Latest Odisha News

BREAKING NEWS

Browsing Category

ଓଡିଶା

Odisha

ଓଡିଶାରେ ୫ ପ୍ରକାରର କରୋନା ଭାଇରସ ଚିହ୍ନଟ

ଭୁବନେଶ୍ୱର: ଓଡିଶାରେ ଜୁନ୍ ସୁଦ୍ଧା ୫ ପ୍ରକାରର କରୋନା ଭାଇରସ ଚିହ୍ନଟ ହୋଇଥିବା ନେଇ ଶନିବାର କହିଛନ୍ତି ଇନଷ୍ଟିଚ୍ୟୁଟ୍ ଅଫ୍ ଲାଇଫ୍ ସାଇନ୍ସେସ୍ (ଆଇଏଲ୍ଏସ୍) । ଆଇଏଲ୍ଏସ୍ ନିର୍ଦ୍ଦେଶକ ଅଜୟ ପରିଡା କହିଛନ୍ତି ଯେ ଆଇଏଲ୍ଏସ୍ ଏବଂ ଆଞ୍ଚଳିକ ମେଡିକାଲ୍ ରିସର୍ଚ୍ଚ ସେଣ୍ଟର (ଆରଏମଆରସି) ଗତ…

ଆଦିତ୍ୟ ଦାଶ ମୃତ୍ୟୁ ଘଟଣା: ତୃତୀୟ ଦିନରେ ପଚରାଉଚୁରା ଜାରି ରଖିଛି କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର: ସମାଜସେବୀ ଆଦିତ୍ୟ ଦାଶ ମୃତ୍ୟୁ ଘଟଣାରେ ଗତ ତିନି ଦିନ ହେଲା ତନାଘନା ଚଳାଇଛି କ୍ରାଇମବ୍ରାଞ୍ଚ । ଆଜି ଟିମ୍ ଆଦିତ୍ୟ କରିଥିବା ଆଶ୍ରମରେ ପହଞ୍ଚି ଅନ୍ତେବାସୀମାନଙ୍କୁ ସାଢେ ତିନି ଘଣ୍ଟା ପଚରାଉଚୁରା କରିଛି । ଏହା ପରେ ଟିମ୍ ଆଦିତ୍ୟଙ୍କ ଘରକୁ ଯାଇଛି । ସେଠାରେ ପରିବାର…

ଭୁବନେଶ୍ୱରରେ ୨୪ ଘଣ୍ଟାରେ ୧୨୬ ଆକ୍ରାନ୍ତ, ୧୩୩ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୧୨୬ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି) ।…

ଅନଲକ୍‌-୩ ଗାଇଡଲାଇନ ମାନିବାକୁ ଦୋକାନୀଙ୍କୁ ଅନୁରୋଧ କଲା ବିଏମସି

ଭୁବନେଶ୍ୱର: ଓଡିଶା ସରକାରଙ୍କ ଦ୍ୱାରା ଜାରି ଅନଲକ୍‌-୩ ଗାଇଡଲାଇନକୁ କଡାକଡି ମାନିବାକୁ ଭୁବନେଶ୍ୱରର ବ୍ୟବସାୟୀ ସଂସ୍ଥା ମାନଙ୍କୁ ଅନୁରୋଧ କରିଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି) । ବ୍ୟବସାୟୀ ସଂସ୍ଥା ସହ ଆଲୋଚନା କରିବା ପରେ ଗଣମାଧ୍ୟମକୁ ସୂଚନା ଦେଇ ବିଏମସି କମିଶନର ପ୍ରେମ…

ବୀରମିତ୍ରପୁର ଥାନା ପରିସରରୁ ଗଡିଲା ସଚେତନତା ରଥ

ସୁନ୍ଦରଗଡ଼ : ଗତ କିଛି ଦିନ ହେଲା ବୀରମିତ୍ରପୁର ଥାନା ଅନ୍ତର୍ଗତ କେତେକ ଗାଁରେ ଗୁଣି ଗାରେଡ଼ି ଓ ଡାହାଣୀ ସନ୍ଦେହରେ ଲୋକଙ୍କୁ ଆକ୍ରମଣ ଘଟଣା ଦିନକୁ ଦିନକୁ ଦିନ ବଢିଚାଲିଛି । ଏହି ସନ୍ଦେହରେ ଗାଁରୁ ଲୋକଙ୍କୁ ବାସନ୍ଦ ମଧ୍ୟ କରାଯାଉଛି । ତେବେ ଏ ନେଇ ସ୍ଥାନୀୟ ଲୋକଙ୍କୁ ସଚେତନ କରିବା ପାଇଁ…

ଶ୍ରୀକ୍ଷେତ୍ରର ମାତା ମଠରେ ପାରମ୍ପରିକ ଝୁଲଣ ଯାତ୍ରା ମହୋତ୍ସବ ପାଳିତ

ପୁରୀ: ପ୍ରତିବର୍ଷ ଶ୍ରାବଣ ଶୁକ୍ଳ ଦଶମୀ ଠାରୁ ଗହ୍ମା ପୂର୍ଣ୍ଣିମା ପର‌୍ୟ୍ୟନ୍ତ ଦେଶରେ ସର୍ବତ୍ର ପାରମ୍ପରିକ ଝୁଲଣ ଯାତ୍ରା ଅନୁଷ୍ଠିତ ହୋଇଥାଏ । ପୁରୀ ଶ୍ରୀକ୍ଷେତ୍ରରେ ଶ୍ରୀମନ୍ଦିର ତଥା ବିଭିନ୍ନ ମଠ ବାଡି ମାନଙ୍କରେ ଏହି ଝୁଲଣଯାତ୍ରା ମହୋତ୍ସବ ପାଳିତ ହୋଇଥାଏ । କିନ୍ତୁ ଏ ବର୍ଷ କୋଭିଡ-୧୯…

କୋଭିଡ ନିୟମ ଭାଙ୍ଗୁଛନ୍ତି କି ? ସାବଧାନ.. ପୋଲିସ ନେଇପାରେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର : ଘରୁ ବାହାରିଲେ ମାସ୍କ ପିନ୍ଧୁନାହାନ୍ତି କି ? ହାଟ ହବଜାରକୁ ଗଲା ବେଳେ ସାମାଜିକ ଦୂରତ୍ୱ ନିୟମ ମାନୁଛନ୍ତି ତ ? ନ ହେଲେ କମିଶନରେଟ୍ ପୋଲିସ ନେଇ ପାରେ କାର୍ଯ୍ୟାନୁଷ୍ଠାନ । କମିଶନରେଟ୍ ପୋଲିସ ପକ୍ଷରୁ ଶନିବାର ଏକ ହ୍ୱାଟସ୍ ଅପ୍ ନମ୍ବର ଜାରି କରାଯାଇଛି । ଏହି…

ଇଦ୍ ମୁବାରକ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ପବିତ୍ର ଇଦ୍ ଉଲ୍ ଜୁହା । ଏହି ଅବସରରେ ମୁସଲମାନ ଭାଇ ଭଉଣୀମାନଙ୍କୁ ଟ୍ୱିଟ୍ କରି ଇଦ୍ ମୁବାରକ୍ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥି ସହ ସେ ଟ୍ୱିଟରେ ଲେଖିଛନ୍ତି ଯେ, ଇଦ୍ ଜୀବନରେ ସୁଖ ଆଣିବା ସହ ଶାନ୍ତି ବଜାୟ ରଖୁ । Warm greetings on the…

ଭୁବନେଶ୍ୱରର କ୍ୟାପିଟାଲ ଥାନାରେ ୫ ଅଧିକାରୀ କରୋନା ପଜିଟିଭ

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ କ୍ୟାପିଟାଲ ଥାନାର ୫ ଜଣ କର୍ମଚାରୀ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଜଣେ ଡ୍ରାଇଭର ଓ ହୋମ୍ ଗାର୍ଡ କରୋନା ଆକ୍ରାନ୍ତ ହୋଇଥିବା ସୁତ୍ରରୁ ପ୍ରକାଶ । ଏହାକୁ ମିଶାଇ ୧୨ ଜଣ ପୋଲିସ କର୍ମଚାରୀ କରୋନାରେ ସଂକ୍ରମିତ ହୋଇଥିବା ସୂଚନା ମିଳିଛି । ଏହା…

କଟକରେ ୨୧ ଶହ ଟପିଲା କରୋନା ସଂକ୍ରମିତଙ୍କ ସଂଖ୍ୟା

କଟକ: କଟକରେ ଶନିବାର ଦିନ ୫୪ ନୂଆ କରୋନା ପଜିଟିଭ ମାମଲା ଚିହ୍ନଟ ହୋଇଛି । ଯାହାକୁ ମିଶାଇ କଟକରେ ମୋଟ୍ ଆକ୍ରାନ୍ତ ବ୍ୟକ୍ତିଙ୍କ ସଂଖ୍ୟା ୨୧୨୫ରେ ପହଞ୍ଚିଛି। ଏନେଇ ଟ୍ୱିଟ କରି ସୂଚନା ଦେଇଛନ୍ତି କଟକ ପ୍ରଶାସନ । ଉକ୍ତ ଟ୍ୱିଟ ଅନୁଯାୟୀ କଟକ ଜିଲ୍ଲାରେ ଚିହ୍ନଟ ହୋଇଥିବା ଆକ୍ରାନ୍ତ…