Latest Odisha News

BREAKING NEWS

Browsing Category

ଓଡିଶା

Odisha

ସମ୍ବଲପୁରରୁ ଉଦ୍ଧାର ହେଲେ ଅପହୃତ ବ୍ୟବସାୟୀ

ସମ୍ବଲପୁର: ସମ୍ବଲପୁର ଜିଲ୍ଲା ଶାସନ ଥାନା ଅନ୍ତର୍ଗତ ମାଝିପାଲି ନିକଟରୁ ଶୁକ୍ରବାର ଅପହୃତ ହୋଇଥିବା ଜଣେ ବ୍ୟବସାୟୀଙ୍କୁ ଉଦ୍ଧାର କରାଯାଇଛି। ପୋଲିସ ଗତକାଲି ବିଳମ୍ବିତ ରାତିରେ ଏକ ଅଜଣା ସ୍ଥାନରୁ ସମ୍ପୃକ୍ତ ବ୍ୟବସାୟୀଙ୍କୁ ଉଦ୍ଧାର କରିଥିବା ନେଇ ସୁତ୍ରରୁ ପ୍ରକାଶ । ତେବେ ପୋଲିସ…

ସମ୍ବଲପୁରରେ ଲାଗୁ ହେଲା ଦୁଇ ଦିନିଆ ସାପ୍ତାହିକ ସଟ୍ ଡାଉନ

ସମ୍ବଲପୁର : କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଆଜିଠାରୁ ସମ୍ବଲପୁରରେ ପ୍ରଥମ ଥର ପାଇଁ ଲାଗୁ ହେଲା ସାପ୍ତାହିକ ଦୁଇ ଦିନିଆ ସଟ୍ ଡାଉନ । ଆଜି ଶନିବାର ଓ ଆସନ୍ତାକାଲି ସହର ସଟ୍ ଡାଉନ ରହିବ । ଜରୁରୀ କାଳୀନ ସେବା ଉପରେ କଟକଣା ଜାରି ହେବ ନାହିଁ ବୋଲି ସମ୍ବଲପୁର ଏସ୍‌ପି ଟ୍ୱିଟ୍ କରି ସୂଚନା…

ସମ୍ବଲପୁରରେ ବନ୍ଧୁକ ମୁନରେ ବ୍ୟବସାୟୀଙ୍କୁ ଅପହରଣ

ସମ୍ବଲପୁର : ବନ୍ଧୁକ ମୁନରେ ବ୍ୟବସାୟୀଙ୍କୁ ଅପହରଣ ଅଭିଯୋଗ । ସମ୍ବଲପୁର ଝାରସୁଗୁଡା ରାଜ୍ୟ ରାଜପଥ ଶାସନ ଛକ ନିକଟରେ ଅପହରଣକାରୀମାନେ ରେମେଡ ଛକର ବ୍ୟବସାୟୀ ନରେଶ କୁମାର ଅଗ୍ରୱାଲ ଙ୍କୁ ଅପହରଣ କରି ନେଇଛନ୍ତି । ଆଜି ବ୍ୟବସାୟୀ ନରେଶ କାରରେ ତାଙ୍କର ଡ୍ରାଇଭର ସହ ଯାଉଥିବା ବେଳେ ଶାସନ…

ବର୍ଷ ୨୦୧୫ ଓ ୨୦୧୬ ପାଇଁ ୨୨ ଜଣ ସାହିତ୍ୟିକ ପାଇବେ ଓଡିଶା ସାହିତ୍ୟ ଏକାଡେମୀ ପୁରସ୍କାର

ଭୁବନେଶ୍ୱର :୨୦୧୫ ଓ ୨୦୧୬ ମସିହା ପାଇଁ ସାହିତ୍ୟ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ୨୨ ଜଣ ସାହିତ୍ୟିକଙ୍କୁ ମିଳିବ ଓଡିଶା ସାହିତ୍ୟ ଏକାଡେମୀ ପୁରସ୍କାର । ଏ ନେଇ ଆଜି ଏକାଡେମୀ ପକ୍ଷରୁ ନାମ ଘୋଷଣା କରାଯାଇଛି । ଉଭୟ ବର୍ଷ ପାଇଁ ୯ଟି ବର୍ଗରେ ୧୧ଜଣ ଲେଖାଏଁ ମୋଟ ୨୨ ଜଣଙ୍କୁ ପୁରସ୍କାର…

ସତ୍ୟବାଦୀରେ ଘରୋଇ ନର୍ସିଂ ହୋମ ସିଲ

ଭୁବନେଶ୍ୱର: କୋଭିଡ୧୯ ନିୟମ ଉଲ୍ଲଙ୍ଘନ କରିବା ଅଭିଯୋଗରେ ଶୁକ୍ରବାର ଜିଲ୍ଲା ଜନ ସ୍ୱାସ୍ଥ୍ୟ ବିଭାଗର ସୁପରିଟେଡେଣ୍ଟ ଇନଚାର୍ଜ ଡ. ବିରଜା ଶଙ୍କର ରଥଙ୍କ ନେତୃତ୍ୱ ରେ ଏକ ୪ ଜଣିଆ ଟିମ ସତ୍ୟବାଦୀ ସ୍ଥିତ ଗୋପୀନାଥ ନର୍ସିଂ ହୋମରେ ଚଢ଼ାଉ କରିବା ସହ ସିଲ୍ କରିଦେଇଛନ୍ତି। ଯାଞ୍ଚ ସମୟରେ…

ଦୁଇ ଦିନ ପାଇଁ ବନ୍ଦ ରହିବ ପୋଲିସ ଲୋକସେବା ଭବନ

ଭୁବନେଶ୍ୱର: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଦୁଇ ଦିନ ପାଇଁ ଭୁବନେଶ୍ୱରର ପୋଲିସ ଲୋକସେବା ଭବନକୁ ବନ୍ଦ ରଖିବା ପାଇଁ ନିଷ୍ପତ୍ତି ନିଆଯାଇଛି । ଆସନ୍ତାକାଲି ଅର୍ଥାତ ୧୧ ଓ ୧୨ ତାରିଖ ଏହା ବନ୍ଦ ରହିବ । ୧୧ ତାରିଖ ଶନିବାର ସକାଳ ୯ଟାରୁ ୧୩ ତାରିଖ ସକାଳ ୯ଟା ଯାଏଁ ଏହି କଟକଣା ବଳବତ୍ତର…

ରାଜ୍ୟ ପାଇଁ ଖୁସି ଖବର; ରେକର୍ଡ ସଂଖ୍ୟକ ୫୬୫ କରୋନା ରୋଗୀ ସୁସ୍ଥ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୫୬୫ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ସୁସ୍ଥ ହୋଇଥିବା ୫୬୫ ଜଣଙ୍କ ମଧ୍ୟରୁ ୧୮୫ ଜଣ ଗଞ୍ଜାମରୁ, ରାୟଗଡାରୁ ୮୫, ବଲାଙ୍ଗିରରୁ ୪୫, ୩୨ ଜଣ କଟକ, ମାଲକାନଗିରିରୁ…

ବ୍ରହ୍ମପୁରରେ ୩ ସାମ୍ବାଦିକ କରୋନା ପଜିଟିଭ

ବ୍ରହ୍ମପୁର: ଜଣେ ଫଟୋ ସାମ୍ବାଦିକ ଓ ଅନ୍ୟ ଜଣେ ଭିଡିଓ ସାମ୍ବାଦିକଙ୍କ ସମେତ ବ୍ରହ୍ମପୁରରେ ତିନିଜଣ ସାମ୍ବାଦିକ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଆଜି ସକାଳେ ସେମାନଙ୍କୁ ଶୀତଳପାଲ୍ଲୀ କୋଭିଡ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି। ପ୍ରାପ୍ତ ସୂଚନାନୁଯାୟୀ ସମ୍ପୃକ୍ତ…

ଚିନ୍ତା ବଢ଼ାଉଛି ସ୍ଥାନୀୟ ସଂକ୍ରମଣ; ପୁଣି ଭୁବନେଶ୍ୱରରେ ୪୫ କରୋନା ପଜିଟିଭ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୪୫ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି)।…

ବ୍ରହ୍ମପୁରରେ ‘ମୋବାଇଲ୍ ସ୍ବାବ୍ କଲେକ୍ସନ୍ ଭ୍ୟାନ୍ ’

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ ମୋବାଇଲ୍ ସ୍ବାବ୍ କଲେକ୍ସନ୍ ଭ୍ୟାନକୁ ବ୍ରହ୍ମପୁର ମ୍ୟୁନିସିପାଲ କର୍ପୋରେସନ (ବିଇଏମସି) ଅଧୀନରେ ଥିବା ଅଞ୍ଚଳ ଲାଗି ଶୁଭାରମ୍ଭ କରିଛନ୍ତି। ବିଇଏମସିର ଯୋଜନା ଅନୁଯାୟୀ ବିଭିନ୍ନ ୱାର୍ଡ ଏବଂ ଲୋକେସନ ପଏଣ୍ଟରେ ଏହା ନିୟୋଜିତ ହେବ…