Latest Odisha News

BREAKING NEWS

Browsing Category

ଓଡିଶା

Odisha

ସୁନ୍ଦରଗଡ଼ରେ ଅପପୁଷ୍ଟି ସମସ୍ୟା: କୋଇଡ଼ାରେ ଶିଶୁଙ୍କ ଦୁର୍ଦଶା!

ସୁନ୍ଦରଗଡ଼: ଅପପୁଷ୍ଟି ନିରାକରଣ ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। କିନ୍ତୁ ଓଡ଼ିଶାରେ ଅପପୁଷ୍ଟିର ଭୟାବହ ଚିତ୍ର ସାମ୍ନାକୁ ଆସୁଛି। ଯାଜପୁରର ନଗଡ଼ା ପରେ ଏବେ ସୁନ୍ଦରଗଡ଼ର କୋଇଡ଼ା ବ୍ଲକରୁ ଚିନ୍ତାଜନକ ଖବର। କୋଇଡ଼ାର ଖଣି ଅଞ୍ଚଳରୁ ଆସିଛି ହୃଦୟବିଦାରକ ଦୃଶ୍ୟ। ଅନେକ ଶିଶୁ ଏତେ…

ହାତୀ ଆକ୍ରମଣରେ ୩ ଜଣଙ୍କ ମୃତ ଘଟଣା, ଫରେଷ୍ଟର୍ ଓ ଫରେଷ୍ଟ ଗାର୍ଡ ନିଲମ୍ବିତ

ଢେଙ୍କାନାଳ: ହିନ୍ଦୋଳ ଥାନା ବାଘ ଧରିଆ ଗାଁରେ ହାତୀ ଆକ୍ରମଣରେ ୩ ଜଣଙ୍କର ମୃତ୍ୟୁ ଘଟିଛି। ଏହି ଘଟଣାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। କାର୍ଯ୍ୟରେ ଅବହେଳା ଅଭିଯୋଗରେ ରାସୋଳ ଫରେଷ୍ଟର୍ ଓ ଫରେଷ୍ଟ ଗାର୍ଡଙ୍କୁ ନିଲମ୍ବନ କରାଯାଇଛି। ଅନ୍ୟପଟେ ଏହି ମୃତକମାନେ ହେଲେ ଝୁଲଣା ଦେହୁରୀ…

ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସାଙ୍ଗକୁ ଘଡ଼ଘଡ଼ି, ୨୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସାଙ୍ଗକୁ ଘଡଘଡି ସମ୍ଭାବନା। ଉପକୂଳ ଓଡିଶା ସମେତ ଆଭ୍ୟନ୍ତରୀଣ ଓଡିଶାର ୨୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ବାଲେଶ୍ୱର, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡା ଆଦି ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା।…

OAS ସ୍ବାମୀଙ୍କ ନାଁରେ ଥାନାରେ ଅଭିଯୋଗ କଲେ ସ୍ତ୍ରୀ;ନବଜାତ ପୁଅକୁ ସ୍ବାମୀ ଗ୍ରହଣ କରୁ ନଥିବା…

ଭୁବନେଶ୍ବର: ଓଏଏସ୍ ଅଧିକାରୀଙ୍କ ନାଁରେ ମହିଳା ଥାନାର ଦ୍ବାରସ୍ଥ ହେଲେ ପତ୍ନୀ । ହସ୍ପିଟାଲ ବେଡ଼ରେ ସ୍ତ୍ରୀ ପିଲାକୁ ଛାଡି ଚାଲିଗଲେ ଓଏଏସ୍ ବାବୁ। ପତ୍ନୀ ଓ ନବଜାତ ପୁଅ ପ୍ରତି ନିଷ୍ଠୁରତା ଓ ମାନସିକ ନିର୍ଯାତନାର ଅଭିଯୋଗ ହୋଇଛି ।ଭୁବନେଶ୍ୱର ମହିଳା ଥାନାରେ ଏପରି ଅଭଯୋଗ କରିଛନ୍ତି ଓଏଏସ୍…

ସରକାରୀ ଅଫିସ୍‌ରେ ସିଙ୍ଗଲ ୟୁଜ୍‌ ପ୍ଲାଷ୍ଟିକକୁ ନା; ପ୍ଲାଷ୍ଟିକ ଲାଗିଥିବା ଫୁଲତୋଡ଼ା ବି ମନା

ଭୁବନେଶ୍ୱର:`ସରକାରୀ ଅଫିସ୍‌ରେ ସିଙ୍ଗଲ ୟୁଜ୍‌ ପ୍ଲାଷ୍ଟିକ ବ୍ୟବହାର ଉପରେ ଲାଗିଲା କଟକଣା । ଏହି ସଂପର୍କରେ ଜଙ୍ଗଲ ଓ ପରିବେଶ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ସତ୍ୟବ୍ରତ ସାହୁ ରାଜ୍ୟର ସମସ୍ତ ବିଭାଗୀୟ ସଚିବଙ୍କୁ ଏକ ଚିଠି ଜାରି କରି ନିର୍ଦ୍ଦେଶ ଦେଇଛନ୍ତି। ପରିବେଶ ସୁରକ୍ଷା ଓ ପ୍ଲାଷ୍ଟିକ…

ପୁରୀ ଛାତ୍ରୀଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ଅଛି: ଏସପି ପିନାକ ମିଶ୍ର

ଭୁବନେଶ୍ୱର: ପୁରୀ ଛାତ୍ରୀଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ଅଛି। ଏନେଇ ପୁରୀ ଏସପି (ପ୍ରଭାରୀ) ପିନାକ ମିଶ୍ର ବୁଧବାର ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ ମାମଲାର ତଦନ୍ତ ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। "ତଦନ୍ତକାରୀ ଅଧିକାରୀ ଡିଏସ୍ପି ରାଙ୍କ ଅଧିକାରୀ କଳ୍ପନା କୌରୀ, ବଳଙ୍ଗା ପୋଲିସ…

ଯାତ୍ରୀ ଚାହିଦା ବୃଦ୍ଧିକୁ ଦୃଷ୍ଟିରେ ରଖି ପୁରୀ-ରାଉରକେଲା ବନ୍ଦେ ଭାରତ ଏକ୍ସପ୍ରେସରେ ଅଧିକ କୋଚ୍ ସଂଯୋଗ

ରାଉରକେଲା: ପୁରୀ ଏବଂ ରାଉରକେଲା ମଧ୍ୟରେ ଦ୍ରୁତ ଏବଂ ଅଧିକ ଆରାମଦାୟକ ରେଳ ଯାତ୍ରା ଉପଲବ୍ଧ କରାଇବା ପାଇଁ ବର୍ଦ୍ଧିତ ଚାହିଦାକୁ ଦୃଷ୍ଟିରେ ରଖି ଭାରତୀୟ ରେଳବାଇ 20836/20835 ପୁରୀ-ରାଉରକେଲା-ପୁରୀ ବନ୍ଦେ ଭାରତ ଏକ୍ସପ୍ରେସରେ ୫୦% କୋଚ୍ ବୃଦ୍ଧି ଘୋଷଣା କରିଛି । ଏହି ଟ୍ରେନଟି ଆସନ୍ତା ତା…

ମାଛଗାଁ କେନାଲରେ ୧୦ ଫୁଟ୍‌ର ଘାଇ; କଟକ-ଜଗତସିଂହପୁରକୁ ଯୋଗାଯୋଗ ବାଧାପ୍ରାପ୍ତ

ଜଗତସିଂହପୁର:ନୂଆଦା ନିକଟରେ ମାଛଗାଁ କେନାଲରେ ୧୦ ଫୁଟ୍‌ର ଘାଇ । ଘାଇ ଯୋଗୁଁ ତରିକୁନ୍ଦ ଓ ନୂଆଦା ଅଞ୍ଚଳ ବ୍ୟାପକ ଜଳମଗ୍ନ । ଫଳରେ ମୁଖ୍ଯରାସ୍ତା ଉପରେ ୩ ଫୁଟ ଉଚ୍ଚତାରେ ପାଣି ଚାଲିବା ସହ ଶତାଧିକ ହେକ୍ଟର ଚାଷ ଜମି ଜଳମଗ୍ନ ହୋଇଯାଇଛି। ୨୦ରୁ ଅଧିକ ଘର ପାଣି ଘେରରେ ବୁଡ଼ି ରହିଛି।…

ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ସହକାରୀ ଯନ୍ତ୍ରୀ ରାଜ କିଶୋର ଜେନା ଗିରଫ

ଭୁବନେଶ୍ୱର: ଓଡ଼ିଶା ଭିଜିଲାନ୍ସ ବୁଧବାର ଦିନ ଭୁବନେଶ୍ୱର ଆରଆଣ୍ଡବି ଡିଭିଜନ- ୩ର ସହକାରୀ ଯନ୍ତ୍ରୀ ରାଜ କିଶୋର ଜେନାଙ୍କୁ ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ କରିଛି। ତାଙ୍କ ବିରୁଦ୍ଧରେ ଏକ ମାମଲା ମଧ୍ୟ ରୁଜୁ ହୋଇଛି। ତାଙ୍କୁ ଭୁବନେଶ୍ୱରର ସ୍ୱତନ୍ତ୍ର ଭିଜିଲାନ୍ସ ଜଜଙ୍କ…

OSSSC ବାତିଲ କଲା ଆରଆଇ-ଅମିନ ପ୍ରିଲିମ୍‌ ପରୀକ୍ଷା;୧୫ ଦିନ ଭିତରେ …

ଭୁବନେଶ୍ବର: ଆରଆଇ ଅମିନ ମିଳିତ ପ୍ରିଲିମ୍‌ ଓ ମୁଖ୍ୟ ପରୀକ୍ଷା ରଦ୍ଦ । ଓଡ଼ିଶା ସବଅର୍ଡିନେଟ ଷ୍ଟାଫ ସିଲେକ୍ସନ କମିଶନ (OSSSC) ରେଭେନ୍ୟୁ ଇନ୍‌ସ୍ପେକ୍ଟର (RI), ଆସିଷ୍ଟାଣ୍ଟ ରେଭେନ୍ୟୁ ଇନ୍‌ସ୍ପେକ୍ଟର (ARI), ଅମିନ ଏବଂ ଆଇସିଡ଼ିଏସ ସୁପରଭାଇଜର ପଦବୀ ପାଇଁ ଆୟୋଜିତ କମ୍ବାଇନ୍‌ଡ…