Latest Odisha News

BREAKING NEWS

Browsing Category

ଓଡିଶା

Odisha

୩ କରୋନା ଯୋଦ୍ଧାଙ୍କ ସହ ସୁନ୍ଦରଗଡରେ ୧୦ ପଜିଟିଭ ଚିହ୍ନଟ

ରାଉରକେଲା: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ସୁନ୍ଦରଗଡ ଜିଲ୍ଲାରେ ଗତ ୨୪ ଘଣ୍ଟାରେ ୧୦ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ସୁନ୍ଦରଗଡ ଜିଲ୍ଲାପାଳ। ପ୍ରାପ୍ତ ସୂଚନାନୁଯାୟୀ ଏହି ସମସ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୩ ଜଣ…

ଖୋର୍ଦ୍ଧାରୁ ଉଦ୍ଧାର ହେଲା ନବଜାତ ଶିଶୁ କନ୍ୟା

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ହଟକେଶ୍ୱର ମହିଳା କଲେଜ ନିକଟ ବିଲରୁ ଗୁରୁବାର ଦିନ ଏକ ଶିଶୁ କନ୍ୟାକୁ ଉଦ୍ଧାର କରାଯାଇଛି। ପ୍ରାପ୍ତ ସୂଚନାରୁ ଜଣାପଡିଛି, ଆଜି ସକାଳେ କଲେଜ ପଛପଟେ ଥିବା ବିଲ ହୁଡା ପାଖରେ ଉକ୍ତ ଶିଶୁଟି କାନ୍ଦୁଥିବାର ଜଣେ ମହିଳା ଶୁଣିବାକୁ ପାଇଥିଲେ । ପରେ ସମ୍ପୃକ୍ତ…

ରାଜ୍ୟରେ ପୁଣି ୨ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଗୁରୁବାର ଦିନ ଆଉ ଦୁଇଜଣ କୋଭିଡ-୧୯ ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ଯାହାକୁ ମିଶାଇ ମୋଟ୍ ସଂଖ୍ୟା ୭୯ରେ ପହଞ୍ଚିଛି। ଏନେଇ ଟ୍ୱିଟ୍ ଜରିଆରେ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ସ୍ୱାସ୍ଥ୍ୟ ବିଭାଗର ସୂଚନାନୁସାରେ, ଏହି ଦୁଇ…

ରାଜ୍ୟରେ ୪୯୪ ନୂଆ ପଜିଟିଭ୍, ୧୫ ହଜାର ପାର କଲା କରୋନା କେସ୍

ଭୁବନେଶ୍ୱର: ରାଜ୍ୟରେ କରୋନା କେସ୍ ୧୫ ହଜାର ପାର କରିଛି । ଗତ ୨୪ ଘଣ୍ଟାରେ ୨୩ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ୪୯୪ ନୂଆ ପଜିଟିଭ୍ । କ୍ୱାରେଣ୍ଟାଇନରୁ ୩୨୨ ଜଣ ଚିହ୍ନଟ ହୋଇଥିବା ବେଳେ ଲୋକାଲ କଣ୍ଟାକ୍ଟ କେସ୍ ରହିଛି ୧୭୨ଟି । ଗଞ୍ଜାମ ଜିଲ୍ଲାରୁ ପୁଣି ସର୍ବାଧିକ ୨୪୬ ଭୂତାଣୁ ସଂକ୍ରମିତ…

ରାଜ୍ୟରେ କରୋନା ଆକ୍ରାନ୍ତଙ୍କୁ ଦିଆଗଲା ପ୍ରଥମ ପ୍ଲାଜମା ଥେରାପୀ

କଟକ: ରାଜ୍ୟରେ ଆରମ୍ଭ ହୋଇଛି ପ୍ଲାଜମା ଥେରାପୀ ସେବା । ଶୁଭାରମ୍ଭର ଦିନେ ପରେ କରୋନା ଆକ୍ରାନ୍ତଙ୍କୁ ଦିଆଗଲା ପ୍ରଥମ ପ୍ଲାଜମା ଥେରାପୀ । କଟକ ସ୍ଥିତ ଅଶ୍ୱିନୀ କୋଭିଡ୍ ହସ୍ପିଟାଲରେ ୪୮ ବର୍ଷୀୟ ଆକ୍ରାନ୍ତଙ୍କୁ ଥେରାପୀ ଦିଆଯାଇଛି । ତାଙ୍କୁ B ପଜିଟିଭ୍ ପ୍ଲାଜମା ଦିଆଯାଇଛି । ଏହି ସୂଚନା…

ଅନ୍ଧବିଶ୍ୱାସରେ ଆଜିବି ବନ୍ଧା ମଣିଷ: ଗୁଣି ସନ୍ଦେହରେ ନିର୍ମମ ହତ୍ୟାକାଣ୍ଡ

ଯାଜପୁର: ଅନ୍ଧବିଶ୍ୱାସର ଅନ୍ଧ ଗଳିରେ ଆଜିବି ବଞ୍ଚିଛନ୍ତି ଅନେକ । ଏହାର ଏକ ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି ଯାଜପୁର ଜିଲ୍ଲା ଯାଜପୁର ରୋଡ଼ ଥାନା ଅନ୍ତର୍ଗତ ଓଲ୍ଲଳ ଠାରେ। ଗୁଣିଗାରେଡି ସନ୍ଦେହରେ ଜଣେ ୬୫ ବର୍ଷୀୟା ବୃଦ୍ଧାଙ୍କୁ ଅତି ନିର୍ମମ ଭାବେ ହତ୍ୟା ଅଭିଯୋଗ। ବୃଦ୍ଧାଙ୍କ କଟା…

ସିବିଏସ୍‌ଇ ଦ୍ୱାଦଶ ପରୀକ୍ଷାରେ ଓଡିଶା ଆଦର୍ଶ ବିଦ୍ୟାଳୟ ସଂଗଠନ ଛାତ୍ରଛାତ୍ରୀଙ୍କ କୃତିତ୍ୱ

ଭୁବନେଶ୍ୱର : ଗତକାଲି ପ୍ରକାଶ ପାଇଥିବା ସିବିଏସଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷାଫଳରେ ଓଡିଶା ଆଦର୍ଶ ବିଦ୍ୟାଳୟ ସଂଗଠନ ଛାତ୍ରଛାତ୍ରୀ ଭଲ ପ୍ରଦର୍ଶନ କରିଛନ୍ତି । ଚଳିତବର୍ଷ ପ୍ରଥମ କରି ଏହି ବିଦ୍ୟାଳୟଗୁଡିକର ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ । ବଲାଙ୍ଗିର ପଥରଚେପା ଆଦର୍ଶ ବିଦ୍ୟାଳୟର ଛାତ୍ରୀ…

ଭିନ୍ନକ୍ଷମମାନଙ୍କ ଚିକିତ୍ସା ପାଇଁ ସୁନ୍ଦରଗଡ଼ରେ ଖୋଲିଲା ‘ଅତ୍ୟାଧୁନିକ ପୁନର୍ବାସ କେନ୍ଦ୍ର’

ସୁନ୍ଦରଗଡ଼ : ଦୁର୍ଘଟଣା ପରବର୍ତ୍ତୀ ଚିକିତ୍ସା ଏବଂ କୃତ୍ରିମ ଅଙ୍ଗ ପ୍ରତିରୋପଣ ପାଇଁ ସୁନ୍ଦରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ‘ଅତ୍ୟାଧୁନିକ ପୁନର୍ବାସ କେନ୍ଦ୍ର’କୁ ଆଜି ଲୋକାର୍ପଣ କରାଯାଇଛି । ପଶ୍ଚିମାଞ୍ଚଳ ରାଜସ୍ୱ କମିସନର ନିରଞ୍ଜନ ସାହୁ ଏହାକୁ ଲୋକାର୍ପିତ କରିଥିଲେ ।…

ଘରୋଇ ଲ୍ୟାବରେ ୪୫୦ ଟଙ୍କାରେ ଆଣ୍ଟିଜେନ୍ ଟେଷ୍ଟ

ଭୁୁବନେଶ୍ୱର: ଏଣିକି ଘରୋଇ ଲ୍ୟାବରେ ହୋଇପାରିବ ଆଂଟିଜେନ୍ ଟେଷ୍ଟ । ଏଥିପାଇଁ ଖର୍ଚ୍ଚ ହେବ ମାତ୍ର ୪୫୦ ଟଙ୍କା । ଏନେଇ ରାଜ୍ୟ ସରକାର ଟଙ୍କା ଧାର୍ଯ୍ୟ କରିଛନ୍ତି । ଆଇସିଏମଆର୍ ନିୟମ ମାନି ଟେଷ୍ଟ କରିବାକୁ ଘରୋଇ ଲ୍ୟାବକୁ ଅନୁମତି ମିଳିଛି । ଆଂଟିଜେନ୍ ଟେଷ୍ଟ ଦ୍ୱାରା ଲୋକେ କରୋନାରେ…

୭ ଦିନ ପାଇଁ ଛତ୍ରପୁର ଏନଏସି ସଟଡାଉନ୍

ଗଞ୍ଜାମ: ଆସନ୍ତାକାଲିଠାରୁ ୭ ଦିନ ପାଇଁ ଗଂଜାମ ଜିଲ୍ଲାର ଛତ୍ରପୁର ଏନ୍ଏସି ଅଂଚଳକୁ ସଟଡାଉନ୍ ଘୋଷଣା କରାଯାଇଛି । କରୋନା ମୁକାବିଲା ପାଇଁ ଗଂଜାମ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ ଏଭଳି ପଦକ୍ଷେପ ନେଇଛନ୍ତି । ଛତ୍ରପୁର, ଖଲ୍ଲିକୋଟ, ରମ୍ଭା, ପୁରୁଷୋତ୍ତମପୁର NAC, କୋଦଳା,…