Latest Odisha News

BREAKING NEWS

Browsing Category

ଓଡିଶା

Odisha

ଜୁଲାଇ ୩୧ ଯାଏଁ ସୁନ୍ଦରଗଡ଼ରେ ବୃଦ୍ଧି ହେଲା ସାପ୍ତାହିକ ସଟଡାଉନ

ରାଉରକେଲା: ସୁନ୍ଦରଗଡରେ ବ୍ୟାପୁଥିବା ସଂକ୍ରମଣକୁ ଦୃଷ୍ଟିରେ ରଖି ଜୁଲାଇ ୩୧ ପର୍ଯ୍ୟନ୍ତ ପ୍ରତ୍ୟେକ ଶନିବାର ଏବଂ ରବିବାର ଦିନ ଜିଲ୍ଲାକୁ ସଟଡାଉନ ରଖିବା ନେଇ ଘୋଷଣା କରିଛନ୍ତି ସୁନ୍ଦରଗଡ ଜିଲ୍ଲାପାଳ ନିଖିଲ ପୱନ କଲ୍ୟାଣ । ଏଥିସହ ଜିଲ୍ଲା ବାହାରେ ତଥା କରୋନାଭାଇରସ୍ ହଟସ୍ପଟରୁ ଆସୁଥିବା…

କମିଶନରେଟ ପୋଲିସର ଜଣେ କନଷ୍ଟେବଳ କରୋନା ଆକ୍ରାନ୍ତ ଚିହ୍ନଟ

କଟକ: କଟକ କମିଶନରେଟ ପୋଲିସର ଜଣେ କନଷ୍ଟେବଳ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ନେଇ କଟକ ଡିସିପି ଅଖିଳେଶ୍ୱର ସିଂ ସୂଚନା ଦେଇଛନ୍ତି। ଏହି ଅଧିକାରୀ ଜଣକ କଟକସ୍ଥିତ ମଙ୍ଗଳାବାଗ ଫାଣ୍ଡିରେ ସେବା କରୁଥିବା ଜଣେ କନଷ୍ଟେବଳ ବୋଲି ଜଣାପଡିଛି। ଏଥିସହିତ ସେ କରୋନା ପଜିଟିଭ ଚିହ୍ନଟ ହେବା ପରେ…

ରାଜ୍ୟରେ କରୋନା ନେଲା ଆଉ ୪ ମୁଣ୍ଡ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ରେକର୍ଡ କରୁଥିବା ବେଳେ ବଢୁଛି ମୃତ୍ୟୁ ସଂଖ୍ୟା । ଗତ ୨୪ ଘଣ୍ଟାରେ ଆଉ ଚାରି ଜଣଙ୍କର ଜୀବନ ନେଇଛି କରୋନା । ସମସ୍ତ ଚାରି ଜଣ ଗଞ୍ଜାମ ଜିଲ୍ଲାର ଆକ୍ରାନ୍ତ ଓ ସମସ୍ତେ ପୁରୁଷ । କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । 4. Male of 32 years of…

ରେକର୍ଡ ଭାଙ୍ଗିଲା କରୋନା; ଗୋଟିଏ ଦିନରେ ଓଡିଶାରେ ସର୍ବାଧିକ ୭୫୫ ପଜିଟିଭ

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ସର୍ବାଧିକ ୭୫୫ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୧ ହଜାର ୯୫୬ରେ ପହଞ୍ଚିଛି। ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ…

ମାଓ ପ୍ରଭାବିତ ଏସଆରଇ ଜିଲ୍ଲା ତାଲିକାରୁ ରାଜ୍ୟର ୫ ଜିଲ୍ଲା ବାଦ

ଭୁବନେଶ୍ୱର: ରାଜ୍ୟରେ କମୁଛି ମାଓବାଦୀଙ୍କ ଗତିବିଧି । ଏହାକୁ ଦୃଷ୍ଟିରେ ରଖି ମାଓବାଦୀ ପ୍ରଭାବିତ ଏସଆରଇ ଜିଲ୍ଲା ତାଲିକାରୁ ପାଞ୍ଚଟି ଜିଲ୍ଲାକୁ ବାଦ ଦେଇଛନ୍ତି ରାଜ୍ୟ ସରକାର । ଏହି ଜିଲ୍ଲାଗୁଡ଼ିକ ହେଲା ଅନୁଗୁଳ, ବୌଦ୍ଧ, ସମ୍ୱଲପୁର, ଦେବଗଡ଼ ଓ ନୟାଗଡ଼ । ଟ୍ୱିଟ୍ କରି ଏହି ସୂଚନା…

ଆଜି ବାହାରିବ ଆଇସିଏସଇ ଦଶମ ଓ ଆଇଏସସି ଦ୍ୱାଦଶ ରେଜଲ୍ଟ

ନୂଆଦିଲ୍ଲୀ: ଆଜି ପ୍ରକାଶ ପାଇବ ଆଇସିଏସଇ ଦଶମ ଓ ଆଇଏସସି ଦ୍ୱାଦଶ ପରୀକ୍ଷାଫଳ । ଅପରାହ୍ଣ ୩ଟାରେ ରେଜଲ୍ଟ ବାହାରିବ । ବୋର୍ଡର ଓ୍ୱେବସାଇଟ୍, କ୍ୟାରିୟର ପୋର୍ଟାଲ୍ ଓ ଏସଏମଏସ୍ ଜରିଆରେ ଛାତ୍ରଛାତ୍ରୀ ନିଜର ପରୀକ୍ଷାଫଳ ଜାଣି ପାରିବେ । ପରୀକ୍ଷାର୍ଥୀ କାଉନସିଲର www.cisce.org,…

ପାରିବାରିକ କଳହର କରୁଣ ପରିଣତ: ସ୍ତ୍ରୀକୁ ମରଣାନ୍ତକ ଆକ୍ରମଣ ପରେ ନିଜକୁ ଛୁରୀ ଭୁସିଲା ସ୍ୱାମୀ

ଯାଜପୁର: ଯାଜପୁର ଜିଲ୍ଲା ପାଣିକୋଇଲି ଥାନା ବଢେଇଟିକର ଗାଁରେ ଅଭାବନୀୟ କାଣ୍ଡ । ପାରିବାରିକ କଲହର କାରଣରୁ ସ୍ତ୍ରୀକୁ ମରଣାନ୍ତକ ଆକ୍ରମଣ ପରେ ନିଜ ପେଟରେ ଛୁରୀ ଭୁସିଛି ସ୍ୱାମୀ । ଫଳରେ ଉଭୟେ ଗୁରୁତର ଆହତ ହୋଇଛନ୍ତି । ଗୁରୁତର ଅବସ୍ଥାରେ ଉଭୟଙ୍କୁ ଯାଜପୁର ରୋଡ୍ ଡାକ୍ତରଖାନାରେ ପ୍ରାଥମିକ…

ପଣ୍ୟ ପରିବହନ ପାଇଁ ଭାରତୀୟ ରେଳବାଇର ରିହାତି ଘୋଷଣା

ଭୁବନେଶ୍ୱର: ଗ୍ରାହକ ମାନଙ୍କୁ ଆକୃଷ୍ଟ କରିବା ସହିତ ପଣ୍ୟ ପରିବହନ କ୍ଷେତ୍ରରେ ନୂତନ ପ୍ରୋତ୍ସାହନ ପାଇଁ ଭାରତୀୟ ରେଳବାଇ ପକ୍ଷ୍ୟରୁ ସ୍ୱଳ୍ପ ଓ ଅଧିକ ଦୂରତ୍ୱ ପଣ୍ୟ ପରିବହନ କ୍ଷେତ୍ରରେ ପଣ୍ୟ ଭଡାରେ ରିହାତି ଦେବା ପାଇଁ ଯୋଜନା କରିଛି। କୋଇଲା, ଲୁହାପଥର, ଲୌହ ଜାତୀୟ ସାମଗ୍ରୀ, ସାମରିକ…

ହୋଲଡିଂ ଟିକସର ରିହାତି ଅବଧି ଅଗଷ୍ଟ ୩୧କୁ ବଢିଲା

ଭୁବନେଶ୍ୱର: ପୌରାଞ୍ଚଳରେ ଅଗ୍ରୀମ ଘର ଓ ସମ୍ପତ୍ତି ଟିକସ ଦେଉଥିବା ଲୋକଙ୍କ ପାଇଁ ରିହାତି ବ୍ୟବସ୍ଥାକୁ ଆସନ୍ତା ଅଗଷ୍ଟ ୩୧ ତାରିଖ ପର୍ଯ୍ୟନ୍ତ ରାଜ୍ୟ ସରକାର ବଢାଇ ଦେଇଛନ୍ତି । କରେନା ପରିପ୍ରେକ୍ଷୀରେ ସରକାର ଏହି ସୁବିଧା ପ୍ରଦାନ କରିଥିବାବେଳେ ଜନସାଧାରଣ ଏହା ଦ୍ଵାରା ଉପକୃତ…

ଖୁବଶୀଘ୍ର ଆରମ୍ଭ ହେବ ହରିଦାସପୁର-ପାରାଦୀପ ରେଳ ଲାଇନ ନିର୍ମାଣ

ଭୁବନେଶ୍ୱର: କେନ୍ଦ୍ରାପଡ଼ା ଜିଲ୍ଲାର ଜୀବନରେଖା କୁହାଯାଉଥିବା ଏହାର ପ୍ରଥମ ରେଳ ଲାଇନ ତଥା ବହୁ ପ୍ରତିକ୍ଷିତ ହରିଦାସପୁର-ପାରାଦୀପ ରେଳ ପ୍ରକଳ୍ପ ଆସନ୍ତା ୧୦ରୁ ୧୫ ଦିନ ମଧ୍ୟରେ ଆରମ୍ଭ ହେବାକୁ ଯାଉଛି। ବରିଷ୍ଠ ବିଜେପି ନେତା ତଥା ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ଏହି ସୂଚନା…