Latest Odisha News

BREAKING NEWS

Browsing Category

ଓଡିଶା

Odisha

ଯାଜପୁରରେ ସାପ୍ତାହିକ ସଟଡାଉନର ପ୍ରଭାବ

ଯାଜପୁର: ଯାଜପୁର ଜିଲ୍ଲାରେ ଜାରି ରହିଛି ସାପ୍ତାହିକ ସଟଡାଉନ କଟକଣା। ଜୁଲାଇ ମାସର ପ୍ରଥମ ସପ୍ତାହରେ ଏହି ସଟଡାଉନ କଟକଣାକୁ କଡାକଡି ଭାବେ ପାଳନ କରାଯାଉଛି । ଜିଲ୍ଲାର ୧୦ ଟି ବ୍ଲକ୍ ଓ ୨ ଟି ପୌରାଞ୍ଚଳ ସମେତ କଳିଙ୍ଗନଗର ଶିଳ୍ପାଞ୍ଚଳରେ ସମସ୍ତ ଦୋକାନ ବଜାର ଓ ବ୍ୟବସାୟିକ ପ୍ରତିଷ୍ଠାନ ବନ୍ଦ…

କରୋନା ପଜିଟିଭ ଚିହ୍ନଟ ହେଲେ ବିଏମସିର ୩ କର୍ମଚାରୀ

ଭୁବନେଶ୍ୱର: କରୋନା ପଜିଟିଭ ଚିହ୍ନଟ ହେଲେ ଭୁବନେଶ୍ୱର ବିଏମସି କର୍ମଚାରୀ । ବିଏମସି ର ଇଂଜିନିଏରିଂ ବିଭାଗର ୩ ଜଣ କର୍ମଚାରୀ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ଜଣେ ନିର୍ବାହୀ ଯନ୍ତ୍ରୀ, ଜଣେ ସହକାରୀ ଯନ୍ତ୍ରୀ ଓ ଅନ୍ୟ ଜଣେ ଡ୍ରାଇଭର ଥିବା ସୂଚନା ମିଳିଛି। ସମସ୍ତ…

ଓଡିଶାରେ ୯ ହଜାର ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୪୬୯ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୯ ହଜାର ୦୭୦ରେ ପହଞ୍ଚିଛି । ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ ଲୋକସମ୍ପର୍କ…

କନ୍ଧମାଳରେ ପୋଲିସ-ମାଓବାଦୀ ଗୁଳି ବିନିମୟ; ୪ କ୍ୟାଡର ମାଓବାଦୀ ନିହତ

ଫୁଲବାଣୀ: କନ୍ଧମାଳ ଜିଲ୍ଲା ତୁମୁଡ଼ିବନ୍ଧ ଥାନା ସିର୍ଲା ଫରେଷ୍ଟ ଅଞ୍ଚଳ ନିକଟରେ ପୋଲିସ-ମାଓବାଦୀ ଗୁଳି ବିନିମୟ ହୋଇଛି। ଯାହାଫଳରେ ୪ ଜଣ କ୍ୟାଡର ମାଓବାଦୀ ନିହତ ହୋଇଥିବା ନେଇ ଓଡିଶା ପୋଲିସ ପକ୍ଷରୁ ସୂଚନା ମିଳିଛି। ପ୍ରାପ୍ତ ସୂଚନାନୁଯାୟୀ ଆଜି ସକାଳ ସମୟରେ ମାଓବାଦୀ ମାନେ କନ୍ଧମାଳ…

ରଥଯାତ୍ରା ସଫଳ ଆୟୋଜନ ନେଇ ଧନ୍ୟବାଦ ଜଣାଇଲେ ଗଜପତି ମହାରାଜ

ପୁରୀ: ଶ୍ରୀକ୍ଷେତ୍ରରେ ଶେଷ ହୋଇଛି ଘୋଷଯାତ୍ରା । ସଫଳତାର ସହ ସମାପନ ହୋଇଛି । ସଫଳ ଆୟୋଜନ ନେଇ ରାଜ୍ୟ ସରକାର, ଶ୍ରୀମନ୍ଦିର ପ୍ରଶାସନ ଓ ପୁରୀ ଜିଲ୍ଲା ପ୍ରଶାସନକୁ ଧନ୍ୟବାଦ ଜଣାଇଛନ୍ତି ଗଜପତି ମହାରାଜ ଦିବ୍ୟସିଂହ ଦେବ । ସେ କହିଛନ୍ତି, ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦରୁ ଚଳିତ ରଥଯାତ୍ରା ସଫଳ…

ଆଜି ଗୁରୁ ପୂର୍ଣ୍ଣିମା: ଜାଣନ୍ତୁ ଏହାର ମହତ୍ତ୍ୱ

ଭୁବନେଶ୍ୱର: ଆଜି ପବିତ୍ର ଗୁରୁ ପୂର୍ଣ୍ଣିମା ବା ବ୍ୟାସ ପୂର୍ଣ୍ଣିମା । ଆଷାଢ଼ ମାସ ପୂର୍ଣ୍ଣିମା ଦିନକୁ ଗୁରୁ ପୂର୍ଣ୍ଣିମା ଭାବେ ପାଳନ କରାଯାଇଥାଏ । ବେଦ, ବେଦାନ୍ତ, ଗୀତା ଓ ଉପନିଷଦର ଭାଷ୍ୟକାର ତଥା ମହାକାବ୍ୟ ଯୁଗର ମହାଭାରତ, ଅଷ୍ଟାଦଶ ପୁରାଣ, ଶ୍ରୀମଦ୍ ଭାଗବତ, ବ୍ରହ୍ମସୂତ୍ର, ମୀମାଂସା…

ସମ୍ବଲପୁରରେ ୨୪ ଘଣ୍ଟିଆ ସଟଡାଉନ ଘୋଷଣା କଲେ ଜିଲ୍ଲାପାଳ

ସମ୍ବଲପୁର: ସମ୍ବଲପୁରରେ ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଏହାର କରୋନା ମୁକାବିଲା ପାଇଁ ସମ୍ବଲପୁର ଜିଲ୍ଲାକୁ ସଟଡ଼ାଉନ୍ ଘୋଷଣା କରିଛନ୍ତି ଜିଲ୍ଲାପାଳ। ଜିଲ୍ଲାପାଳଙ୍କ ଘୋଷଣା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ପାଇଁ ସମ୍ବଲପୁର ଜିଲ୍ଲା ସଟଡ଼ାଉନ୍ କଟକଣା…

ରାଜ୍ୟ ପାଇଁ ଘାତକ ହେବକି ଜୁଲାଇ: ପ୍ରଥମ ୪ ଦିନରେ ଗଲାଣି ୯ ଟି ମୁଣ୍ଡ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ବଢୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଜୁଲାଇର ପ୍ରଥମ ଚାରି ଦିନରେ ଓଡିଶାରେ ୯ ଟି ମୁଣ୍ଡ ନେଲାଣି କରୋନା । ଏହି ୪ ଦିନରେ ୧୫୪୪ ଜଣ ନୂତନ ପଜିଟିଭ ମାମଲା ଚିହ୍ନଟ ହୋଇଛି । ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗର ଟୁଇଟ୍ ଅନୁଯାୟୀ ରାଜ୍ୟରେ ଏପର୍ଯ୍ୟନ୍ତ…

ସଟଡାଉନ ଯୋଗୁଁ ୮ ତାରିଖ ଯାଏଁ ବନ୍ଦ ରହିବ ହାଇକୋର୍ଟ

କଟକ: ବଢୁଥିବା ସଂକ୍ରମଣକୁ ଦୃଷ୍ଟିରେ କଟକ ସହରକୁ ଜୁଲାଇ ୮ ତାରିଖ ଯାଏଁ ସଟ୍ ଡାଉନ ଘୋଷଣା କରାଯାଇଛି । ତେବେ ଏହି ଦୃଷ୍ଟିରୁ ଜୁଲାଇ ୮ ପର୍ଯ୍ୟନ୍ତ ହାଇକୋର୍ଟ ଓ ଏହାର କାର୍ଯ୍ୟାଳୟ ବନ୍ଦ ରହିବା ନେଇ ହାଇକୋର୍ଟ ରେଜିଷ୍ଟରଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି । ସିଏମସି ପକ୍ଷରୁ…

କଟକରେ କରୋନା ଆକ୍ରାନ୍ତଙ୍କ ଉନ୍ମତକାଣ୍ଡ

କଟକ: ରାଜ୍ୟ ସହ କଟକରେ ଦିନକୁ ଦିନ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ତେବେ ଏହାରି ମଧ୍ୟରେ କଟକ ଜିଲ୍ଲାରେ ଦେଖିବାକୁ ମିଳିଛି ଏକ ଅଜବ ଘଟଣା । କରୋନା ପଜିଟିଭ ଚିହ୍ନଟ ବ୍ୟକ୍ତି ଏଠାରେ ଘଟାଇଛନ୍ତି ଉନ୍ମତକାଣ୍ଡ। ମିଳିଥିବା ସୂଚନାନୁସାରେ, ଆଚାର୍ଯ୍ୟ ହରିହର କର୍କଟ କେନ୍ଦ୍ରରେ…