Latest Odisha News

BREAKING NEWS

Browsing Category

ଓଡିଶା

Odisha

ରୋଗୀ କରୋନା ପଜିିଟିଭ ପରେ ସାଲେପୁରରେ ଘରୋଇ ନର୍ସିଂ ହୋମ୍ ସିଲ୍

ସାଲେପୁର (କଟକ): ସାଲେପୁରରେ ଥିବା ଶ୍ରୀରାମ ନର୍ସିଂ ହୋମ୍ ସିଲ୍ । ଏଠାରେ ଚିକିତ୍ସା ପାଇଁ ଭର୍ତ୍ତି ହୋଇଥିବା ଜଣେ ରୋଗୀଙ୍କ କୋଭିଡ୍ ରିପୋର୍ଟ ପଜିଟିଭ୍ ବାହାରିବା ପରେ ସିଲ୍ କରିଛି ପ୍ରଶାସନ । ଏହି ଘଟଣା ପରେ ନର୍ସିଂ ହୋମର ସମସ୍ତ ଡାକ୍ତର ଓ କର୍ମଚାରୀଙ୍କୁ ହୋମ୍ କ୍ୱାରେଣ୍ଟାଇନରେ…

ପୋଲିସ ଓ ସାମ୍ବାଦିକଙ୍କୁ ଆକ୍ରମଣ ଘଟଣାରେ ଦୁଇ ଡାକ୍ତର ସମେତ ୮ ଗିରଫ

କେନ୍ଦ୍ରାପଡ଼ା: ମହଙ୍ଗା ପଡ଼ିଲା ପୋଲିସ ଓ ସାମ୍ବାଦିକଙ୍କ ଉପରେ ଆକ୍ରମଣ । କେନ୍ଦ୍ରାପଡ଼ା ସହରରେ ପୋଲିସ ଓ ଗଣମାଧ୍ୟମ ପ୍ରତିନିଧିଙ୍କୁ ମାଡ଼ ମାରିବା ଅଭିଯୋଗରେ ଗିରଫ ହୋଇଛନ୍ତି ଘରୋଇ ନର୍ସିଂହୋମର ଦୁଇ ଜଣ ଡାକ୍ତର । ସେମାନଙ୍କ ସହ ଅନ୍ୟ ୬ ଜଣଙ୍କୁ ବି ଗିରଫ କରି କୋର୍ଟ ଚାଲାଣ କରାଯାଇଛି ।…

ବାଲୁକା କଳାରେ ‘ଇଦ୍’ ର ଶୁଭେଚ୍ଛା ଦେଲେ ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ଇଦ୍-ଉଲ୍-ଜୁହା ଅବସରରେ ଦେଶବାସୀଙ୍କୁ ନିଜ ବାଲୁକା କଳା ମାଧ୍ୟମରେ ଶୁଭେଚ୍ଛା ଜଣାଇଛନ୍ତି ଆନ୍ତର୍ଜାତୀୟ ଖ୍ୟାତି ସମ୍ପନ୍ନ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ । ପୁରୀ ବେଳାଭୂମିରେ ଗଢିଥିବା ଏହି ବାଲୁକା କଳାର ଫୋଟୋଟି ସୁଦର୍ଶନ ନିଜ ଟ୍ୱିଟରରେ ପୋଷ୍ଟକରି “ଇଦ୍ ମୁବାରକ” ବୋଲି…

ଡାକ୍ତର, ନର୍ସ ପଜିଟିଭ ଚିହ୍ନଟ ପରେ ସିଲ ହେଲା ଅପରେସନ୍ ଥିଏଟର

ପୁରୀ: ମାରାତ୍ମକ ରୂପ ନେଇ ଚାଲିଛି କରୋନା । ସାଧାରଣ ଲୋକଙ୍କ ପରେ ଏବେ ସ୍ୱାସ୍ଥ୍ୟକର୍ମୀ ମାନେ ମଧ୍ୟ ଏଥିରେ ସଂକ୍ରମିତ ହେଉଥିବା ନିୟମିତ ଖବର ଆସୁଛି । ପୁରୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଜଣେ ଡାକ୍ତର ଓ ନର୍ସ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାପରେ ମୁଖ୍ୟ ଚିକିତ୍ସାଳୟର…

ଆଗାମୀ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାର ଏହିସବୁ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ବିଭାଗର ସୂଚନା ଅନୁଯାୟୀ, ଚଳିତ ବର୍ଷ ଯେତିକି ବର୍ଷା ହେବା କଥା ତାଠାରୁ ୧୨ପ୍ରତିଶତ କମ୍ ବର୍ଷା ହୋଇଥିବା ବେଳେ, କିଛିଦିନ ଅନ୍ତରାଳେ ପୁଣି ଭିଜିବାକୁ ଯାଉଛି…

୩ ଦିନ ପାଇଁ ଏହି ଜିଲ୍ଲାରେ ଲାଗୁ ହେଲା ସଟଡାଉନ କଟକଣା

ବରଗଡ଼: ବଢୁଥିବା ସଂକ୍ରମଣକୁ ଦୃଷ୍ଟିରେ ରଖି ବରଗଡ଼ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାରେ ୩ ଦିନିଆ ସଟଡାଉନ ଘୋଷଣା କରାଯାଇଛି । ଏନେଇ ଘୋଷଣା କରିଛନ୍ତି ଜିଲ୍ଲାପାଳ। ଏହି ସମୟରେ କେବଳ ଜରୁରୀକାଳୀନ ସେବାକୁ ଛାଡି ଅନ୍ୟ ସମସ୍ତ ବ୍ୟବସାୟିକ ଅନୁଷ୍ଠାନକୁ ବନ୍ଦ ରଖାଯିବ। ତେଜରାତି, ପାରିବା,…

ଆଜିଠୁ ନବରଙ୍ଗପୁରରେ ଝୁଲିଲା ତାଲା

ନବରଙ୍ଗପୁର: ରାଜ୍ୟରେ ବଢ଼ୁଥୁବା ସଂକ୍ରମଣକୁ ଦୃଷ୍ଟିରେ ରଖି ଜିଲ୍ଲା ଗୁଡିକ ନିଜ ନିଜ ଅଞ୍ଚଳରେ କଟକଣା କଡାକଡି କରୁଛନ୍ତି। ତେବେ ଏହି କ୍ରମରେ ଯୋଡି ହୋଇଛି ଓଡ଼ିଶାର ନବରଙ୍ଗପୁର ଜିଲ୍ଲା । ଓଡ଼ିଶାର ନବରଙ୍ଗପୁର ଜିଲ୍ଲାରେ ଶନିବାର ସକାଳ ୫ଟାରୁ ରବିବାର ମଧ୍ୟରାତ୍ର ପର୍ଯ୍ୟନ୍ତ ଜାରି…

ବଢୁଛି ସଂକ୍ରମଣ: ଦୁଇଦିନ ପାଇଁ ସଟଡାଉନ ଘୋଷଣା ହେଲା ଅନୁଗୁଳ ଜିଲ୍ଲା

ଅନୁଗୁଳ: ଅନ୍ୟ ଜିଲ୍ଲା ଭଳି ଅନୁଗୁଳରେ ମଧ୍ୟ ଧୀରେଧିରେ ବଢୁଛି ସଂକ୍ରମଣ । ଏହାକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ଅଗଷ୍ଟ ୧ ଓ ୨ ତାରିଖ ଦୁଇ ଦିନିଆ ସଟଡାଉନ ଘୋଷଣା ଜରାଯାଇଛି। ଜିଲ୍ଲାପାଳ ମନୋଜ କୁମାର ମହାନ୍ତି ଦେଇଥିବା ସୁଚନା ଅନୁଯାୟୀ, ସମସ୍ତ ସାପ୍ତାହିକ ବଜାର ଏବଂ…

ବିଶାଳ ଦେବଙ୍କୁ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଅତିରିକ୍ତ ଦାୟିତ୍ୱ

ଭୁବନେଶ୍ୱର: ଆଇଏଏସ୍ ବିଶାଳ ଦେବଙ୍କୁ ମିଳିଛି ଅତିରିକ୍ତ ଦାୟିତ୍ୱ । ତାଙ୍କୁ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ସଚିବ ଦାୟିତ୍ୱ ଦିଆଯାଇଛି । ଆସନ୍ତା ୫ ତାରିଖରୁ ସେ ଏହି ଦାୟିତ୍ୱ ନେବେ । କ୍ରୀଡା ଓ ଯୁବ ସେବା ସହ ସେ ଏହି ବିଭାଗର ଅତିରିକ୍ତ ଦାୟିତ୍ୱ ତୁଲାଇବେ । ଏହି ବିଭାଗ…

ବିନା ଟେଷ୍ଟ ରିପୋର୍ଟରେ ପୁରୀକୁ ପ୍ରବେଶ ମନା

ପୁରୀ : ଅଗଷ୍ଟ ମାସରେ ରାଜ୍ୟ ସରକାର ଲଗାଇଥିବା କଟକଣାକୁ ପୁରୀ ଜିଲ୍ଲାରେ ବି ବଳବତ୍ତର ରହିବ । ତେବେ ଜିଲ୍ଲାକୁ ପ୍ରବେଶ କରୁଥିବା ବାହାରର ବ୍ୟକ୍ତିଙ୍କର ସ୍ୱାବ ଟେଷ୍ଟ ରିପୋର୍ଟ ନେଗେଟିଭ୍ ନ ଥିଲେ ସେମାନଙ୍କୁ ଜିଲ୍ଲା ଭିତରକୁ ପ୍ରବେଶ ପାଇଁ ଅନୁମତି ମିଳିବ ନାହିଁ । ଆଜି ଏ ନେଇ ସୂଚନା…