Latest Odisha News

BREAKING NEWS

Browsing Category

ଓଡିଶା

Odisha

ଆଜିଠୁ ପୁଣି ଚାଲିଲା ‘ମୋ ବସ୍‌’

ଭୁବନେଶ୍ୱର: ଆଜିଠାରୁ ଭୁବନେଶ୍ୱର ଓ କଟକରେ ମୋ ବସ୍ ସେବା ଆରମ୍ଭ ହୋଇଛି । ସକାଳ ୭ଟାରୁ ମୋ ବସ୍ ଚଳାଚଳ ଆରମ୍ଭ ହୋଇଥିବା ବେଳେ ମୋଟ ୮ଟି ରୁଟରେ ନନ୍ ଏସି ବସ୍ ଚାଲୁଛି । ଏହି ରୁଟ୍‌ଗୁଡିକ ୧୧, ୧୬, ୧୮, ୨୦, ୨୩, ୨୫, ୨୭ ଓ ୩୩ ନମ୍ବର । ଏହି ବସଗୁଡିକ ସୋମବାରରୁ ଶୁକ୍ରବାର ଚାଲିବ ।…

ଭୁବନେଶ୍ୱର କୋର୍ଟର କର୍ମଚାରୀ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ଭୁବନେଶ୍ୱର କୋର୍ଟର ସବ ଇନସ୍ପେକ୍ଟର(ସିଏସ୍‌ଆଇ) କାର୍ଯ୍ୟାଳୟର ଜଣେ କର୍ମଚାରୀ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ଗତକାଲି ରାତିରୁ ଆରମ୍ଭ ହୋଇଥିବା ବିଶୋଧନ କାମ ନ ସରିବା ଯାଏଁ କୋର୍ଟ କାର୍ଯ୍ୟକୁ ବନ୍ଦ ରଖିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଜରୁରୀ ମାମଲାର ଶୁଣାଣି ଥିଲେ…

ଜାଣନ୍ତୁ, କେମିତି କଟିବ ଆଜି ଦିନ…

ରାଶି ଫଳ ତା୪-୮-୨୦୨୦ ମଙ୍ଗଳବାର ଆଜି ଦିନର ମହତ୍ତ୍ୱ ଆଜି ହେଉଛି ୨୦୨୦ ମସିହା ଅଗଷ୍ଟ ତା ୪ ରିଖ ମଙ୍ଗଳବାର କର୍କଟ ୨୦ ଦିନ ଭାଦ୍ରବ ମାସ କୃଷ୍ଣ ପକ୍ଷ ପ୍ରତିପଦା ତିଥି ଧନିଷ୍ଠା ନକ୍ଷତ୍ର ମକର ଚନ୍ଦ୍ର ଘାତ ବାର-: ମକର ରାଶିର ଘାତ ଚନ୍ଦ୍ର: ସିଂହ ରାଶି ପୁରୁଷଙ୍କର ଆଜି: ପାଣି କଖାରୁ…

କରାଳ କ୍ଲେଶର କଂଟକରେ କ୍ରୁଶବିଦ୍ଧ କୃଷକ

ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ: ଶବ୍ଦ ତୂଣୀର… କୃଷି ହିଁ କୃଷ୍ଟି । ଇତିହାସ ଇସାରା କରିଥାଏ ଯେ କାସ୍ପିୟାନ ହ୍ରଦକୂଳରୁ ହିମାଦ୍ରି-ବିନ୍ଧ୍ୟାଦ୍ରି-ସହ୍ୟାଦ୍ରି-ଶେଷାଦ୍ରିର ପୁଣ୍ୟଭୂମି ଭାରତକୁ ଆସିଥିଲେ ଆର୍ଯ୍ୟମାନେ । ଏଇଠି ହିଁ ସେମାନେ ଆଦିମ…

ଆସନ୍ତାକାଲିଠୁ ପୁଣି ଚାଲିବ ମୋ ବସ୍

ଭୁବନେଶ୍ୱର : ରାଜଧାନୀରେ ଆସନ୍ତାକାଲିଠୁ ପୁଣି ଗଡିବ ମୋ ବସ୍ । ଆଠଟି ରୁଟ୍‌ରେ ବସ ଚଳାଚଳ କରିବ ବୋଲି କ୍ରୁଟ୍ ବା କ୍ୟାପିଟାଲ ରିଜିଅନ ଅର୍ବାନ ଟ୍ରାନ୍ସପୋର୍ଟ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି । ଏହି ରୁଟ୍‌ଗୁଡିକ ହେଉଛି ୧୧, ୧୬,୧୮, ୨୦,୨୩, ୨୫, ୨୭ ଓ ୩୩ ନମ୍ବର । ସକାଳ ୭ଟାରୁ…

ରାକ୍ଷୀ ପୂର୍ଣ୍ଣିମାରେ ଅଘଟଣ, ବାଲେଶ୍ୱରରେ ବଜ୍ରାଘାତରେ ଭାଇଭଉଣୀ ମୃତ

ସୋର: ରାକ୍ଷୀ ପୂର୍ଣ୍ଣିମା ପାଇଁ ଭଉଣୀ ଆସିଥିଲା ଭାଇ ହାତରେ ରାକ୍ଷୀ ବାନ୍ଧିବା ପାଇଁ । କିନ୍ତୁ କିଏ ଜାଣିଥିଲା ଏଇ ହସଖୁସି ଥିଲା କ୍ଷଣିକ ପାଇଁ । ଗୋଟିଏ ମିନିଟରେ ସବୁ କିଛି ଓଲଟପାଲଟ ହୋଇଗଲା । ଲିଭି ଗଲା ଦୁଇ ଦୁଇଟି ଜୀବନ ଦୀପ । ଘଟଣାଟି ଘଟିଛି ବାଲେଶ୍ୱର ଖନ୍ତାପଡା ଥାନା ମଣ୍ଡ…

କଟକରେ ସୁପର ସ୍ପ୍ରେଡର; ୫୭ ଜଣଙ୍କୁ କଲେ ସଂକ୍ରମିତ

କଟକ: କଟକ ମହାନଗର ନିଗମରେ ସୋମବାର ଦିନ ୮୭ ନୂଆ କରୋନା ପଜିଟିଭ ମାମଲା ଚିହ୍ନଟ ହୋଇଛି । ଯାହାକୁ ମିଶାଇ କଟକରେ ମୋଟ୍ ଆକ୍ରାନ୍ତ ବ୍ୟକ୍ତିଙ୍କ ସଂଖ୍ୟା ୧୦୯୧ରେ ପହଞ୍ଚିଛି। ଏନେଇ ଟ୍ୱିଟ କରି ସୂଚନା ଦେଇଛନ୍ତି କଟକ ମହାନଗର ନିଗମ।…

ସୁନ୍ଦରଗଡରେ ୧୫ ଶହ ଟପିଲା କରୋନା ସଂକ୍ରମଣ

ରାଉରକେଲା: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ସୁନ୍ଦରଗଡ ଜିଲ୍ଲାରେ ଗତ ୨୪ ଘଣ୍ଟାରେ ୪୬ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଯାହାକୁ ମିଶାଇ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୧୫୫୭ରେ ପହଞ୍ଚିଛି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ସୁନ୍ଦରଗଡ ଜିଲ୍ଲାପାଳ।…

ରାଜଧାନୀରୁ ଗିରଫ ଲୁଟେରା ଗ୍ୟାଙ୍ଗର ଟାର୍ଗେଟରେ ଥିଲା ମେସ୍

ଭୁବନେଶ୍ୱର: ରାଜଧାନୀରୁ ଗିରଫ ୮ ଜଣିଆ ଲୁଟେରା ଗ୍ୟାଙ୍ଗ ସମ୍ପର୍କରେ ସୂଚନା ଦେଇଛି କମିଶନରେଟ୍ ପୋଲିସ । ଏମାନେ ଖାରବେଳ ନଗର, ସହିଦ ନଗର, ନୟାପଲ୍ଲୀ, ଖଣ୍ଡଗିରି ଥାନାର ବିଭିନ୍ନ ଅଂଚଳରୁ ମୋଟରସାଇକେଲ, ମୋବାଇଲ ଓ ଲ୍ୟାପଟପ୍ ଚୋରିର ଅଭିଯୋଗ ରହିଛି । ଗିରଫଙ୍କ ମଧ୍ୟରେ ୪ ଜଣ ଅଭିଯୁକ୍ତ ଥିବା…

ରାଉରକେଲାର ଏହିସବୁ ଅଞ୍ଚଳରୁ ଉଠିଲା କଣ୍ଟେନମେଣ୍ଟ ନିର୍ଦ୍ଦେଶ

ରାଉରକେଲା: ରାଉରକେଲା ମ୍ୟୁନିସିପାଲିଟି କର୍ପୋରେସନ୍ (ଆରଏମସି) ପକ୍ଷରୁ ସୋମବାର ଦିନ ସେଲ୍ ଅନ୍ତର୍ଗତ ଗାନ୍ଧୀ ରୋଡ୍, ସେକ୍ଟର-୧ ଏବଂ ସେକ୍ଟର-୨୧ ଅଞ୍ଚଳରୁ କଣ୍ଟେନମେଣ୍ଟ ନିର୍ଦ୍ଦେଶ ଉଠାଯାଇଛି। ଏନେଇ ଆରଏମସି କମିଶନର ଦିବ୍ୟଜ୍ୟୋତି ପରିଡା କହିଛନ୍ତି ଯେ ଏହି ଅଞ୍ଚଳରେ କୌଣସି ନୂଆ…