Latest Odisha News

BREAKING NEWS

Browsing Category

ଓଡିଶା

Odisha

ଜନ୍ମଦିନରେ ବନ୍ଧୁ ବିଜୟଙ୍କୁ ହରାଇଲେ ନସିରୁଦ୍ଦିନ ଶାହ

ଭୁବନେଶ୍ୱର: ବିଦାୟ ବିଜୟ । ପରଲୋକରେ ଓଲିଉଡର ବର୍ଷୀୟାନ ଅଭିନେତା ବିଜୟ ମହାନ୍ତି । ସମସ୍ତେ ବିଜୟଙ୍କୁ ଝୁରୁଛନ୍ତି । ବଲିଉଡ ଅଭିନେତା ନସିରୁଦ୍ଦିନ ଶାହଙ୍କ ପାଇଁ ବିଜୟଙ୍କ ବିୟୋଗ ବଡ଼ କ୍ଷତି । କାରଣ ନିଜ ଜନ୍ମଦିନରେ ପ୍ରିୟ ବନ୍ଧୁ ବିଜୟଙ୍କୁ ହରାଇଛନ୍ତି । ଆଜି ନସିରୁଦ୍ଦିନ ଶାହଙ୍କ…

ବିଜୟଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ହେବ ଶେଷକୃତ୍ୟ

ଭୁବନେଶ୍ୱର: ଅଫେରା ରାଇଜର ଅତିଥି ହୋଇଛନ୍ତି ବିଜୟ ମହାନ୍ତି । ତାଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟ୍ୱିଟ୍ କରି ଦୁଃଖ ପ୍ରକାଶ କରିଛନ୍ତି । ଏହାସହ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ବିଜୟ ମହାନ୍ତିଙ୍କ ଶେଷକୃତ୍ୟ…

କରୋନା ମୁକ୍ତ ହେଲା ନୂଆପଡ଼ା ଜିଲ୍ଲା

ଭୁବନେଶ୍ୱର: କରୋନା ମୁକ୍ତ ନୂଆପଡ଼ା ଜିଲ୍ଲା । ସମସ୍ତ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଆଜି ଜିଲ୍ଲାରୁ ଚିକିତ୍ସାଧୀନ ଥିବା ସମସ୍ତ ୧୮ ଭୂତାଣୁ ସଂକ୍ରମିତ ସୁସ୍ଥ ହୋଇଥିଲେ । ଏହାସହ ରାଜ୍ୟର ଏକମାତ୍ର ଜିଲ୍ଲା ଭାବରେ ନୂଆପଡ଼ା କରୋନା ମୁକ୍ତ ହୋଇଛି । ବାକି ୨୯ ଜିଲ୍ଲାରେ ରହିଛି…

ପରଲୋକରେ ଓଲିଉଡର ଭେଟେରାନ ଅଭିନେତା ବିଜୟ ମହାନ୍ତି

ଭୁବନେଶ୍ୱର: ପରଲୋକରେ ଓଲିଉଡର ପ୍ରଥମ ଆକ୍ସନ ହିରୋ ତଥା ବରିଷ୍ଠ ଅଭିନେତା ବିଜୟ ମହାନ୍ତି । ୭୦ ବର୍ଷ ବୟସରେ ତାଙ୍କର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଛି । ଆଜି ସନ୍ଧ୍ୟାରେ ସେ ଗୁରୁତର ହୋଇପଡିଥିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା ।…

ଭେଟେରାନ ଅଭିନେତା ବିଜୟ ମହାନ୍ତି ଗୁରୁତର, ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ୱର: ଓଲିଉଡର ବରିଷ୍ଠ ଅଭିନେତା ବିଜୟ ମହାନ୍ତି ଆଜି ସନ୍ଧ୍ୟାରେ ଗୁରୁତର ହୋଇ ପଡିବାରୁ ତାଙ୍କୁ ପୁଣି ଥରେ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ହାଇଦ୍ରାବାଦରେ ଥିବା ବେଳେ ସେ ଅସୁସ୍ଥ ହୋଇପଡିଥିବାରୁ ତାଙ୍କୁ ସେଠାରେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସା କରାଯାଇଥିଲା ।…

ଶଙ୍କର ଆଖି ହସ୍ପିଟାଲ ଦାନ କଲା ୨୦୦ ସୁରକ୍ଷା ଚଷମା

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାର ସମରଝୋଲ ଶଙ୍କର ଚକ୍ଷୁ ହସ୍ପିଟାଲ ପକ୍ଷରୁ କୋଭିଡ ଯୋଦ୍ଧାମାନଙ୍କ ପାଇଁ ୨୦୦ ଆଇ ପ୍ରୋଟୋକ୍ସନ ଗ୍ଲାସ୍ ପ୍ରଦାନ କରାଯାଇଛି। ଶଙ୍କର ଚକ୍ଷୁ ଡାକ୍ତରଖାନାର ଚକ୍ଷୁ ବିଶେଷଜ୍ଞ ଡ. ବି ପି ସାମଲ ଆଜି ଏହି ଚଷମାକୁ ଗଞ୍ଜାମ ଡିଆରଡିଏ ପ୍ରକଳ୍ପ ନିର୍ଦ୍ଦେଶକଙ୍କୁ…

ସେଲ ରାଉରକେଲା ଇସ୍ପାତ କାରଖାନା ଦ୍ଵାରା ‘ପୂର୍ବୋଦୟ’ ଅଧୀନରେ ସ୍ଥାନୀୟ ଉଦ୍ୟୋଗଙ୍କ ନିମନ୍ତେ ସ୍ଵତନ୍ତ୍ର ପ୍ରୋତ୍ସାହନ…

ରାଉରକେଲା: ସେଲ ରାଉରକେଲା ଇସ୍ପାତ କାରଖାନା ସ୍ଥାନୀୟ ଉଦଦ୍ୟୋଗ ଗୁଡିକରେ ଇସ୍ପାତ ଉପଯୋଗକୁ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ ଏକ ସ୍ଵତନ୍ତ୍ର ପ୍ରୋତ୍ସାହନ ଯୋଜନା ‘ଇସ୍ପାତି ଇଲାକୋ କା ବିକାଶ: ସେଲ କେ ସାଥ’ର ଶୁଭାରମ୍ଭ କରିଛି। କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ଏବଂ ଇସ୍ପାତ…

ରାଜ୍ୟ ପାଇଁ ଖୁସି ଖବର; ସୁସ୍ଥ ହେେଲେ ଆଉ ୪୫୭ କରୋନା ରୋଗୀ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୪୫୭ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ସୁସ୍ଥ ହୋଇଥିବା ୪୫୭ ଜଣଙ୍କ ମଧ୍ୟରୁ ୧୧୮ ଜଣ ଗଞ୍ଜାମରୁ, ୫୩ ନୟାଗଡରୁ, ୪୪ ଜଣ କଟକ, ସୁନ୍ଦରଗଡରୁ ୩୮, ୩୨ ଜଣ…

କାଲିଠୁ ଗଂଜାମରେ ପ୍ଲାଜମା ଥେରାପି

ଭୁବନେଶ୍ୱର: ଆସନ୍ତାକାଲି ଠାରୁ ଗଞ୍ଜାମରେ ଆରମ୍ଭ ହେବ ପ୍ଲାଜମା ଥେରାପି । ଶୀତଳାପ୍ଲଲି ସ୍ଥିତ ଟାଟା କୋଭିଡ ହସ୍ପିଟାଲରେ ପ୍ଲାଜମା ଥେରାପି ଆରମ୍ଭ ହେବ । କରୋନାରେ ଓଡ଼ିଶାର ଗଞ୍ଜାମ ଜିଲ୍ଲା ସବୁଠାରୁ ବେଶି ପ୍ରଭାବିତ ହୋଇଛି । ଗଞ୍ଜାମ ଜିଲ୍ଲାରେ କରୋନା ନିପାତ କରିବା ପାଇଁ ରାଜ୍ୟ ସରକାର…

ଜୁଲାଇ ୩୧ ଯାଏଁ ସମ୍ବଲପୁର ବିଶ୍ୱବିଦ୍ୟାଳୟ ବନ୍ଦ

ସମ୍ବଲପୁର: ବୁର୍ଲାସ୍ଥିତ ଜ୍ୟୋତି ବିହାରର ସମ୍ବଲପୁର ବିଶ୍ୱବିଦ୍ୟାଳୟକୁ ଜୁଲାଇ ୨୨ ତାରିଖରୁ ୩୧ ଯାଏଁ ବନ୍ଦ କରାଯାଇଛି । କରୋନା ଭାଇରସ୍ ବିସ୍ତାରକୁ ଦୃଷ୍ଟିରେ ରଖି ଜିଲ୍ଲାପାଳଙ୍କ ପକ୍ଷରୁ ଏଭଳି ନିଷ୍ପତ୍ତି ଗ୍ରହଣ କରାଯାଇଥିବା ସୂଚନା ମିଳିଛି । ଗତ ସୋମବାର ଦିନ ବିଶ୍ୱବିଦ୍ୟାଳୟ…