Latest Odisha News

BREAKING NEWS

Browsing Category

ଓଡିଶା

Odisha

ରାଜ୍ୟରେ ୫ ଲକ୍ଷ ଟପିଲା କରୋନା ଟେଷ୍ଟିଂ

ଭୁବନେଶ୍ୱର: ଓଡିଶାରେ ୫ ଲକ୍ଷ ଟପିଛି କରୋନା ଟେଷ୍ଟ ସଂଖ୍ୟା । ଗତ ୧୦ ଦିନ ଭିତରେ ରାଜ୍ୟରେ କୋଭିଡ୍ ଟେଷ୍ଟ ସଂଖ୍ୟା ଲକ୍ଷେ ଟପିଛି । ଅଧିକ ଟେଷ୍ଟ କରାଯାଉଥିବାରୁ ଅଧିକ ପଜିଟିଭ୍ ବାହାରୁଛି ଏବଂ ଆସନ୍ତା ଦିନରେ ରାଜ୍ୟରେ ଟେଷ୍ଟିଂ ଆହୁରି ଅଧିକ କରାଯିବ ବୋଲି ଜାତୀୟ ସ୍ୱାସ୍ଥ୍ୟ ମିଶନ…

ରାଜ୍ୟରେ ଯଥେଷ୍ଟ ପରିମାଣର ଔଷଧ ରହିଛି: ସରକାର

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବଢୁଥିବା ବେଳେ ରାଜ୍ୟବାସୀଙ୍କୁ ନିଶ୍ଚିନ୍ତ ରହିବାକୁ ପରାମର୍ଶ ଦେଇଛନ୍ତି ସରକାର । ପ୍ରେସମିଟ୍ କରି ସରକାର ସୂଚନା ଦେଇଛନ୍ତି ଯେ, ରାଜ୍ୟରେ ଯଥେଷ୍ଟ ଔଷଧ ମହଜୁଦ ରହିଛି । ରାଜ୍ୟବାସୀ ନିଶ୍ଚିନ୍ତ ରୁହନ୍ତୁ । କୋଭିଡ୍ ଟିକା ପ୍ରସ୍ତୁତ…

ଟିକା ଆସିବା ଯାଏଁ କରୋନାକୁ ଦୂର କରିବ ସାମାଜିକ ଟିକା

ଭୁବନେଶ୍ୱର: ରାଜ୍ୟକୁ ଖୁବଶୀଘ୍ର ଆସିବ କରୋନା ଟିକା । ତେବେ ଟିକା ଆସିବା ଯାଏ ସମସ୍ତଙ୍କ ପାଖରେ ରହିଛି କରୋନାକୁ ଦୂର କରିବାର ଟିକା, ସାମାଜିକ ଟୀକା । ରାଜ୍ୟରେ କରୋନା ସ୍ଥିତି ବାବଦରେ ସୂଚନା ଦେଇ ଜାତୀୟ ସ୍ୱାସ୍ଥ୍ୟ ମିଶନ ନିର୍ଦ୍ଦେଶିକା ଶାଳୀନି ପଣ୍ଡିତ କହିଛନ୍ତି ଯେ, ଟୀକା ଆସିବା ଯାଏ…

ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଦ୍ୱାରା ଭୁବନେଶ୍ୱରସ୍ଥିତ ମୁଖ୍ୟାଳୟ ଠାରେ ସାଇବର ସେଲ ଉଦଘାଟିତ

ଭୁବନେଶ୍ୱର: ଡିଜିଟାଲ ତଥ୍ୟ ପ୍ରମାଣ ସଂଗ୍ରହ ଓ ସାଇବର ଅନୁସନ୍ଧାନ ପ୍ରଣାଳୀର ପ୍ରୟୋଗ ନିମନ୍ତେ ପୂର୍ବ ତଟ ରେଳପଥର ରେଳ ସୁରକ୍ଷା ବଳ ସାଇବର ସେଲକୁ ପୂର୍ବତଟ ରେଳପଥର ମହାପ୍ରବନ୍ଧକ ବିଦ୍ୟାଭୂଷଣ ଉଦଘାଟନ କରିଛନ୍ତି। ଏହି ଅବସରରେ ଅତିରିକ୍ତ ମହାପ୍ରବନ୍ଧକ ସୁଧୀର କୁମାର, ପ୍ରମୁଖ ମୁଖ୍ୟ…

କଟକରେ ୨ ହଜାର ଟପିଲା କରୋନା ସଂକ୍ରମିତଙ୍କ ସଂଖ୍ୟା

କଟକ: କଟକରେ ଗୁରୁବାର ଦିନ ୯୭ ନୂଆ କରୋନା ପଜିଟିଭ ମାମଲା ଚିହ୍ନଟ ହୋଇଛି । ଯାହାକୁ ମିଶାଇ କଟକରେ ମୋଟ୍ ଆକ୍ରାନ୍ତ ବ୍ୟକ୍ତିଙ୍କ ସଂଖ୍ୟା ୨୦୪୩ରେ ପହଞ୍ଚିଛି। ଏନେଇ ଟ୍ୱିଟ କରି ସୂଚନା ଦେଇଛନ୍ତି କଟକ ପ୍ରଶାସନ। ଉକ୍ତ ଟ୍ୱିଟ ଅନୁଯାୟୀ କଟକ ଜିଲ୍ଲାରେ ଚିହ୍ନଟ ହୋଇଥିବା ଆକ୍ରାନ୍ତ…

ଭୁବନେଶ୍ୱରରେ ବାହାରିଲେ ଆଉ ୧୦୫ ପଜିଟିଭ, ସୁସ୍ଥ ହେଲେ ୧୨୩

ଭୁବନେଶ୍ୱର: ଦିନକୁ ଦିନ ସଂକ୍ରମିତ ହୋଇ ଚାଲିଛି ରାଜଧାନୀ ଭୁବନେଶ୍ୱର । ଆଜି ପୁଣି ଭୁବନେଶ୍ୱରରୁ ଆଉ ୧୦୫ ପଜିଟିଭ ବାହାରିଛନ୍ତି । କ୍ୱାରେଂଟାଇନ୍‌ରୁ ୫୯ ଏବଂ ୪୬ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିସହ ୧୨୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏନେଇ ବିଏମ୍‌ସି ଟ୍ୱିଟ୍ କରି…

ଅସିଲା ଅପସରାଙ୍କ ‘ଥ୍ରୀଲର’ର ଟ୍ରେଲର, ଦେଖନ୍ତୁ ଭିଡିଓ

ମୁୁମ୍ବାଇ: ରିଲିଜ ହେଲା ବହୁ ପ୍ରତିକ୍ଷିତ ଫିଲ୍ମ ‘ଥ୍ରୀଲର’ର ଟ୍ରେଲର । ରାମ ଗୋପାଲ ବର୍ମାଙ୍କ ନିର୍ଦ୍ଦେଶନାରେ ତିଆରି ଏହି ଫିଲ୍ମର ଲିଡ୍ ରୋଲ୍‌ରେ ଓଡ଼ିଆ ଝିଅ ଅପସରା ରାଣୀ ଅଛନ୍ତି । ତାଙ୍କ ଅପଜିଟିରେ ଅଛନ୍ତି ଓଡ଼ିଆ ପୁଅ ରକ୍ କାଚି । ଟ୍ରେଲରରେ ଅଙ୍କିତା ମହାରଣା ଓରଫ ଅପସରା ରାଣୀଙ୍କ…

ମୁହଁ ଖୋଲିଲେ ପିଣ୍ଟୁ ନନ୍ଦ, କହିଲେ ସେ ଝିଅକୁ ମୁଁ ଜାଣିନି

ଭୁବନେଶ୍ୱର: ପିଣ୍ଟୁଙ୍କ ନାଁରେ ଭୁବନେଶ୍ୱର ନୟାପଲ୍ଲୀ ଥାନାରେ ଜଣେ ମହିଳା ଦୁର୍ବବ୍ୟହାର ଅଭିଯୋଗ ଆଣିଛନ୍ତି । ଏହାପରେ ମୁହଁ ଖୋଲିଛନ୍ତି ଅଭିନେତା ପିଣ୍ଟୁ ନନ୍ଦ । ସେ କହିଛନ୍ତି, ସଂପୃକ୍ତ ମହିଳା ଏହି ଅଭିଯୋଗ କାହିଁକି ଆଣିଲେ ସେ ଜାଣିନାହାନ୍ତି ।  ଅଭିଯୋଗ ସମ୍ପୂର୍ଣ୍ଣ ମିଥ୍ୟା, ସେ…

ସୋସିଆଲ ମିଡିଆରେ ଫଟୋ ଭାଇରାଲ: ଏତଲା ଦେଲେ ପ୍ରକୃତି ମିଶ୍ର

ଭୁବନେଶ୍ୱର: ଥାନାକୁ ଗଲେ ଅଭିନେତ୍ରୀ ପ୍ରକୃତି ମିଶ୍ର । ସୋସିଆଲ ମିଡିଆରେ ଫଟୋ ଭାଇରାଲ ପ୍ରସଙ୍ଗରେ ସେ ମଂଚେଶ୍ୱର ଥାନାରେ ଏତଲା ଦେଇଛନ୍ତି । ତାଙ୍କ ନାମରେ ଅତିରଂଜିତ କରି ଉଦ୍ଦେଶ୍ୟମୂଳକ ଭାବରେ ଖବର ତିଆରି କରିବା ପ୍ରସଙ୍ଗରେ ସଂପୃକ୍ତ ୱେବ୍ ପୋର୍ଟାଲ ବିରୋଧରେ ଏତଲା କରିଛନ୍ତି । ନିଜ…

ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ୧.୩୧ କୋଟି ଟଙ୍କା ଦାନ କଲେ ଖୋର୍ଦ୍ଧା ଜିଲ୍ଲାବାସୀ

ଭୁବନେଶ୍ୱର: ଖୋର୍ଦ୍ଧା ଜିଲ୍ଲାବାସୀଙ୍କ ତରଫରୁ ୨ୟ ପର୍ଯ୍ୟାୟରେ କୋଭିଡ଼୍-୧୯ ଲଢ଼େଇରେ ଆର୍ଥିକ ସହଯୋଗ ରାଶି ଭାବେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ୧ କୋଟି ୩୧ ଲକ୍ଷ ୮୨ ହଜାର ୪୪୫ ଟଙ୍କା ପ୍ରଦାନ କରାଯାଇଛି । ଖୋର୍ଦ୍ଧାର ଜିଲ୍ଲାପାଳ ସିତାଂଶୁ ରାଉତ, ଅତିରିକ୍ତ ଜିଲ୍ଲାପାଳ…