Latest Odisha News

BREAKING NEWS

Browsing Category

ଓଡିଶା

Odisha

ପୁରୀ ପେଣ୍ଠକଟାରେ ଉତ୍ତେଜନା: କରୋନା ରିିପୋର୍ଟ ନ ଦେଖିଲେ, ହସ୍ପିଟାଲ ଯିବୁନି

ପୁରୀ: ପୁରୀ ପେଣ୍ଠକଟାରେ ଉତ୍ତେଜନା । କରୋନା ଟେଷ୍ଟକୁ ନେଇ ଲୋକଙ୍କ ପ୍ରବଳ ବିରୋଧ । କରୋନା ନମୂନା ପରୀକ୍ଷା ରିପୋର୍ଟ ଦେଖିବାକୁ ଅଡି ବସିଛନ୍ତି ଲୋକେ । ରିପୋର୍ଟ ନଦେଖିବା ଯାଏଁ ହସ୍ପିଟାଲ ଯିବୁନି ବୋଲି କହିଛନ୍ତି ଲୋକେ । ଅଭିଯୋଗ ଅନୁସାରେ, ସ୍ଥାନିଅ ଅଂଚଳର କିଛି ଲୋକଙ୍କୁ ଲକ୍ଷଣ…

କାଳିଆ ଟଙ୍କା ନଫେରାଇବାକୁ ବିଜେପିର ପରାମର୍ଶ

ଭୁବନେଶ୍ୱର: କାଳିଆ ଟଙ୍କା ନେଇ ରାଜ୍ୟ ସରକାରଙ୍କୁ ପୁଣି ଟାର୍ଗେଟ କରିଛି ବିଜେପି । ଅଯୋଗ୍ୟ ଦର୍ଶାଇ କାଳିଆ ଟଙ୍କା ଫେରସ୍ତ କରିବାକୁ ନେଇ ରାଜ୍ୟ ସରକାରଙ୍କ ଚିଠି ପ୍ରସଙ୍ଗରେ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ ସରକାରଙ୍କୁ ଘେରିଛନ୍ତି । ସେ ଚାଷୀମାନଙ୍କୁ କାଳିଆ ଟଙ୍କା ନଫେରାଇବାକୁ…

କରୋନା ମୃତକଙ୍କ ପିଲାଙ୍କୁ ମାଗଣା ଶିକ୍ଷା ଦେବ କିଟ୍ ବିଶ୍ଵବିଦ୍ୟାଳୟ

ଭୁବନେଶ୍ୱର: ଓଡିଶା, ଭରତ ଓ ସମଗ୍ର ବିଶ୍ଵରେ କରୋନା ମହାମାରୀ ଆତଙ୍କ ଖେଳାଇଥିବା ବେଳେ ସମଗ୍ର ବିଶ୍ଵବାସୀ ପ୍ରଭାବିତ ହେଉଛନ୍ତି।ଯେଉଁଥିରୁ ଓଡିଶା ରାଜ୍ୟ ମଧ୍ୟ ବାଦ ପଡିନାହିଁ। ଓଡିଶାରେ ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଥିବା ବେଳେ ରାଜ୍ୟରେ କେତେକ ବ୍ୟକ୍ତିଙ୍କ ମଧ୍ୟ…

ଆଦର୍ଶ ଯୁବଗାୟକ : ଜୟଚନ୍ଦ୍ର ବଡଦଳାଇ

ବର୍ତ୍ତମାନର ପ୍ରତିଭାଧର ଯୁବ ଗାୟକମାନଙ୍କ ମଧ୍ୟରେ ଅନ୍ୟତମ ଜୟଚନ୍ଦ୍ର ବଡଦଳାଇ । ଖୁବ୍ କମ୍ ସମୟ ମଧ୍ୟରେ ପାଲା ଜଗତରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି, ଅନ୍ୟମାନଙ୍କ ପାଇଁ ଆଦର୍ଶ ପାଲଟିଛନ୍ତି ଜୟଚନ୍ଦ୍ର । ୧୯୮୨ ମସିହା ଆଷାଢ ମାସ ଏକାଦଶୀ ଦିନ ପୁରୀ ଜିଲ୍ଲା ବ୍ରହ୍ମଗିରି…

ଏନ୍‌କାଉଣ୍ଟରରେ ହାର୍ଡକୋର ମାଓବାଦୀ ମୃତ

ମାଲକାନଗିରି: ଆନ୍ଧ୍ର-ଓଡ଼ିଶା ସୀମାରେ ପୋଲିସ-ମାଓବାଦୀ ମଧ୍ୟରେ ଗୁଳିବିନିମୟ ହୋଇଛି । ଏହି ଏନ୍‌କାଉଂଟରରେ ଜଣେ ହାର୍ଡକୋର ମାଓବାଦୀ ନିହତ ହୋଇଛି । ମାଲକାନଗିରି ଜିଲ୍ଲାର ଚିତ୍ରକୋଣ୍ଡା ସୀମାନ୍ତ ଆନ୍ଧ୍ରର ଗୁଜେଡି ଜଙ୍ଗଲରେ ଆଜି ସକାଳେ ମାଓବାଦୀ ଏବଂ ଆନ୍ଧ୍ରର ଗ୍ରେହାଉଣ୍ଡ ମଧ୍ୟରେ…

‘କାରଗିଲ୍ ବିଜୟ ଦିବସ’ରେ ବୀର ସହିଦଙ୍କୁ ବାଲୁକା କଳାରେ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର: ଆଜି ହେଉଛି ‘କାରଗିଲ୍ ବିଜୟ ଦିବସ’ । ୧୯୯୯ ମସିହା ଆଜିର ଦିନରେ ୧୯୯୯ ମସିହା ଜୁଲାଇ ମାସ ୨୬ ତାରିଖରେ ଭାରତୀୟ ସେନାର ‘ଅପରେସନ ବିଜୟ’ ଅଭିଯାନ ସଫଳ ହୋଇଥିଲା । ଏହି ଅବସରରେ ଆନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ସାଣ୍ଡ ଆନିମେସନ୍ ଜରିଆରେ…

ଓଡିଶାର କେଉଁସବୁ ଜିଲ୍ଲାରେ ବର୍ଷା ଆଶଙ୍କା ରହିଛି, ଜାଣନ୍ତୁ

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୪ଟି ସ୍ଥାନରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ରବିବାର ଦିନ ପୂର୍ବାନୁମାନ କରାଯାଇଛି। ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ କଟକ, ଢେଙ୍କାନାଳ, କନ୍ଧମାଳ ଓ ସୁନ୍ଦରଗଡ ଆଦି…

କରୋନା ଭିତରେ ବ୍ୟାପକ ହେବ ରକ୍ତ ସଂଗ୍ରହ: ଓଡିଶା ମୋ ପରିବାର

ଭୁବନେଶ୍ୱର: ରାଜ୍ୟରେ କରୋନା ମହାମାରୀ ଭିତରେ ରକ୍ତ ସଂକଟ ସୃଷ୍ଟି ହୋଇଛି । ଓଡିଶାରେ ସାଢେ ୩ ଲକ୍ଷରୁ ୪ ଲକ୍ଷ ୟୁନିଟ୍ ରକ୍ତର ଆବଶ୍ୟକତା ରହୁଛି । ରାଜ୍ୟରେ ଦୁଇ ଲକ୍ଷ ୟୁନିଟ୍ ସ୍ୱେଚ୍ଛାକୃତ ଭାବେ ଆସିଥାଏ । ତେବେ କରୋନା ଭିତରେ ତାହା ପ୍ରଭାବିତ ହୋଇଛି । ତେଣୁ ମୁଖ୍ୟମନ୍ତ୍ରୀଙ୍କ…

ସୁନ୍ଦରଗଡରେ ହଜାରେ ପାର୍ କରୋନା ସଂକ୍ରମଣ; ରାଉରକେଲାରୁ ୨୭ ପଜିଟିଭ

ରାଉରକେଲା: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ସୁନ୍ଦରଗଡ ଜିଲ୍ଲାରେ ଗତ ୨୪ ଘଣ୍ଟାରେ ୩୩ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଯାହାକୁ ମିଶାଇ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୧୦୫୩ ରେ ପହଞ୍ଚିଛି। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ସୁନ୍ଦରଗଡ ଜିଲ୍ଲାପାଳ।…

ଜୟପୁରରେ ଡୋର୍‌-ଟୁ-ଡୋର୍ ସର୍ଭେ ଆରମ୍ଭ

ଜୟପୁର: କରୋନା ଜନିତ ଲକ୍ଷଣ ଥିବା ବ୍ୟକ୍ତିମାନଙ୍କୁ ଟ୍ରେସ୍ କରିବା ପାଇଁ ସ୍ୱାସ୍ଥ୍ୟକର୍ମୀ ଓ ଶିକ୍ଷକମାନଙ୍କୁ ନେଇ କୋରାପୁଟ ଜିଲ୍ଲା ପ୍ରଶାସନ ପକ୍ଷରୁ ଡୋର୍‌-ଟୁ-ଡୋର୍ ସର୍ଭେ ଆରମ୍ଭ କରାଯାଇଛି । କୋରାପୁଟ ମୁଖ୍ୟ ଜିଲ୍ଲା ଚିକିତ୍ସାଧିକାରୀ (ସିଡିଏମଓ) ମକରନ୍ଦ ବେଉରା କହିଛନ୍ତି ଯେ…