Latest Odisha News

BREAKING NEWS

Browsing Category

ଓଡିଶା

Odisha

ପୁଣି ବାଣ ଛାଡ଼ିଲେ ଶ୍ରୀମୟୀ, ‘ନୈତିକତା ହଜିଛି, ବିଶ୍ୱାସଘାତକତାର ନୂଆ ପରିଭାଷା ଲେଖାହେଉଛି!’

ଭୁବନେଶ୍ବର: କିଛି ଦିନର ବ୍ୟବଧାନ ପରେ ପୁଣି ସୋସିଆଲ ମିଡିଆରେ ବର୍ଷିଛନ୍ତି ନେତ୍ରୀ ଶ୍ରୀମୟୀ ମିଶ୍ର । ସେ ସିଧା ସଳଖ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କରିଛନ୍ତି । ଶ୍ରୀମୟୀ ତାଙ୍କ ପୋଷ୍ଟରେ ଲେଖିଛନ୍ତି ଯେ, ନୈତିକତା ହଜିଛି, ବିଶ୍ୱାସଘାତକତାର ନୂଆ ପରିଭାଷା ଲେଖାହେଉଛି!…

ମାଫିଆଙ୍କ ପାଇଁ ବିପଦ ଘଣ୍ଟି; ବେଆଇନ କାରବାର କଲେ ଘରେ ପହଞ୍ଚିବ ଇଡି: ମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ବେଆଇନ ବାଲି, ପଥର କାରବାର ଓ ପରିବହନ କରୁଥିବା ମାଫିଆମାନଙ୍କୁ କଡା ଚେତାବନି ଦେଇଛନ୍ତି ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା । ଯେଉଁମାନେ ସରକାରୀ ରାଜସ୍ୱ ହରିଲୁଟ୍ କରି ‘ଦୁଇ ନମ୍ବର’ ବ୍ୟବସାୟ କରୁଛନ୍ତି, ସେମାନଙ୍କ ବିରୋଧରେ କେବଳ ପୋଲିସ ନୁହେଁ, ବରଂ…

BJP: ଆଜିଠୁ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନିର୍ବାଚନ ପ୍ରକ୍ରିୟା ଆରମ୍ଭ..

ଭୁବନେଶ୍ବର: ଆଜି ଠାରୁ ଆରମ୍ଭ ହେଲା ଭାରତୀୟ ଜନତା ପାର୍ଟି (ବିଜେପି) ରାଷ୍ଟ୍ରୀୟ ଅଧ୍ୟକ୍ଷ ନିର୍ବାଚନ ପ୍ରକ୍ରିୟା । ଆଜି ଅପରାହ୍ନ ୨ଟାରୁ ୪ଟା ମଧ୍ୟରେ ଅଧ୍ୟକ୍ଷ ପଦ ପାଇଁ ନାମାଙ୍କନ ଦାଖଲ ହେବ । ଅପରାହ୍ନ ୪ଟାରୁ ୫ଟା ମଧ୍ୟରେ କରାଯିବ ନାମାଙ୍କନ ପତ୍ର ଯାଞ୍ଚ ପ୍ରକ୍ରିୟା । ସନ୍ଧ୍ୟା ୫ଟାରୁ…

Weather Update: ରାଜ୍ୟରେ ପଶ୍ଚିମାଝଡ଼ ପ୍ରଭାବରେ ବଢିବ ରାତି ତାପମାତ୍ରା

ଭୁବନେଶ୍ୱର: ରାଜ୍ୟରେ ଏବେ ବି ଥଣ୍ଡା ପ୍ରକୋପ ଜାରି ରହିଛି । ଜି. ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ୨.୮ ଡିଗ୍ରୀ ରେକର୍ଡ ହୋଇଛି । ତେବେ ସୋମବାର ଓ ବୁଧବାର ରାତିରୁ ଉତ୍ତର-ପଶ୍ଚିମ ଭାରତକୁ ଅତି କମ୍‌ ଅନ୍ତରାଳରେ ଦୁଇଟି ପଶ୍ଚିମାଝଡ଼ ପ୍ରଭାବିତ କରିବା ସମ୍ଭାବନା ଥିବାରୁ ଆସନ୍ତା ୪ ଦିନ…

ଗତବର୍ଷ ତୁଳନାରେ ଏଥର ଚିଲିକାକୁ ଆସିଛନ୍ତି ଅଧିକ ପକ୍ଷୀ

ଚିଲିକା: ଚଳିତ ବର୍ଷ ଚିଲିକାକୁ ୧୯୬ ପ୍ରଜାତିର ୧୧ ଲକ୍ଷ ୩୨ ହଜାର ୨ ଶହ ପକ୍ଷୀ ଆସିଛନ୍ତି । ଗତବର୍ଷ ତୁଳନାରେ ଚଳିତ ବର୍ଷ ଚିଲିକାକୁ ୪ ହଜାର ୯୭୨ ପକ୍ଷୀ ଅଧିକ ଆସିଛନ୍ତି । ପ୍ରଜାତି ସଂଖ୍ୟା ସମାନ ମାତ୍ର ପକ୍ଷୀଙ୍କ ସଂଖ୍ୟା ବୃଦ୍ଧି ପାଇଛି । ଏଥିର ୧୦୬ ପ୍ରଜାତିର ବିଦେଶପକ୍ଷୀ ୧୧ ଲକ୍ଷ…

ପୋଲିସ ହାତରୁ ଖସିଯିବା ପାଇଁ ଫାଙ୍କା ଗୁଳି ଚାଳନା; ୮ ଅଟକ

କଟକ: ବାରଙ୍ଗ ଥାନା ତ୍ରିଶୂଳିଆ ଛକ ନିକଟ କୁସିନ୍ଦା ଗ୍ରାମରେ ଫୁଟିଛି ଗୁଳି । ଜମିଜମା ବିବାଦକୁ କେନ୍ଦ୍ରକରି ଫାଙ୍କା ଗୁଳି ଚାଳନା । ବାରଙ୍ଗ ପୋଲିସ ଘଟଣାସ୍ଥଳରୁ ୮ ଜଣ ଦୁର୍ବୃତ୍ତଙ୍କୁ କାବୁ କରିବା ସହ ଏକ ଥାର ଗାଡ଼ି ଜବତ କରିଛି । ପୋଲିସ ଗାଡିରୁ କିଛି ମୋବାଇଲ ଓ ବନ୍ଧୁକ ଜବତ କରିଥିବା…

କଳାହାଣ୍ଡିକୁ ୮୯୧.୩୯ କୋଟିର ପ୍ରକଳ୍ପ ଭେଟି ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କଳାହାଣ୍ଡି ଓଡ଼ିଶାର ସବୁଠାରୁ ସମୃଦ୍ଧ ସାଂସ୍କୃତିକ ଅଞ୍ଚଳ ମଧ୍ୟରୁ ଅନ୍ୟତମ । କଳାହାଣ୍ଡି ଜିଲ୍ଲାର ପ୍ରତି କୋଣ ଅନୁକୋଣରେ ଭରି ରହିଛି ଭାବନା, ସାହସ, ସ୍ଥିରତା ଏବଂ ଆତ୍ମସମ୍ମାନ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି କଳାହାଣ୍ଡି ଘୁମୁରା ମହୋତ୍ସବ ୨୦୨୬ ଉଦଯାପନୀ…

ଜାନୁଆରୀ ୨୩ରେ ଓଡ଼ିଶା ଆସିବେ ଉପରାଷ୍ଟ୍ରପତି; ନେତାଜୀ ସଂଗ୍ରହାଳୟରେ ଉଦଘାଟନ ହେବ ନୂଆ ଗ୍ୟାଲେରୀ

କଟକ: କଟକ ଆସିବେ ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନ୍‌ । ଜାନୁଆରୀ ୨୩ରେ କଟକ ଆସିବା ନେଇ ଉପରାଷ୍ଟ୍ରପତି ସହମତି ଦେଇଛନ୍ତି । ଉପରାଷ୍ଟ୍ରପତି ନେତାଜୀଙ୍କ ଜନ୍ମ ଜୟନ୍ତୀ ଉତ୍ସବରେ ସାମିଲ ହେବେ । ନେତାଜୀ ଜୟନ୍ତୀରେ ନେତାଜୀଙ୍କ ଜନ୍ମସ୍ଥାନ ସଂଗ୍ରହାଳୟରେ ନୂଆ ଗ୍ୟାଲେରୀର ଉଦଘାଟନ କରାଯିବ ।…

ମହିଳାମାନଙ୍କୁ ଉଦ୍ୟୋଗୀରେ ରୂପାନ୍ତରିତ କରୁଛି ହିଣ୍ଡାଲ୍‍କୋର ‘ପ୍ରୋଜେକ୍ଟ ଶକ୍ତି’ 

ଭୁବନେଶ୍ୱର: ଆଦିତ୍ୟ ବିର୍ଲା ଗ୍ରୁପ୍‍ କମ୍ପାନୀ ହିଣ୍ଡାଲ୍‍କୋ ଇଣ୍ଡଷ୍ଟ୍ରିଜ ଲିମିଟେଡ ମହାଶକ୍ତି ଫାଉଣ୍ଡେସନକୁ ଏହାର ଅଗ୍ରଣୀ ମହିଳା ସଶକ୍ତିକରଣ ଏବଂ ଜୀବିକା ପ୍ରୟାସ ‘ପ୍ରୋଜେକ୍ଟ ଶକ୍ତି’ ଜରିଆରେ ସମର୍ଥନ ଯୋଗାଇଦେଇ ସମ୍ବଲପୁରର ହୀରାକୁଦ ପୌରପାଳିକାରେ ମହିଳାମାନଙ୍କୁ ଉଦ୍ୟୋଗୀ, କାରିଗର…

Arvind Mahapatra’s Suspension: ବିଜୁ ବାବୁଙ୍କ ସହ ପିତା ଯାହା କରିଥିଲେ ପୁଅ ଆଜି ସେହି ରାସ୍ତାରେ: ବିଜେଡି

ଭୁବନେଶ୍ୱର: ବିଜୁ ଜନତା ଦଳକୁ ଦୁର୍ବଳ କରିବା ପାଇଁ ଷଡଯନ୍ତ୍ର କରିବା ସହ କର୍ମୀଙ୍କ ପ୍ରତି ନିଲମ୍ବିତ ବିଧାୟକ ଅରବିନ୍ଦ ମହାପାତ୍ର ବିଶ୍ୱାସଘାତକତା କରିଛନ୍ତି । ଆଜି ଶଙ୍ଖ ଭବନଠାରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଦଳର ସାଧାରଣ ସମ୍ପାଦକ ତଥା ପାଟକୁରାର ଯୁବ ସଂଗଠକ ଅମରେଶ ପତ୍ରୀ…