Latest Odisha News

BREAKING NEWS

Browsing Category

ଓଡିଶା

Odisha

ପିଡିଏସ୍ ସାମଗ୍ରୀ ବଣ୍ଟନ ବେଳେ ହେବନି ବାୟୋମେଟ୍ରିକ୍ସର ବ୍ୟବହାର

ଭୁବନେଶ୍ୱର: ପିଡିଏସ୍ ସାମଗ୍ରୀ ବଣ୍ଟନ ବେଳେ ଆଉ ବାୟୋମେଟ୍ରିକ୍ସ ମେସିନର ବ୍ୟବହାର ହେବନି ବୋଲି ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ଏବଂ ଖାଉଟି କଲ୍ୟାଣ ବିଭାଗ । https://twitter.com/rajaaswain/status/1284367612940447744?s=19 କରୋନାଭାଇରସ୍ ବିସ୍ତାରକୁ ରୋକିବା…

ମାଲକାନଗିରି ମୁନସିପାଲିଟି ଅଞ୍ଚଳ କଣ୍ଟେନମେଣ୍ଟ ଜୋନ୍ ଘୋଷିତ

ମାଲକାନଗିରି: ୨୧ ଜଣ କରୋନା ପଜିଟିଭ ଚିହ୍ନଟ ହେବା ପରେ ମାଲକାନଗିରି ମୁନସିପାଲିଟି ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍ ଭାବରେ ଘୋଷଣା କରାଯାଇଛି । ଏନେଇ ଜିଲ୍ଲାପାଳ ମନିଷ ଅଗ୍ରୱାଲ୍ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି । ସୂଚନାନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି ଜିଲ୍ଲାରେ ୮ ନୂଆ…

ଓଡିଶା ସରକାରଙ୍କ ଚେତାବନୀ; ହଟସ୍ପଟ୍ ଜିଲ୍ଲାରୁ ଆସୁଥିବା ରୋଗୀଙ୍କୁ ଚିକିତ୍ସା ନକଲେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର: ହଟସ୍ପଟ୍ ଜିଲ୍ଲାରୁ ଆସୁଥିବା ରୋଗୀଙ୍କୁ ଚିକିତ୍ସା ପ୍ରଦାନ କରିବା ଲାଗି ଘରୋଇ କ୍ଲିନିକ୍ ଗୁଡିକୁ ନିର୍ଦ୍ଦେଶ ଦେଇଛନ୍ତି ଓଡିଶା ସରକାରଙ୍କ ମୁଖ୍ୟ ଶାସନ ସଚିବ । ଏସମ୍ପର୍କରେ ଟ୍ୱିଟ୍ ମଧ୍ୟ କରାଯାଇଛି । ମୁଖ୍ୟ ଶାସନ ସଚିବ ଅସିତ୍ ତ୍ରୀପାଠି ସୂଚନା ଦେଇ କହିଛନ୍ତି ଯେ…

ଅଗଷ୍ଟ ୩୧ ଯାଏଁ ବନ୍ଦ ରହିବ ସ୍ପେଶାଲ ସ୍କୁଲ

ଭୁବନେଶ୍ୱର: ଓଡିଶାରେ କୋଭିଡ-୧୯ ପରିସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସ୍ୱତନ୍ତ୍ର ବିଦ୍ୟାଳୟ ଗୁଡିକୁ ଅଗଷ୍ଟ ୩୧ ଯାଏଁ ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛନ୍ତି । ଏସମ୍ପର୍କରେ ସାମାଜିକ ନିରାପତ୍ତା ଏବଂ ଭିନ୍ନକ୍ଷମ ସଶକ୍ତିକରଣର ଡେପୁଟି ସେକ୍ରେଟେରୀ ସମସ୍ତ ଜିଲ୍ଲାର ସାମାଜିକ…

୨ ପଶ୍ଚିମବଙ୍ଗ ଫେରନ୍ତାଙ୍କ ସମେତ ସୁନ୍ଦରଗଡରେ ୧୮ ନୂଆ କରୋନା ପଜିଟିଭ

ରାଉରକେଲା: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ସୁନ୍ଦରଗଡ ଜିଲ୍ଲାରେ ଗତ ୨୪ ଘଣ୍ଟାରେ ୧୮ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ସୁନ୍ଦରଗଡ ଜିଲ୍ଲାପାଳ । ପ୍ରାପ୍ତ ସୂଚନାନୁଯାୟୀ ଏହି ସମସ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୨ ଜଣ…

ରାଜ୍ୟରେ ୩ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତ୍ୟୁ; ମୋଟ୍ ସଂଖ୍ୟା ୮୬ ଛୁଇଁଲା

ଭୁବନେଶ୍ୱର: ରାଜ୍ୟରେ ଶନିବାର ଦିନ ଆଉ ୩ଜଣ କୋଭିଡ-୧୯ ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ଯାହାକୁ ମିଶାଇ ମୋଟ୍ ସଂଖ୍ୟା ୮୬ରେ ପହଞ୍ଚିଛି । ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ସ୍ୱାସ୍ଥ୍ୟ ବିଭାଗର ସୂଚନାନୁସାରେ, ଗଜପତି ଜିଲ୍ଲାର ଜଣେ ଓ ଗଞ୍ଜାମ…

ଓଡିଶାର ୨୫ ଜିଲ୍ଲାରୁ ନୂଆ ୫୯୧ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୫୯୧ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୬ ହଜାର ୭୦୧ରେ ପହଞ୍ଚିଛି। ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ ଲୋକସମ୍ପର୍କ…

କୋଭିଡ-୧୯ ନିୟମ ଉଲ୍ଲଂଘନ ଅଭିଯୋଗ; ଔଷଧ ଦୋକାନ ସିଲ୍

ଭୁବନେଶ୍ୱର: ସାମାଜିକ ଦୂରତା ନିୟମ ଉଲ୍ଲଂଘନ ଅଭିଯୋଗରେ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ସହରର କିଛି ପ୍ରମୁଖ ଔଷଧ ଦୋକାନକୁ ସିଲ୍ କରିଛି। ବିଏମସିର ସୂଚନାଅନୁଯାୟୀ, ଶୁକ୍ରବାର ଦିନ ଗ୍ରାହକଙ୍କ ଭିଡ ଦେଖାଯାଇଥିବା ବେଳେ ଦୋକାନଗୁଡିକ କୋଭିଡ-୧୯ ନିୟମ ଉଲ୍ଲଂଘନ କରିଥିବା ଜଣାପଡିଥିଲା…

ଦୁର୍ଦ୍ଦାନ୍ତ ଅପରାଧୀ ଜଗାକୁ ହତ୍ୟା ଅଭିଯୋଗ

ବାଲେଶ୍ୱର: ବାଲେଶ୍ୱର ଜିଲ୍ଲା କର୍ମଦା ଥାନା ଅନ୍ତର୍ଗତ କୁରୁଣ୍ଠିଆ ଗ୍ରାମ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ଜଣେ ଦୁର୍ଦ୍ଦାନ୍ତ ଅପରାଧୀକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ଉକ୍ତ ଅପରାଧୀ ଜଣକ ରତନ ଦାସ (ଜଗା) ବୋଲି ଜଣାପଡିଛି । ସ୍ଥାନୀୟ ଅଞ୍ଚଳରେ ହତ୍ୟା ଉଦ୍ୟମ, ଛିନତାଇ,…

ଆଦିତ୍ୟ ଦାଶ ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଶ୍ରୀଙ୍କୁ ଜିଆରପିର ଜେରା

ଭୁବନେଶ୍ୱର: ଦିନ ବିତିବା ସହ ଯୁବ ସମାଜସେବୀ ଆଦିତ୍ୟ ଦାଶ ମୃତ୍ୟୁ ମାମଲାରେ ବଢୁଛି ସସପେନ୍ସ । ତନାଘନା ଜାରି ରଖିଛି ଜିଆରପି । ଏହି ମାମଲାରେ ଆଦିତ୍ୟଙ୍କ ପତ୍ନୀ ବିଦ୍ୟାଶ୍ରୀଙ୍କୁ ଜେରା କରାଯାଇଛି । ଗତକାଲି ଆଦିତ୍ୟଙ୍କ ଘରକୁ ପୋଲିସର ଏକ ଟିମ୍ ଯାଇଥିଲା । ଆଦିତ୍ୟଙ୍କ ପତ୍ନୀ…