Latest Odisha News

BREAKING NEWS

Browsing Category

ଓଡିଶା

Odisha

ପାଣିପାଗ ବିଭାଗର ସତର୍କ ସୂଚନା: ରାଜ୍ୟର ଏହି ୩ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ରାଜ୍ୟର ୩ଟି ଜିଲ୍ଲାରେ ସୋମବାର ଦିନ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ପୂର୍ବନୁମାନ କରିଛି । ଏହି ୩ ଜିଲ୍ଲା ହେଉଛି ସୁନ୍ଦରଗଡ଼, ଝାରସୁଗୁଡ଼ା ଓ କନ୍ଧମାଳ । ଏହି ସମସ୍ତ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ…

ଭୁବନେଶ୍ୱର ଡିସିପି ଭାବେ ଆଜି ଦାୟିତ୍ୱ ନେବେ ଆଇପିଏସ ଉମାଶଙ୍କର ଦାସ

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରର ନୂଆ ଡିସିପି ଭାବେ ଆଜି ଦାୟିତ୍ୱ ଭାର ଗ୍ରହଣ କରିବେ ୨୦୦୮ ବ୍ୟାଚ୍‌ର ଆଇପିଏସ୍‌ ଡ. ଉମାଶଙ୍କର ଦାସ। ଉମାଶଙ୍କର ଏହା ପୂର୍ବରୁ ପୁରୀ ଏସ୍‌ପି ଭାବେ କାର୍ଯ୍ୟ କରୁଥିଲେ। କମିସନରେଟ୍‌ ପୁଲିସର ମୁଖ୍ୟାଳୟରେ ଡ. ଦାସ ଭୁବନେଶ୍ବର ଡିସିପି ଭାବେ ଦାୟିତ୍ବ…

ଓଡ଼ିଶାର ୧୦ ସ୍ୱାଧୀନତା ସଂଗ୍ରାମୀଙ୍କୁ ମିଳିବ ରାଷ୍ଟ୍ରପତି ପୁରସ୍କାର

ଭୁବନେଶ୍ୱର: ଭାରତର ସ୍ବାଧୀନତା ଆନ୍ଦୋଳନରେ ନିଜର ଅବଦାନ ପାଇଁ ଓଡିଶାର ୧୦ ଜଣ ସ୍ୱାଧୀନତା ସଂଗ୍ରାମୀଙ୍କୁ ଅଗଷ୍ଟ ୯ ତାରିଖରେ ରାଷ୍ଟ୍ରପତି ପୁରସ୍କାର ପ୍ରଦାନ କରାଯିବ। ପ୍ରତିବର୍ଷ ଅଗଷ୍ଟ ୯ ରେଏହି ସମ୍ମାନ ଜନକ ପୁରସ୍କାର ଭାରତର ରାଷ୍ଟ୍ରପତିଙ୍କ ଦ୍ଵାରା ପ୍ରଦାନ କରାଯାଇଥାଏ । ଏହି…

ଲୁଟେରା ଗ୍ୟାଙ୍ଗର ୩ ଅଭିଯୁକ୍ତ ଗିରଫ, ୮ ସୁନା ଚେନ୍ ଜବତ

ଭୁବନେଶ୍ୱର: ଭୁବନେଶ୍ୱରରେ ପୁଲିସ ଲୁଟେରା ଗ୍ୟାଙ୍ଗର ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି । ପୁଲିସ ଏମାନଙ୍କର ଠାରୁ ୮ଟି ସୁନା ଚେନ ଜବତ କରିଛି । ଗିରଫ ଅଭିଯୁକ୍ତ ହେଉଛନ୍ତି, କ୍ୟାପିଟାଲ ଥାନା କାଳିମନ୍ଦିର ସଡ଼କ ବସ୍ତିରେ ରହୁଥିବା ସୁଦର୍ଶନ ନାଏକ, ଜାଗୃତି ଅଫିସ୍‌ କଡ଼ କଳ୍ପନା ଫ୍ଲାଟ୍‌ରେ…

ସୁସ୍ଥ ହେଲେ ଆଉ ୫୧୫ ଆକ୍ରାନ୍ତ, ମୋଟ ଆରୋଗ୍ୟ ସଂଖ୍ୟା ୧୨,୪୫୨କୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟରେ ଗୋଟିଏ ପଟେ ହୁ ହୁ ହୋଇ ବଢ଼ୁଛି ସଂକ୍ରମଣ, ସେପଟେ ସୁସ୍ଥ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି । ଆଜି ଗୋଟିଏ ଦିନରେ ରାଜ୍ୟରେ ଆଉ ୫୧୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟ ସଂଖ୍ୟା ୧୨, ୪୫୨ରେ ପହଂଚିଛି । 9 from…

୪ ଜିଲ୍ଲାରେ ବଦଳିଲା ବ୍ୟାଙ୍କ ଖୋଲିବା ସମୟ

ଭୁବନେଶ୍ୱର: ବଦଳିଲା ବ୍ୟାଙ୍କ ଖୋଲିବା ସମୟ । କାଲିଠୁ ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ଲକଡାଉନ ଅଂଚଳରେ ବ୍ୟାଙ୍କ ଖୋଲିବା ସମୟରେ ପରିବର୍ତ୍ତନ କରାଯାଇଛି । ଏନେଇ ନିର୍ଦ୍ଦେଶାବଳୀ ଜାରି କରିଛନ୍ତି ରାଜ୍ୟ ସରକାର । ଗଞ୍ଜାମ, ଖୋର୍ଦ୍ଧା, କଟକ, ଯାଜପୁର ଜିଲ୍ଲା ସହିତ ରାଉରକେଲା ସହରରେ…

କୁକୁର ଓ ଷଣ୍ଢ ଖାଇଲେ ୧୦ ଲକ୍ଷରୁ ଅଧିକ ଟଙ୍କାର ଖାଦ୍ୟ

ଭୁବନେଶ୍ୱର: ରାଜଧାନୀରେ ଲକଡାଉନ ସମୟରେ ଭୋକିଲା ଥିବା ଗାଈ ଗୋରୀ ଓ ବୁଲା କୁକୁରଙ୍କୁ ୧୦ ଲକ୍ଷରୁ ଅଧିକ ଟଙ୍କାର ଖାଦ୍ୟ ଦେଇଛି ବିଏମ୍‌ସି । ସୂଚନା ଅଧିକାର ଆଇନ ବଳରେ ଏହି ତଥ୍ୟ ମିଳିଛି । ମିଳିଥିବା ତଥ୍ୟ ଅନୁଯାୟୀ, ୫୩ ଦିନରେ ବିଏମ୍‌ସି ବୁଲା କୁକୁର ଓ ଷଣ୍ଢକୁ ୧୦ ଲକ୍ଷ ୬୦ ହଜାର…

କମିଶନରେଟ୍ ପୋଲିସର ଦୁଇ କନଷ୍ଟେବଳ କରୋନା ପଜିଟିଭ୍‌

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହୁ ହୁ ହୋଇ ବଢିଚାଲିଥିବା ବେଳେ ଆଜି କମିଶନରେଟ୍ ପୋଲିସର ଦୁଇ ଜଣ କନଷ୍ଟେବଳ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତ ଦୁଇ ଜଣ ରିଜର୍ଭ ଲାଇନ୍‌ର କନଷ୍ଟେବଳ । ଉଭୟ ଛୁଟିରୁ ଫେରି ସଙ୍ଗରୋଧରେ ଥିଲେ । ପରେ ଉଭୟଙ୍କ…

ଏଥର କଟକରେ ହେବନି ଗଣେଶ ପୂଜା

କଟକ: ବର୍ଷ ବର୍ଷ ଧରି ହେଉଥିବା ଗଣେଶ ପୂଜା ଉପରେ ପଡିଛି କରୋନା ମହାମାରୀର ପ୍ରଭାବ । ଏଥର ସିଲଭର ସିଟି କଟକରେ ହେବନି ଗଣେଷ ପୂଜା । ବଢୁଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ପୂଜା ନକରିବାକୁ ନିଷ୍ପତ୍ତି ନିଆଯାଇଛି । ସର୍ବସାଧାରଣ ସ୍ଥାନ ଏବଂ କୌଣସି ସଂସ୍ଥା କିମ୍ବା ପୂଜା କମିଟି…

କଟକରେ କମିଛି ସଂକ୍ରମିତଙ୍କ ସଂଖ୍ୟା

କଟକ: ଗତ ସପ୍ତାହକ ମଧ୍ୟରେ କଟକ ସହରରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମିବାରେ ଲାଗିଛି । କଟକରେ କରୋନା ସ୍ଥିତି ନେଇ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ସିଏମସି କମିଶନର ଅନନ୍ୟା ଦାଶ । ସେ କହିଛନ୍ତି ଯେ, ସହରରେ ଜୁଲାଇ ୩୧ ଯାଏ ଲକଡାଉନ୍ ଜାରି ରହିଥିବା ବେଳେ ଏହି ସମୟରେ କରୋନା…