Latest Odisha News

BREAKING NEWS

Browsing Category

ଓଡିଶା

Odisha

ଅଗଷ୍ଟ ୩୧ ଯାଏଁ ବନ୍ଦ ରହିବ ସମସ୍ତ ଅଙ୍ଗନବାଡି କେନ୍ଦ୍ର

ଭୁବନେଶ୍ୱର: ରାଜ୍ୟରେ ହୁ ହୁ ହୋଇ ମାଡି ଚାଲିଛି କରୋନା । ଚାରିଆଡେ କରୋନାର କୋପ ଜାରି ରହିଛି । ଏଥିଲାଗି କୋଭିଡ ମୁକାବିଲା ଲାଗି ରାଜ୍ୟର ସମସ୍ତ ଅଙ୍ଗନବାଡି କେନ୍ଦ୍ରଗୁଡିକ ଆସନ୍ତା ଅଗଷ୍ଟ ୩୧ ବନ୍ଦ ରହିବ । ଏନେଇ ରାଜ୍ୟ ସୂଚନା ଓ ପ୍ରସାରଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ୍ କରି ସୂଚନା ଦେଇଛି…

ଘଡଘଡି ସହ ବର୍ଷା ଆଶଙ୍କା: ୧୨ଟି ଜିଲ୍ଲାକୁ ପାଣିପାଗ କେନ୍ଦ୍ରର ସତର୍କ ସୂଚନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୧୨ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ରବିବାର ଦିନ ପୂର୍ବାନୁମାନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟ ବୁଲେଟିନ୍ ଅନୁଯାୟୀ ଗଜପତି, ରାୟଗଡ, କଳାହାଣ୍ଡି, କେନ୍ଦୁଝର, ଅନୁଗୁଳ,…

ଅଗଷ୍ଟ ୪ରୁ ଶିକ୍ଷକଙ୍କ ଅନ୍‌ଲାଇନ୍ କ୍ଲାସ

ଭୁବନେଶ୍ୱର: ଆସନ୍ତା ୪ ତାରିଖରୁ ଆରମ୍ଭ ହେବ ଶିକ୍ଷକଙ୍କ ଅନ୍‌ଲାଇନ୍ କ୍ଳାସ । ଏହା ୫ ଦିନ ଧରି ଚାଲିବ । ରାଜ୍ୟର ୧୦୧ ଉତ୍କର୍ଷ ବିଦ୍ୟାଳୟ, ୩୦ ଜିଲ୍ଲାର ୩୦ ଟି ଯୁକ୍ତ ଦୁଇ କଲେଜ୍ ଓ ଶିକ୍ଷକ ଶିକ୍ଷା କଲେଜ୍ର ଶିକ୍ଷକମାନେ ତାଲିମ ନେବେ । ପରୀକ୍ଷାରେ ସଫଳତା ହାର ବଢାଇବା ଲାଗି ଗଣଶିକ୍ଷା…

ସୁନ୍ଦରଗଡରେ ୧୫ ଶହ ଡେଇଁଲା କରୋନା ସଂକ୍ରମିତଙ୍କ ସଂଖ୍ୟା

ରାଉରକେଲା: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ସୁନ୍ଦରଗଡ ଜିଲ୍ଲାରେ ଗତ ୨୪ ଘଣ୍ଟାରେ ୭୬ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଯାହାକୁ ମିଶାଇ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୧୫୧୧ରେ ପହଞ୍ଚିଛି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ସୁନ୍ଦରଗଡ ଜିଲ୍ଲାପାଳ।…

ବଡ଼ ଠାକୁରଙ୍କୁ ରାକ୍ଷୀ ପିନ୍ଧାଇବେ ମା’ ସୁଭଦ୍ରା: ଦେଖନ୍ତୁ ଭିଡ଼ିଓ କିପରି ପ୍ରସ୍ତୁତ ହେଉଛି…

ପୁରୀ: ଆସନ୍ତାକାଲି ଶ୍ରୀମନ୍ଦିରରେ ପାଳିତ ହେବ ରକ୍ଷା ବନ୍ଧନ ଉତ୍ସବ ଓ ବଳଭଦ୍ର ଜନ୍ମ। ଏଥିପାଇଁ ଚାଲିଛି ପ୍ରସ୍ତୁତି। ପ୍ରଭୁ ଶ୍ରୀବଳଭଦ୍ର ଓ ଶ୍ରୀଜଗନ୍ନାଥଙ୍କ ପାଇଁ ରାକ୍ଷୀ ପ୍ରସ୍ତୁତିରେ ଲାଗିଛନ୍ତି ପାଟରା ବିଷୋୟୀ ସେବାୟତ। ରଙ୍ଗ ବେରଙ୍ଗ ବାସୁଙ୍ଗୀ ପାଟରେ ତିଆରି ହେଉଛି ୪ଟି ବଡ଼…

ମାଲକାନଗିରିରେ ବଢୁଛି କରୋନା ସଂକ୍ରମଣ; ୨୪ ପଜିଟିଭ

ମାଲକାନଗିରି: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୨୪ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ପ୍ରଶାସନ ପକ୍ଷରୁ ସୂଚନା ମିଳିଛି । https://twitter.com/dm_malkangiri/status/1289798067944734720?s=19…

ଭୁବନେଶ୍ୱରରୁ ୫ ଲକ୍ଷ ଟଙ୍କା ମୂଲ୍ୟର ଗଞ୍ଜେଇ ଜବତ

ଭୁବନେଶ୍ୱର: ଭୁବନେଶ୍ୱର ରେଳ ଷ୍ଟେସନରୁ ଜିଆରପି ପୋଲିସ ରବିବାର ଦିନ ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଜଣଙ୍କୁ ଗିରଫ କରିଛି । ମିଳିଥିବା ସୂଚନାନୁଯାୟୀ ଟ୍ରେନ୍ ପାଇଁ ଅପେକ୍ଷା କରିଥିବା ବେଳେ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଜିଆରପି ପୋଲିସ ଅଟକାଇଥିଲା । ଏପରିକି ତାଙ୍କ ଠାରୁ ଏକ…

ରାଜ୍ୟରେ ଗଡ଼ିଲା ଆଉ ୧୦ କରୋନା ଆକ୍ରାନ୍ତଙ୍କ ମୁଣ୍ଡ; ମୋଟ ସଂଖ୍ୟା ଛୁଇଁଲା ୧୯୩

ଭୁବନେଶ୍ୱର: କରୋନାରେ ପୁଣି ଯାଇଛି ୧୦ ଜୀବନ । ଗତ ୨୪ ଘଣ୍ଟାରେ ଗଞ୍ଜାମ ଜିଲ୍ଲାରୁ ୪, ଖୋର୍ଦ୍ଧାରୁ ୩, ସୁନ୍ଦରଗଡ, କଳାହାଣ୍ଡି ଓ ଯାଜପୁର ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ୧୮୭କୁ ବୃଦ୍ଧି ପାଇଛି କରୋନା…

୨୪ ଘଣ୍ଟାରେ ୧୪୩୪ ଆକ୍ରାନ୍ତଙ୍କ ସହ ରାଜ୍ୟରେ ୩୫ ହଜାର ପାଖାପାଖି ପହଞ୍ଚିଲା ମୋଟ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ଗମ୍ଭୀର ହେଉଛି କରୋନା ସ୍ଥିତି । ଚିନ୍ତା ବଢ଼ାଉଛି ସ୍ଥାନୀୟ ସଂକ୍ରମଣ । ରାଜ୍ୟରେ ଆଜି ମଧ୍ୟ ୧୦୦୦ ପାର ହୋଇଛି କରୋନା ପଜିଟିଭଙ୍କ ସଂଖ୍ୟା । ଆଜି ଚିହ୍ନଟ ହୋଇଛନ୍ତି ୧୪୩୪ ଜଣ କରୋନା ପଜିଟିଭ ଚିହ୍ନଟ। ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ କ୍ବାରେଣ୍ଟାଇନ୍…

ସ୍ଵର୍ଗଦ୍ୱାରର ହେବ ନବକଳେବର; ଚାଲିଛି ପୁନରୁଦ୍ଧାର କାର୍ଯ୍ୟ

ପୁରୀ: ସ୍ୱର୍ଗଦ୍ୱାର ହେବ ନବକଳେବର । ଚାଲିଛି ସ୍ୱର୍ଗଦ୍ୱାରର ପୁନରୁଦ୍ଧାର କାର୍ଯ୍ୟ। ପୁନରୁଦ୍ଧାର ସହ ଏହାର ପରିସରକୁ ସୌନ୍ଦର୍ଯ୍ୟକରଣ ମଧ୍ୟ କରାଯିବ । ପୁରୀର ଆଉ ଏକ ଆକର୍ଷଣ ପଲଟିବ ସ୍ୱର୍ଗଦ୍ୱାର ଶବଦାହ ପାଇଁ ଆସୁଥିବା ଲୋକଙ୍କୁ ମିଳିବ ସ୍ୱତନ୍ତ୍ର ସୁବିଧା । ପୁରୀ ଜିଲ୍ଲାପାଳ ନିଜେ…