Latest Odisha News

BREAKING NEWS

Browsing Category

ଓଡିଶା

Odisha

ଜୁଲାଇ ୧୧ ଯାଏଁ ଭିସୁଟ୍ ବନ୍ଦ

ସମ୍ବଲପୁର: କୋଭିଡ-୧୯ ସଂକ୍ରମଣ ବୃଦ୍ଧି ଆଶଙ୍କା ରହିଥିବାରୁ ବୁର୍ଲାର ବୀର ସୁରେନ୍ଦ୍ର ସାଏ ୟୁନିଭରସିଟି ଅଫ୍ ଟେକ୍ନୋଲୋଜି (ଭିସୁଟ୍‌) ଆସନ୍ତା ଜୁଲାଇ ୧୧ ଯାଏଁ ବନ୍ଦ କରାଯାଇଛି। ଏହି ଅବଧି ମଧ୍ୟରେ ସମସ୍ତ କର୍ମଚାରୀଙ୍କୁ ହେଡ୍ କ୍ୱାଟରରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଭିସୁଟର…

ରାଜ୍ୟରେ ଆଉ ୫ କରୋନା ରୋଗୀଙ୍କ ମୃତ୍ୟୁ; ମୋଟ୍ ସଂଖ୍ୟା ୩୪ ଛୁଇଁଲା

ଭୁବନେଶ୍ୱର: ରାଜ୍ୟରେ ଶନିବାର ଦିନ ଆଉ ୫ଜଣ କୋଭିଡ-୧୯ ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ଯାହାକୁ ମିଶାଇ ରାଜ୍ୟରେ କରୋନା ମୃତକଙ୍କ ସଂଖ୍ୟା ୩୪ରେ ପହଞ୍ଚିଛି। ଏନେଇ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ସ୍ୱାସ୍ଥ୍ୟ ବିଭାଗର ସୂଚନାନୁସାରେ, ଖୋର୍ଦ୍ଧାରୁ ୩…

ଓଡିଶାର ୨୪ ଜିଲ୍ଲାରୁ ନୂଆ ୪୯୫ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୪୯୫ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି। ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୮ ହଜାର ୬୦୧ରେ ପହଞ୍ଚିଛି। ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ ଲୋକସମ୍ପର୍କ…

ନୀଳାଦ୍ରି ବିଜେ: ସୁଆଦିଆ ରସଗୋଲାରେ ହେବ ଲକ୍ଷ୍ମୀ ସାଆନ୍ତାଣୀଙ୍କ ମାନଭଞ୍ଜନ…

ଶ୍ରୀଜଗନ୍ନାଥଙ୍କ ଆଧ୍ୟାତ୍ମିକ ଅନୁଭୂତିକୁ ନେଇ ସ୍ତମ୍ଭ: ଶ୍ରୀଜଗନ୍ନାଥ କଥାମୃତ ଭାରତୀୟ ପୁରାଣ ଶାସ୍ତ୍ରରେ ମହାଲକ୍ଷ୍ମୀ ହେଲେ ଜଣେ ଦେବୀ । କିନ୍ତୁ ଶ୍ରୀକ୍ଷେତ୍ର ଶ୍ରୀମନ୍ଦିରର ଲକ୍ଷ୍ମୀ ସାଆନ୍ତାଣୀ ହେଲେ ପ୍ରଥମେ ଜଣେ ପତ୍ନୀ ଓ ପରେ ଦେବୀ । ଏଠାରେ ମହାଲକ୍ଷ୍ମୀଙ୍କର ତାଙ୍କ ସ୍ୱାମୀ…

ପଣ୍ୟ ପରିବହନ କ୍ଷେତ୍ରରେ ଇତିହାସ ରଚିଲା ପାରାଦୀପ ବନ୍ଦର

ପାରାଦୀପ: ଭାରତରେ ପଣ୍ୟ ପରିବହନ କ୍ଷେତ୍ରରେ ଇତିହାସ ସୃଷ୍ଟି କରିଛି ପାରାଦୀପ ବନ୍ଦର। କାନଡଲାର ଦିନଦୟାଲ ବନ୍ଦରକୁ ପଛରେ ପକାଇ ପଣ୍ୟ ପରିବହନ ରେ ଏକ ନମ୍ବର ସ୍ଥାନ ହାସଲ କରିଛି ପାରାଦୀପ ବନ୍ଦର। Congratulate @paradipport for becoming No-1 major #port for cargo handling…

ରାଜ୍ୟର ଏହିସବୁ ଜିଲ୍ଲାରେ ଆଜି ଓ କାଲି ସଟ୍‌ଡ଼ାଉନ୍‌

ଭୁବନେଶ୍ୱର: ରାଜ୍ୟ ସରକାର ପ୍ରତି ଶନିବାର ଓ ରବିବାର ଦିନ ଯେଉଁସବୁ ଜିଲ୍ଲା ଗୁଡ଼ିକରେ ସଟ୍‌ଡ଼ାଉନ୍ ବଳବତ୍ତର ରହିବା ନେଇ ନିଷ୍ପତ୍ତି ଗ୍ରହଣ କରିଥିଲେ ସେହିସବୁ ଜିଲ୍ଲା ଗୁଡ଼ିକରେ ଜିଲ୍ଲା ପ୍ରଶାସନ ପକ୍ଷରୁ ସଟ୍‌ଡ଼ାଉନ୍ କରାଯାଇଛି । ଆଜି ଓ କାଲି ଏହିସବୁ ଜିଲ୍ଲାରେ ବଳବତ୍ତର ରହିବ ସଟ୍‌ଡ଼ାଉନ…

ଆଜି ଶ୍ରୀଜୀଉଙ୍କ ନୀଳାଦ୍ରି ବିଜେ

ଭୁବନେଶ୍ୱର: ରଥ ଉପରେ ବିଜେ କରିଥିବା ଚତୁର୍ଦ୍ଧାମୂର୍ତ୍ତିଙ୍କ ଅଧରପଣା ନୀତି ଅନୁଷ୍ଠିତ ହୋଇଯାଇଥିବା ବେଳେ ଶନିବାର ଦିନ ନୀଳାଦ୍ରି ବିଜେ କରୁଛନ୍ତି ଶ୍ରୀଜୀଉ। ପରମ୍ପରା ଅନୁଯାୟୀ ସୁନାବେଶ ଓ ଅଧରପଣା ଭୋଗର ଠିକ୍ ପରଦିନ ଶ୍ରୀଜିଉଙ୍କମାନେ ଗୋଟି ପହଣ୍ଡିରେ ବିଜେ କରି ରତ୍ନ ସିଂହାସନରେ…

ଆସନ୍ତା ଜୁଲାଇ ୭ରୁ ୧୦ ଦିନ ଲାଗି ବୁଗୁଡା ସହର ସଟଡାଉନ

ବୁଗୁଡା: ବୁଗୁଡା ସହରରେ ପୋଲିସ ବାହିନୀ, ଅଗ୍ନିଶମ ବିଭାଗ, ବ୍ଲକ ଜେଇ କରୋନା ପଜିଟିଭ ଚିହ୍ନଟ ପରେ ପ୍ରଶାସନ ପକ୍ଷରୁ ୧୦ ଦିନ ପାଇଁ ସଟଡାଉନ ଘୋଷଣା କରାଯାଇଛି। ପୂର୍ବରୁ ବୁଗୁଡା ପୂର୍ତ୍ତବିଭାଗ ଡାକ ବଙ୍ଗଳା ପରିସରରେ ବୁଗୁଡା ବିଡ଼ିଓ ତନ୍ମୟ ପାତ୍ରଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ…

କଟକ ସହରରୁ ଚିହ୍ନଟ ହେଲେ ଆଉ ୧୧ କରୋନା ପଜିଟିଭ

କଟକ: ସିଲଭର ସିଟି କଟକରୁ ଶୁକ୍ରବାର ସନ୍ଧ୍ୟାରେ ଚିହ୍ନଟ ହୋଇଛନ୍ତି ଆଉ ୧୧ ଜଣ କରୋନା ପଜିଟିଭ । ଏନେଇ ସ୍ପଷ୍ଟ କରିଛି କଟକ ଜିଲ୍ଲା ପ୍ରଶାସନ। ସେମାନଙ୍କ ମଧ୍ୟରୁ ୫ ଜଣ ଆଚାର୍ଯ୍ୟ ହରିହର ଆଞ୍ଚଳିକ କର୍କଟ କେନ୍ଦ୍ରର ହୋଇଥିବାବେଳେ ୬ ଜଣ ଚାଉଳିଆଗଞ୍ଜର ଏକ ଘରୋଇ ନର୍ସିଂହୋମର ଅଟନ୍ତି।…

ତିନିରଥରେ ସମ୍ପନ୍ନ ହେଲା ଅଧରପଣା ନୀତି

ପୁରୀ: ରଥଯାତ୍ରା ମହୋତ୍ସବର ଚୂଡ଼ାନ୍ତ ପର୍ଯ୍ୟାୟରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମାନବୀୟ ଲୀଳା ପାରମ୍ପରିକ ନୀତିକାନ୍ତି ମାଧ୍ୟମରେ ପାଳିତ ହେଉଛି । ଆଜି ସନ୍ଧ୍ୟାରେ ସମ୍ପନ୍ନ ହୋଇଛି ଗୁରୁତ୍ୱପୂର୍ଣ୍ଣ ଅଧରପଣା ନୀତି । ଗତକାଲି ସୁନାବେଶରେ ଦର୍ଶନ ଦେବା ପରେ ଆଜି ଶ୍ରୀଜୀଉମାନଙ୍କ ଏହି ଅଧରପଣା…