Latest Odisha News

BREAKING NEWS

Browsing Category

ଓଡିଶା

Odisha

ଗଞ୍ଜାମରେ ଡୋର-ଟୁ-ଡୋର୍ ହେଲ୍‌ଥ ସ୍କ୍ରିନିଂ ଆରମ୍ଭ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାରେ ଦିନକୁ ଦିନ କରୋନା ସଂକମ୍ରିତଙ୍କ ସଂଖ୍ୟା ବଢୁଥିବା ଫଳରେ ପ୍ରଶାସନ ପକ୍ଷରୁ ଡୋର-ଟୁ-ଡୋର୍ ହେଲ୍‌ଥ ସ୍କ୍ରିନିଂ ଆରମ୍ଭ କରାଯାଇଛି । କରୋନା ସଂକ୍ରମଣ ଉପରେ ରୋକ ଲଗାଇବା ପାଇଁ ଗଞ୍ଜାମ ଜିଲ୍ଲାକୁ ଆସନ୍ତା ଜୁଲାଇ ୧୩ ତାରିଖ ଯାଏଁ ପ୍ରଶାସନ ପକ୍ଷରୁ ସଟଡାଉନ୍…

୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହେଲେ ୫୭୭ ନୂଆ ଆକ୍ରାନ୍ତ: ୧୧ ହଜାର ଟପିଲା ମୋଟ ମାମଲା

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ସର୍ବାଧିକ ୫୭୭ ଜଣ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୧୨୦୧ ରେ ପହଞ୍ଚିଛି ।ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ ଲୋକସମ୍ପର୍କ…

କରୋନା ରୋଗୀଙ୍କ ସଂସ୍ପର୍ଶରେ ଆସି ହୋମ୍ କ୍ବାରେନଣ୍ଟାଇନରେ ଡାକ୍ତର ଓ ନର୍ସ

ସମ୍ବଲପୁର: ଜଣେ କରୋନା ରୋଗୀଙ୍କ ସଂସ୍ପର୍ଶରେ ଆସିବା ପରେ ବୁଧବାର ଦିନ ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଇ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍ସ ଆଣ୍ଡ ରିସର୍ଚ୍ଚ (ଭିମସାର)ର ପାଞ୍ଚଜଣ ଡାକ୍ତର ଏବଂ ୧୦ ଜଣ ନର୍ସଙ୍କୁ ହୋମ୍ କ୍ବାରେନଣ୍ଟାଇନରେ ରଖାଯାଇଛି। ଅନ୍ୟ ଚିକିତ୍ସା ପାଇଁ ଜଣେ…

୩ ଦିନ ପାଇଁ ସଟଡାଉନ ଘୋଷଣା ହେଲା ପାରଳାଖେମୁଣ୍ଡି

ପାରଳାଖେମୁଣ୍ଡି: ଦିନକୁ ଦିନ ଭୟଙ୍କର ହେଉଛି କରୋନା। ବଢୁଥିବା ସଂକ୍ରମଣକୁ ଦୃଷ୍ଟିରେ ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ସହରକୁ ୩ଦିନିଆ ସଟଡାଉନ ଘୋଷଣା କରିଛି ଜିଲ୍ଲା ପ୍ରଶାସନ। ଶୁକ୍ରବାର ଠାରୁ ଆସନ୍ତା ୩ ଦିନ ପାଇଁ ଏହି ସଟଡାଉନ କଟକଣା ବଳବତ୍ତର ରହିବ । ଏହି ସମୟରେ ପାରଳାଖେମୁଣ୍ଡିକୁ…

ଗଞ୍ଜାମ ଜିଲ୍ଲାର ସହରାଞ୍ଚଳ ଆଜିଠୁ ପାଞ୍ଚ ଦିନ ସଟଡାଉନ୍

ଗଞ୍ଜାମ: କରୋନା ଚେକ୍ ଭାଙ୍ଗିବା ପାଇଁ ଆଜିଠୁ ଗଞ୍ଡାମ ଜିଲ୍ଲାର ସହରାଞ୍ଚଳରେ ଲାଗୁ ହୋଇଛି ସଟଡାଉନ୍ । ଆସନ୍ତା ୧୩ ତାରିଖ ଯାଏଁ ଜିଲ୍ଲାର ସମସ୍ତ ମ୍ୟୁନିସିପାଲିଟି, ହିଞ୍ଜିଳାକାଟୁ ପୌରାଞ୍ଚଳ, ବ୍ରହ୍ମପୁର ମହାନଗର ନିଗମ ଓ ବ୍ଲକ ହେଡକ୍ୱାର୍ଟର ଅଞ୍ଚଳରେ କଟକଣା ବଳବତ୍ତର ରହିବ । ଏହି…

ଅମିତ ଶାହଙ୍କୁ ଭେଟିଲେ ସାଂସଦ ଅପରାଜିତା ଷଡଙ୍ଗୀ

ଭୁବନେଶ୍ୱର: ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ଆଜି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହଙ୍କୁ ସାକ୍ଷାତ କରି ବାର୍ଷିକ ରିପୋର୍ଟ କାର୍ଡ ପ୍ରଦାନ କରିଛନ୍ତି । ଲୋକଙ୍କ ପାଇଁ କରାଯାଇଥିବା କାମ ସମ୍ପର୍କରେ ସେ ଅମିତ ଶାହଙ୍କୁ ଅବଗତ କରିଥିଲେ । ଏଥି ସହ ଭୁବନେଶ୍ୱର ଲୋକସଭା କ୍ଷେତ୍ର ଏବଂ…

ଗାନ୍ଧୀ ଜୟନ୍ତୀରୁ ଅନଲାଇନରେ ହେବ ସବୁ ସରକାରୀ ସେବା

ଭୁବନେଶ୍ୱର: ଆସନ୍ତା ଅକ୍ଟୋବର ୨ ତଥା ଗାନ୍ଧୀ ଜୟନ୍ତୀରୁ ସମସ୍ତ ସରକାରୀ ସେବା ଅନ୍ଲାଇନ୍ରେ ଉପଲବ୍ଧ ହେବ । ଏନେଇ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫ଟିରେ ୮ଟି ବୈଷୟିକ କୌଶଳର ଶୁଭାରମ୍ଭ କରିଛନ୍ତି। ସରକାରୀ ସେବା ପାଇଁ ଆଉ ଅଫିସ ଆସିବାକୁ ପଡ଼ିବ ନାହିଁ । ଗୃହ, ସାଧାରଣ ପ୍ରଶାସନ ଓ…

ନୂଆ କଟକଣା: ବାହାଘର ବେଳେ ବରଯାତ୍ରୀ ମନା

ଭୁବନେଶ୍ୱର: କରୋନା ଭିତରେ ରାଜ୍ୟ ସରକାର ଜାରି କରିଛନ୍ତି ନୂଆ କଟକଣା । ବିବାହ ଉତ୍ସବ ଓ ଶେଷକୃତ୍ୟ ପାଇଁ ନୂଆ କଟକଣା ଜାରି ହୋଇଛି । ବାହାଘର ବେଳେ ବରଯାତ୍ରୀ ଶୋଭାଯାତ୍ରାକୁ ବାରଣ କରାଯାଇଛି । କେବଳ ସେତିକି ନୁହେଁ ବାହାଘର ପାଇଁ ଥାନାରୁ ଅନୁମତି ମଧ୍ୟ ଆଣିବାକୁ ପଡିବ । ସେହିପରି…

୧୫ ନେତାଙ୍କୁ ବିଜେଡିର ବରିଷ୍ଠ ସାଧାରଣ ସମ୍ପାଦକ ଦାୟିତ୍ୱ

ଭୁବନେଶ୍ୱର: ବରିଷ୍ଠ ଉପସଭାପତି ପରେ ଆଜି ବରିଷ୍ଠସାଧାରଣ ସମ୍ପାଦକ ନିଯୁକ୍ତି ନେଇ ଘୋଷଣା କରିଛି ବିଜୁ ଜନତା ଦଳ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୫ ଜଣ ବରିଷ୍ଠ ନେତାଙ୍କୁ ବିଜେଡିର ବରିଷ୍ଠ ସାଧାରଣ ସମ୍ପାଦକ ଭାବେ ନିଯୁକ୍ତି ଦେଇ ବିଭିନ୍ନ ଦାୟିତ୍ୱ ମଧ୍ୟ ବଂଟନ କରିଛନ୍ତି। ଏନେଇ ବିଜେଡି…

ଆରଟିଓ-୧ ର ଆଉ ଜଣେ କର୍ମଚାରୀ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜଧାନୀର ଆରଟିଓ ୧ର ଆଉ ଜଣେ କର୍ମଚାରୀ କରୋନା ପଜିଟିଭ୍ ଚିହ୍ନଟ । ଗତକାଲି ଏହି ଅଫିସର ଚାରି ଜଣ କର୍ମଚାରୀ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ଅଫିସକୁ ସିଲ୍ କରାଯାଇଥିଲା । ଏଠାରେ କାମ କରୁଥିବା ଏଠାରେ କାମ କରୁଥିବା ଅନ୍ୟ ୧୩ ଜଣ କର୍ମଚାରୀଙ୍କୁ ହୋମ କ୍ୱାରେଣ୍ଟାଇନରେ…