Latest Odisha News

BREAKING NEWS

Browsing Category

ଓଡିଶା

Odisha

ସୁସ୍ଥ ହେଲେ ଆଉ ୨୬୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଆଜି ପୁଣି ଗୋଟିଏ ଦିନରେ ରାଜ୍ୟରେ ସର୍ବାଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୬୨ ଜଣ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ କରୋନାରୁ ଆରୋଗ୍ୟ ଲାଭ କରିଥିବା ସଂକ୍ରମିତଙ୍କ ମୋଟ ସଂଖ୍ୟା ୬୪୮୬ରେ ପହଂଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରି…

କୋଭିଡ ହସ୍ପିଟାଲରୁ କରୋନା ରୋଗୀ ଛୁ’

ନବରଙ୍ଗପୁର: କୋଭିଡ ହସ୍ପିଟାଲରୁ ଛୁ ମାରିଲେ କରୋନା ରୋଗୀ । ନବରଙ୍ଗପୁର ସ୍ଥିତ କୋଭିଡ ହସ୍ପିଟାଲରୁ କାନ୍ଥ ଡେଇଁ ଜଣେ କରୋନା ସଂକ୍ରମିତ ଚମ୍ପଟ ମାରିଛନ୍ତି । ଆକ୍ରାନ୍ତଙ୍କ ଫେରାର ନେଇ ନବରଙ୍ଗପୁର ଥାନାରେ ଏତଲା ଦିଆଯାଇଛି । ଥାନାରେ ହସ୍ପିଟାଲର ସୁପରିଟେଣ୍ଡେଣ୍ଟ ଏତଲା ଦେଇଛନ୍ତି । ଏନେଇ…

ଆଶ୍ଚର୍ଯ୍ୟଜନକ ଭାବେ ଗଛରୁ ଝରୁଛି ପାଣି; ଗଛମୂଳେ ଗ୍ରାମବାସୀଙ୍କ ପୂଜାର୍ଚ୍ଚନା

କରାତୁଳି/ପୋଲସରା: ଗଂଜାମ ଜିଲ୍ଲା ପୋଲସରା ବ୍ଲକ ଅନ୍ତର୍ଗତ ଘୋଡ଼ାପଲାଣ ପଞ୍ଚାୟତରେ କରାତୁଳି ଗ୍ରାମରେ ଘଟିଛି ଏକ ଆଶ୍ଚର୍ଯ୍ୟଜନକ ଘଟଣା ।  ବାଘୁଆ ନଦୀ କୂଳରେ ଥିବା ଏକ ବଣ ପାଳଧୁଆ ଗଛରେ କୈଣସି ଏକ ଅଲୌକିକ ଶକ୍ତି ମାଧ୍ୟମରେ ଗଛରୁ ପାଣି ବାହୁରୁ ଥିବା ଭଳି ଚମତ୍କାର ଦୃଶ୍ୟ ଦେଖିବାକୁ…

ଜିଲ୍ଳାପାଳଙ୍କ କ୍ଷମତା ପ୍ରୟୋଗ କଲେ ସରପଂଚ, ୭ ଦିନ ପାଇଁ ମଥୁରା ପଂଚାୟତ ସଟଡାଉନ୍

ଗଞ୍ଜାମ: ପୋଲସରା ବ୍ଲକ ମଥୁରା ପଂଚାୟତକୁ  ଏକ ସପ୍ତାହ ଧରି ସଟଡାଉନ ଘୋଷଣା କଲେ  ସରପଂଚ । ସୋମବାର ରାତି ୧୦ଟାରୁ ଜୁଲାଇ ୧୩ ତାରିଖ ଯାଏଁ ସଟଡାଉନ ଘୋଷଣା ହୋଇଛି । ପୋଲସରା ଅଂଚଳରେ ପଜିଟିଭ ସଂଖ୍ୟା ବଢୁଥିବାରୁ ସରପଂଚ ଜିଲ୍ଲାପାଳ କ୍ଷମତା ପ୍ରୟୋଗ କରି ଏହି ପଦକ୍ଷେପ ଗ୍ରହଣ କରିଛନ୍ତି ।…

ଆସନ୍ତାକାଲିଠୁଁ କାଉଣ୍ଟରରେ ମିଳିବ ଦେଶୀ ମଦ

ଭୁବନେଶ୍ୱର: ଆଉଟ ଷ୍ଟିଲ୍ (ଓଏସ) ମଦ ଏବଂ ଇଏନଏ ଦେଶୀ ମଦ (ସିଏଲ) ବିକ୍ରି ଲାଗି ଆସନ୍ତାକାଲିଠାରୁ ଓଡ଼ିଶାର ମଦ କାଉଣ୍ଟର ଗୁଡ଼ିକରେ ଉପଲବ୍ଧ ହେବାନେଇ ଅବକାରୀ ବିଭାଗ ସୋମବାର ଦିନ ସୂଚନା ପ୍ରଦାନ କରିଛି । ରାଜ୍ୟ ସରକାରଙ୍କ ଅବକାରୀ ବିଭାଗ ପକ୍ଷରୁ ସୂଚନାଦେଇ କୁହାଯାଇଛି ଯେ, ହୋମ୍ ଡେଲିଭରି…

କଟକରୁ ଆଉ ୩ କରୋନା ପଜିଟିଭ ଚିହ୍ନଟ

କଟକ: ସୋମବାର କଟକ ଜିଲ୍ଲାରୁ ୧୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାରି ଭିତରେ ୩ ଜଣ ସିଏମ୍‌ସି ଅଂଚଳର ଅଛନ୍ତି । ଏନେଇ କଟକ ମହାନଗର ନିଗମ ଟୁଇଟ୍ କରି ସୂଚନା ଦେଇଛି । ସିଏମସି ଅଞ୍ଚଳରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣେ ପେଡ୍ କ୍ୱାରେଣ୍ଟାଇନରେ ୬୨ ବର୍ଷୀୟ…

ଆୟୁଷ ନିର୍ଦ୍ଦେଶକଙ୍କ ନାଁରେ ଅସଦାଚରଣ ଅଭିଯୋଗ

ଭୁବନେଶ୍ୱର: ଆୟୁଷ ନିର୍ଦ୍ଦେଶକଙ୍କ ନାଁରେ ଆସିଛି ଅସଦାଚରଣ ଭଳି ସଙ୍ଗୀନ ଅଭିଯୋଗ । ଆୟୁଷ ନିର୍ଦ୍ଦେଶକ ବିଭୁ ପ୍ରସାଦ ଷଡଙ୍ଗୀଙ୍କ ନାଁରେ କାର୍ଯ୍ୟାଳୟର ଜଣେ ମହିଳା ଅସଦାଚରଣ ଅଭିଯୋଗ ଆଣିଛନ୍ତି । ଅଶ୍ଳୀଳ ମ୍ୟାସେଜ ପଠାଇବା ସହ ମାନସିକ ସ୍ତରରେ ନିର୍ଯାତନା ଦେଉଥିବା ମହିଳା ଜଣକ ଅଭିଯୋଗ…

ନାବାଳିକା ଦୁଷ୍କର୍ମ, ଗର୍ଭପାତ ଘଟଣା: ଜେଲ୍ ଗଲେ ବୀରମିତ୍ରପୁର ଆଇଆଇସି

ସୁନ୍ଦରଗଡ଼: ନାବାଳିକା ଦୁଷ୍କର୍ମ, ଗର୍ଭପାତ ଘଟଣାରେ ବୀରମିତ୍ରପୁର ଥାନାର ଆଇଆଇସି ଆନନ୍ଦ ଚନ୍ଦ୍ର ମାଝୀଙ୍କୁ ଗିରଫ କରାଯାଇ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି । ସୋମବାର ଦିନ ସ୍ୱତନ୍ତ୍ର ପୋକସୋ (ପ୍ରୋଟେକ୍ସନ ଅଫ ଚିଲଡ୍ରେନ ଫ୍ରମ ସେକ୍ସୁଆଲ ଅଫେନ୍ସ) କୋର୍ଟ ଶ୍ରୀ ମାଝୀ ଗିରଫ ହେବା…

ମାସ୍କ, ପିପିଇ କିଟ୍ ଭଳି ମୋବାଇଲ କିଣାରେ ଦୁର୍ନୀତି ହୋଇଛି : ରାଜ୍ୟ କଂଗ୍ରେସ

ଭୁବନେଶ୍ୱର: କୋଭିଡ ସାମଗ୍ରୀ କିଣାରେ ଦୁର୍ନୀତି ନେଇ ବାରମ୍ବାର ଅଭିଯୋଗ ଆଣିବା ପରେ ଆଜି ମୋବାଇଲ କିଣାରେ ବି ଦୁର୍ନୀତି ହୋଇଥିବା ଅଭିଯୋଗ ଆଣିଛି ରାଜ୍ୟ କଂଗ୍ରେସ । କେନ୍ଦ୍ର ସରକାର ପ୍ରଦାନ କରିଥିବା ସ୍ପେଶିଫିକେସନ୍‌କୁ ବଦଳାଇ ରାଜ୍ୟ ସରକାର ମୋବାଇଲ କିଣିଛନ୍ତି ବୋଲି ସାମ୍ବାଦିକ…

ଏଫଆଇଏଚ ଆଡ଼ଭାନ୍ସମେଣ୍ଟ ପ୍ୟାନେଲର ଟେକନିକାଲ ଅଫିସର ଭାବେ ଓଡ଼ିଶାର ବିଶ୍ୱରଞ୍ଜନ ଷଡ଼ଙ୍ଗୀଙ୍କ ପଦୋନ୍ନତି

ଭୁବନେଶ୍ୱର: ଅନ୍ତର୍ଜାତୀୟ ହକି ଫେଡ଼େରେସନ (ଏଫଆଇଏଚ)ର ଆଡ଼ଭାନ୍ସମେଣ୍ଟ ପ୍ୟାନେଲର ଟେକନିକାଲ ଅଫିସର ଭାବେ ଓଡ଼ିଶାର ବିଶ୍ୱରଞ୍ଜନ ଷଡ଼ଙ୍ଗୀଙ୍କ ପଦୋନ୍ନତି ହୋଇଛି । ଶ୍ରୀ ଷଡ଼ଙ୍ଗୀ ଗତ କିଛି ବର୍ଷ ଧରି ଟେକନିକାଲ ଅଫିସର ଭାବେ ନିଜର ପାରଦର୍ଶିତା ହାସଲ କରିପାରିଛନ୍ତି । ସେ ବିଭିନ୍ନ ରାଷ୍ଟ୍ରରେ…