Latest Odisha News

BREAKING NEWS

Browsing Category

ଓଡିଶା

Odisha

ଶିଶୁଭବନର ବିରଳ ସଫଳତା: ବିନା ଅସ୍ତ୍ରୋପଚାରରେ ଶିଶୁର ଶ୍ବାସନଳୀରୁ ବାହାରିଲା ଲୁହା କଣ୍ଟା

କଟକ: ଶିଶୁଭବନ ଡାକ୍ତରୀ ଟିମ୍ ବିରଳ ସଫଳତା ହାସଲ କରିଛନ୍ତି । ବିନା କୌଣସି ଅସ୍ତ୍ରୋପଚାରରେ ବ୍ରୋଙ୍କୋସ୍କୋପି ବ୍ୟବହାର କରି ବିନା କୌଣସି ଅସ୍ତ୍ରୋପଚାରରେ ବ୍ରୋଙ୍କୋସ୍କୋପି ବ୍ୟବହାର କରି ଶିଶୁଭବନ ଡାକ୍ତରୀ ଟିମ୍ ଏକ ଶିଶୁର ଶ୍ବାସନଳୀରୁ କଳଙ୍କି ଲଗା ଏକ ଦେଢ଼ ଇଞ୍ଚ ଲମ୍ବା…

ଭୁବନେଶ୍ୱରରେ ଅନୁଷ୍ଠିତ ହେବ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ କମିଟି ଅଧ୍ୟକ୍ଷ…

ଭୁବନେଶ୍ୱର: ଆସନ୍ତା ଅଗଷ୍ଟ ମାସ ୨୯ ଓ ୩୦ ତାରିଖରେ ଭୁବନେଶ୍ୱରଠାରେ ପାର୍ଲାମେଣ୍ଟ/ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ କମିଟିର ଅଧ୍ୟକ୍ଷଙ୍କ ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି । ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ବାଚସ୍ପତି ସୁରମା ପାଢ଼ୀଙ୍କ…

ଅଗଷ୍ଟ ୯ରେ କୋରାପୁଟ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ବାଣ୍ଟିବେ ତୃତୀୟ ପର୍ଯ୍ୟାୟ ସୁଭଦ୍ରା କିସ୍ତି

କୋରାପୁଟ: ଆସନ୍ତା ୯ ତାରିଖ ଅର୍ଥାତ୍ ରକ୍ଷାବନ୍ଧନରେ ମହିଳା ପାଇବେ ଉପହାର। ଏହି ଦିନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କୋରାପୁଟ ଗସ୍ତରେ ଆସି ଜୟପୁରରୁ ସୁଭଦ୍ରା ଯୋଜନାର ତୃତୀୟ କିସ୍ତି ଟଙ୍କା ପ୍ରଦାନ କରିବେ। କୋଟିଆ ଯାଇ ବିଭିନ୍ନ ଉନ୍ନୟନମୂଳକ କାମର ସମୀକ୍ଷା କରିବେ। ଉପମୁଖ୍ୟମନ୍ତ୍ରୀ…

ଗଣିତ ଓ ପ୍ରୟୋଗ ପ୍ରତିଷ୍ଠାନର ଭିତ୍ତିଭୂମି ବିକାଶ ନେଇ ବୁଝାମଣା ପତ୍ର ସ୍ୱାକ୍ଷରିତ

ଭୁବନେଶ୍ୱର: ଭୁବନେଶ୍ୱର ଉପକଣ୍ଠସ୍ଥ ଅନ୍ଧାରୁଆଠାରେ ଥିବା ଗଣିତ ଓ ପ୍ରୟୋଗ ପ୍ରତିଷ୍ଠାନରେ ଭିତ୍ତିଭୂମି ବିକାଶ ନିମନ୍ତେ ପଦକ୍ଷେପ ଗ୍ରହଣ କରାଯାଇଛି। ପ୍ରତିଷ୍ଠାନ ପରିସର ମଧ୍ୟରେ ପାଠାଗାର କୋଠା, ଶିକ୍ଷକ-ଶିକ୍ଷୟିତ୍ରୀମାନଙ୍କ ନିମନ୍ତେ ବାସଗୃହ, ହଷ୍ଟେଲ ଓ ଏକାଡେମିକ୍‌ ବ୍ଲକ୍‌ର ଅତିରିକ୍ତ…

ରାଜ୍ୟରେ ଆହୁରି ୨୪ ଘଣ୍ଟା ବର୍ଷିବ! ଏହି ସବୁ ଜିଲ୍ଲାକୁ ଆଲର୍ଟ ଜାରି…

ଭୁବନେଶ୍ୱର: ଦକ୍ଷିଣ ବାଂଲାଦେଶ ଏବଂ ଏହାର ଆଖପାଖ ଅଞ୍ଚଳର ବାୟୁ ମଣ୍ଡଳ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି ଯାହାର ଉତ୍ତର ଆଭ୍ୟନ୍ତରଣ ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ନେଇ ଆଲର୍ଟ ଜାରି କରିଛି ବିଭାଗ । ଆସନ୍ତା ୨୪ ଘଣ୍ଟା ପାଇଁ ରାଜ୍ୟରେ ଅନେକ ସ୍ଥାନରେ ମଧ୍ୟମ ଧରଣର ବର୍ଷା ସହ ଗୋଟେ…

ସ୍କାଇ ଲାଇଟ ଭାଙ୍ଗି ଥାନାରୁ ୨ ଅଭିଯୁକ୍ତ ଫେରାର୍

ଗୋପ: ଥାନାରୁ ଚମ୍ପଟ ମାରିଲେ ଦୁଇ ଅଭିଯୁକ୍ତ । ଶୌଚ ହେବା ବାହାନାରେ ପାଇଖାନା ସ୍କାଇ ଲାଇଟ ଭାଙ୍ଗି ଖସି ଯାଇଛନ୍ତି ଏହି ଦୁଇ ଜଣ । ଏଭଳି ଘଟଣା ସାମ୍ନାକୁ ଆସିଛି ପୁରୀ ଜିଲ୍ଲା ଗୋପ ଥାନାରୁ । ଦୁଇ ଜଣଙ୍କୁ ଧରିବାକୁ ଚେଷ୍ଟା ଚଳାଇଛି ଗୋପ ଥାନା ପୋଲିସ । ବର୍ତ୍ତମାନ ସୁଦ୍ଧା…

ଆଜି ଶ୍ରୀଜୀଉଙ୍କ ବନକଲାଗି ନୀତି; ସଂଧ୍ୟା ୬ରୁ ରାତି ୧୦ ଯାଏଁ ସାଧାରଣ ଦର୍ଶନ ବନ୍ଦ

ପୁରୀ: ଶ୍ରୀମନ୍ଦିରରେ ଆଜି ବନକଲାଗି ନୀତି ପାଇଁ ବନ୍ଦ ରହିବ ସାଧାରଣ ଦର୍ଶନ । ଆଜି ୪ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ । ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ପାଇଁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବା ନେଇ…

‘ଆକାଂକ୍ଷା ହାଟ ଅଭିଯାନ’ ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ବିକଶିତ ହୋଇନଥିବା ଅଞ୍ଚଳରେ ପ୍ରସ୍ତୁତ ହେଉଥିବା ପାରମ୍ପରିକ ଉତ୍ପାଦଗୁଡ଼ିକୁ ପ୍ରୋତ୍ସାହିତ କରିବା ପାଇଁ ମଙ୍ଗଳବାର ଦିନ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସପ୍ତାହବ୍ୟାପୀ 'ଆକାଂକ୍ଷା ହାଟ ଅଭିଯାନ' ଆରମ୍ଭ କରିଛନ୍ତି। ଏହି ଅଭିଯାନ ଭୁବନେଶ୍ୱରର ରାଜ୍ୟ…

ଅଗଷ୍ଟ ୧ରୁ ୧୪ ପର୍ୟ୍ୟନ୍ତ ଆନ୍ଦୋଳନ କରିବ ଛାତ୍ର ଓ ଯୁବ ବିଜେଡି

ଭୁବନେଶ୍ୱର: ରାଜ୍ୟରେ ବିପର୍ୟ୍ୟସ୍ତ ଆଇନ ଶୃଙ୍ଖଳା, ଛାତ୍ରୀ ଓ ମହିଳା ମାନେ ଅସୁରକ୍ଷିତ ଅଭିଯୋଗରେ ଆନ୍ଦୋଳନକୁ ଓହ୍ଲାଇବ ଛାତ୍ର ଓ ଯୁବ ବିଜେଡି। ବିଜୁ ଛାତ୍ର ଓ ଯୁବ ଜନତା ଦଳ ତରଫରୁ ଅଗଷ୍ଟ ୧ତାରିଖରୁ ଦ୍ଵିତୀୟ ପର୍ୟ୍ୟାୟ ଆନ୍ଦୋଳନ ଆରମ୍ଭ ହେବ ବୋଲି ଦଳ ତରଫରୁ ସୂଚନା ଦିଆଯାଇଛି। ଶଙ୍ଖ…

ଦିଗପହଣ୍ଡିର ବିଦ୍ୟୁତ ଭିତ୍ତିଭୂମିକୁ ଉନ୍ନତ କରିଛି ଟିପିଏସଓଡିଏଲ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାରେ ଭରସାଯୋଗ୍ୟ ବିଜୁଳି ଯୋଗାଣ ସୁନିଶ୍ଚିତ ଉଦ୍ଦେଶ୍ୟ ନେଇ ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ (ଟିପିଏସ୍ଓଡିଏଲ୍) ପକ୍ଷରୁ ଚିକିଟି ୩୩ କେଭି ଫିଡର ସହ ଦିଗପହଣ୍ଡି ପ୍ରାଇମେରୀ ସବଷ୍ଟେସନ (ପିଏସଏସ୍)କୁ ସଂଯୋଗ କରାଯାଇଛି। ଆର୍ଥିକ ବର୍ଷ…