Latest Odisha News

BREAKING NEWS

Browsing Category

ଓଡିଶା

Odisha

କୋଭିଡ ସ୍ଥିତିକୁ ନଜରରେ ରଖି ରାଉରକେଲା ମହାନଗର ନିଗମର ବ୍ୟାପକ ପ୍ରସ୍ତୁତି

ରାଉରକେଲା: ରାଉରକେଲା ସହରରେ କୋଭିଡ ଜନିତ ସ୍ଥିତିର ମୁକାବିଲା ଲାଗି ରାଉରକେଲା ମହାନଗର ନିଗମ ନିଜ ପ୍ରସ୍ତୁତିକୁ ଆହୁରି ମଜବୁତ କରିଛି। ବିଜୁ ପଟ୍ଟନାୟକ ବୈଷୟିକ ବିଶ୍ୱବିଦ୍ୟାଳୟ ପରିସରରେ ପୂର୍ବରୁ କାର୍ଯ୍ୟକ୍ଷମ ୨୪୦ ଶଯ୍ୟା ବିଶିଷ୍ଟ କୋଭିଡ କେୟାର ସେଣ୍ଟରକୁ ମିଶାଇ ତିନୋଟି ପୃଥକ ପୃଥକ…

କରୋନା କ୍ରିଏଟିଭିଟି: ସ୍ମରଣୀକା ହୋତାଙ୍କ ନୃତ୍ୟ

ଭୁବନେଶ୍ୱର :www.odishasambad.in ଏବଂ www.odishabytes.com ନିବେଦିତ କରୋନା କ୍ରିଏଟିଭିଟିରେ ବିଭିନ୍ନ ସ୍ଥାନରୁ ପ୍ରତିଯୋଗୀ ଭାଗ ନେଇ ନିଜ କଳା ପ୍ରତିଭା ଦେଖାଇଛନ୍ତି । ଯାହା ଏବେ www.odishasambad.in ଏବଂ www.odishabytes.comର ୟୁଟ୍ୟୁବ, ଫେସ୍‌ବୁକ ଓ ଇନଷ୍ଟାଗ୍ରାମରେ ଅପଲୋଡ…

ବ୍ରହ୍ମପୁର ସୀମା ସିଲ୍‌, ଯାଆସ ବନ୍ଦ

ବ୍ରହ୍ମପୁର: ସିଲ୍ ହେଲା ବ୍ରହ୍ମପୁର ସହର ସୀମା । ପ୍ରବେଶ ପ୍ରସ୍ଥାନ ଉପରେ ଲାଗିଲା କଟକଣା । ସହର ମଧ୍ୟକୁ କେହି ବି ଯିବା ଆସିବା କରିପାରିବେ ନାହିଁ । ମଙ୍ଗଳବାରଠୁ ଏହି କଟକଣା ଲାଗୁ ହୋଇଛି । ବଢ଼ୁଥିବା କରୋନା ସଂକ୍ରମଣଙ୍କୁ ଦୃଷ୍ଟିରେ ରଖି ପ୍ରଶାସନ ଏଭଳି ପଦକ୍ଷେପ ନେଇଛନ୍ତି । ବିଭିନ୍ନ…

କୋଭିଡ ହସ୍ପିଟାଲରୁ ୨ କରୋନା ରୋଗୀ ଫେରାର

ବ୍ରହ୍ମପୁର: କୋଭିଡ ହସ୍ପିଟାଲରୁ ଛୁ ମାରିଲେ ଦୁଇ କରୋନା ରୋଗୀ । ବ୍ରହ୍ମପୁର ସହର ଉପକଣ୍ଠ ଶୀତଳାପଲ୍ଲୀ ଟାଟା କୋଭିଡ ହସ୍ପିଟାଲରୁ ୨ କରୋନା ରେଗାୀ ଫେରାର ହୋଇଯାଇଛନ୍ତି । ଏନେଇ ଗୋପାଳପୁର ଥାନାରେ ଏକ ମାମଲା ରୁଜୁ ହୋଇଛି । ଗତ ୩ ତାରିଖରେ ବ୍ରହ୍ମପୁର ନୂଆ ବସ୍‌ଷ୍ଟାଣ୍ଡ ନିକଟରୁ ଏ ଦୁଇ…

ଡାକ୍ତରଙ୍କୁ ମିଳିବ ଭୋଜନ ଭତ୍ତା

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ଜଟିଳ ହେଉଛି କରୋନା ସ୍ଥିତି । ଏଭଳି ପରିସ୍ଥିତିରେ ଡାକ୍ତରଙ୍କ ରହିଛି ଗୁରୁତ୍ୱପୂର୍ଣ୍ଣ ଭୂମିକ । ଏଥିପାଇଁ କୋଭିଡ କେୟାର ସେଂଟରରେ କାର୍ଯ୍ୟରତ ଡାକ୍ତରଙ୍କୁ ଭୋଜନ ଭତ୍ତା ମିଳିବ । ପାରାମେଡ଼ିକାଲ କର୍ମଚାରୀଙ୍କୁ ବି ଦୈନିକ ୨୪୦ଟଙ୍କାର ଭତ୍ତା ମିଳିବ ।…

ଚଳିତବର୍ଷ ରଥଯାତ୍ରାର ସଂକେତ ଓ ସାଇକେଲ୍

ବିଶ୍ଵ ବର୍ତ୍ତମାନ ଏକ ଘଡିସନ୍ଧି ମୁହୂର୍ତ୍ତରେ ଗତି କରୁଛି l ସମଗ୍ର ମାନବ ସମାଜ ବର୍ତ୍ତମାନ ବିଭିନ୍ନ ମାଧ୍ୟମ ଖୋଜୁଛି କରୋନା ଭୂତାଣୁ ଠାରୁ ନିଜକୁ, ନିଜ ପରିବାରକୁ, ଗାଁକୁ, ସହରକୁ ଏବଂ ଦେଶକୁ ବଞ୍ଚେଇବା ପାଇଁ l ଆଉ ଏହି ଭୂତାଣୁରୁ ଯଦି କେହି ଅଧିକ କ୍ଷତି ହୋଇଛନ୍ତି, ତେବେ ସେ ହଉଚି…

ସତରେ ଥିଲେ କର୍ମବୀର- ଗୌରୀ ଶଙ୍କର

(ଗୌରୀ ଶଙ୍କର ରାୟଙ୍କ ଜନ୍ମଦିନ ଅବସରରେ) ଓଡ଼ିଆ ସାମ୍ବାଦିକତାର ଜନକ ଭାବେ କର୍ମବୀର ଗୌରୀ ଶଙ୍କର ରାୟ ପରିଚିତ । ସେ ଥିଲେ ଓଡ଼ିଶାର ପ୍ରଥବ ଖବରକାଗଜ- ଉତ୍କଳ ଦୀପିକାର ପ୍ରତିଷ୍ଠାତା ସମ୍ପାଦକ । ଓଡ଼ିଆର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିବା, ଭାଷାଭାଷୀ ଅଞ୍ଚଳର ଏକତ୍ରୀକରଣ ଓ ସ୍ୱାଧୀନତା…

କୋଭିଡ-୧୯: ଓଡ଼ିଶାରେ ୯ ହଜାର ଟପିଲା ଆରୋଗ୍ୟଙ୍କ ସଂଖ୍ୟା

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୫୦୫ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ୯୨୫୫ ଜଣ ସୁସ୍ଥ ହୋଇଛନ୍ତି। ସୁସ୍ଥ ହୋଇଥିବା ୫୦୫ ଜଣଙ୍କ ମଧ୍ୟରୁ ୨୪୮ ଜଣ ଗଞ୍ଜାମରୁ,…

ଶ୍ରୀଜଗନ୍ନାଥ ଚେତନା …

(ଶ୍ରୀଜଗନ୍ନାଥଙ୍କ ଆଧ୍ୟାତ୍ମିକ ଅନୁଭୂତିକୁ ନେଇ କୁମାର ଭୀମସେନଙ୍କ ନିୟମିତ ସ୍ତମ୍ଭ: ଶ୍ରୀଜଗନ୍ନାଥ କଥାମୃତ) ଶ୍ରୀଜଗନ୍ନାଥ ଏକ ଚେତନାର, ଚିନ୍ତାସାଗର, ସଂସ୍କୃତିର ସଂକେତ । ବିଶ୍ୱପ୍ରେମ, ଶାନ୍ତି, ସାମ୍ୟ, ମୁକ୍ତି ଓ ଅନନ୍ତ ବ୍ୟାପ୍ତିର ପ୍ରତୀକ । ସେ ଜଗତର ନାଥ ଅର୍ଥାତ୍, ଅସୀମ…

କର୍ପୋରେଟ୍ ସେକ୍ଟରକୁ ଆଇସୋଲେସନ ଅନୁମତି

ଭୁବନେଶ୍ୱର: ପ୍ରଥମ ପର୍ଯ୍ୟାୟରେ ସହରାଂଚଳରେ କରୋନା ରୋଗୀଙ୍କୁ ହୋମ୍ ଆଇସୋଲେସନ ପାଇଁ ସରକାର ଅନୁମତି ଦେଇଛନ୍ତି । ଏଥିସହ ଜିଲ୍ଲା, ଉପଖଣ୍ଡ ଓ ସଦର ମହକୁମାରେ ମଧ୍ୟ ପୃଥକବାସ ରହିହେବ । ତେବେ ଏଥିପାଇଁ ସମସ୍ତଙ୍କ ସହଯୋଗ ଲୋଡିଛନ୍ତି ସରକାର । ବିଶେଷ କରି କର୍ପୋରେଟ୍ ସେକ୍ଟରକୁ ମଧ୍ୟ ହୋମ୍…