Latest Odisha News

BREAKING NEWS

Browsing Category

ଓଡିଶା

Odisha

ଆଜିଠୁ ଗଞ୍ଜାମ ଜିଲ୍ଲାର ସହରାଞ୍ଚଳରେ ଡୋର୍ ଟୁ ଡୋର୍ ସ୍କ୍ରିନିଂ

ଗଞ୍ଜାମ: ଜିଲ୍ଲାରେ ବଢୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ମୁକିବାଲା ପାଇଁ କଟକଣାକୁ କଡ଼ାକଡ଼ି କରିଛି ପ୍ରଶାସନ । ସେହିପରି ସ୍ୱାସ୍ଥ୍ୟ ପରୀକ୍ଷାକୁ ବି ଗୁରୁତ୍ୱ ଦିଆଯାଉଛି । ଆଜିଠୁ ଜିଲ୍ଲାର ସହରାଞ୍ଚଳରେ ଆରମ୍ଭ ହେବ ଡୋର୍ ଟୁ ଡୋର୍ ସ୍କ୍ରିନିଂ । ସ୍ୱାସ୍ଥ୍ୟ ବିଭାଗର ଟିମ୍ ଘରକୁ ଘର…

ଅନ୍ତିମ ଯାତ୍ରାରେ ବିଷ୍ଣୁ ଦାସ, ବିଧାନସଭା ଓ ବିଜେଡି କାର୍ଯ୍ୟାଳୟରେ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର: ଚିର ନିଦ୍ରାରେ ତିର୍ତ୍ତୋଲ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ବିଷ୍ଣୁ ଦାସ । ଆଜି ତାଙ୍କର ଶେଷ କୃତ୍ୟ ସମ୍ପନ୍ନ ହେବ । ତାପୂର୍ବରୁ ତାଙ୍କ ମର ଶରୀରକୁ ଆଜି ସକାଳେ ବିଜେଡି ରାଜ୍ୟ କାର୍ଯ୍ୟାଳୟକୁ ଅଣାଯାଇଥିଲା । ସେଠାରେ ଦଳର ବହୁ ତୁଙ୍ଗ ନେତା ତାଙ୍କୁ ଶେଷ ଦର୍ଶନ କରିଥିଲେ ।…

ହ୍ୟୁମାନ ସାଗରଙ୍କ ନାଁରେ ଛେଣ୍ଡିପଦା ଥାନାରେ ଅଭିଯୋଗ

ଛେଣ୍ଡିପଦା : ପୁଣି ନିଜ ଗୀତକୁ ନେଇ ବିବାଦରେ ଫସିଛନ୍ତି ଓଲିଉଡ୍ କଣ୍ଠଶିଳ୍ପୀ ହ୍ୟୁମାନ ସାଗର । ଝିଅ ନୁହେଁ ତୁ କରୋନା ଭାଇରସ୍ ଗୀତ ଗାଇ ବିବାଦୀୟ ହୋଇଥିବା ହ୍ୟୁମାନ ଏବେ ଗାଇଛନ୍ତି ଛେଣ୍ଡିପଦା ରାଣୀ ଗୀତ । ଯାହାକୁ ନେଇ ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଅଞ୍ଚଳରେ ତୀବ୍ର ଅସନ୍ତୋଷ ପ୍ରକାଶ…

ଅବସରପ୍ରାପ୍ତ ଓଡ଼ିଶା କ୍ୟାଡର ଆଇଏଏସ୍ ଆଇ. ଶ୍ରୀନିବାସଙ୍କୁ ନୂଆ ନିଯୁକ୍ତି

ନୂଆଦିଲ୍ଲୀ: ଅବସରପ୍ରାପ୍ତ ଓଡ଼ିଶା କ୍ୟାଡର ଆଇଏଏସ୍ ଅଫିସର ଆଇ. ଶ୍ରୀନିବାସଙ୍କୁ ମିଳିଲା ନୂଆ ନିଯୁକ୍ତ । ଅନ୍ତର୍ଜାତୀୟ ଆର୍ଥିକ ସେବା କେନ୍ଦ୍ର ପ୍ରାଧିକରଣ ବା ଆଇଏଫଏସସିଏର ଅଧ୍ୟକ୍ଷ ଭାବରେ ନିଯୁକ୍ତି ଦେଇଛନ୍ତି କେନ୍ଦ୍ର ସରକାର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ…

ବିଧାୟକ ବିଷ୍ଣୁ ଦାସଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର: ପୂର୍ବତନ ମନ୍ତ୍ରୀ ତଥା ବିଜେଡି ବିଧାୟକ ବିଷ୍ଣୁ ଦାସଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି । ବିଷ୍ଣ ଦାସ ଜଣେ ଲୋକପ୍ରିୟ ରାଜନେତା, ଦକ୍ଷ ସଂଗଠକ ତଥା ପ୍ରଶାସକ ଥିବା ମୁଖ୍ୟମନ୍ତ୍ରୀ ଏକ ଶୋକ ବାର୍ତ୍ତା ଦେଇ କହିଛନ୍ତି । ଏଥି ସହ ମନ୍ତ୍ରୀ,…

ପରଲୋକରେ ତିର୍ତ୍ତୋଲ ବିଧାୟକ ବିଷ୍ଣୁ ଦାସ

ଭୁବନେଶ୍ୱର: ଭୁବନେଶ୍ୱର: ପୂର୍ବତନ ମନ୍ତ୍ରୀ ତଥା ତିର୍ତ୍ତୋଲ ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟକ ବିଷ୍ଣୁ ଦାସଙ୍କ ପରଲୋକ । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ଗତ ତିନି ତାରିଖରେ ସେ ଅସୁସ୍ଥ ହୋଇପଡିବାରୁ ତାଙ୍କୁ ଡାକ୍ତରଖାନାରେ…

ତ୍ୟାଗ, ସଂଯମତା ଓ ଶୃଙ୍ଖଳା ଏହି ୩ଟି ଅସ୍ତ୍ର କୋଭିଡ଼ ଯୁଦ୍ଧରେ ଆମକୁ ବିଜୟ ଆଣିଦେବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇ ଚାଲିଥିବା ପରିପ୍ରେକ୍ଷୀରେ ରାଜ୍ୟବାସୀଙ୍କୁ ଯଥେଷ୍ଟ ସତର୍କତା ଅବଲମ୍ବନ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଦିନ ରାଜ୍ୟବାସୀଙ୍କୁ ଆହ୍ୱାନ ଦେଇଛନ୍ତି । ଭାରତରେ ଦ୍ରୁତଗତିରେ ବଢି ଚାଲିଛି କରୋନା ସଂକ୍ରମଣ । ଭାରତରେ ପ୍ରତି…

ରାଜଧାନୀରେ ହେବ ରାପିଡ ଆଣ୍ଟିବଡି ଟେଷ୍ଟ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ପ୍ରତିଦିନ ଲୋକାଲ୍ କେସ୍ ଅଧିକ ବାହାରୁ ଥିବାରୁ ବିଏମ୍‌ସି ପକ୍ଷରୁ ଏହାର ମୁକାବିଲା କରିବା ପାଇଁ କଡ଼ା ଆଭିମୁଖ୍ୟ ଗ୍ରହଣ କରାଯାଇଛି। ଚଳିତ ସପ୍ତାହରୁ ଭୁବନେଶ୍ବରରେ ରାପିଡ୍…

ରାତି ୮ରେ ରାଜ୍ୟବାସୀଙ୍କୁ ସମ୍ବୋଧିତ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ରାତି ୮ଟାରେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ବୋଧିତ କରିବେ । ତେବେ କେଉଁ ସମ୍ପର୍କରେ ମୁଖ୍ୟମନ୍ତ୍ରୀ କହିବେ ସେ ନେଇ କିଛି ସ୍ପଷ୍ଟ ହୋଇନାହିଁ । ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଚାରିଆଡେ ସ୍ଥିତି ଅଣାୟାତ ହୋଇଛି…

ଆଜି ରାତିରେ ବଜ୍ରପାତ ସହିତ ବର୍ଷା ସମ୍ଭାବନା; ଏହିସବୁ ଜିଲ୍ଲାକୁ ରହିଛି ସତର୍କ ସୂଚନା

ଭୁବନେଶ୍ୱର: ରାଜ୍ୟର ଅଧିକାଂଶ ଜିଲ୍ଲାରେ ବୃଷ୍ଟିପାତ ହେବାର ସମ୍ଭାବନା ରହିଥିବା ବେଳେ ଏଥିସହିତ ସୋମବାର ରାତିରେ ବଜ୍ରପାତ ହେବାନେଇ ସତର୍କ ସୂଚନା ପ୍ରଦାନ କରିଛି ପାଣିପାଗ ବିଭାଗ । ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ପ୍ରଦାନ କରି କହିଛନ୍ତି ଯେ, ରାଜ୍ୟର ସୁନ୍ଦରଗଡ଼,…