍ଷୀ ମାନେ ୧,୮୦୦ ଟଙ୍କା ବଦଳରେ ୨,୫୦୦ ଟଙ୍କା ମାସିକ ଭତ୍ତା ପାଇବେ। ଏଥି ସହିତ ସପ୍ତାହକୁ ଥରେ…

୭୨ ପ୍ରଧାନଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କ ମାସିକ ଦରମା ବନ୍ଦ କଲେ ଜିଲ୍ଲା ଶିକ୍ଷାଧିକାରୀ

ପୁରୀ: ପୁରୀ ଜିଲ୍ଲାର ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ ପାଇଁ ନିର୍ଦ୍ଦେଶ ଦେଲେ ଜିଲ୍ଲା ଶିକ୍ଷାଧିକାରୀ ଦୀପକ ପାଢୀ । ବର୍ଷା ସମୟରେ ସାପ କାମୁଡ଼ିଲେ ଓ ବଜ୍ରପାତ ହେଲେ ସେଥିରୁ କିପରି ସୁରକ୍ଷିତ ରହିବ ସେନେଇ ସଚେତନତା ଶିବିର ପାଇଁ ନିର୍ଦ୍ଦେଶ ଥିଲା, ଏଥିପାଇଁ ପ୍ରଧାନଶିକ୍ଷକଙ୍କୁ ୪୫୦୦…

Odisha Vigilance: ୧୦,୦୦୦ ଲାଞ୍ଚ ନେଇ ଗିରଫ ହେଲେ ଆରଆଇ…

ଭୁବନେଶ୍ୱର: କଟକ ସଦର ତହସିଲ ଅନ୍ତର୍ଗତ କଖଡି ସର୍କଲର ରାଜସ୍ୱ ନିରୀକ୍ଷକ (ଆରଆଇ) ଜାନକୀ ରଞ୍ଜନ ମଲ୍ଲିକଙ୍କୁ ଗୁରୁବାର ଦିନ ଓଡ଼ିଶା ଭିଜିଲାନ୍ସ ଅଧିକାରୀମାନେ ୧୦,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଗିରଫ କରିଛନ୍ତି। ଭିଜିଲାନ୍ସ ପକ୍ଷରୁ ପ୍ରକାଶିତ ସୂଚନା ଅନୁଯାୟୀ, ଏକ ମ୍ୟୁଟେସନ୍…

Subhadra Yojana: ୪.୫୭ ଲକ୍ଷ ହିତାଧିକାରୀଙ୍କୁ ମିଳିଲା ସୁଭଦ୍ରା ଟଙ୍କା

ଭୁବନେଶ୍ୱର: ଓଡ଼ିଶା ସରକାର ଗୁରୁବାର ଦିନ ସୁଭଦ୍ରା ଯୋଜନା ଅଧୀନରେ ୪,୫୭,୬୮୧ ଜଣ ମହିଳାଙ୍କୁ ସୁଭଦ୍ରା ଟଙ୍କା ପ୍ରଦାନ କରିଛନ୍ତି। ଭୁବନେଶ୍ୱରର ଓଡ଼ିଶା କୃଷି ଓ ପ୍ରଯୁକ୍ତିବିଦ୍ୟା ବିଶ୍ୱବିଦ୍ୟାଳୟ (ଓୟୁଏଟି) କ୍ୟାମ୍ପସରେ ଆୟୋଜିତ ଏକ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ…