Latest Odisha News
Browsing Category

ଓଡିଶା

Odisha

ଖଣ୍ଡଗିରି ମାଘ ମେଳା ପାଇଁ ଲାଗିବ ୧୦୦ଟି ସିସିଟିଭି

ଭୁବନେଶ୍ୱର: ମାଘ ମେଳା ପାଖେଇ ଆସୁଥିବା ବେଳେ ଅଶ୍ଲିଳ ନୃତ୍ୟକୁ ନେଇ ବଡ଼ ଘୋଷଣା କରିଛନ୍ତି ମେୟର ସୁଲୋଚନା ଦାସ। ଖଣ୍ଡଗିରି ମାଘ ମେଳାରେ ହେବନି ଅଶ୍ଳୀଳ ନୃତ୍ୟ। ମୋଟ ସାତୋଟି ପେଣ୍ଡାଲରେ ଯାତ୍ରା ପରିବେଷଣ ହେବ। ତେବେ ଯାତ୍ରା ସମୟରେ କୌଣସି ଅଶ୍ଳୀଳ ନୃତ୍ୟ କରିପାରିବେ ନାହିଁ। ସେହିପରି…

Lok Seva Bhavan: ଲୋକସେବା ଭବନରେ ରିଲ୍ସ କଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ

ଭୁବନେଶ୍ୱର: ରିଲ୍ସ କରିବାକୁ ନେଇ ଉଦ୍‌ବେଗ ପ୍ରକାଶ କରିଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ସେ ଆଜି କହିଛନ୍ତି, ଲୋକସେବା ଭବନରେ ରିଲ୍ସ ପାଇଁ ଗୃହ ବିଭାଗ ଆଗକୁ ଗାଇଡ୍‌ ଲାଇନ୍‌ ଆଣିବ । ଲୋକସେବା ଭବନରେ ରିଲ୍ସ କରିବା ଠିକ୍ କଥା ନୁହେଁ, କାର୍ଯ୍ୟ କରୁଥିବା ବ୍ୟକ୍ତି ହୁଅନ୍ତୁ କି…

ଅଭିଯୋଗ ପରେ ହଟିଲା ଅଶୋକ ସ୍ତମ୍ଭକୁ ଘେରି ରହିଥିବା ରାଜନୈତିକ ବ୍ୟାନର

ଭୁବନେଶ୍ୱର: ଗୁରୁବାର ବିଳମ୍ବିତ ରାତିରେ ଓଡ଼ିଶାର ରାଜଧାନୀ କଟକ ରୋଡ୍-ସତ୍ୟନଗର ଓଭରବ୍ରିଜ୍ ଜଙ୍କସନ୍‌ରେ ନୂତନ ବର୍ଷର ଶୁଭେଚ୍ଛା ଲେଖାଥିବା ଅନେକ ରାଜନୈତିକ ହୋର୍ଡିଂକୁ ଭୁବନେଶ୍ୱର ମ୍ୟୁନିସିପାଲ୍ କର୍ପୋରେସନ୍ (BMC) ହଟାଇ ଦେଇଛି। ଏହି ହୋର୍ଡିଂଗୁଡ଼ିକ ଭାରତର ଜାତୀୟ ପ୍ରତୀକ ଅଶୋକ…

ମାତିଛନ୍ତି ଲୁଟେରା, ଏଟିଏମ୍ ତାଡି ଅଟୋରେ ନେଇଗଲେ

ଯାଜପୁର: ଯାଜପୁର ଜିଲ୍ଲାର ଏକ କିଓସ୍କରୁ କିଛି ଦୁର୍ବୃତ୍ତ HDFC ବ୍ୟାଙ୍କର ଏକ ଏଟିଏମକୁ ତାଡି ନେଇଯାଇଛନ୍ତି। ନୂଆବର୍ଷ ସେଲିବ୍ରେସନରେ ସଭିଏଁ ମାତିଥିବା ବେଳେ ଦୁର୍ବୃତ୍ତ ମାନେ ଏଭଳି କାଣ୍ଡ ଭିଆଇ ଥିଲେ। ଜାନୁଆରୀ ୧ ବିଳମ୍ବିତ ରାତିରେ ବିଞ୍ଝାରପୁର ଥାନା ଅନ୍ତର୍ଗତ ମଇଣ୍ଡା ଛକ…

ରାଜଧାନୀରେ ଘନ କୁହୁଡି, ବାତିଲ ହେଲା ୩ ବିମାନ ଉଡାଣ…

ଭୁବନେଶ୍ୱର: ଲଗାତାର ଦ୍ୱିତୀୟ ଦିନ ପାଇଁ ରାଜଧାନୀ ଭୁବନେଶ୍ୱରରେ ଘନ କୁହୁଡ଼ି ଆଚ୍ଛାଦିତ ହୋଇ ରହିଛି। ଯାହା ଫଳରେ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଶୁକ୍ରବାର ଦିନ ବିମାନ ବାତିଲ ସହ ଉଡାଣରେ ଯଥେଷ୍ଟ ବିଳମ୍ବ ହୋଇଥିଲା। ସୂତ୍ର ଅନୁଯାୟୀ, ରନୱେ ଉପରେ କମ୍ ଦୃଶ୍ୟମାନତା…

Tiger Death: ଭାରତରେ ଚିନ୍ତାର ବିଷୟ ପାଲଟିଛି ବାଘ ମୃତ୍ୟୁ, ୨୦୨୫ରେ ଯାଇଛି ଏତିକି ଜୀବନ…

ନୂଆଦିଲ୍ଲୀ: ଆସିଲା ଗତ ବର୍ଷ ଅର୍ଥାତ୍ ୨୦୨୫ରେ ମୃତ୍ୟୁ ହୋଇଥିବା ବାଘଙ୍କ ସଂଖ୍ୟାର ରିପୋର୍ଟ । ୨୦୨୫ରେ ୧୬୬ଟି ବାଘଙ୍କର ମୃତ୍ୟୁ ହୋଇଛି । ଗତବର୍ଷ ତୁଳନାରେ ଏହା ୪୦ଟି ଅଧିକ ବୋଲି ଜଣାପଡ଼ିଛି । ତଥ୍ୟ ଅନୁଯାୟୀ, ଦେଶରେ ବାଘ ମୃତ୍ୟୁ ସଂଖ୍ୟା ମଧ୍ୟପ୍ରଦେଶ ସର୍ବାଧିକ ରହିଛି । ମଧ୍ୟପ୍ରଦେଶରେ…

୧୮ଟି ଜିଲ୍ଲାରେ ଜାରି ରହିଛି ଧାନ ସଂଗ୍ରହ, ରାଜ୍ୟରେ ଧାନ କିଣା ସମ୍ପର୍କରେ ତଥ୍ୟ ରଖିଲେ ସରକାର

ଭୁବନେଶ୍ୱର: ରାଜ୍ୟରେ ଧାନ କିଣା ସମ୍ପର୍କରେ ତଥ୍ୟ ରଖିଛନ୍ତି ସରକାର। ରାଜ୍ୟର ୧୮ଟି ଜିଲ୍ଲାରେ ଏବେ ଧାନ ସଂଗ୍ରହ ଜାରି ରହିଛି। ଚାଷୀଙ୍କ ଆକାଉଣ୍ଟକୁ ଗଲାଣି ପ୍ରାୟ ୨୫୬୬ କୋଟି। ବର୍ତ୍ତମାନ ସୁଦ୍ଧା ରାଜ୍ୟର ୧୮ଟି ଜିଲ୍ଲା ଯଥା-ବାଲେଶ୍ୱର, ବରଗଡ଼, ବଲାଙ୍ଗିର, ବୌଦ୍ଧ, ଦେବଗଡ଼, ଗଞ୍ଜାମ,…

ଭସାପୋଲ ଅଘଟଣ: କୁହୁଡ଼ି ପାଇଁ ଚିଲିକାରେ ୧୧ଟା ଯାଏଁ ଡଙ୍ଗା ଚଳାଚଳ ବନ୍ଦ

କୃଷ୍ଣପ୍ରସାଦ: ରାଜ୍ୟରେ ବର୍ତ୍ତମାନ ଘନ କୁହୁଡି ପ୍ରବଳ ମାତ୍ରାରେ ଚାରିଆଡେ ଛାଇ ରହୁଥିବାବେଳେ, ଲୋକମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ନୂଆବର୍ଷ ଦିନ ପ୍ରବଳ କୁହୁଡି ଯୋଗୁ ଚିଲିକାରେ ଫସିଥିଲା ଭସାପୋଲ । ସେଥିରୁ ଖସିପଡି ଜଣେ ଯାତ୍ରୀଙ୍କ ମୃତ୍ୟୁ ହୋଇଥିଲା । ଏହାପରେ…

ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ଦେହାନ୍ତ

ବାଲେଶ୍ୱର: ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ଦେହାନ୍ତ। କ୍ୟାନ୍ସର ରୋଗରେ ପୀଡିତ ହୋଇ ଚିକିତ୍ସିତ ହେଉଥିବା ବେଳେ ଆଖି ବୁଜିଲେ। ୭୮ ବର୍ଷ ବୟସରେ ଦେହାନ୍ତ। ଓଡ଼ିଶା ବିଧାନସଭାର ସେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଥିଲେ। ନୀଳଗିରି କାହାଳିଆ ସ୍ଥିତ ବାସଭବନରେ ହିଁ…

Cold Weather: ଶୀତରେ ଥରୁଛି ସାରା ଓଡ଼ିଶା, ଆହୁରୀ ୩ ଦିନ ଘନକୁହୁଡ଼ି ପଡ଼ିବାର ଆଶଙ୍କା

ଭୁବନେଶ୍ୱର: ଅସହ୍ୟ ଶୀତରେ ଥରୁଛି ଓଡ଼ିଶା। ଉପକୂଳରୁ ଉପାନ୍ତ ସବୁଠି ଶୀତ ଲହରୀ। ଆହୁରୀ ୩ ଦିନ ଯାଏଁ ଘନକୁହୁଡ଼ି ପଡ଼ିବାର ଆଶଙ୍କା ରହିଛି। ପାହାଡ଼ିଆ ଅଞ୍ଚଳରେ ଶୀତର ପ୍ରକୋପ ଅଧିକ ଥିବାରୁ ଜନଜୀବନ ପ୍ରଭାବିତ ହେଉଛି। ରାଜ୍ୟର ବିଭିନ୍ନ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଛି।…