Latest Odisha News

BREAKING NEWS

Browsing Category

ଓଡିଶା

Odisha

ଓଡିଶାରେ ଆଉ ୫୯୫ କରୋନା ଆକ୍ରାନ୍ତ ଚିହ୍ନଟ; ଜାଣନ୍ତୁ, କେଉଁ ଜିଲ୍ଲାରୁ କେତେ

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୫୯୫ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ହଜାର ୧୨୧ରେ ପହଞ୍ଚିଛି। ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ ଲୋକସମ୍ପର୍କ…

କଟକ ସହରରେ ବଢ଼ିବନି ସଟ୍‌ଡାଉନ୍‌ ଅବଧି

କଟକ: କଟକ ମହାନଗର ନିଗମ ଅଞ୍ଚଳରୁ ହଟିବ ସଟଡାଉନ । ଆଜି ଏହି ସଟଡାଉନ ଅବଧି ସରୁଥିବା ବେଳେ ଏହା ଆଗକୁ ଆଉ ବୃଦ୍ଧି ହେବନାହିଁ ବୋଲି ସୂଚନା ଦେଇଛି କଟକ ମ୍ୟୁନିସିପାଲିଟି କର୍ପୋରେସନ (ସିଏମସି) । ବଢୁଥିବା ସଂକ୍ରମଣକୁ ଦୃଷ୍ଟିରର ରଖି ଗତ ସୋମବାରଠାରୁ ୨ଟି ପର୍ଯ୍ୟାୟରେ ସଟ୍‌ଡାଉନ୍‌ ଲାଗୁ…

କାଲିଠୁ ତିନି ଦିନ ବନ୍ଦ ରହିବ ଆରଜିଏଚ୍ ଓପିଡି

ରାଉରକେଲା: ସହରରେ ଥିବା ସରକାରୀ ହସ୍ପିଟାଲରେ ଲାଗିଲା କଟକଣା । ଆସନ୍ତାକାଲିଠୁ ତିନି ଦିନ ପାଇଁ ବନ୍ଦ ରହିବ ଓପିଡି । ଆସନ୍ତା ୧୫ ତାରିଖ ଯାଏ ବନ୍ଦ ରହିବ । ଏହି ସୂଚନା ଦେଇଛନ୍ତି ଆରଜିଏଚ୍ ନିର୍ଦ୍ଦେଶକ । କେବଳ ଗୁରୁତର ରୋଗୀଙ୍କୁ ଓପିଡି ଆସିବାକୁ ଅନୁମତି ମିଳିବ । ଅନ୍ୟମାନେ…

ଆଗାମୀ ୨୪ ଘଣ୍ଟାରେ ପ୍ରବଳ ବର୍ଷା ସମ୍ଭାବନା: ଏହିସବୁ ଜିଲ୍ଲାକୁ ୱାର୍ନିଙ୍ଗ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର: ରାଜ୍ୟରେ ଆଗାମୀ ୨୪ ଘଣ୍ଟା ଯାଏଁ ପ୍ରବଳ ବର୍ଷା ସମ୍ଭାବନା। ଏନେଇ ପାଣିପାଗ ବିଭାଗ ପକ୍ଷରୁ ଜାରି ହୋଇଛି ସତର୍କ ସୂଚନା। ୨ ଦିନ ହେବ ଲଘୁଚାପ ଜନିତ ବର୍ଷାର ପରିମାଣ କମ୍ ରହିଥିବା ବେଳେ ଆଗାମୀ ୨୪ ଘଣ୍ଟା ପ୍ରବଳ ରୁ ଅତି ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ…

ବଢୁଛି କରୋନା ସୁସ୍ଥତା ହାର: ରାଜ୍ୟରେ ୮୦୦୦ ଟପିଲା ଆରୋଗ୍ୟ ବ୍ୟକ୍ତିଙ୍କ ସଂଖ୍ୟା

ଭୁବନେଶ୍ୱର: ଦିନକୁ ଦିନ କରୋନା ସ୍ଥିତି ସଙ୍ଗିନ ଆଡକୁ ଗତି କରୁଥିବା ବେଳେ ସୁସ୍ଥତା ହାର ମଧ୍ୟ ବଢ଼ିବାରେ ଲାଗିଛି। ଆକ୍ରାନ୍ତ ବ୍ୟକ୍ତିଙ୍କ ସଂଖ୍ୟା ୧୨ ହଜାର ଟପିଥିବା ବେଳେ ଆରୋଗ୍ୟ ବ୍ୟକ୍ତିଙ୍କ ସଂଖ୍ୟା ୮ ହଜାର ଟପିଛି । ଶନିବାର ଦିନ ରାଜ୍ୟରେ ସର୍ବାଧିକ ୩୮୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ…

ବଦଳିବ ପ୍ରାଥମିକ ଶିକ୍ଷା ବ୍ୟବସ୍ଥାର ଢାଞ୍ଚା, ସ୍କୁଲ ପରିଚାଳନା କମିଟିକୁ ଦିଆଯିବ ପ୍ରଶିକ୍ଷଣ

ଭୁବନେଶ୍ୱର: ରାଜ୍ୟରେ ପ୍ରାଥମିକ ବିଦ୍ୟାଳୟ ସହ ଜଡ଼ିତ ସ୍କୁଲ ପରିଚାଳନା କମିଟିକୁ ଅଧିକ କ୍ରିୟାଶୀଳ କରାଯିବ । କମିଟିର ପ୍ରତ୍ୟେକ ସଦସ୍ୟଙ୍କୁ ଦିଆଯିବ ପ୍ରଶିକ୍ଷଣ । ସ୍ୱତନ୍ତ୍ର ଯୋଜନା ପ୍ରସ୍ତୁତ ହୋଇଛି । ଚଳିତ ଶିକ୍ଷାବର୍ଷରୁ କାର୍ଯ୍ୟକାରୀ ହେବାର ଥିଲା । କରୋନା ଯୋଗୁ ଆସନ୍ତା…

କରୋନାରେ ଗଂଜାମ ସାମ୍ବାଦିକଙ୍କ ମୃତ୍ୟୁ

ଗଂଜାମ : ହିଂଜିଳିକାଟୁର ଜଣେ କାର୍ଯ୍ୟରତ ସାମ୍ବାଦିକଙ୍କର କରୋନା ସଂକ୍ରମଣ ଯୋଗୁଁ ମୁତ୍ୟୁ ହୋଇଛି । ଆଜି ଅପରାହ୍ନରେ କିମସ୍ କୋଭିଡ ହସ୍ପିଟାଲରେ ତାଙ୍କର ମୃତ୍ୟୁ ହୋଇଛି । ଗତ ୧୫ ଦିନ ହେଲା ସେ ଅସୁସ୍ଥ ଥିବାରୁ ତାଙ୍କ ସ୍ୱାବ ନମୁନା ଟେଷ୍ଟ କରାଯାଇଥିଲା । ସେତେବେଳେ ସେ ପଜିଟିଭ୍ ଥିବା…

ରାଜ୍ୟରେ ବଢ଼ିଲା ୧୪୪୧ କୋଭିଡ ଶଯ୍ୟା ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ କାୟା ମେଲାଉଛି କରୋନା । ଦିନକୁ ଦିନ ସାଂଘାତିକ ଭାବେ ବଢ଼ିଚାଲିଛି ସଂକ୍ରମିତଙ୍କ ସଂଖ୍ୟା । ତେବେ ଏହାର ମୁକାବିଲା ପାଇଁ ରାଜ୍ୟ ସରକାର କୋଭିଡ ଶଯ୍ୟା ସଂଖ୍ୟା ବଢ଼ାଇଛନ୍ତି । କୋଭିଡ ହସ୍ପିଟାଲରେ ବଢ଼ିଛି ୧୪୪୧ କୋଭିଡ ଶଯ୍ୟା । ହାଇଟେକ ମେଡିକାଲ କଲେଜରେ ଆଉ ୫ ଶହ…

ବଡ ଭଉଣୀଙ୍କ ନାଁରେ ସମଲିଙ୍ଗୀ ସମ୍ପର୍କ ଅଭିଯୋଗ ଆଣିଲେ ଦୂତୀ ଚାନ୍ଦ

ଭୁବନେଶ୍ୱର: ପୁଣି ଚର୍ଚ୍ଚାରେ ଦୌଡ ରାଣୀ ଦୂତୀ ଚାନ୍ଦ । ସମଲିଙ୍ଗୀ ସମ୍ପର୍କକୁ ନେଇ ଲାଇମଲାଇଟ୍‌ରେ ଥିବା ଦୂତି ଏଥର ବଡ ଭଉଣୀ ସରସ୍ୱତୀ ଚାନ୍ଦଙ୍କ ନାଁରେ ଆଣିଛନ୍ତି ସାଂଘାତିକ ଅଭିଯୋଗ । ସେ କହିଛନ୍ତି, ତାଙ୍କ ବଡ ଭଉଣୀ ସରସ୍ୱତୀ ସମଲିଙ୍ଗୀ ସମ୍ପର୍କରେ ପଡିଛନ୍ତି । ପୂର୍ବରୁ ଯିଏ ମୋ…

ରାଜ୍ୟ ପାଇଁ ଖୁସି ଖବର, ସୁସ୍ଥ ହେଲେ ଆଉ ୩୮୮ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଆଜି ପୁଣି ରାଜ୍ୟରେ ଗୋଟିଏ ଦିନରେ ସର୍ବାଧିକ ୩୮୮ ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାରୁ ଆରୋଗ୍ୟ ଲାଭ କରିଥିବା ସଂକ୍ରମିତଙ୍କ ସଂଖ୍ୟା ୮୩୬୦ରେ ପହଂଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ କରି ସୂଚନା ଦେଇଛି…