Latest Odisha News

BREAKING NEWS

Browsing Category

ଓଡିଶା

Odisha

କରୋନା ଆକ୍ରାନ୍ତଙ୍କ ପାଇଁ ବୋମା ମାଡ଼; ଜଣେ ଆହତ

ବ୍ରହ୍ମଗିରି: କରୋନା ସଂକ୍ରମିତ ଗୁଜବକୁ ନେଇ ନିଶିଭଅଁର ଗାଁରେ ଦୁଇ ଗୋଷ୍ଠୀ ମଧ୍ୟରେ ବୋମାମାଡ ହୋଇଥିବା ସୂଚନା ମିଳିଛି। ଏଥିରେ ଜଣେ ଆହତ ହୋଇଥିବା ସୂଚନା ମିଳିଛି। ମିଳିଥିବା ସୂଚନା ଅନୁସାରେ, ଗୁରୁବାର ଦିନ ଏହି ଗାଁରେ ଜଣେ କରୋନା ପଜିଟିଭ ଚିହ୍ନଟ ପରେ ସେହି କରୋନା ରୋଗୀ ସହ…

ସୁରକ୍ଷାକର୍ମୀଙ୍କ ଗୁଳିରେ ପ୍ରାଣ ହରାଇଲେ ୨ ଆତଙ୍କୀ

କନ୍ଧମାଳ: କନ୍ଧମାଳ ଜିଲ୍ଲା ତୁମୁଡ଼ିବନ୍ଧ ଥାନା ସିର୍ଲା ନିକଟ ଜଙ୍ଗଲରେ ସୁରକ୍ଷାକର୍ମୀ-ମାଓବାଦୀ ମୁହାଁମୁହିଁ ହୋଇଛନ୍ତି । ଉଭୟଙ୍କ ମଧ୍ୟରେ ଗୁଳିବିନିମୟ ମଧ୍ୟ ହୋଇଛି। ସୁରକ୍ଷାକର୍ମୀଙ୍କ ଗୁଳିରେ ପୁଣି ଦୁଇ ମାଓବାଦୀ ପ୍ରାଣ ହରାଇଛନ୍ତି । ମିଳିଥିବା ସୂଚବା ଅନୁସାରେ, ତୁମୁଡ଼ିବନ୍ଧ…

ଓଡ଼ିଶାର ଏହି ୪ ଜିଲ୍ଲାକୁ ସତର୍କ ସୂଚନା: ବର୍ଷା ସହ ବଜ୍ରପାତ ସମ୍ଭାବନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୬ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଶୁକ୍ରବାର ଦିନ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ କେନ୍ଦ୍ରାପଡା,…

ପୋଲିସ-ମାଓବାଦୀ ଗୁଳିବିନିମୟ, ୨ ମାଓବାଦୀ ନିହତ

ଭୁବନେଶ୍ୱର: କନ୍ଧମାଳରେ ସୁରକ୍ଷା ବାହିନୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି । ଏଥିରେ ପୋଲିସ ଗୁଳିରେ ୨ ଜଣ ମାଓବାଦୀ ନିହତ ହୋଇଛନ୍ତି । ଏନେଇ ଓଡ଼ିଶା ପୋଲିସ ମହାନିର୍ଦ୍ଦେଶକ ଅଭୟ ଟ୍ୱିଟ୍ କରି ସୂଚନା ଦେଇଛନ୍ତି । We once again appeal to Maoists to lay down arms…

ମେଡିକାଲରେ ଭର୍ତ୍ତି ହେଲେ ରାଜ୍ୟପାଳ ଗଣେଶୀ ଲାଲ

ଭୁବନେଶ୍ୱର: ଓଡିଶା ରାଜ୍ୟପାଳ ଗଣେଶୀ ଲାଲ ଅସୁସ୍ଥ ହେବାରୁ ଗୁରୁବାର ଦିନ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ସରକାରୀ ସୂତ୍ରରୁ ପ୍ରକାଶ ଯେ, ରାଜ୍ୟପାଳ ଏବେ ଆପୋଲୋ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତେବେ ତାଙ୍କର ରୁଟିନ୍ ଚେକ୍ ଅପ୍ କରାଯାଉଥିବା ବେଳେ ତାଙ୍କର ସ୍ୱାସ୍ଥ୍ୟବସ୍ଥା…

୨ରୁ ୩ଦିନ ଭିତରେ ଗଞ୍ଜାମରେ ବଢିପାରେ କରୋନା ସଂକ୍ରମଣ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାରେ କୋଭିଡ-୧୯ ସଂକ୍ରମଣ ମାମଲା ଆଗାମୀ ୨ରୁ ୩ଦିନ ମଧ୍ୟରେ ବୃଦ୍ଧି ପାଇବ ବୋଲି ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ ଗୁରୁବାର ଦିନ କହିଛନ୍ତି। ଜିଲ୍ଲାପାଳ ଆହୁରି ମଧ୍ୟ କହିଛନ୍ତି ଯେ ଡୋର୍ ଟୁ ଡୋର୍ ସ୍କ୍ରିନିଂ ଅଧିକ କରାଯାଉଥିବା ହେତୁ କରୋନାଭାଇରସ୍ ପଜିଟିଭ୍…

ରାଜ୍ୟ ପାଇଁ ଭଲ ଖବର; ସୁସ୍ଥ ହେେଲେ ଆଉ ୬୪୩ କରୋନା ରୋଗୀ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୬୪୩ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ସୁସ୍ଥ ହୋଇଥିବା ୬୪୩ ଜଣଙ୍କ ମଧ୍ୟରୁ ୪୦୭ ଜଣ ଗଞ୍ଜାମରୁ, ୪୪ ଜଣ ଖୋର୍ଦ୍ଧା, ବାଲେଶ୍ୱରରୁ ୩୧, ମୟୂରଭଞ୍ଜରୁ ୨୮, ୨୭ ଜଣ…

କୋଭିଡ ଯୋଦ୍ଧାଙ୍କ ମୃତ୍ୟୁରେ ଗଞ୍ଜାମ ଜିଲ୍ଲାପାଳଙ୍କ ଶୋକପ୍ରକାଶ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାରେ ଜଣେ କୋଭିଡ ଯୋଦ୍ଧାଙ୍କ ମୃତ୍ୟୁରେ ଗଭୀର ଶୋକ ପ୍ରକାଶ କରିଛନ୍ତି ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ । ସୂଚନାନୁଯାୟୀ, ବ୍ରହ୍ମପୁର ମହାନଗର ନିଗମ (ବିଇଏମସି)ରେ କାର୍ଯ୍ୟରତ ଜଣେ ସହାୟକ ଯନ୍ତ୍ରୀ କୈଳାଶ ଚନ୍ଦ୍ର ନାୟକଙ୍କ ମୃତ୍ୟୁ ହୋଇଛି । ଯିଏକି କରୋନା…

ଲକ୍‌ଡାଉନ୍ ଭିତରେ ହେବ ଯୁକ୍ତ ୨ ଖାତାଦେଖା

ଭୁବନେଶ୍ୱର: ରାଜ୍ୟରେ ବଢ଼ୁଥିବା କରୋନା ସଂକ୍ରମଣ ପାଇଁ ଲକଡାଉନ୍ ଲାଗୁ ହୋଇଛି । ତେବେ ଏହି ଲକଡାଉନ୍ ଭିତରେ ମଧ୍ୟ ଯୁକ୍ତ ୨ ଖାତାଦେଖା ଚାଲିବ । ଏନେଇ ରାଜ୍ୟ ସରକାର ଅନୁମୋଦନ କରିଛନ୍ତି । ଯୁକ୍ତ ୨ ମୂଲ୍ୟାୟନ ଦେଇ ମାଧ୍ୟମିକ ଶିକ୍ଷା ପରିଷଦ ଅଧ୍ୟକ୍ଷଙ୍କୁ ଗଣଶିକ୍ଷା ବିଭାଗ ଜଣାଇଛି ।…

ବାରବାଟୀ ଓ ଜବାହରଲାଲ ନେହେରୁ ଇଣ୍ଡୋର ଷ୍ଟାଡିୟମରେ କୋଭିଡ କେୟାର ସେଣ୍ଟର

କଟକ: ସିଲଭର ସିଟି କଟକରେ ଦିନକୁ ଦିନ ବଢ଼ି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଏହାକୁ ଦୃଷ୍ଟିରେ ରଖି କଟକରେ ୨ଟି ନୂଆ କୋଭିଡ କେୟାର ସେଂଟର ପ୍ରସ୍ତୁତ କରାଯାଇଛି । ବାରବାଟୀ ଅଲିମ୍ପିକ ଆସୋସିଏସନ୍ ପରିସର ଓ ଜବାହରଲାଲ ନେହେରୁ ଇଣ୍ଡୋର ଷ୍ଟାଡିୟମରେ କୋଭିଡ କେୟାର ସେଂଟାର ତିଆରି…