Latest Odisha News

BREAKING NEWS

Browsing Category

ଓଡିଶା

Odisha

ଭୁୁବନେଶ୍ୱର ଫେରିବେ ବାହାରିନ୍‌ରେ ଫସିଥିବା ଓଡ଼ିଆ

ଭୁବନେଶ୍ୱର: ଖୁବ୍‌ଶୀଘ୍ର ଓଡ଼ିଶା ଫେରିବେ ବାହାରିନ୍‌ରେ ଫସିଥିବା ଓଡ଼ିଆ । ୬୮ ଜଣ ଓଡ଼ିଆଙ୍କୁ ନେଇ ଏୟାର ଇଣ୍ଡିଆ ବିମାନ ଭୁବନେଶ୍ୱରରେ ପହଞ୍ଚିବ। ଆଜି ରାତି ୧୦ଟା ବେଳେ ଏୟାର ଇଣ୍ଡିଆ ବିମାନ ଇଓ୦୯୪୦ ପହଞ୍ଚିବ। ଏମାନଙ୍କ ମଧ୍ୟରେ ଅନେକ ଯାତ୍ରୀ ଶ୍ରମିକ ହୋଇଥିବା ବେଳେ ଲକଡାଉନ୍ କଟକଣା ଯୋଗୁଁ…

କରୋନା ହଟ୍‌ସ୍ପଟ ଜିଲ୍ଲାରେ କଟକଣାକୁ ଫୁ’, ବିରାଟ ଯଜ୍ଞ ସହ କଳସ ଶୋଭାଯାତ୍ରା

ଗଞ୍ଜାମ: ଗଂଜମାରେ କରୋନାରେ ସ୍ଥିତି ସଙ୍ଗୀନ । ୩୬ ଜଣଙ୍କ ମୃତ୍ୟୁ ଏବଂ ୩ ହଜାରରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଗଂଜାମ ଜିଲ୍ଲାରୁ । ହଟ୍‌ସ୍ପଟ ଜିଲ୍ଲାରେ ପରିଣତ ହୋଇଛି ଗଂଜାମ ଜିଲ୍ଲା । ତେବେ ଏତେ ଆକ୍ରାନ୍ତ ଚିହ୍ନଟ ସତ୍ତ୍ୱେ ଏଠି ସରକାରୀ କଟକଣାକୁ ଫୁ କରିଦେଇଛନ୍ତି ଲୋକେ ।…

ହଟସ୍ପଟ ଜିଲ୍ଲାରୁ ଲୋକ ଆସୁଥିବାରୁ ବଢୁଛି ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟାରେ ବଢ଼ି ଚାଲିଛି କରୋନା ମାମଲା । ରାଜଧାନୀ ଭୁବନେଶ୍ୱୀରେ ମଧ୍ୟ ସଂକ୍ରମିତଙ୍କ ସଂଖ୍ୟାରେ ବ୍ରେକ୍ ଲାଗୁନି । ହଟସ୍ପଟ ଜିଲ୍ଲାରୁ ଭୁବନେଶ୍ୱରକୁ ଲୋକ ଆସୁଛନ୍ତି, ଫଳରେ ଭୁବନେଶ୍ୱାରେ ପଜିଟିଭଙ୍କ ସଂଖ୍ୟା ବଢୁଛି । ଯାହା ବିଏମ୍‌ସି ପାଇଁ ବଡ ଆହ୍ୱାନ । ଗତ ୧୦ ଦିନରେ…

ସେବାୟତଙ୍କ ତୃତୀୟ ପର୍ଯ୍ୟାୟ କୋଭିଡ ଟେଷ୍ଟ

ପୁରୀ: ଆଜି ଠାରୁ ପୁରୀରେ ଆରମ୍ଭ ହୋଇଛି ସେବାୟତଙ୍କ ତୃତୀୟ ପର୍ଯ୍ୟାୟ କୋଭିଡ ଟେଷ୍ଟ । ୩ଟି ସ୍ଥାନରେ  ବଡ଼ଦାଣ୍ଡ ସ୍ଥିତ ହିନ୍ଦୀ ସ୍କୁଲ, ଗଦାଧର ହାଇ,ସ୍କୁଲ, ଆର‌୍ୟୁବୈଦିକ କଲେଜରେ ଏହି ଟେଷ୍ଟ କରାଯାଉଛି । ପ୍ରାଥମିକ ପର୍ଯ୍ୟାୟରେ  ଦଇତାପତି ଓ ସୁଆର ମହାସୁଆର ସେବାୟତ ମାନଙ୍କ  ପରୀକ୍ଷା…

ଢ଼େଙ୍କାନାଳକୁ ୮ ଜିଲ୍ଳାର ଲୋକଙ୍କ ପ୍ରବେଶ ମନା

ଢ଼େଙ୍କାନାଳ: କରୋନା ପାଇଁ ଚାରିଆଡେ ବଢ଼ୁଛି କଟକଣା । ଢ଼େଙ୍କାନାଳ ଜିଲ୍ଲାରେ ବଢ଼ୁଥିବା ସଂକ୍ରମଣକୁ ଦୃଷ୍ଟିରେ ରଖି ୮ ଜିଲ୍ଲାର ଲୋକଙ୍କ ପ୍ରବେଶ ବ୍ୟାନ୍ କରାଯାଇଛି । ଗଞ୍ଜାମ, ଗଜପତି, ଖୋର୍ଦ୍ଧା, କଟକ, ଯାଜପୁର, ବାଲେଶ୍ୱର, ସୁନ୍ଦରଗଡ, ଅନୁଗୁଳ ଆଦି ଜିଲ୍ଲାର ଲୋକଙ୍କୁ ଢ଼େଙ୍କାନାଳ ଆସିବାକୁ…

ମହାନଦୀ ଜଳ ବିବାଦ ମାମଲା, ଅଗଷ୍ଟ ୮ରେ ପରବର୍ତ୍ତୀ ଶୁଣାଣି

ନୂଆଦିଲ୍ଲୀ: ମହାନଦୀ ଜଳ ବିବାଦ ମାମଲାରେ ଆଜି ଟ୍ରିବ୍ୟୁନାଲରେ ଭିଡିଓ କନଫରେନ୍ସିଂରେ ଶୁଣାଣି ହୋଇଛି। ଟ୍ରିବ୍ୟୁନାଲର ଅଧ୍ୟକ୍ଷ ବିଚାରପତି ଏ. ଏମ. ଖାନୱିଲକରଙ୍କ ଅଧ୍ୟକ୍ଷତାରେ ଗଠିତ ତିନିଜଣିଆ ଖଣ୍ଡପୀଠରେ ଭିଡିଓ କନଫରେନ୍ସିଂରେ ଶୁଣାଣି କରିଛନ୍ତି । ମହାନଦୀ ସହିତ ଜଡିତ ମୁଖ୍ୟ…

ରହୁନି ତାଳମେଳ, ଭୁବନେଶ୍ୱର କରୋନା ଆକ୍ରାନ୍ତଙ୍କୁ ନେଇ ବଢିଲା ଦ୍ୱନ୍ଦ୍ୱ

ଭୁବନେଶ୍ୱର: ଭୁବନେଶ୍ୱର କରୋନା ଆକ୍ରାନ୍ତଙ୍କୁ ନେଇ ବଢିଲା ଦ୍ୱନ୍ଦ୍ୱ । ଭୁବନେଶ୍ୱର ମହାନଗର ନିଗମ ଓ ସ୍ୱାସ୍ଥ୍ୟ ବିଭାଗର ତଥ୍ୟ ମେଳ ଖାଉନଥିବାରୁ ଚିନ୍ତା ବଢୁଛି । ବିଏମସି କହୁଛି ରାଜଧାନୀରେ ଆଜି ୩୮ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ସ୍ୱାସ୍ଥ୍ୟ ବିଭାଗ ତାଲିକାରେ ଖୋର୍ଦ୍ଧାରୁ ଆଜି…

ଦାବି ମୁତାବକ ଜଳ ମଳିବା ଜରୁରୀ: ଜଳ ସମ୍ପଦ ମନ୍ତ୍ରୀ

ଭୁବନେଶ୍ୱର: ମହାନଦୀ ଛତିଶଗଡରୁ ବାହାରିଛି ସତ ହେଲେ ଏହାର ଅଧିକାଂଶ ଭାଗ ଓଡିଶାରେ ପ୍ରବାହିତ ହେଉଛି । ତେଣୁ ନ୍ୟାର୍ଯ୍ୟ ଦାବି ମୁତାବକ ଓଡିଶାକୁ ମହାନଦୀ ପାଣି ମଳିବା ଆବଶ୍ୟକ ବୋଲି କହିଛନ୍ତି ଜଳ ସଂପଦ ମନ୍ତ୍ରୀ ରଘୁନନ୍ଦନ ଦାସ । ମୌସୁମୀ ସମୟରେ ପାଣି ପାଇଁ କୌଣସି ଅସୁବିଧା ହେଉନାହିଁ,…

ଜାଣନ୍ତୁ, ରାଜ୍ୟର କେଉଁସବୁ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ଆଶଙ୍କା

ଭୁବନେଶ୍ୱର: ରାଜ୍ୟର ପ୍ରାୟ ୧୧ଟି ସ୍ଥାନରେ ବଜ୍ରପାତ ସହ ବର୍ଷା ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଶନିବାର ଦିନ ପୂର୍ବାନୁମାନ କରାଯାଇଛି । ପାଣିପାଗ କେନ୍ଦ୍ରର ସଦ୍ୟ ରିପୋର୍ଟ ଅନୁଯାୟୀ ଆଜି ଅପରାହ୍ନ ୫ଟା ୩୦ମି. ପର୍ଯ୍ୟନ୍ତ ରାଜ୍ୟର ପ୍ରାୟ…

କୋଭିଡ ରୋଗୀଙ୍କ ସହ ଟେଲିଫୋନ୍ ଯୋଗେ କଥା ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କରୋନାରେ ସଂକ୍ରମିତ ହୋଇ ଚିକିତ୍ସିତ ହେଉଥିବା ନୀଳଗିରି ଏବଂ ସାଲେପୁର ବିଧାୟକଙ୍କ ସହ ଶନିବାର ଦିନ ଟେଲିଫୋନ୍ ଯୋଗେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଥା ହୋଇଛନ୍ତି । ଏଥିସହିତ ସେ ସେମାନଙ୍କ ସ୍ୱାସ୍ଥ୍ୟବସ୍ଥା ସମ୍ପର୍କରେ ପଚାରି ବୁଝିଛନ୍ତି। ପ୍ରାପ୍ତ ସୂଚନାନୁଯାୟୀ…