Latest Odisha News

BREAKING NEWS

Browsing Category

ଓଡିଶା

Odisha

ସୁନ୍ଦରଗଡରେ ୫୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ; ସୂଚନା ଦେଲେ ପ୍ରଶାସନ

ରାଉରକେଲା: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ସୁନ୍ଦରଗଡ ଜିଲ୍ଲାରେ ଗତ ୨୪ ଘଣ୍ଟାରେ ୫୬ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ସୁନ୍ଦରଗଡ ଜିଲ୍ଲାପାଳ।…

କରୋନା ସଂକ୍ରମଣ ଭୟ: ସମ୍ବଲପୁରର ଏହି ସବୁ ଅଂଚଳରେ ୧୪୪ ଧାରା ଲାଗୁ

ସମ୍ବଲପୁର: ସହରରେ ଦିନକୁ ଦିନ କରୋନା ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ୪ଟି ସ୍ଥାନରେ ଆଜିଠାରୁ ୧୪୪ ଧାରା ଲାଗୁ ହୋଇଛି । ସାକ୍ଷୀପଡାର ମୁଣ୍ଡାପଡା, ବଡବଜାର ସହ କେଉଟପଡାର କୃଷ୍ଣପଡା ଓ ହୀରାକୁଦର ଖ୍ରୀଷ୍ଟିଆନ ପଡାରେ ଉପଜିଲ୍ଲାପାଳଙ୍କ କୋର୍ଟ ଏହି ୧୪୪ ଧାରା ଲାଗୁ କରିଛନ୍ତି । ଏହି…

ବିଧାନସଭାର ୫ କର୍ମଚାରୀ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ବିଧାନସଭାର ୫ ଜଣ କର୍ମଚାରୀ କରୋନା ପଜିଟିଭ ଚିହ୍ନଟ ହେବା ପରେ ଏହାକୁ ଜୁଲାଇ ୩୧ ଯାଏଁ ସଟଡାଉନ୍ ଘୋଷଣା କରାଯାଇଛି । ଗଣମାଧ୍ୟମକୁ ସୂଚନା ଦେଇ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର କହିଛନ୍ତି ଯେ ନୀଳଗିରିର ବିଜେପି ବିଧାୟକ ସୁକାନ୍ତ ନାୟକ କରୋନା ଆକ୍ରାନ୍ତ ଚିହ୍ନଟ ହେବା…

ସଫଳ ହେଲା ପ୍ଲାଜମା ଥେରାପି; କରୋନାରୁ ସୁସ୍ଥ ହୋଇ ଫେରିଲେ ରୋଗୀ

ଭୁବନେଶ୍ୱର: କରୋନା ରୋଗରୁ ଆରୋଗ୍ୟ ଲାଭ କରିବା ପାଇଁ ଓଡିଶାରେ ପ୍ଲାଜମା ଥେରାପିକୁ ଆଶ୍ରା କରାଯାଇଥିବା ବେଳେ ଏଥିରୁ ସୁଫଳ ମିଳିଛି । କଟକର ଜଣେ କରୋନା ରୋଗୀ ଏହି ଥେରାପି ଦ୍ୱାରା ସୁସ୍ଥ ହୋଇଛନ୍ତି । ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍ କରାଯାଇଛି । ବିଭାଗର…

ମାଲକାନଗିରିରେ ସୁପର ସ୍ପ୍ରେଡର; ୫ ଜଣଙ୍କୁ କଲେ ସଂକ୍ରମିତ

ମାଲକାନଗିରି: ଗତ ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି ୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଯାହାକୁ ମିଶାଇ ଜିଲ୍ଲାରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୩୮୧ରେ ପହଞ୍ଚିଛି । ଜିଲ୍ଲାପାଳ ମନିଷ ଅଗ୍ରୱାଲଙ୍କ ସୂଚନାନୁଯାୟୀ ସମସ୍ତ ଆକ୍ରାନ୍ତଙ୍କ ମଧ୍ୟରୁ ୬ ଜଣ ମାଲକାନଗିରି ମହାନଗର ନିଗମର ।…

ଜୟପୁର ମହାନଗର ନିଗମ ଜୁଲାଇ ୨୮ ଯାଏଁ ସଟଡାଉନ୍

ଜୟପୁର: କରୋନା ସଂକ୍ରମଣ ମାମଲା ଦିନକୁ ଦିନ ବୃଦ୍ଧି ପାଉଥିବା ଯୋଗୁଁ କୋରାପୁଟ ପ୍ରଶାସନ ଜୁଲାଇ ୨୪ ମଧ୍ୟରାତ୍ରିରୁ ଜୁଲାଇ ୨୮ ଯାଏଁ ଜୟପୁର ମ୍ୟୁନିସିପାଲିଟି କୁ ସଟଡାଉନ୍ କରିବା ଲାଗି ନିଷ୍ପତ୍ତି ନେଇଛନ୍ତି । ଏହି ସଟଡାଉନ୍ ଅବଧି ମଧ୍ୟରେ ମେଡିକାଲ୍‌, ପୋଲିସ, ଅଗ୍ନିଶମ, ଟେଲିକମ୍, ଡାକ…

ଓଡିଶାର ୧୦ ଜିଲ୍ଲାରେ ଘଡଘଡି ସହ ବର୍ଷା ଆଶଙ୍କା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୧୦ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଶୁକ୍ରବାର ଦିନ ଆକଳନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ ମୟୁରଭଞ୍ଜ, କେନ୍ଦୁଝର, ବୌଦ୍ଧ, ବାଲେଶ୍ୱର, ଭଦ୍ରକ,…

ରାଜ୍ୟରେ ଆଉ ୬ କରୋନା ରୋଗୀଙ୍କ ମୃତ୍ୟୁ; ମୋଟ୍ ସଂଖ୍ୟା ୧୨୦ ଛୁଇଁଲା

ଭୁବନେଶ୍ୱର: ରାଜ୍ୟରେ ଶୁକ୍ରବାର ଦିନ ଆଉ ୬ଜଣ କୋଭିଡ-୧୯ ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ଯାହାକୁ ମିଶାଇ ରାଜ୍ୟରେ କରୋନା ମୃତକଙ୍କ ସଂଖ୍ୟା ୧୨୦ରେ ପହଞ୍ଚିଛି । ଏନେଇ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ସ୍ୱାସ୍ଥ୍ୟ ବିଭାଗର ସୂଚନାନୁସାରେ, ରାୟଗଡାରୁ…

ଖୋର୍ଦ୍ଧା ଜିଲ୍ଲାର ବିଭିନ୍ନ ଥାନାରୁ ୧୧ ପୋଲିସ କର୍ମଚାରୀ ପଜିଟିଭ ଚିହ୍ନଟ

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲାର ବିଭିନ୍ନ ଥାନାର ୧୧ ଜଣ ପୋଲିସ କର୍ମଚାରୀ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ମିଳିଥିବା ସୂଚନା ଅନୁସାରେ, ବାଣପୁର, ବାଲୁଗାଁର ବିଭିନ୍ନ ଥାନା ଓ ଫାଣ୍ଡିର ୧୧ ପୋଲିସ କରୋନା​‌ରେ ଆକ୍ରାନ୍ତ ହୋଇଛନ୍ତି। ସଂପୃକ୍ତ ଥାନା ଓ ଫାଣ୍ଡିର ଅନ୍ୟ…

ରାଜ୍ୟରେ କରୋନାର ଲମ୍ବା ଲମ୍ଫ: ୨୪ ଘଣ୍ଟାରେ ୧୫୦୦ ପାର୍

ଭୁବନେଶ୍ୱର: ରାଜ୍ୟରେ ରେକର୍ଡ ଭାଙ୍ଗିଲା କରୋନା । ୨୪ ଘଣ୍ଟାରେ ଚିହ୍ନଟ ହେଲେ ସର୍ବାଧିକ ୧୫୯୪ ଜଣ ସଂକ୍ରମିତ। ଦିନକୁ ଦିନ ସ୍ଥିତି ଗମ୍ଭୀର ହେବାରେ ଲାଗିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୨୬୯୩ ରେ ପହଞ୍ଚିଛି। ସଦ୍ୟତମ ସୂଚନା ଅନୁଯାୟୀ, ଆଜି ଚିହ୍ନଟ ପଜିଟିଭଙ୍କ…