Latest Odisha News

BREAKING NEWS

Browsing Category

ଓଡିଶା

Odisha

ଆଦିତ୍ୟ ଦାଶ ମୃତ୍ୟୁ ମାମଲା: ପତ୍ନୀ ବିଦ୍ୟାଶ୍ରୀଙ୍କୁ ଜେରା କରିପାରେ ଜିଆରପି

ଭୁବନେଶ୍ୱର: ସମାଜସେବୀ ଆଦିତ୍ୟ ଦାଶ ମୃତ୍ୟୁ ମାମଲାରେ ଆଜି ପିପୁଲ ଫର ସେବା ସଂସ୍ଥାର ଦୁଇ କର୍ମଚାରୀ ଦୀପକ ଓ ସୌମ୍ୟଙ୍କୁ ଜେରା କରିଛି ଜିଆରପି । ସଂସ୍ଥାର ବିଭିନ୍ନ ଆର୍ଥିକ ଦିଗକୁ ନେଇ ଜିଆରପି ଉଭୟଙ୍କୁ ପଚରାଉଚରା କରିଛି । ମାମଲାରେ ଏହାପୂର୍ବରୁ ୨୦ରୁ ଅଧିକ ଲୋକଙ୍କୁ ଜେରା କରାଯାଇ…

ବିଧାନସଭା ଷ୍ଟାଣ୍ଡିଂ କମିଟିର ସବୁ ସଦସ୍ୟ କରୋନା ନେଗେଟିଭ୍‌

ଭୁବନେଶ୍ୱର: ବିଧାନସଭା ଷ୍ଟାଣ୍ଡିଂ କମିଟିର ସବୁ ସଦସ୍ୟଙ୍କ କରୋନା ରିପୋର୍ଟ ନେଗେଟିଭ୍ ଆସିଛି । କମିଟି ଅଧ୍ୟକ୍ଷ ଦେବୀ ପ୍ରସାଦ ମିଶ୍ର ସୂଚନା ଦେଇଛନ୍ତି ଯେ, ପରୀକ୍ଷା କରାଯାଇଥିବା ସମସ୍ତ ବିଧାୟକଙ୍କ ନମୁନା ରିପୋର୍ଟ ନେଗେଟିଭ୍ ରହିଛି । ଜୁଲାଇ ୨ ତାରିଖରେ ବିଧାନସଭାରେ ପଂଚାୟତିରାଜ ଓ…

ଲାଞ୍ଚ ନେଇ ନିଲମ୍ବିତ ହେଲେ କମିଶନରେଟ୍ ପୋଲିସର ଜଣେ କନଷ୍ଟେବଳ

ଭୁବନେଶ୍ୱର: ଭୁବନେଶ୍ୱରର କମିଶନରେଟ୍ ପୋଲିସର ଜଣେ କନଷ୍ଟେବଳ ଲାଞ୍ଚ ନେବା ଅଭିଯୋଗରେ ଗିରଫ ହୋଇଛନ୍ତି । ଏଥିସହିତ ତାଙ୍କୁ ଚାକିରିରୁ ମଧ୍ୟ ନିଲମ୍ବିତ କରାଯାଇଛି। ଲାଞ୍ଚ ନେଇ ଧରାପଡିଥିବା ଏହି ବାବୁ ଜଣକ ହେଉଛନ୍ତି ସୁରେଶ ଦାସ । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି କମିଶନରେଟ୍…

କରୋନା ସଂକ୍ରମଣରେ ଗଜପତି ଜିଲ୍ଲା ଲୋକ ସମ୍ପର୍କ ଅଧିକାରୀଙ୍କର ମୃତ୍ୟୁ

ଗଜପତି: ଗଜପତି ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରରୀଙ୍କର ମୃତ୍ୟୁ ଘଟିଛି। କରୋନା ସଂକ୍ରମିତ ହୋଇ ସେ ଭୁବନେଶ୍ୱରର ଏକ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ବେଳେ ତାଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ତାଙ୍କ ପତ୍ନୀ, ଦୁଇ ଝିଅ ଓ ଗୋଟିଏ ପୁଅ ଅଛନ୍ତି ଯେଉଁମାନେ ବର୍ତ୍ତମାନ…

ଧାମନଗର ଏନଏସି ଅଞ୍ଚଳରେ ତିନିଦିନିଆ ସଟଡାଉନ ଘୋଷଣା କଲେ ଜିଲ୍ଲାପାଳ

ଭଦ୍ରକ: ବଢୁଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲ୍ଲା ପ୍ରଶାସନ ପକ୍ଷରୁ ଧାମନଗର ଏନଏସି ଅଞ୍ଚଳକୁ କୁ ତିନି ଦିନିଆ ବନ୍ଦ ଘୋଷଣା କରାଯାଇଛି । ଭଦ୍ରକ ଜିଲ୍ଲାପାଳ ଜିଆନା ରଂଜନ ଦାସଙ୍କ ସୂଚନା ଅନୁଯାୟୀ ଶୁକ୍ରବାର ସକାଳ ୫ ଟାରୁ ସୋମବାର ସକାଳ ୫ ଟା ପର୍ଯ୍ୟନ୍ତ ସମଗ୍ର ଏନଏସି…

ଭଦ୍ରକରେ ୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ; ସୂଚନା ଦେଲେ ପ୍ରଶାସନ

ଅନୁଗୁଳ: ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରେ ଚିହ୍ନଟ ୭ ନୂଆ ଆକ୍ରାନ୍ତଙ୍କୁ ମିଶାଇ ମୋଟ୍ ସଂଖ୍ୟା ୩୦୫ କୁ ବୃଦ୍ଧି ପାଇଛି। ଏସମ୍ପର୍କରେ ଟ୍ୱିଟ ଯୋଗେ ସୂଚନା ଦେଇଛନ୍ତି ଭଦ୍ରକ ପ୍ରଶାସନ। ସମସ୍ତ ଆକ୍ରାନ୍ତଙ୍କ ମଧ୍ୟରୁ ୪ ଜଣ ଇନଷ୍ଟିଚୁସନାଲ୍ କ୍ୱାରେଣ୍ଟାଇନ୍‌, ୨ ଜଣ…

ସଂକ୍ରମଣ ଭୟ: ଗଛ ତଳେ ଚାଲିଛି କ୍ୟାନ୍ସର ଚିକିତ୍ସା !

କଟକ: ବଢୁଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି କଟକ ସ୍ଥିତ ଆଚାର୍ଯ୍ୟ ହରିହର ପୋଷ୍ଟ ଗ୍ରାଜୁଏଟ ଅଫ୍ କ୍ୟାନସର ହସ୍ପିଟାଲରେ ପଜିଟିଭ ଚିହ୍ନଟ କର୍କଟ ରୋଗୀଙ୍କୁ ଡାକ୍ତରଖାନା ପରିସରରେ ଥିବା ଏକ ଗଛ ମୂଳରେ ଚିକିତ୍ସା କରାଯାଉଛି । ପୂର୍ବରୁ କରୋନା ରୋଗୀଙ୍କ ଠାରୁ ସଂକ୍ରମିତ ହୋଇ ଏଠାରେ…

କର୍ମଚାରୀ ପଜିଟିଭ ଚିହ୍ନଟ ହେବା ପରେ ବନ୍ଦ ହେଲା ବ୍ରହ୍ମପୁର ମହାନଗର ନିଗମ କାର୍ଯ୍ୟାଳୟ 

ବ୍ରହ୍ମପୁର: କିଛି କର୍ମଚାରୀ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ବ୍ରହ୍ମପୁର ମହାନଗର ନିଗମ କାର୍ଯ୍ୟାଳୟ (ବିଏମସି) କୁ ୧୪ ଦିନ ପାଇଁ ବନ୍ଦ ରଖାଯାଇଛି । ବିଏମସି କମିଶନର ଚକ୍ରବର୍ତ୍ତୀ ସିଂ ରାଠୋରଙ୍କ ସୂଚନା ଅନୁଯାୟୀ, କିଛି କର୍ମଚାରୀଙ୍କ କରୋନା ପଜିଟିଭ ଚିହ୍ନଟ ହେବା ପରେ କୋଭିଡ…

ଗଞ୍ଜାମ ଜିଲ୍ଲାରେ ପାଞ୍ଚ ହଜାର ମୁହାଁ କରୋନା କେସ୍

ଗଞ୍ଜାମ: ଗତ ୨୪ ଘଣ୍ଟାରେ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ୨୪୬ ନୂଆ କରୋନା ଆକ୍ରାନ୍ତ । ଏମାନଙ୍କ ଭିତରେ ୩୭ ଜଣ କରୋନା ଯୋଦ୍ଧା ସଂକ୍ରମିତ ହୋଇଛନ୍ତି । ରାଜ୍ୟ ବାହାରରୁ ୩ ଜଣ ଫେରିଥିବା ବେଳେ ଅନ୍ୟ ୨୦୬ଟି ଲୋକାଲ୍ କଣ୍ଟାକ୍ଟ କେସ୍ । ଏନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ୩୭…

ଭୀମସାରରୁ ଆଉ ଚାରି ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ସମ୍ୱଲପୁର: ବୁର୍ଲା ଭୀମସାରରୁ ପୁଣି ବାହାରିଛନ୍ତି ଚାରି ଜଣ କରୋନା ସଂକ୍ରମିତ । ସମସ୍ତ ଆକ୍ରାନ୍ତ କରୋନା ଯୋଦ୍ଧା । ଏମାନଙ୍କ ଭିତରେ ଦୁଇ ଜଣ ପୁରୁଷ ଓ ଦୁଇ ଜଣ ମହିଳା ଅଛନ୍ତି । ସମ୍ୱଲପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଏହି ସୂଚନା ମିଳିଛି । ପୂର୍ବରୁ ଭୀମସାରରୁ ସଂକ୍ରମିତ ଚିହ୍ନଟ ହୋଇଥିଲେ…