Latest Odisha News

BREAKING NEWS

Browsing Category

ଓଡିଶା

Odisha

ସମ୍ୱଲପୁର ଜିଲ୍ଲା ରେଢ଼ାଖୋଲ ଉପଖଣ୍ଡ ଚିକିତ୍ସାଳୟର OPD ୩ ଦିନ ବନ୍ଦ

ସମ୍ୱଲପୁର: ୩ ଦିନ ବନ୍ଦ ରହିବ ରେଢ଼ାଖୋଲ ଉପଖଣ୍ଡ ଚିକିତ୍ସାଳୟର ଓପିଡି । ହସ୍ପିଟାଲର କର୍ମଚାରୀ ଓ ରୋଗୀ କରୋନା ସଂକ୍ରମିତ ହେବା ପରେ ଜିଲ୍ଲା ପ୍ରଶାସନ ଏହି ନିଷ୍ପତ୍ତି ନେଇଛି । ବହିର୍ବିଭାଗ ବନ୍ଦ ନେଇ ସୂଚନା ଦେଇଛନ୍ତି ରେଢ଼ାଖୋଲ ଉପଜିଲ୍ଲାପାଳ । ଏହି ତିନି ଦିନ ଭିତରେ ହସ୍ପିଟାଲ…

କୋଭିଡ କଟକଣା ଭାଙ୍ଗି ସିଲ ହେଲା ମାଲକାନଗିରିର ୭ ଟି ଦୋକାନ

ମାଲକାନଗିରି: କୋଭିଡ କଟକଣା ଭାଙ୍ଗିବା ଅଭିଯୋଗରେ ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଦୈନିକ ବଜାରରେ ଥିବା ୭ଟି ଦୋକାନକୁ ସିଲ କରିଛି ଜିଲ୍ଲା ପ୍ରଶାସନ । ତହସିଲଦାର ଟି. ପଦ୍ମନାଭ ଦୋରା ଏବଂ ଅତିରିକ୍ତ ତହସିଲଦାର ଚନ୍ଦ୍ରମଣି ସ୍ୱାଇଁଙ୍କ ନେତୃତ୍ୱରେ ଏକ ଟିମ୍ ଏହି ମାର୍କେଟକୁ…

ଅବସରପ୍ରାପ୍ତ ବରିଷ୍ଠ ଆଇଏଏସ୍ ଅଧିକାରୀ ପ୍ରିୟବ୍ରତ ପଟ୍ଟନାୟକଙ୍କର ପରଲୋକ

ଭୁବନେଶ୍ୱର: ଅବସରପ୍ରାପ୍ତ ବରିଷ୍ଠ ଆଇଏଏସ୍ ଅଧିକାରୀ ପ୍ରିୟବ୍ରତ ପଟ୍ଟନାୟକଙ୍କ ନିଧନ । ୬୭ ବର୍ଷ ବୟସରେ ମୁମ୍ବାଇରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ଘଟିଛି। ମଙ୍ଗଳବାର ସକାଳ ୭.୩୦ ସମୟରେ ପ୍ରିୟବ୍ରତଙ୍କ ପରଲୋକ ଘଟିଥିବା ସୂଚନା ମିଳିଛି । ବିଗତ କିଛିଦିନ ଧରି ପ୍ରିୟବ୍ରତ ଲିଭର…

ପାଣିପାଗ ବିଭାଗର ସତର୍କ ସୂଚନା: ଏହିସବୁ ଜିଲ୍ଲାରେ ବର୍ଷା ସହ ବଜ୍ରପାତ ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ୨୨ ଓ ୨୩ ତାରିଖରେ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ମଙ୍ଗଳବାର ଦିନ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ନଥିବା ବେଳେ କିଛି କିଛି ସ୍ଥାନରେ ପାଗ ମେଘୁଆ…

ବୁଧବାର ଅନୁଗୁଳ ସହର ବନ୍ଦ ଡାକରା ଦେଲା ନଗର କଂଗ୍ରେସ

ଅନୁଗୁଳ: ଆସନ୍ତା ୨୨ ତାରିଖ ବୁଧବାର ଦିନ ସକାଳ ୬ ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଅନୁଗୁଳ ସହର ବନ୍ଦ ଡାକରା ଦେଇଛି ଅନୁଗୁଳ ନଗର କଂଗ୍ରେସ । ନଗର କଂଗ୍ରେସ ଦେଇଥିବା ସୁଚନା ଅନୁଯାୟୀ, ଜିଲ୍ଲାରେ କରୋନା ମହାମାରୀ କାୟା ବିସ୍ତାର କରି ଚାଲିଛି । ଆଉ ଜିଲ୍ଲାରେ କରୋନା ବ୍ୟାପିବାରେ ଜିଲ୍ଲାର…

ଅଭିନେତା ବିଜୟ ମହାନ୍ତିଙ୍କର ଆଜି ହେବ ଶେଷକୃତ୍ୟ

ଭୁବନେଶ୍ୱର: ବିଶିଷ୍ଟ ଅଭିନେତା, ନିର୍ଦ୍ଦେଶକ ସ୍ୱର୍ଗତ ବିଜୟ ମହାନ୍ତିଙ୍କର ଆଜି ଶେଷକୃତ୍ୟ କରାଯିବ । ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଅନ୍ତିମ ସଂସ୍କାର କରାଯିବ । ହସ୍ପିଟାଲରୁ ମର ଶରୀରକୁ ଶେଷ ଦର୍ଶନ ପାଇଁ ତାଙ୍କ ବାସଭବନକୁ ନିଆଯିବ ବୋଲି ସୂଚନା ମିଳିଛି । ଗତକାଲି ସନ୍ଧ୍ୟାରେ ସେ ଗୁରୁତର…

କରୋନା ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିଲେ ନିଜଆଡୁ ସୂଚନା ଦେବାକୁ ବିଏମସିର ଅନୁରୋଧ

ଭୁବନେଶ୍ୱର: ଭୁବନେଶ୍ୱରରେ ଦିନକୁ ଦିନ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ସ୍ଥିତି ବିଗିଡିବାରେ ଲାଗିଛି । ଏଥିରେ ରୋକ ଲଗାଇବା ପାଇଁ ବିଭିନ୍ନ ବାଟ ଆପଣାଉଛି ବିଏମସି । ବିଏମସିର ନୂତନ ସୂଚନା ଅନୁଯାୟୀ,କରୋନା ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଯଦି କେହି ଲୋକ ଆସୁଛନ୍ତି, ତେବେ ସେ…

ବିଜୟ ମହାନ୍ତିଙ୍କ ବିୟୋଗରେ ଆନ୍ଧ୍ର ରାଜ୍ୟପାଳଙ୍କ ଗଭୀର ଶୋକ ପ୍ରକାଶ

ଭୁବନେଶ୍ୱର: ଓଡ଼ିଆ ଚଳଚ୍ଚିତ୍ର ଜଗତର କିମ୍ବଦନ୍ତୀ ଅଭିନେତା ବିଜୟ ମହାନ୍ତିଙ୍କର ସୋମବାର ସନ୍ଧ୍ୟାରେ ନିଧନ ଘଟିଛି । ତାଙ୍କ ବିୟୋଗରେ ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ଗଭୀର ଶୋକ ପ୍ରକାଶ କରି କହିଛନ୍ତି ଯେ, "ବିଜୟଙ୍କ ବିୟୋଗରେ ଓଡିଆ ଚଳଚ୍ଚିତ୍ର ଜଗତର ଏକ ଯୁଗର ଅବସାନ…

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗୋଷ୍ଠୀ ସଂଘର୍ଷ; ୪ ଆହତ, ପୋଲିସ ଗାଡି ଭଙ୍ଗାରୁଜା

ଯାଜପୁର: ଯାଜପୁର ଜିଲ୍ଲା ଯାଜପୁର ରୋଡ଼ ଥାନା ଖଣ୍ଡାହତା ଗ୍ରାମରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଘଟିଛି ଗୋଷ୍ଠୀ ସଂଘର୍ଷ। ଗାଁର ତଳସାହି ଓ ଉପରସାହି ମଧ୍ୟରେ ଗଣ୍ଡଗୋଳ ହୋଇଛି। ଏଥିରେ ୨ ଜଣ ମହିଳାଙ୍କ ସମେତ ୪ ଜଣ ଆହତ ହୋଇଥିବା ସୂଚନା ମିଳିଛି। ଏଥିସହିତ ଉତ୍ତ୍ୟକ୍ତ ଲୋକେ ପୋଲିସ ଗାଡିକୁ…

ବିଜୟ ମହାନ୍ତିଙ୍କ ବିୟୋଗରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଶୋକ

ଭୁବନେଶ୍ୱର: ବରିଷ୍ଠ ଅଭିନେତା ବିଜୟ ମହାନ୍ତିଙ୍କ ଦେହାନ୍ତରେ ଶୋକ ପ୍ରକାଶ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । କହିଛନ୍ତି, ବିଜୟ ମହାନ୍ତିଙ୍କ ବିୟୋଗରେ ସେ ଗଭୀର ମର୍ମାହତ । ତାଙ୍କ ମୃତ୍ୟୁରେ ଓଡ଼ିଶା ସିନେ ଜଗତରେ ଏକ ଯୁଗର ଅନ୍ତ ଘଟିଲା । କଳାର ଯାଦୁରେ ପିଢି ପରେ ପିଢି…