Latest Odisha News

BREAKING NEWS

Browsing Category

ଓଡିଶା

Odisha

୭ ଗୋଆ ଫେରନ୍ତାଙ୍କ ସମେତ ସୁନ୍ଦରଗଡରେ ୧୦ କରୋନା ପଜିଟିଭ

ରାଉରକେଲା: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ସୁନ୍ଦରଗଡ ଜିଲ୍ଲାରେ ଗତ ୨୪ ଘଣ୍ଟାରେ ୧୦ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ସୁନ୍ଦରଗଡ ଜିଲ୍ଲାପାଳ। ପ୍ରାପ୍ତ ସୂଚନାନୁଯାୟୀ ଏହି ସମସ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୯ ଜଣ…

ସମାଜସେବୀ ଆଦିତ୍ୟ ମୃତ୍ୟୁ ମାମଲା; ପତ୍ନୀଙ୍କୁ ଜେରା କରିପାରେ ଜିଆରପି

ଭୁବନେଶ୍ୱର: ସମାଜସେବୀ ତଥା ମୋଟିଭେସନାଲ୍ ସ୍ପିକର ଆଦିତ୍ୟ ଦାସଙ୍କ ମୃତ୍ୟୁ ମାମଲାରେ ଜିଆରପି ଆଜି ତାଙ୍କ ପତ୍ନୀଙ୍କୁ ଜେରା କରିପାରେ। ଏବେ ଏହି ମାମଲାକୁ ଭିନ୍ନ ମୋଡ ଦେଇଛି ଲୋକୋ ପାଇଲଟଙ୍କ ବୟାନ। ସୁତ୍ରରୁ ପ୍ରକାଶ ଯେ ପୁରୁଷୋତ୍ତମ ଏକ୍ସପ୍ରେସର ଲୋକୋ ପାଇଲଟ୍ ଜଣକ କହିଛନ୍ତି ଯେ ମୁଁ…

ବିରାମିତ୍ରପୁର ପୌରାଞ୍ଚଳରେ ୩ ଦିନିଆ ସଟଡାଉନ ଘୋଷଣା

ରାଉରକେଲା: ବଢୁଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଉରକେଲା ବିରାମିତ୍ରପୁର ପୌର ଅଞ୍ଚଳକୁ ତିନି ଦିନିଆ ବନ୍ଦ ଘୋଷଣା କରାଯାଇଛି । ଉପ ଜିଲ୍ଲାପାଳ ବିଶ୍ଵଜିତ ମହାପାତ୍ରଙ୍କ ସୂଚନା ଅନୁଯାୟୀ ଶୁକ୍ରବାର (୧୭) , ଶନିବାର(୧୮) ଓ ରବିବାର(୧୯) ପର୍ଯ୍ୟନ୍ତ ସମଗ୍ର ପୌର ଅଞ୍ଚଳକୁ ବନ୍ଦ…

ଆଗାମୀ ୨ ଦିନ ଯାଏଁ ଓଡିଶାରେ ଜାରି ରହିବ ବର୍ଷା: ପାଣିପାଗ ବିଭାଗ

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ଆସନ୍ତା ଦୁଇ ଦିନ ଯାଏଁ ବର୍ଷା ଜାରି ରହିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଏଚ୍ ଆର୍ ବିଶ୍ୱାସ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ ଆସନ୍ତା ଦୁଇ ଦିନ ଯାଏଁ ରାଜ୍ୟରେ…

ଭୁବନେଶ୍ୱରରେ ବଢୁଛି, ଖୋର୍ଦ୍ଧା ଲଢୁଛି

ଭୁବନେଶ୍ୱର: ଖୋର୍ଦ୍ଧା ଜିଲ୍ଲାରେ ମୁଣ୍ଡ ବିନ୍ଧାର କାରଣ ହେଲାଣି କରୋନା ସଂକ୍ରମଣ । ପ୍ରତିଦିନ କେସ୍ ବଢୁଛି । ଗତ ୨୪ ଘଣ୍ଟାରେ ୧୫୦ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଜିଲ୍ଲାରେ ୧ ହଜାର ୭୪୪କୁ ବୃଦ୍ଧି ପାଇଛି ପଜିଟିଭ୍ ସଂଖ୍ୟା । ବର୍ତ୍ତମାନ ସୁଦ୍ଧା ଖୋର୍ଦ୍ଧାରୁ ଯେତିକି ଭୂତାଣୁ…

ଲେଉଟିଲା ଲକଡାଉନ: ଆଜି ରାତି ୯ଟାରୁ ଲାଗୁ ହେବ ନିୟମ

ଭୁବନେଶ୍ୱର: ବଢୁଥିବା ସଂକ୍ରମଣକୁ ଦୃଷ୍ଟିରେ ରଖି ୪ଟି ଜିଲ୍ଲା ଓ ଗୋଟିଏ ମହାନଗର ନିଗମରେ ପୁଣି ଥରେ ଲାଗୁ ହୋଇଛି ଲକଡାଉନ ନିୟମ । ଶୁକ୍ରବାର( ଆଜି ) ରାତି ୯ଟାରୁ ୧୪ ଦିନିଆ ଲକଡ଼ାଉନ ନିୟମ ଲାଗୁ ହେବାକୁ ଥିବା ଜିଲ୍ଲା ଗୁଡିକ ହେଉଛି ଗଞ୍ଜାମ, ଖୋର୍ଦ୍ଧା, କଟକ ଓ ଯାଜପୁର ଜିଲ୍ଳା ସହ…

ରାଜ୍ୟରେ ଆଉ ୪ କରୋନା ରୋଗୀଙ୍କ ମୃତ୍ୟୁ; ମୋଟ୍ ସଂଖ୍ୟା ୮୩ ଛୁଇଁଲା

ଭୁବନେଶ୍ୱର: ଓଡିଶାରେ ଶୁକ୍ରବାର ଦିନ ଆଉ ୪ଜଣ କୋଭିଡ-୧୯ ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ଯାହାକୁ ମିଶାଇ ରାଜ୍ୟରେ କରୋନା ମୃତକଙ୍କ ସଂଖ୍ୟା ୮୩ରେ ପହଞ୍ଚିଛି । ଏନେଇ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ସ୍ୱାସ୍ଥ୍ୟ ବିଭାଗର ସୂଚନାନୁସାରେ, ଗଞ୍ଜାମ…

ରେକର୍ଡ ଭାଙ୍ଗୁଛି କରୋନା; ଗୋଟିଏ ଦିନରେ ଓଡିଶାରେ ୭୧୮ ଆକ୍ରାନ୍ତ

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ୭୧୮ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଗତ କିଛି ଦିନର ବ୍ୟବଧାନ ପରେ ଗୋଟିଏ ଦିନରେ ପଜିଟିଭ ସଂଖ୍ୟା ପୁଣି ସାତ ଶହ ପାର କରିଛି। ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ…

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଯୁବକଙ୍କ ଗଳାକାଟି ହତ୍ୟା !

ଯାଜପୁର: ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଯୁବକଙ୍କୁ ହତ୍ୟା ସନ୍ଦେହ। ଯାଜପୁର ଟାଉନ ଥାନା ଭେଲଙ୍ଗ ଗ୍ରାମରେ ଯୁବକଙ୍କୁ ଗଳାକାଟି ହତ୍ୟା ଅଭିଯୋଗ ହୋଇଛି । ସୂଚନା ଅନୁସାରେ, ଗୁରୁବାର ରାତି ପ୍ରାୟ ୮ ଟାରେ ଭେଲଙ୍ଗ ଅଞ୍ଚଳର ମଧୁସୂଦନ ମଲିକଙ୍କ ପୁଅ ଟୁଟନ ମଲିକ(୨୨) ପେଟ୍ରୋଲ ପାଇଁ ନିକଟସ୍ଥ…

ବଢୁଛି ସଂକ୍ରମଣ: କରୋନା ପଜିଟିଭ ଚିହ୍ନଟ ହେଲେ କ୍ୟାପିଟାଲ ହସ୍ପିଟାଲର ଆଉ ୨ କର୍ମଚାରୀ

ଭୁବନେଶ୍ୱର: ରାଜ୍ୟରେ କାୟା ବିସ୍ତାର କରୁଛି କରୋନା । ଭୁବନେଶ୍ୱର ସ୍ଥିତ କ୍ୟାପିଟାଲ ହସ୍ପିଟାଲରେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ଆଉ ଦୁଇ କର୍ମଚାରୀ । ସେମାନଙ୍କ ମଧ୍ୟରୁ ଜଣେ ଅର୍ଥୋପେଡିକ୍‌ ବିଭାଗର ଆଟେଣ୍ଡାଣ୍ଟ ଓ ଅନ୍ୟ ଜଣେ ହସ୍ପିଟାଲର ପାଣି ପାଇପ ମିସ୍ତ୍ରୀ। ଏମାନଙ୍କ…