Latest Odisha News

BREAKING NEWS

Browsing Category

ଓଡିଶା

Odisha

ନବରଙ୍ଗପୁର ଟିଏମସିରୁ ବିଏସ୍ଏଫ୍ ଯବାନ ଫେରାର

ନବରଙ୍ଗପୁର: କରୋନା ସଂକ୍ରମିତ ଜଣେ ବିଏସ୍ଏଫ୍ ଯବାନ ନବରଙ୍ଗପୁର ଜିଲ୍ଲାର ଏକ ଅସ୍ଥାୟୀ ଚିକିତ୍ସା କେନ୍ଦ୍ର (ଟିଏମସି)ରୁ ଖସି ପଳାଇଛନ୍ତି। ପ୍ରାପ୍ତ ସୂଚନା ଅନୁଯାୟୀ, ଆନ୍ଧ୍ରପ୍ରଦେଶର ଗୁଣ୍ଟୁରରେ ପୋଷ୍ଟିଂ ପାଇଥିବା ଏହି ବିଏସ୍ଏଫ୍ ଯବାନ କରୋନା ପଜିଟିଭ ଥିବା ନେଇ ଜୁନ୍ ୨୪ରେ…

କାଲିଠୁ କଟକରେ ଖୋଲିବ ସପିଂ ମଲ୍

କଟକ: କଟକ ମହାନଗର ନିଗମ ଅଂଚଳରୁ ହଟିଲା ସଟଡାଉନ୍ । ସିଏମସି ପକ୍ଷରୁ ଏନେଇ ସୂଚନା ଦିଆଯାଇଛି । ଆସନ୍ତାକାଲିଠାରୁ ସକାଳ ୫ଟାରୁ ସନ୍ଧ୍ୟା ୬ଟା ଯାଏ ଦୋକାନ ଖୋଲିପାରିବ । ତେବେ ସନ୍ଧ୍ୟା ୭ଟାରୁ ସକାଳ ୫ଟା ଯାଏ ରାତ୍ରିକାଳୀନ କର୍ଫ୍ୟୁ ଜାରି ରହିବ । ଔଷଧ ଦୋକାନକୁ କଟକଣାରୁ ବାଦ ଦିଆଯାଇଛି ।…

ବାଲେଶ୍ବରରେ ୧୧ ପଜିଟିଭଙ୍କୁ ମିଶାଇ ୫୦୦ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ବାଲେଶ୍ବର: ବାଲେଶ୍ବର ଜିଲ୍ଲାରେ ରବିବାର ଦିନ ୧୧ ଟି କରୋନା ପଜିଟିଭ ବ୍ୟକ୍ତିଙ୍କୁ ମିଶାଇ ମୋଟ ସଂଖ୍ୟା ୫୧୯କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୬ ଟି ସ୍ଥାନୀୟ ମାମଲା ରହିଛି। ଗଣମାଧ୍ୟମକୁ ସୂଚନା ଦେଇ ଜିଲ୍ଲାପାଳ କେ ସୁଦର୍ଶନ ଚକ୍ରବର୍ତ୍ତୀ କହିଛନ୍ତି ଯେ ଇନଷ୍ଟିଚ୍ୟୁଟସନାଲ…

ଦୁଇ ମାସରେ ରାଜ୍ୟର ୪ ଜେଲକୁ ବ୍ୟାପିଲା କରୋନା; ବିପଦରେ ୧୭ ହଜାର ଅନ୍ତେବାସୀ

କଟକ: ରାଜ୍ୟରେ ପାଖାପାଖି ୪୩ ଜଣ କଏଦୀ ଏବଂ ୱାର୍ଡର କରୋନା ପଜିଟିଭ ଚିହ୍ନଟ ହେବା ପରେ ଅନ୍ତେବାସୀ ମାନେ ଆତଙ୍କିତ ହୋଇପଡିଛନ୍ତି। ବ୍ରହ୍ମପୁର ସର୍କଲ ଜେଲ କରୋନା ସଂକ୍ରମଣ ତାଲିକାର ଶୀର୍ଷରେ ରହିଥିବାବେଳେ ଚୌଦ୍ୱାର ଜେଲ ଏହି ତାଲିକାରେ ଦ୍ୱିତୀୟ ସ୍ଥାନରେ ରହିଛି। ଏପରିକି ବ୍ରହ୍ମପୁର…

ଯାଜପୁରରେ ସାପ୍ତାହିକ ସଟଡାଉନର ପ୍ରଭାବ

ଯାଜପୁର: ଯାଜପୁର ଜିଲ୍ଲାରେ ବଳବତ୍ତର ରହିଛି ସାପ୍ତାହିକ ସଟଡାଉନ କଟକଣା। ଜୁଲାଇ ମାସର ଦ୍ବିତୀୟ ସପ୍ତାହରେ ଏହି ସଟଡାଉନ କଟକଣାକୁ କଡାକଡି ଭାବେ ପାଳନ କରାଯାଉଛି । ଏଥିପାଇଁ ଜିଲ୍ଲାର ସମସ୍ତ ୧୦ଟି ବ୍ଲକ୍ ଓ ୨ଟି ପୌରାଞ୍ଚଳ ସମେତ କଳିଙ୍ଗନଗର ଶିଳ୍ପାଞ୍ଚଳରେ ପ୍ରାୟ ସମସ୍ତ ଦୋକାନ ବଜାର ବନ୍ଦ…

ଚିନ୍ତା ବଢ଼ାଉଛନ୍ତି ଜି-କେ-ଜେ ଜିଲ୍ଲା

ଭୁବନେଶ୍ୱର: ରାଜ୍ୟରେ କରୋନାର ଲମ୍ବା ଡିଆଁ । ପ୍ରତିଦିନ ପାଞ୍ଚ ଶହ ଉପରେ ପଜିଟିଭ କେସ ଆସୁଛି । ଉପକୂଳ ଓ ଦକ୍ଷିଣ ଓଡ଼ିଶାର ଜିଲ୍ଲା ଏବେ ଟେନସନ୍ । ବିଶେଷ କରି ଜି-ଜେ-କେ ଜିଲ୍ଲା ମୁଣ୍ଡ ବିନ୍ଧାର କାରଣ ହୋଇଛନ୍ତି । ଜି-ଗଞ୍ଜାମ, ଜେ-ଯାଜପୁର ଓ କେ-ଖୋର୍ଦ୍ଧା । ରାଜ୍ୟର ମୋଟ୍ ଆକ୍ରାନ୍ତଙ୍କ…

ଦିନ ୧ଟା ସୁଦ୍ଧା ରାଜ୍ୟର ଏହିସବୁ ଜିଲ୍ଲାରେ ବର୍ଷା ଆଶଙ୍କା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୨ଟି ସ୍ଥାନରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ରବିବାର ଦିନ ପୂର୍ବାନୁମାନ କରାଯାଇଛି। ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ ବରଗଡ ଓ ନୂଆପଡା ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି…

ଭୁବନେଶ୍ୱରରେ ପହଞ୍ଚିଲା ବାହାରିନରୁ ପ୍ରବାସୀ ଓଡିଆଙ୍କୁ ଧରି ଆସୁଥିବା ସ୍ୱତନ୍ତ୍ର ବିମାନ

ଭୁବନେଶ୍ୱର: ବାହାରିନରୁ ୬୮ ଓଡିଆ ପ୍ରବାସୀଙ୍କ ସମେତ ୧୫୦ ଜଣଙ୍କୁ ନେଇ ଆସୁଥିବା ଏୟାର ଇଣ୍ଡିଆର ଏକ ସ୍ୱତନ୍ତ୍ର ବିମାନ ଶନିବାର ରାତିରେ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି । ଏହି ବିମାନ ପ୍ରଥମେ ଦିଲ୍ଲୀ ବିମାନବନ୍ଦରରେ ଅବତରଣ କରିଥିଲା, ପରେ ସେଠାରୁ କିଛି…

ରାଜ୍ୟରେ ୩ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତ୍ୟୁ; ମୋଟ୍ ସଂଖ୍ୟା ୬୪ ଛୁଇଁଲା

ଭୁବନେଶ୍ୱର: ରାଜ୍ୟରେ ରବିବାର ଦିନ ଆଉ ୩ଜଣ କୋଭିଡ-୧୯ ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ଯାହାକୁ ମିଶାଇ ମୋଟ୍ ସଂଖ୍ୟା ୬୪ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ସ୍ୱାସ୍ଥ୍ୟ ବିଭାଗର ସୂଚନାନୁସାରେ, ସମସ୍ତ ମୃତକ ମାନେ ଗଞ୍ଜାମ…

‘ଲା‌କମେ ଫ୍ୟାସନ ୱିକ’ରେ ନିଜ କଳାର ପଦର୍ଶନ କରି ପ୍ରଶଂସା ସାଉଁଟିଲେ ଯାଜପୁର ଝିଅ ସୌଭାଗ୍ୟଲକ୍ଷ୍ମୀ

ଭୁବନେଶ୍ୱର: ଜାତୀୟ ସ୍ତରର ଫ୍ୟାଶନ ଓ ଲାଇଫ୍ ଷ୍ଟାଇଲ ସୋରେ ପ୍ରଶଂସା ସାଉଁଟିଛନ୍ତି ଓଡ଼ିଆ ଝିଅ ସୌଭାଗ୍ୟଲକ୍ଷ୍ମୀ । ମିଳିଥିବା ସୂଚନା ଅନୁସାରେ, ଦେଶର ପ୍ରମୁଖ ଫ୍ୟାଶନ ଓ ଲାଇଫ୍ ଷ୍ଟାଇଲ ସୋ’ ‘ଲା‌କମେ ଫ୍ୟାସନ ୱିକ’ ଜରିଆରେ ନିଜର ସେଟ୍ ଡିଜାଇନ ପ୍ରଦର୍ଶନ କରିଛନ୍ତି ଯାଜପୁରର ଝିଅ…