Latest Odisha News

BREAKING NEWS

Browsing Category

ଓଡିଶା

Odisha

ଲାଞ୍ଚ ନେଇ ଧରାପଡିଲେ ଆର୍‌ଆଇ ବାବୁ

ନୂଆପଡା: ଭିଜିଲାନ୍ସ ଜାଲରେ ଆର୍‌ଆଇ ବାବୁ । ପାଂଚ ହଜାର ଟଙ୍କା ଲାଂଚ ନେବା ବେଳେ ଧରାପଡିଛନ୍ତି ନୂଆପଡା ଜିଲ୍ଲା ଖଡିଆଳ ବ୍ଲକ ତୁକୁଲା ଆରଆଇ ଦିନମଣି ରାଉତରାୟ । ଇନ୍ଦିରା ଅବାସ ଘର ବାଲି ଆଣିବା ଅନୁମତି ପାଇଁ ସ୍ଥାନୀୟ ଖଇରଭାଡି ଗ୍ରାମର ଯୁଗଲ କିଶୋର ଠେଲାଙ୍କ ଠାରୁ ପାଞ୍ଚ ହଜାର ଟଙ୍କା…

ଆଜି ରାତିରେ କେଉଁ ସବୁ ଜିଲ୍ଲାରେ ରହିଛି ବର୍ଷା ଆଶଙ୍କା, ଜାଣନ୍ତୁ

ଭୁବନେଶ୍ୱର: ଆଜି ରାତିରେ ଓଡିଶାର ପ୍ରାୟ ୧୩ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଶନିବାର ଦିନ ଆକଳନ କରାଯାଇଛି। ଉକ୍ତ ଜିଲ୍ଲା ଗୁଡିକ ମଧ୍ୟରେ ନବରଙ୍ଗପୁର, କଳାହାଣ୍ଡି, କୋରାପୁଟ, ନୂଆପଡା, ବଲାଙ୍ଗିର,…

ପୁଣି ଆଉ ଜଣେ କରୋନା ଯୋଦ୍ଧାଙ୍କ ମୃତ୍ୟୁ, ପରିବାର ଲୋକଙ୍କ ରାସ୍ତାରୋକ

ଗଞ୍ଜାମ: ପୁଣି ଜଣେ କରୋନା ଯୋଦ୍ଧାଙ୍କ ଗଲା ଜୀବନ । ଗଞ୍ଜାମ ଜିଲ୍ଲା ବୁଗୁଡା ବ୍ଲକ ଅନ୍ତର୍ଗତ ଖୋଳଖାଳି ଗାଁରେ କ୍ୱାରେଣ୍ଟାଇନ କେନ୍ଦ୍ରରେ କାର୍ୟ୍ୟରତ ଜଣେ ଅଙ୍ଗନବାଡ଼ି କର୍ମୀଙ୍କ ମୃତ୍ୟୁ ହୋଇଛି । ସେ କିଛି ଦିନ ହେବ ଜ୍ୱର, ଥଣ୍ଡା, କାଶରେ ପିଡ଼ୀତ ଥିଲେ । ତଥାପି ମଧ୍ୟ କ୍ୱାରେଣ୍ଟାଇନ…

ସୁସ୍ଥ ହେଲେ ଆଉ ୨୨୯ ସଂକ୍ରମିତ

ଭୁବନେଶ୍ୱର: ରାଜ୍ୟରେ ବଢ଼ୁଥିବା ସଂକ୍ରମିଣ ମଧ୍ୟରେ ଆସିଛି ଭଲ ଖବର । ଆଜି ପୁଣି ଆଉ ୨୨୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା କରୋନାରୁ ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ସଂଖ୍ୟା ୫୯୪୩ରେ ପହଂଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ…

ବାହାଘରରେ ନିୟମ ଉଲ୍ଲଙ୍ଘନ ପଡିଲା ମହଙ୍ଗା: ଦୁଇ ପକ୍ଷ ନାଁରେ ମାମଲା ରୁଜୁ

ଗଞ୍ଜାମ: ବିନା ମାସ୍କରେ ବାହାଘରରେ ନାଚିବା ଏବଂ ସାମାଜିକ ଦୂରତା ନିୟମ ଉଲ୍ଲଂଘନ କରିବା ପଡିଲା ମହଙ୍ଗା । ବରପକ୍ଷ ଓ କନ୍ୟାପକ୍ଷ ନାଁରେ ଥାନାରେ ରୁଜୁ ହେଲା ଦୁଇଟି ମାମଲା । ବ୍ରହ୍ମପୁରର ଜଣେ ବଡ ବ୍ୟସାୟୀୟଙ୍କ ପୁଅ ବାହାଘରରେ କୋଭିଡ ନିୟମ ଉଲ୍ଲଂଘନ କରାଯାଇଥିବାର ଭିଡିଓ ଭାଇରାଲ ହେବା ପରେ…

ରଥାରୂଢ ଶ୍ରୀଜଗନ୍ନାଥଙ୍କୁ ‘ରସଗୋଲା’ ଭୋଗ ଅର୍ପଣ

ପୁରୀ: ବିଶ୍ୱପ୍ରସିଦ୍ଧ ରଥଯାତ୍ରା ମହୋତ୍ସବର ଅନ୍ତିମ ଦିବସରେ ଆଜି ପାଳିତ ହେଉଛି ନୀଳାଦ୍ରି ବିଜେ ନୀତି । ସୁସ୍ୱାଦୁ ରସଗୋଲାକୁ ଭାରି ଭଲ ପାଆନ୍ତି ମହାପ୍ରଭୁ ଶ୍ରୀଜଗନ୍ନାଥ । ଛେନାରେ ତିଆରି ରସଗୋଲା ମିଷ୍ଟାନ୍ନ ଓଡ଼ିଶାରେ ଅତି ଲୋକପ୍ରିୟ । ଓଡ଼ିଶାରେ ଏହି ମିଠାର ଜନ୍ମ ତଥା ଏହା ଓଡ଼ିଶାରୁ…

ଭୁବନେଶ୍ୱରରେ ଆଉ ୪୫ ପଜିଟିଭ ଚିହ୍ନଟ, ୩୧ ସୁସ୍ଥ

ଭୁବନେଶ୍ୱର: ଆଜି ଭୁବନେଶ୍ୱରୁ ପୁଣି ପଜିଟିଭ ବାହାରିଛନ୍ତି । ଗୋଟିଏ ଦିନରେ ସର୍ବାଧିକ ୪୫ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରେ ୩୭ ଜଣ କ୍ୱାରେଣ୍ଟାଇନରେ ଥିବା ବେଳେ ୮ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ସେହିପରି ୩୧ଜଣ ସୁସ୍ଥ ହୋଇଛନ୍ତି। ଚିହ୍ନଟ ହୋଇଥିବା…

ବୁର୍ଲାର ବିଭିନ୍ନ ଅଂଚଳରେ ୧୪୪ ଧାରା ଜାରି

ବୁର୍ଲା: ବୁର୍ଲାରେ ଜାରି ହେଲା ୧୪୪ ଧାରା । କରୋନାର ଲୋକାଲ କେସ୍ ଜଣାପଡିବା ପରେ ବୁର୍ଲାର ବିଭିନ୍ନ ସ୍ଥାନରେ ପ୍ରଶାସନ ପକ୍ଷରୁ ୧୪୪ ଧାରା ଲାଗୁ କରାଯାଇଛି । ବୁର୍ଲାର ଆର୍ କଲୋନୀ, ଚିପିଲିମା, ପିସି ବ୍ରିଜରୁ ଫାଣ୍ଡି ଛକ, କିର୍ବା, ପାଣି ଟାଙ୍କି ପଡା, ବସନ୍ତ ବିହାର ଏସବୁ ଅଂଚଳରେ ୧୪୪…

ଓଡି଼ଆ ସାମ୍ବାଦିକତାରେ ନାମଲେଖା ପାଇଁ ‘ଆଇଆଇଏମସି’ରେ ପ୍ରକାଶିତ ହେଲା ବିଜ୍ଞାପନ

ଢେଙ୍କାନାଳ: ଢେଙ୍କାନାଳଠାରେ ଥିବା ଜାତୀୟ ସ୍ତରର ଗଣମାଧ୍ୟମ ଶିକ୍ଷା ପ୍ରତିଷ୍ଠାନ ଭାରତୀୟ ଜନ ସଞ୍ଚାର ସଂସ୍ଥାନ (ଆଇଆଇଏମସି)ରେ ଓଡି଼ଆ ସାମ୍ବାଦିକତାରେ ନାମଲେଖା ପାଇଁ ବିଜ୍ଞାପନ ପ୍ରକାଶିତ ହୋଇଛି । ୨୦୨୦-୨୧ ଶିକ୍ଷାବର୍ଷ ନିମନ୍ତେ ଛାତ୍ରଛାତ୍ରୀମାନେ ଚଳିତ ଜୁଲାଇ ମାସ ୨୭ ତାରିଖ…

ଏ ବର୍ଷ ଶୁଭିବନି କାଉଡିଆଙ୍କ ବୋଲବମ ଡାକ, ଲାଗିଲା କଟକଣା

ଭୁବନେଶ୍ୱର: ଚଳିତ ବର୍ଷ ବନ୍ଦ ରହିବ ବୋଲବମ ଯାତ୍ରା । ଆଉ ଶୁଭିବନି କାଉଡିଆଙ୍କ ବୋଲବମ ଡାକ । ବୋଲବମ ଯାତ୍ରା ଉପରେ କଟକଣା ଲଗାଇଛନ୍ତି ସରକାର । ମହାକାରୀ କରୋନାର ପ୍ରକୋପ ଦେଖି ଏଭଳି ନିଷ୍ପତି ନିଆଯାଇଛି । ଏନେଇ ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ସ୍ୱତନ୍ତ୍ର ରିଲିଫ୍ କମିଶନର ପ୍ରଦୀପ ଜେନା…