Latest Odisha News

BREAKING NEWS

Browsing Category

ଓଡିଶା

Odisha

ଓଡ଼ିଶାରୁ ପଶ୍ଚିମ ବଙ୍ଗକୁ ଟ୍ରେନରେ ଯାତ୍ରା କରୁଥିଲେ, ଜାଣିରଖନ୍ତୁ ଏହି ଗୁରୁତ୍ୱପୂର୍ଣ୍ଣ ସୂଚନା…

ଭୁବନେଶ୍ୱର: ଜୁଲାଇ ମାସ ୨୫ ତାରିଖରୁ ୨୯ ତାରିଖ ଯାଏଁ ପଶ୍ଚିମ ବଙ୍ଗ ସରକାର ରାଜ୍ୟକୁ ସମ୍ପୂର୍ଣ୍ଣ ଲକଡାଉନ ଘୋଷଣା କରିଛନ୍ତି। ଯେଉଁଥିପାଇଁ ଭାରତୀୟ ରେଳବାଇ ପକ୍ଷରୁ ଟ୍ରେନ ଚଳାଚଳ ନେଇ କିଛିଟା ପରିବର୍ତ୍ତନ କରାଯାଇଛି। ରେଳବାଇ ପକ୍ଷରୁ କେତେକ ଟ୍ରେନକୁ ବାତିଲ କରାଯାଇଥିବା ବେଳେ କେତେକ…

ପ୍ରେମିକ ସାଜିଲା ପିଶାଚ, ପ୍ରେମିକାକୁ ମାରି ପୋତିଦେଲା

ବ୍ରହ୍ମଗିରି(ପୁରୀ): ସୈତାନ ପ୍ରେମିକ । ପିଶାଚ ସାଜିଲା । ମାରିଦେଲା ପ୍ରେମକୁ । ପ୍ରେମିକାକୁ କବର ଦେଇଦେଲା । ହତ୍ୟା କରିବା ପରେ ପୋଖରୀ ହୁଡ଼ାରେ ମୃତଦେହକୁ ପୋତି ଦେଇଥିବା ଅଭିଯୋଗ । ପୁରୀ ଜିଲ୍ଲା ବ୍ରହ୍ମଗିରି ଅଞ୍ଚଳରୁ ଏଭଳି ଲୋକଟାଙ୍କୁରା ହତ୍ୟାକାଣ୍ଡ ସାମନାକୁ ଆସିଛି । ହତ୍ୟାକାରୀ…

୨୫ ଜିଲ୍ଲାରୁ ସୁସ୍ଥ ହେଲେ ଆଉ ୭୨୮ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଆଜି ଗୋଟିଏ ଦିନରେ ରାଜ୍ୟରେ ୭୨୮ କରୋନା ଆକ୍ରାନ୍ତ ସୁସ୍ଥ । ମୋଟ୍ ୨୫ ଜିଲ୍ଲାରୁ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୩୯୧ ଜଣ କୋଭିଡ୍ ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ସୁସ୍ଥ ସଂଖ୍ୟା ୧୫ ହଜାର ୯୨୮କୁ ବୃଦ୍ଧି ପାଇଛି ।…

ପ୍ଲାଜମା ଦାନ କଲେ ଆଉ ୨ ପୋଲିସ କର୍ମଚାରୀ

ଭୁବନେଶ୍ୱର: କରୋନା ଚିକିତ୍ସା ପାଇଁ ରାଜ୍ୟରେ ଆରମ୍ଭ ହୋଇଛି ପ୍ଲାଜମା ଥେରାପୀ । ଗୁରୁତର ରୋଗୀଙ୍କ କ୍ଷେତ୍ରରେ ସଫଳତା ମିଳୁଛି । ଏପଟେ ପ୍ଲଜମା ଦାନ ଭଳି ମହତ ଅଭିଯାନରେ ମିଳୁଛି ଯୋଗଦାନ । ଆଜି ଆଉ ଦୁଇ ଜଣ ପୋଲିସ କର୍ମଚାରୀ ପ୍ଲାଜମା ଦାନ କରିଛନ୍ତି । କୋରାପୁଟ ଓଏସଏପି ତୃତୀୟ…

ବସ୍ତି ଅପେକ୍ଷା ଭୁବନେଶ୍ୱରରେ ଅଣବସ୍ତିରେ କରୋନା ସଂକ୍ରମଣ ଅଧିକ

ଭୁବନେଶ୍ୱର: ଭୁବନେଶ୍ୱର ମହାନଗରମ ନିଗମ ଅଞ୍ଚଳରେ ୧ ହଜାର ୮୨୮ କରୋନା ଆକ୍ରାନ୍ତ ଚିହ୍ନଟ ହେଲେଣି । ବସ୍ତି ଅପେକ୍ଷା ଅଣବସ୍ତି ଅଞ୍ଚଳରେ ଅଧିକ ସଂକ୍ରମିତ ରହିଛନ୍ତି । ଏହି ସୂଚନା ଦେଇଛନ୍ତି ବିଏମସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ । ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱର ବସ୍ତି ଅଞ୍ଚଳରୁ ଚିହ୍ନଟ…

ରାଉରକେଲା ସରକାରୀ ଡାକ୍ତରଖାନାରେ ଆରମ୍ଭ ହେଲା ଟେଲିମେଡିସିନ ସେବା

ରାଉରକେଲା : ଷ୍ଟିଲ ସିଟି ରାଉରକେଲାରେ ଆରମ୍ଭ ହୋଇଛି ଟେଲିମେଡିସିନ ସେବା । କରୋନା ସଂକ୍ରମଣ ଭୟରେ ପ୍ରଶାସନ ପକ୍ଷରୁ ସହରରେ କଟକଣା ଜାରି ହେଉଛି । ଏହି ସମୟରେ ରୋଗୀମାନେ ହସ୍ପିଟାଲକୁ ଆସିବା ପାଇଁ ଅସୁବିଧା ହେଉଛି । ତେବେ ସେମାନେ ସହଜରେ ଓ ସୁବିଧାରେ କିପରି ସ୍ୱାସ୍ଥ୍ୟସେବା ପାଇପାରିବେ…

ଭୁବନେଶ୍ୱରରେ ଦିନକୁ ୧୪ ଶହ କୋଭିଡ୍ ଟେଷ୍ଟ, ଅତିରିକ୍ତ ୧୫ଶହ ବେଡ୍ ବୃଦ୍ଧି

ଭୁବନେଶ୍ୱର: ରାଜଧାନୀରେ ବଢୁଛି କରୋନା ସଂକ୍ରମଣ । ଏହାକୁ ଦୃଷ୍ଟିରେ ରଖି କୋଭିଡ୍ ଟେଷ୍ଟିଂ ଉପରେ ଗୁରୁତ୍ୱ ଦେଉଛନ୍ତି ସରକାର । ଭୁବନେଶ୍ୱରରେ ଦିନକୁ ୧୪ ଶହ ନମୁନା ପରୀକ୍ଷା କରାଯିବ । ଏହି ସୂଚନା ଦେଇଛନ୍ତି ଭୁବନେଶ୍ୱର ଦାୟିତ୍ୱରେ ଥିବା କରୋନା ପର‌୍ୟ୍ୟବେକ୍ଷକ ଅନୁ ଗର୍ଗ ।…

କରୋନା ଯୋଦ୍ଧାଙ୍କ କରୁଣ କାହାଣୀ: ମୃତ୍ୟୁ ପରେ ପାଖ ମାଡିଲେନି ସମ୍ପର୍କୀୟ, ମୃତଦେହ ଉଠାଇଲେ ସାମ୍ବାଦିକ

ଗଂଜାମ: କରୋନା ମହାମାରୀ ସମୟରେ କରୋନା ଯୋଦ୍ଧାମାନେ ନିଜ ଜୀବନକୁ ବାଜି ଲଗାଇ କର୍ମ କ୍ଷେତ୍ରରେ କାମ କରୁଛନ୍ତି । କିନ୍ତୁ ସେହିମାନେ ଯଦି କରୋନାରେ ମୃତ୍ୟୁ ବରଣ କରନ୍ତି ତେବେ ତାଙ୍କ ପାଇଁ ନା ଆଗେଇ ଆସୁଛନ୍ତି ସମ୍ପର୍କୀୟ ନା ସହକର୍ମୀ । ଏପରି ଏକ ଘଟଣା ଘଟିଛି ଗଂଜାମ କୋଦଳା ଅଂଚଳରେ ।…

ଭୁବନେଶ୍ୱରରୁ ୧୧୧ କରୋନା ସଂକ୍ରମିତ ଚିହ୍ନଟ, ୪୯ ଲୋକାଲ୍ କେସ୍

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି ୧୧୧ ଜଣ ନୂଆ କରୋନା ଆକ୍ରାନ୍ତ । ସେମାନଙ୍କ ଭିତରେ ୬୨ ଜଣ କ୍ୱାରେଣ୍ଟାଇନରୁ ଓ ଲୋକାଲ୍ କେସ ସଂଖ୍ୟା ୪୯ । Update on newly detected & cured #COVID19 cases in the last 24 hrs…

କଟକ ସହରରୁ ୩୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ୩୧ ସୁସ୍ଥ

କଟକ: ଗତ ୨୪ ଘଣ୍ଟାରେ କଟକ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ଆଉ ୪୭ ଜଣ କରୋନା ଆକ୍ରାନ୍ତ । ସେମାନଙ୍କ ଭିତରେ କଟକ ମହାନଗର ନିଗମ ଅଞ୍ଚଳରୁ ଅଛନ୍ତି ୩୫ ନୂଆ ପଜିଟିଭ୍ । ୩୨ଟି କ୍ୱାରେଣ୍ଟାଇରୁ ଓ ୩ଟି ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି । ୩୨ କ୍ୱାରେଣ୍ଟାଇନ କେସରୁ ୨୬ଜଣ ହୋମ୍ ଓ ୩ ଜଣ ସରକାରୀ…