Latest Odisha News

BREAKING NEWS

Browsing Category

ଓଡିଶା

Odisha

୨୮ କରୋନା ଯୋଦ୍ଧାଙ୍କ ସମେତ ଗଞ୍ଜାମରୁ ୨୨୫ ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଗଞ୍ଜାମରୁ ସର୍ବାଧିକ ୨୨୫ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଗଞ୍ଜାମ ପ୍ରଶାସନ ।…

ଏଣିକି ନବମ ଓ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ମଧ୍ୟ ମିଳିବ ମଧ୍ୟାହ୍ନ ଭୋଜନ

କେନ୍ଦୁଝର: ରାଜ୍ୟ ସରକାର ଶିକ୍ଷା କ୍ଷେତ୍ରକୁ ସବୁବେଳେ ପ୍ରାଧାନ୍ୟ ଦେଇ ଆସିଛନ୍ତି । କେନ୍ଦୁଝର ଜିଲ୍ଲାରେ ୫୫ ପ୍ରତିଶତ ଜନସଂଖ୍ୟା ଅନୁସୂଚିତ ଜାତି ଓ ଜନଜାତି ବର୍ଗର । ତେବେ ସାଧାରଣତଃ ଦେଖାଯାଏ ଜିଲ୍ଲାରେ ପ୍ରଥମ ଶ୍ରେଣୀରେ ନାମ ଲେଖାଉଥିବା ୧୦୦ ପିଲା ମଧ୍ୟରୁ ୬୦ରୁ କମ ପିଲା ଦଶମ ଶ୍ରେଣୀ…

କଟକରୁ ଆଉ ୩୨ ପଜିଟିଜ ଚିହ୍ନଟ

କଟକ: ରାଜ୍ୟରେ କରୋନା ତାର କାୟା ବିସ୍ତାର କରି ଚାଲିଛି । ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ୁଛି । ଆଜି କଟକ ସହରରେ ଆଉ ୩୨ କରୋନା ପଜିଟିଜ ଚିହ୍ନଟ ହୋଇଛନ୍ତି । ଏହାମଧ୍ୟରୁ ୨୭ ଜଣ କ୍ୱାରେଣ୍ଟାଇନରେ ଥିବା ବେଳେ ୫ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । କ୍ୱାରେଣ୍ଟାଇନରେ ରହିଥିବା…

ବାଲେଶ୍ୱର ସଦର ଓ ତିର୍ତ୍ତୋଲ ଆସନ: ଆରମ୍ଭ ହେଲା ଉପନିର୍ବାଚନ ଅଙ୍କକଷା

ଭୁୁବନେଶ୍ୱର: କରୋନା ମହାମାରୀ ଭିତରେ ଓଡିଶାରେ ଖାଲି ପଡିଥିବା ଦୁଇ ଦୁଇଟି ଆସନରେ ଉପନିର୍ବାଚନ ପାଇଁ ଆରମ୍ଭ ହୋଇଯାଇଛି ଅଙ୍କକଷା । ବାଲେଶ୍ୱର ସଦର ଓ ତିର୍ତ୍ତୋଲ ଆସନରେ କେଉଁ ଦଳର କିଏ ପ୍ରାର୍ଥୀ ହେବ ସେନେଇ ଆଶା ଆଶଙ୍କା ଭିତରେ ବାଲେଶ୍ୱର ସଦର ପାଇଁ ନବଜ୍ୟୋତି ପଟ୍ଟନାୟକଙ୍କ ନାଁ…

ରାଜଧାନୀରେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ

ଭୁବନେଶ୍ୱର: ଦିନ ଦ୍ୱିପ୍ରହରରେ ରାଜଧାନୀର ବାପୁଜୀ ନଗରରେ ବୁଲିଲା ଖଣ୍ଡାକାତି । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ ହୋଇଛି । ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଗୁରୁତର ଆହତ ଯୁବକଙ୍କୁ ଚିକିତ୍ସା ପାଇଁ ପଠାଇବା ସହ ଘଟଣାର ତଦନ୍ତ କରୁଛି । ସୂଚନା ଅନୁଯାୟୀ,…

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ବିଜୟ ମହାନ୍ତିଙ୍କ ଶେଷକୃତ୍ୟ ସମ୍ପନ୍ନ

ଭୁବନେଶ୍ୱର: ପଞ୍ଚଭୂତରେ ଲୀନ ହେଲା ଭେଟେରାନ୍ ଓଲିଉଡ ଅଭିନେତା ତଥା ନିର୍ଦ୍ଦେଶକ ସ୍ୱର୍ଗତଃ ବିଜୟ ମହାନ୍ତିଙ୍କର ପାର୍ଥୀବ ଶରୀର । ଆଜି ଭୁବନେଶ୍ୱରର ସତ୍ୟନଗର ଶ୍ମଶାନରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଯାଇଛି । ଗତକାଲି ତାଙ୍କର ସ୍ୱାସ୍ଥ୍ୟବସ୍ଥା ବିଗିଡିବାରୁ ତାଙ୍କୁ ଭୁବନେଶ୍ୱରର ଏକ…

କଟକରେ ୧୩ ଶହ ଟପିଲା କରୋନା ସଂକ୍ରମିତଙ୍କ ସଂଖ୍ୟା

କଟକ: କଟକରେ ମଙ୍ଗଳବାର ଦିନ ୮୪ ନୂଆ କରୋନା ପଜିଟିଭ ମାମଲା ଚିହ୍ନଟ ହୋଇଛି । ଯାହାକୁ ମିଶାଇ କଟକରେ ମୋଟ୍ ଆକ୍ରାନ୍ତ ବ୍ୟକ୍ତିଙ୍କ ସଂଖ୍ୟା ୧୩୨୭ରେ ପହଞ୍ଚିଛି। ଏନେଇ ଟ୍ୱିଟ କରି ସୂଚନା ଦେଇଛନ୍ତି କଟକ ପ୍ରଶାସନ । ଉକ୍ତ ଟ୍ୱିଟ ଅନୁଯାୟୀ କଟକ ଜିଲ୍ଲାରେ ଚିହ୍ନଟ ହୋଇଥିବା ଆକ୍ରାନ୍ତ…

ଲକଡାଉନରେ ପୋଲିସର ମାଡ ଥିଓରୀ: ତଦନ୍ତ ନିର୍ଦ୍ଦେଶ

ଝାରସୁଗୁଡା: ଝାରସୁଗୁଡାରେ ଲକଡାଉନରେ ଘରୁ ବାହାରିଥିବା ଜଣେ ଯୁବକଙ୍କୁ ପୋଲିସ ମାଡ ମାରିବା ଘଟଣାରେ ଏସପି ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି । ଘଟଣାର ସତ୍ୟାସତ୍ୟ ଅନୁଧ୍ୟାନ କରିବା ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଝାରସୁଗୁଡା ଏସପି କହିଛନ୍ତି । ଏସପି ଜାରି କରିଥିବା ପ୍ରେସନୋଟରେ…

ଭୁୁବନେଶ୍ୱରରୁ ବାହାରିଲେ ଆଉ ୨୧ ପଜିଟିଭ, ୪୯ ସୁସ୍ଥ

ଭୁବନେଶ୍ୱର: ଭୁବନେଶ୍ୱରରୁ ଆଉ ୨୧ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୬ ଜଣ କ୍ୱାରେଣ୍ଟାଇନରେ ରହିଥିବା ବେଳେ ୫ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ସେହିପରି ୪୯ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଏନେଇ ବିଏମ୍‌ସି ପକ୍ଷରୁ ଟ୍ୱିଟ୍‌ ଜରିଆରେ ସୂଚନା ଦିଆଯାଇଛି…

କରୋନା ପରୀକ୍ଷା ଓ ପରିଚାଳନାକୁ ନେଇ ତେଜିଲା ରାଜନୀତି

ଭୁବନେଶ୍ୱର: ରାଜ୍ୟରେ କରୋନା ମହାମାରୀ ଦ୍ରୁତ ଗତିରେ ବ୍ୟାପିଚାଲିଥିବା ବେଳେ ସରକାରଙ୍କ କୋଭିଡ୍ ପରିଚାଳନାକୁ ନେଇ ପ୍ରଶ୍ନ ଉଠାଇଛନ୍ତି ବିରୋଧୀ । କଂଗ୍ରେସ କହିଛି, ରାଜ୍ୟ ସରକାରଙ୍କ କୋଭିଡ ପରିଚାଳନାରେ ସମ୍ପୂର୍ଣ୍ଣ ତ୍ରୁଟି ରହିଛି । ଚିକିତ୍ସା ବଦଳରେ ସରକାର କେବଳ ସଚେତନ ଓ କିଟ୍ କିଣାରେ…