Latest Odisha News

BREAKING NEWS

Browsing Category

ଓଡିଶା

Odisha

୫୦୫୦ବୋତଲ କଫ୍‌ ସିରପ୍‌ ଜବତ କଲା ପୋଲସ; ୬ ଅଭିଯୁକ୍ତ ଗିରଫ

ବରଗଡ଼:ବୁଧବାର ୫୦୫୦ବୋତଲ କଫ୍‌ ସିରପ୍‌ ଜବତ । ଏଥିରେ ସମ୍ପୃକ୍ତ ୬ ଅଭିଯୁକ୍ତଙ୍କୁ ବରଗଡ଼ ଟାଉନ ଥାନା ପୋଲିସ ଗିରଫ କରିବା ସହ ଅନ୍ୟ ୨ ନାବାଳକଙ୍କୁ ଅଟକ ରଖିଛି। ସେମାନଙ୍କ ଠାରୁ ନଗଦ ୭୬ହଜାର ୭୦୦ ଟଙ୍କା, ୮ଟି ଗାଡି ଏବଂ ୭ଟି ମୋବାଇଲ ଜବତ ହୋଇଛି। ଏ ନେଇ ବରଗଡ଼ ଟାଉନ ଥାନା ପୋଲିସ…

ବେଆଇନ ଅସ୍ତ୍ରଶସ୍ତ୍ର ଓ ପଶୁ ଅଙ୍ଗ ରଖିବା ମାମଲା; ୪ ଶିକାରୀ ଗିରଫ

ଗଞ୍ଜାମ: ଦକ୍ଷିଣ ଘୁମୁସର ବନଖଣ୍ଡ ଅଧୀନ ବଡ଼ଗଡ଼ ବନ ବିଭାଗ ଅଧୀନ ବୁଢ଼ାମ୍ବ ଗାଁରେ ୪ ଶିକାରୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି । ବେଆଇନ ଅସ୍ତ୍ର ଶସ୍ତ୍ର ଓ ପଶୁ ଅଙ୍ଗ ରଖିବା ମାମଲାରେ ୪ ଶିକାରୀ ଗିରଫ ହୋଇଛନ୍ତି । ସେମାନଙ୍କ ଠାରୁ ଶିକାରରେ ବ୍ୟବହୃତ ୩ଟି ଦେଶୀ ବନ୍ଧୁକ, ଝିଙ୍କ…

Shree Mandir Threat: ଶ୍ରୀମନ୍ଦିରକୁ ବୋମା ଧମକ ଘଟଣା, ଧରାପଡ଼ିଲା ଅଭିଯୁକ୍ତ

ପୁରୀ: ଶ୍ରୀମନ୍ଦିରକୁ ଉଡ଼ାଇ ଦେବାକୁ ଧମକପୂର୍ଣ୍ଣ ପୋଷ୍ଟ କରି ଯୁବକ ଗିରଫ । ଅଭିଯୁକ୍ତ ପ୍ରତୀକ ମିଶ୍ରଙ୍କୁ ଗିରଫ କଲା ସିଂହଦ୍ବାର ଥାନା ପୋଲିସ । ଯୁବତୀଙ୍କ ନାଁରେ ଫେସବୁକ୍ ଆକାଉଣ୍ଟ ଖୋଲି ଧମକପୂର୍ଣ୍ଣ ପୋଷ୍ଟ କରିଥିଲେ । ଆଉ ଧରାପଡ଼ିବା ପରେ ସତ ଜାଣି ସମସ୍ତେ ଏବେ ଚକିତ। ପ୍ରେମରେ ବିଫଳ…

ରାଜ୍ୟରେ ଗୋଶାଳା ନିର୍ମାଣ ପାଇଁ ଜମି ଯୋଗାଇଦେବ ରାଜସ୍ୱ ବିଭାଗ

ଭୁବନେଶ୍ୱର:ତିନିଦିନିଆ ମତ୍ସ୍ୟ-ପ୍ରାଣୀ ସମାବେଶ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ । ଓଡ଼ିଶାରେ ଦୁଗ୍‌ଧ ଉତ୍ପାଦନ ବୃଦ୍ଧି କରିବା ନିମନ୍ତେ ଆମ ସରକାର ଆସିବା ମାତ୍ରେ ପ୍ରଥମ ବଜେଟ୍‌ରେ ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନାର ଶୁଭାରମ୍ଭ କରିଥିଲେ । ଏହି ଯୋଜନା ଆମ ରାଜ୍ୟ ପାଇଁ ଏକ ଐତିହାସିକ ଯୋଜନା…

ମାଲକାନଗିରିରେ ସଡ଼କ ଦୁର୍ଘଟଣା; ଗଛରେ ପିଟିହୋଇ ୨ ମୃତ

ମାଲକାନଗିରି: ମୋଟର ସାଇକେଲ ଦୁର୍ଘଟଣାରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ମାଲକାନଗିରି ଜିଲ୍ଲାର ପଡିଆ ଗ୍ରାମରେ। ମିଳିଥିବା ସୂଚନା ଅନୁଯାୟୀ ଆଜି ଭୋର ସକାଳ ୩ରୁ ୪ ଭିତରେ ଏହି ଦୁର୍ଘଟଣା ଘଟିଥିବା ନେଇ କୁହାଯାଉଥିବା ବେଳେ ମୃତ ଯୁବକ ଦୁଇ ଜଣ ଗୋଟିଏ ଧଳା…

ଦୁବାଇ-ଭୁବନେଶ୍ୱର ସିଧାସଳଖ ବିମାନ ସେବା ବନ୍ଦ କରିବା ଅଯୋଗ୍ୟତାର ସଙ୍କେତ: ବିଜେଡି

ଭୁବନେଶ୍ୱର: ବିଜେଡି ସରକାର ୧୫ ମେ ୨୦୨୩ରେ ଦୁବାଇ-ଭୁବନେଶ୍ୱର ସିଧାସଳଖ ବିମାନ ସେବା ଆରମ୍ଭ କରିଥିଲେ । ୟୁଏଇରେ ଥିବା ୪୦,୦୦୦ରୁ ଅଧିକ ଓଡ଼ିଆଙ୍କ ପାଇଁ ସପ୍ତାହରେ ତିନିଥର ସେବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ପର୍ଯ୍ୟଟନ, ବାଣିଜ୍ୟ ଏବଂ ସଂଯୋଗକୁ ସୁରକ୍ଷିତ ରଖିବା ପାଇଁ ରାଜ୍ୟ ବିଜେପି…

ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନ ନେଇ ମୁହଁ ଖୋଲିଲେ ନବୀନ…

ଭୁବନେଶ୍ୱର: ବିଜୁ ଜନତା ଦଳ (ବିଜେଡି) ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଦିନ ପାଟକୁରା ବିଧାୟକ ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନକୁ ନେଇ ମୁହଁ ଖୋଲିଛନ୍ତି। ସେ ବିଧାୟକଙ୍କ ନିଲମ୍ବନକୁ ସମର୍ଥନ କରି କହିଛନ୍ତି ଯେ ବିଜେଡି ତାଙ୍କୁ ପାଟକୁରା…

DEO Arrest Warrant: ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ବିରୋଧରେ ଗିରଫ ପରୱାନା ଜାରି କଲେ ହାଇକୋର୍ଟ

କଟକ:ବୁଧବାର ଜଣେ ଜିଲା ଶିକ୍ଷାଧିକାରୀଙ୍କୁ ୱାରେଣ୍ଟ ଜାରି କରିଛନ୍ତି ଓଡିଶା ହାଇକୋର୍ଟ । ଅନୁକମ୍ପାମୂଳକ ନିଯୁକ୍ତି ମାମଲାରେ ପୂର୍ବ ନିର୍ଦ୍ଦେଶ ପାଳନ ନକରି ଅଡୁଆରେ DEO । ଅଦାଲତ ଅବମାନନା ମାମଲାରେ ଢେଙ୍କାନାଳ ଜିଲା ଶିକ୍ଷା ଅଧିକାରୀ (DEO) ପରେଶ ନାଥ ପାତ୍ରଙ୍କୁ ଏହି ଗିରଫ ପରୱାନା…

ଡ୍ରପ ଆଉଟ ପିଲାଙ୍କ ଆଡମିସନ ଫି ଛାଡ କଲେ ସରକାର

ଭୁବନେଶ୍ୱର: ୧୪ରୁ ୧୮ ବର୍ଷ ବୟସର ଯେଉଁ ଛାତ୍ର ଛାତ୍ରୀମାନେ ଡ୍ରପ୍ ଆଉଟ୍ ହୋଇଥିବେ ସେମାନଙ୍କ ପାଇଁ ପ୍ରବେଶ ଏବଂ ପରୀକ୍ଷା ଫି ଛାଡ଼ କରିବାକୁ ସରକାର ନିଷ୍ପତ୍ତି ନେଇଥିବା ସୂଚନା ମିଳିଛି। ରାଜ୍ୟ ମୁକ୍ତ ବିଦ୍ୟାଳୟ ପ୍ରତିଷ୍ଠାନରେ ପ୍ରବେଶ କରିବାକୁ ଚାହୁଁଥିବା ଛାତ୍ରଛାତ୍ରୀମାନଙ୍କ ପାଇଁ…

ଖଣ୍ଡଗିରି ମେଳାକୁ ନେଇ ବିଏମସିର ଗାଇଡଲାଇନ ଜାରି…

ଭୁବନେଶ୍ୱର: ଖଣ୍ଡଗିରି ମେଳାକୁ ନଜରରେ ରଖି ଭୁବନେଶ୍ୱର ମ୍ୟୁନିସିପାଲ୍ କର୍ପୋରେସନ୍ (ବିଏମସି) ତରଫରୁ ମଙ୍ଗଳବାର ଦିନ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ତେବେ ଚଳିତ ବର୍ଷ ମହୋତ୍ସବ ସମୟରେ ଶୃଙ୍ଖଳା ଏବଂ ସାଂସ୍କୃତିକ ପବିତ୍ରତା ବଜାୟ ରଖିବା ନେଇ ବିଏମସି ସୂଚନା ଦେଇଛି। ବିଏମସିର ବରିଷ୍ଠ…