Latest Odisha News

BREAKING NEWS

Browsing Category

ଓଡିଶା

Odisha

ସାହିତ୍ୟିକା ବୀଣାପାଣି ମହାନ୍ତିଙ୍କୁ ‘ଅତିବଡି ଜଗନ୍ନାଥ ଦାସ ପୁରସ୍କାର’

ଭୁବନେଶ୍ୱର: ବିଶିଷ୍ଟ ସାହିତ୍ୟିକା ତଥା ଔପନାସିକା ବୀଣାପାଣି ମହାନ୍ତିଙ୍କୁ ମିଳିଲା ସର୍ବୋଚ୍ଚ ସାରସ୍ୱତ ସମ୍ମାନ ‘ଅତିବଡି ଜଗନ୍ନାଥ ଦାସ ପୁରସ୍କାର’ ୨୦୧୯ । ଓଡିଶା ସାହିତ୍ୟ ଏକାଡେମୀର ୬୩ ତମ ସ୍ୱନ କ୍ଷେତ୍ର ଅବସରରେ ତାଙ୍କୁ ଏହି ପୁରସ୍କାର ଦିଆଯାଇଛି । ସଂସ୍କୃତି ମନ୍ତ୍ରୀ…

ଜୁଲାଇ ଶେଷ ସପ୍ତାହରେ ପ୍ରକାଶ ପାଇବ ମ୍ୟାଟ୍ରିକ୍ ରେଜଲ୍ଟ୍

ଭୁବନେଶ୍ୱର: ଚଳିତ ବର୍ଷ ମାଟ୍ରିକ ରେଜଲ୍ଟ ଜୁଲାଇ ଶେଷ ସପ୍ତାହରେ ପ୍ରକାଶ ପାଇବ ବୋଲି ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ମିଳିଛି। ଏପରିକି ଚଳିତ ଥର ପାଖାପାଖି ୫.୩୪ ଲକ୍ଷ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ । ଛାତ୍ରଛାତ୍ରୀ ମାନେ ପରୀକ୍ଷା ଫଳ bseodisha.nic.in,…

ଭଦ୍ରକରେ ୩ ବ୍ୟାଙ୍କ ସିଲ୍‌

ଭଦ୍ରକ: ବ୍ୟାଙ୍କ କର୍ମଚାରୀ କରୋନା ପଜିଟିଭ ଚିହ୍ନଟ ହେବା ପରେ ସଂକ୍ରମଣକୁ ରୋକିବା ପାଇଁ ପ୍ରଶାସନ ପକ୍ଷରୁ ଭଦ୍ରକର ୩ଟି ବ୍ୟାଙ୍କକୁ ସିଲ୍ କରାଯାଇଛି । ପ୍ରଶାସନ ପକ୍ଷରୁ ମିଳିଥିବା ସୂଚନାନୁଯାୟୀ ଭଦ୍ରକର ଆଇସିଆଇସିଆଇ, ବାଇପାସ୍ ରୋଡରେ ଥିବା ଏଚଡିଏଫସି ବ୍ୟାଙ୍କ ଓ ରାଜଘାଟ ସ୍ଥିତ…

କରୋନା ଭୟରେ ଏଏସଆଇଙ୍କ ମୃତଦେହକୁ ନେଉନାହାଁନ୍ତି ପରିବାର ଲୋକେ

ଗଞ୍ଜାମ: ଗଞ୍ଜାମରେ ଦିନକୁ ଦିନ କୋଭିଡ-୧୯ ସଂକ୍ରମଣ ବଢୁଥିବା ବେଳେ କରୋନା ସନ୍ଦେହରେ ଜଣେ ପୋଲିସ ଏଏସଆଇଙ୍କ ମୃତ ଦେହ ବହୁ ସମୟ ଧରି ପଡି ରହିଥିବା ଭଳି ଅଭାବନୀୟ ଘଟଣା ନଜରକୁ ଆସିଛି । ଏପରିକି ପରିବାର ଲୋକେ ଆସିନଥିବା ସ୍ଥାନୀୟ ବାସିନ୍ଦା ସୂଚନା ଦେଇଛନ୍ତି। ମୃତ ପୋଲିସ ଅଧିକାରୀ ଜଣକ…

ମାଡ଼ି ଗଲା ଟ୍ରକ୍, ସ୍ତ୍ରୀ ମୃତ ଓ ସ୍ୱାମୀ ଆହତ

ବଲାଙ୍ଗିର: ମେଡିକାଲ୍ ଯିବା ବେଳେ ବାଇକ୍ ଉପରେ ମାଡ଼ିଗଲା ଟ୍ରକ୍ । ଘଟଣାସ୍ଥଳରେ ସ୍ତ୍ରୀଙ୍କ ମୃତ୍ୟୁ ହୋଇଥିବା ବେଳେ ବଞ୍ଚିଯାଇଛି ସ୍ୱାମୀଙ୍କ ଜୀବନ। ବଲାଙ୍ଗିର ଜିଲ୍ଲା ଟାଉନ୍ ଥାନା ଆଗରେ ଏଭଳି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ମୃତକ ହେଲେ ଚନ୍ଦନଭାଟି ଗାଁର ରଜନୀ ସାହୁ । ସେ ଆଜି…

ବଢ଼ିଲା OJEE ଆବେଦନ ସମୟସୀମା, ଆଉ ୫ ସହରରେ ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର: ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା ବା ଓଜେଇଇ ଦେବାକୁ ଥିବା ଛାତ୍ରଛାତ୍ରୀଙ୍କ ପାଇଁ ଜରୁରୀ ସୂଚନା । ବଢ଼ିଲା ଅନଲାଇନ ଆବେଦନର ଡେଡଲାଇନ୍ । ଜୁଲାଇ ୩୧ ତାରିଖ ଯାଏଁ ଆବେଦନ ସମୟସୀମାକୁ ବୃଦ୍ଧି କରାଯାଇଛି । ଏହାସହ ଆଉ ୫ଟି ସହରରେ ପ୍ରବେଶିକା ପରୀକ୍ଷା କରିବାକୁ ଘୋଷଣା ହୋଇଛି…

ସୁନ୍ଦରଗଡରେ ହଜାରେ ଡେଇଁଲା କରୋନା ସଂକ୍ରମଣ; ରାଉରକେଲାରୁ ୩୩ ପଜିଟିଭ

ରାଉରକେଲା: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ସୁନ୍ଦରଗଡ ଜିଲ୍ଲାରେ ଗତ ୨୪ ଘଣ୍ଟାରେ ୪୭ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଯାହାକୁ ମିଶାଇ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୧୦୨୦ରେ ପହଞ୍ଚିଛି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ସୁନ୍ଦରଗଡ ଜିଲ୍ଲାପାଳ।…

ଗୋଟିଏ ଦିନରେ ରାଜ୍ୟରେ ସର୍ବାଧିକ ୧୦ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ ଗୋଟିଏ ଦିନରେ ସର୍ବାଧିକ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ । ଗତ ୨୪ ଘଣ୍ଟା ଭିତରେ ଆଉ ୧୦ ଜଣଙ୍କର ଚିକିତ୍ସାଧୀନ ଅବସ୍ଥାରେ ଜୀବନ ଯାଇଛି । ବାଲେଶ୍ୱର ଓ ଝାରସୁଗୁଡ଼ା ଜିଲ୍ଲାରୁ ପ୍ରଥମ ମୁଣ୍ଡ ନେଇଛି କରୋନା । ବାଲେଶ୍ୱରରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ…

ଭବାନୀପାଟଣାରେ ୧୦ ପୋଲିସ କର୍ମୀଙ୍କୁ କରୋନା

କଳାହାଣ୍ଡି: କଳାହାଣ୍ଡି ଜିଲ୍ଲାର ଭବାନୀପାଟନରୁ ଆଉ ଦଶ ଜଣ ପୋଲିସ କର୍ମଚାରୀ କରୋନାଭାଇରସ୍ ପଜିଟିଭ୍ ବାହାରିଛନ୍ତି। ସରକାରୀ ସୂତ୍ର ଅନୁଯାୟୀ, ପୋଲିସ୍ କର୍ମଚାରୀଙ୍କ ସ୍ବାବ୍ ନମୁନା ପୂର୍ବରୁ ପରୀକ୍ଷା ପାଇଁ ପଠାଯାଇଥିଲା। ପରବର୍ତ୍ତୀ ସମୟରେ ୧୦ ଜଣ କର୍ମଚାରୀଙ୍କ ରିପୋର୍ଟ ପଜିଟିଭ…

ଓଡିଶାର ୨୪ ଜିଲ୍ଲାରୁ ନୂଆ ୧୩୨୦ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୧୩୨୦ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୪ ହଜାର ୦୧୩ରେ ପହଞ୍ଚିଛି । ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ…