Latest Odisha News

BREAKING NEWS

Browsing Category

ଓଡିଶା

Odisha

କଟକ ଓ ଖୋର୍ଦ୍ଧା ପାଇଁ ୩୦ କୋଟିର ପ୍ୟାକେଜ

ଭୁବନେଶ୍ୱର: ଗଂଜାମ ପରେ ଆଜି ଦୁଇ ଜିଲ୍ଲା କଟକ ଓ ଖୋର୍ଦ୍ଧା ର ସ୍ଥିତି ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦୁଇ ଜିଲ୍ଲାର ସ୍ଥିତି ସମୀକ୍ଷା ପରେ କଟକ ଓ ଖୋର୍ଦ୍ଧା ଜିଲ୍ଲା ପାଇଁ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । କରୋନା ମୁକାବିଲା ନେଇ କଟକ ଜିଲ୍ଲା ଓ ଖୋର୍ଦ୍ଧା…

ବାଙ୍ଗାଲୋର ଗ୍ୟାସ ସିଲିଣ୍ଡର ଦୁର୍ଘଟଣା; ମୃତକଙ୍କ ପରିବାରକୁ ସହାୟତାର ହାତ ବଢାଇଲେ କନ୍ଧମାଳ ସାଂସଦ

ଭୁବନେଶ୍ୱର: ଗତ ୧୪ ତାରିଖରେ ବାଙ୍ଗାଲୋର ଠାରେ ଗ୍ୟାସ ସିଲିଣ୍ଡର ଦୁର୍ଘଟଣାରେ କନ୍ଧମାଳ ଜିଲ୍ଲାର ମୃତକଙ୍କ ପରିବାରକୁ ସହାୟତାର ହାତ ବଢାଇଛନ୍ତି କନ୍ଧମାଳ ସାଂସଦ ଅଚ୍ୟୁତ ସାମନ୍ତ। ଦୁର୍ଘଟଣା ଘଟିବା ଖବର ଜାଣିବା ପରେ ଶ୍ରୀ ସାମନ୍ତ କନ୍ଧମାଳ ଜିଲ୍ଲା ପ୍ରଶାସନ ଓ ବାଙ୍ଗାଲୋରସ୍ଥିତ…

ଡାକ୍ତରଙ୍କ ଅବସର ବୟସ ୬୨ରୁ ୬୫ ବର୍ଷକୁ ବୃଦ୍ଧି

ଭୁବନେଶ୍ୱର: ଡାକ୍ତରଙ୍କ ଅବସର ବୟୟ ସୀମା ବୃଦ୍ଧି । ୬୨ରୁ ୬୫କୁ ବୃଦ୍ଧି କଲେ ରାଜ୍ୟ ସରକାର । କୋଭିଡ ପରିସ୍ଥିତିରେ ଡାକ୍ତରମାନଙ୍କ ଗୁରୁ ଦାୟିତ୍ବ ରହିଛି। ଏହାକୁ ଦୃଷ୍ଟିରେ ରଖି ଓଏଚଏମଏସ୍ କ୍ୟାଡରର ଡାକ୍ତରମାନଙ୍କ ଅବସର ବୟସକୁ ୬୨ ରୁ ୬୫ ବର୍ଷକୁ ବୃଦ୍ଧି କରାଯାଇଛି । ଏନେଇ…

ସୁଚିନ୍ତିତ ଯୋଜନା ଅନୁସାରେ ପୁରୀରେ ଅପରାଧକୁ ନିୟନ୍ତ୍ରଣ କରାଯିବ :ଏସପି ଅଖିଳେଶ୍ୱର ସିଂ

ପୁରୀ:ପୁରୀରେ ଅପରାଧକୁ ହାର କମାଇବା ପାଇଁ ସୁଚିନ୍ତିତ ଯୋଜନା ଅନୁସାରେ କାର୍ଯ୍ୟପନ୍ଥା ଗ୍ରହଣ କରାଯିବ ବୋଲି ଏସପି ଅଖିଳେଶ୍ୱର ସିଂ ମଙ୍ଗଳବାର ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି । ଏଥିନେଇ ବୁଦ୍ଧିଜୀବୀ, ସାମ୍ବାଦିକ ଓ ବିଭିନ୍ନ ଅନୁଷ୍ଠାନ ସହ ଆଲୋଚନା କରିବେ ବୋଲି କହିଛନ୍ତି । ମୁଁ…

କରୋନାରୁ ସୁସ୍ଥ ହେଲେ ୯୫ ବର୍ଷ ବୟସ୍କ ବୃଦ୍ଧ; ଅଭିବାଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

ବ୍ରହ୍ମପୁର: କରୋନା ବିରୋଧରେ ଲଢେଇ କରି ଗଞ୍ଜାମ ଜିଲ୍ଲାର ଜଣେ ୯୫ ବର୍ଷ ବୟସ୍କ ବ୍ୟକ୍ତି ସୁସ୍ଥ ହୋଇଛନ୍ତି । ଏହାକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ଗତ ଜୁଲାଇ ୧୮ରେ ସୋରଡା ବ୍ଲକ ଅନ୍ତର୍ଗତ ଚାକୁଣ୍ଡା ଗାଁର ଉଦୟନାଥ ବିସୋଇ ସୀତାପାଲ୍ଲୀର ଟାଟା…

ଗଞ୍ଜାମରେ ପ୍ଲାଜମା ଦେଲେ ୧୨୦ ପୋଲିସ ଅଧିକାରୀ

ବ୍ରହ୍ମପୁର: କରୋନାରୁ ସୁସ୍ଥ ହେବା ପରେ ଗଞ୍ଜାମ ଜିଲ୍ଲାର ୧୨୦ ଜଣ ପୋଲିସ ଅଧିକାରୀ ସ୍ୱେଚ୍ଛାକୃତ ଭାବେ ପ୍ଲାଜମା ଦାନ କରିଛନ୍ତି ବୋଲି ଗଞ୍ଜାମ ଏସପି ବ୍ରିଜେଶ ରାୟ ମଙ୍ଗଳବାର ଦିନ କହିଛନ୍ତି। ଏସପି ଆହୁରି ମଧ୍ୟ କହିଛନ୍ତି ଯେ ଜିଲ୍ଲାର ମୋଟ ୧୫୦ ଜଣ ପୋଲିସ ଏହି ଭାଇରସ ଦ୍ୱାରା…

ସୁସ୍ଥ ହେଲେ ଆଉ ୪୦୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମିତଙ୍କ ତୁଳନାରେ ବଢ଼ୁଛି ସୁସ୍ଥ ହାର । ଆଜି ପୁଣି ଆଉ ୪୦୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାକୁ ମିଶାଇ ମୋଟ ଆରୋଗ୍ୟଲାଭ କରିଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୩୦୯ରେ ପହଁଚିଛି । 5 from Jagatsinghpur 5 from Sonepur 4 each…

ଆସନ୍ତାକାଲି ଭୁବନେଶ୍ୱର ସାମ୍ବାଦିକଙ୍କର ଆଣ୍ଟିଜେନ୍ ଟେଷ୍ଟ

ଭୁବନେଶ୍ୱର: ରାଜ୍ୟରେ କ୍ଷିପ୍ର ଗତିରେ ଦିନକୁ ଦିନ ବଢ଼ି ଚାଲିଛି କରୋନା ସଂକ୍ରମଣ । ଏହି ସଂକ୍ରମଣରୁ କରୋନା ଯୋଦ୍ଧାମାନେ ମଧ୍ୟ ବାଦ୍ ପଡୁନାହାନ୍ତି । ସମସ୍ତଙ୍କୁ କବ୍‌ଜା କରି ନେଉଛି ଏହି କିଲର ଭାଇରସ । ଏହାରି ଭିତରେ ଆସନ୍ତାକାଲିଠାରୁ ଭୁବନେଶ୍ୱରରେ ସମସ୍ତ ସାମ୍ବାଦିକମାନଙ୍କ ରାପିଡ୍…

ରାୟଗଡା କୋଲନରା ତହସିଲଦାରଙ୍କୁ କରୋନା, ତହସିଲ ଅଫିସ୍ ସିଲ୍

ରାୟଗଡା: ରାୟଗଡା ଜିଲ୍ଲା କୋଲନରାର ତହସିଲଦାର କରୋନାରେ ଆକ୍ରାନ୍ତ ହୋଇଛନ୍ତି । ତାଙ୍କ ଟେଷ୍ଟ ରିପୋର୍ଟ ପଜିଟିଭ ଆସିଛି । ଏନେଇ ଜିଲ୍ଲାପାଳ ପ୍ରମୋଦ କୁମାର ବେହେରା ସୂଚନା ଦେଇଛନ୍ତି । କୋଲନରାର ତହସିଲଦାରଙ୍କ ସମେତ ୨ଜଣଙ୍କ କୋଭିଡ-୧୯ ରିପୋର୍ଟ ପଜିଟିଭ ଆସିଛି । ଏହାପରେ ସେମାନଙ୍କୁ କୋଭିଡ…

ବାଲୁକା କଳାରେ ଭେଟେରାନ୍ ଅଭିନେତା ବିଜୟ ମହାନ୍ତିଙ୍କୁ ଶ୍ରଦ୍ଧାଞ୍ଜଳୀ

ଭୁବନେଶ୍ୱର: ଓଲିଉଡ ଅଭିନେତା ତଥା ନିର୍ଦ୍ଦେଶକ ସ୍ୱର୍ଗତଃ ବିଜୟ ମହାନ୍ତିଙ୍କର ଶେଷକୃତ୍ୟ ମଙ୍ଗଳବାର ଦିନ ସମ୍ପନ୍ନ ହୋଇଯାଇଛି । ଏହି ବର୍ଷିୟାନ୍ ଅଭିନେତାଙ୍କ ଦେହାନ୍ତରେ ସିନେ ଜଗତରେ ଶୋକର ଛାୟା ଖେଳିଯାଇଛି । ଏହି ଅବସରରେ ଆନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ବାଲୁକା ଶିଳ୍ପୀ ମାନସ କୁମାର…