Latest Odisha News

BREAKING NEWS

Browsing Category

ଓଡିଶା

Odisha

ରାଜଧାନୀର ୟୁନିଟ୍‌-୪ ମାଛ ମାର୍କେଟକୁ ସିଲ୍ କଲା ବିଏମ୍‌ସି

ଭୁବନେଶ୍ୱର: ୟୁନିଟ୍ ୪ ମାଛ ମାର୍କେଟର ସାତ ଜଣ ମାଛ ଦୋକାନୀ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହା ପରେ ବିଏମସି ପକ୍ଷରୁ ମାର୍କେଟକୁ ସିଲ୍ କରାଯାଇଛି । ଅନ୍ୟ ମାଛ ବେପାରୀମାନଙ୍କୁ ସଙ୍ଗରୋଧରେ ରହିବା ପାଇଁ କୁହାଯାଇଛି । ଏଥି ସହ ବଜାରକୁ ସଂଯୋଗ କରୁଥିବା ସମସ୍ତ ରାସ୍ତାକୁ ମଧ୍ୟ ସିଲ୍…

ରାଜ୍ୟ ପାଇଁ ଖୁସି ଖବର; ସୁସ୍ଥ ହେଲେ ଆଉ ୪୫୩ କରୋନା ରୋଗୀ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୪୫୩ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ସୁସ୍ଥ ହୋଇଥିବା ୪୫୩ ଜଣଙ୍କ ମଧ୍ୟରୁ ୨୨୦ ଜଣ ଗଞ୍ଜାମରୁ, ସୁନ୍ଦରଗଡରୁ ୪୧, ନବରଙ୍ଗପୁରରୁ ୩୩, ୨୮ ଜଣ ଖୋର୍ଦ୍ଧା,…

ଜୁଲାଇ ୩୧ ଯାଏଁ ରାଜଧାନୀରେ ମୋ ବସ୍ ସେବା ବନ୍ଦ

ଭୁବନେଶ୍ୱର: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଆଜି ରାତି ୯ଟାରୁ ଜୁଲାଇ ୩୧ ତାରିଖ ଯାଏଁ ଲାଗୁ ହୋଇଛି ଲକ୍‌ଡାଉନ କଟକଣା । ତେବେ ଏହି ସମୟ ମଧ୍ୟରେ ମୋ ବସ୍ ସେବା ବନ୍ଦ ରହିବ ବୋଲି କ୍ୟାପିଟାଲ ରିଜିଅନ ଅର୍ବାନ ଟ୍ରାନପୋର୍ଟ ବା କ୍ରୁଟ୍ ପକ୍ଷରୁ ଟ୍ୱିଟ ଜରିଆରେ ସୂଚନା ଦିଆଯାଇଛି । ?…

୧୨୪ ନୂଆ ମାମଲା ସହ ଭୁବନେଶ୍ୱରରେ ହଜାରେ ଟପିଲା କରୋନା ପଜିଟିଭ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୧୨୪ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଯାହାକୁ ମିଶାଇ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୦୪୩ ଛୁଇଁଛି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ…

୧୪ ଦିନିଆ ଲକ୍‌ଡାଉନରେ ଅଧିକ କଠୋର ହେବ କମିଶନରେଟ୍ ପୋଲିସ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ବଢୁଛି କରୋନା ରୋଗୀଙ୍କ ସଂଖ୍ୟା । ପରିସ୍ଥିତିକୁ ଦୃଷ୍ଟିରେ ରଖି ଆଜି ରାତି ୯ଟାରୁ ରାଜ୍ୟର ଚାରିଟି ଜିଲ୍ଲା ଓ ରାଉରକେଲା ମହାନଗର ନିଗମରେ ଲକ୍‌ଡାଉନ ଘୋଷଣା ହୋଇଛି । ତେବେ ଚଳିତ ଥର ଟ୍ୱିନ ସିଟିରେ ଲକ୍ ଡାଉନ କଡାକଡି ହେବ ବୋଲି ସାମ୍ବାଦିକ ସମ୍ମିଳନୀରେ…

ବଜ୍ରପାତ ସହ ବର୍ଷା ଆଶଙ୍କା; ଓଡିଶାର ୯ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୯ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଶୁକ୍ରବାର ଦିନ ଆକଳନ କରାଯାଇଛି। ଉକ୍ତ ଜିଲ୍ଲା ଗୁଡିକ ମଧ୍ୟରେ ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ, ଢେଙ୍କାନାଳ, ଅନୁଗୁଳ, କଟକ, ଖୋର୍ଦ୍ଧା…

କଟକରେ ଚିହ୍ନଟ ନୂଆ କରୋନା ପଜିଟିଭଙ୍କ ସମ୍ପର୍କରେ ଜାଣନ୍ତୁ

କଟକ: କଟକରେ ୩୨ ନୂଆ କରୋନା ପଜିଟିଭ ମାମଲା ଚିହ୍ନଟ ହୋଇଛି । ଯାହାକୁ ମିଶାଇ କଟକରେ ମୋଟ୍ ଆକ୍ରାନ୍ତ ବ୍ୟକ୍ତିଙ୍କ ସଂଖ୍ୟା ୧୧୪୬ରେ ପହଞ୍ଚିଛି। ଏନେଇ ଟ୍ୱିଟ କରି ସୂଚନା ଦେଇଛନ୍ତି କଟକ ପ୍ରଶାସନ। ପ୍ରଶାସନର ସୂଚନା ଅନୁଯାୟୀ କଟକ ଜିଲ୍ଲାରେ ଚିହ୍ନଟ ହୋଇଥିବା ଆକ୍ରାନ୍ତ ବ୍ୟକ୍ତିଙ୍କ…

କରୋନା ଡ୍ୟୁଟି ବେଳେ ଆଶା କିମ୍ବା ଅଙ୍ଗନବାଡି କର୍ମୀଙ୍କ ମୃତ୍ୟୁ ହେଲେ ପରିବାରକୁ ମିଳିବ ଭତ୍ତା

ଭୁୁବନେଶ୍ୱର: କରୋନା ଡ୍ୟୁଟି ସମୟରେ ଆଶା କିମ୍ବା ଅଙ୍ଗନବାଡି କର୍ମୀଙ୍କର ମୃତ୍ୟୁ ହେଲେ ସରକାର ସେମାନଙ୍କର ପରିବାରର ଜଣଙ୍କୁ ଭତ୍ତା ଦିଆଯିବ । ଏ ନେଇ ଆଜି ସ୍ୱତନ୍ତ୍ର ରିଲିଫ କମିଶନର ଘୋଷଣା କରିଛନ୍ତି । ଆଶା ଓ ଅଙ୍ଗନବାଡି କର୍ମୀମାନେ କରୋନା ଡ୍ୟୁଟି କରିବା ସମୟରେ ତାଙ୍କର…

କମିଶନରେଟ୍ ପୋଲିସର କଡା ନିୟମ; ଫିଟ୍ ରୁହ ନଚେତ୍ ବାଧ୍ୟତାମୂଳକ ଅବସର

ଭୁବନେଶ୍ୱର: କୋଭିଡ-୧୯ ସମୟରେ କରୋନା ଯୋଦ୍ଧା ପାଲଟିଥିବା ପୋଲିସ ବାବୁ ମାନଙ୍କୁ ଫିଟ୍ ରହିବାକୁ ପଡିବ । ସ୍ୱାସ୍ଥ୍ୟ ପ୍ରତି ସଚେତନ ହେବା ଲାଗି ସମସ୍ତ ପୋଲିସ କର୍ମୀଙ୍କୁ କଡା ନିର୍ଦ୍ଦେଶ ଦେଇଛନ୍ତି କମିଶନରେଟ୍ ପୋଲିସ। ପ୍ରାପ୍ତ ସୂଚନାନୁଯାୟୀ ଏଥର ପୋଲିସ ବାବୁ ମାନେ ଫିଟ୍ ନ ରହିଲେ…

କେନ୍ଦୁଝରର ସୁପର ସ୍ପ୍ରେଡର; ୧୩ ଜଣଙ୍କୁ କଲେ ସଂକ୍ରମିତ

କେନ୍ଦୁଝର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ କେନ୍ଦୁଝର ଜିଲ୍ଲାରେ ଗତ ୨୪ ଘଣ୍ଟାରେ ୨୮ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଯାହାକୁ ମିଶାଇ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୮୩ରେ ପହଞ୍ଚିଛି । ସମସ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୧୧ଟି କ୍ୱାରେଣ୍ଟାଇନ୍ ସେଣ୍ଟରର ଏବଂ…