Latest Odisha News

BREAKING NEWS

Browsing Category

ଓଡିଶା

Odisha

ଏନଡିଏର ଉପରାଷ୍ଟ୍ରପତି ପ୍ରାର୍ଥୀଙ୍କୁ ବିରୋଧ କରିବ କି ବିଜେଡି?, କେତେ ପ୍ରଭାବୀ ହେବ ଏହି ପଦକ୍ଷେପ….

ନୂଆଦିଲ୍ଲୀ/ଭୁବନେଶ୍ବର: ବର୍ତ୍ତମାନ ଦେଶରେ ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ପ୍ରକ୍ରିୟା ଚାଲିଛି । ଯାହା ଅଗଷ୍ଟ ଶେଷ ସପ୍ତାହ ସୁଦ୍ଧା ଶେଷ କରିବାକୁ ସମୟସୀମା ରହିଛି । ଚର୍ଚ୍ଚା ହେଉଛି, ଏଥର କେନ୍ଦ୍ର ସରକାର ସହଯୋଗୀ ଦଳ ନୁହେଁ, ବିଜେପିରୁ ହିଁ ଉପରାଷ୍ଟ୍ରପତି ଚୟନ କରିବେ । ଯାହାକୁ ନେଇ…

ମୁଣ୍ଡଳୀରେ ପହଞ୍ଚିଲା ହୀରାକୁଦର ବନ୍ୟାଜଳ; ଅପ୍ ଷ୍ଟ୍ରିମର ଜଳସ୍ତର ୮୬.୭୦ ଫୁଟ୍

କଟକ:ମୁଣ୍ଡଳୀରେ ପହଞ୍ଚିଲା ହୀରାକୁଦ ଡ୍ୟାମର ବନ୍ୟା ଜଳ । ଏବେ ୪ ଲକ୍ଷ ୨୦ ହଜାର ୮୨୪ କ୍ୟୁସେକ ଜଳ ପ୍ରବାହିତ ହେଉଛି । ମୁଣ୍ଡଳୀ ଅପ୍ ଷ୍ଟ୍ରିମର ଜଳସ୍ତର ୮୬.୭୦ ଫୁଟ୍ ରହିଛି ଓ ଡାଉନ୍ ଷ୍ଟ୍ରିମର ଜଳସ୍ତର ୮୩.୮୦ ଫୁଟ୍ ଅଛି । ଏହା ସନ୍ଧ୍ୟା ସୁଦ୍ଧା ପାଞ୍ଚ ଲକ୍ଷରୁ ଅଧିକ କ୍ୟୁସେକ ହେବା ନେଇ…

ବିଶ୍ବବିଦ୍ୟାଳୟର ଆସିଷ୍ଟାଣ୍ଟ ପ୍ରଫେସରଙ୍କ ପତ୍ନୀଙ୍କୁ ଦୁଷ୍କର୍ମ ଉଦ୍ୟମ;ଯୁବକ ଅଟକ

ବାଲେଶ୍ବର: ବାଲେଶ୍ଵର ଫକୀର ମୋହନ ବିଶ୍ବବିଦ୍ୟାଳୟର ଆସିଷ୍ଟାଣ୍ଟ ପ୍ରଫେସରଙ୍କ ପତ୍ନୀଙ୍କୁ ଦୁଷ୍କର୍ମ ଉଦ୍ୟମ । କ୍ୟାମ୍ପସ କ୍ବାର୍ଟର୍ସରେ ଏକା ଥିବାର ସୁଯୋଗ ନେଇ ଦୁଷ୍କର୍ମ ଉଦ୍ୟମ ଅଭିଯୋଗ ଆସିଛି । ଆସିଷ୍ଟାଣ୍ଟ ପ୍ରଫେସରଙ୍କ ସ୍ତ୍ରୀ ଶନିବାର ରେମୁଣା ଥାନାରେ ଅଭିଯୋଗ କରିବା ପରେ ନୀଳଗିରି…

୩ ନଦୀରେ ବନ୍ୟା ଜଳ ପ୍ରବାହିତ; ପାଣିଘେରରେ ଅନେକ ଗାଁ

ଭୁବନେଶ୍ବର: ଲଗାଣ ବର୍ଷା ଯୋଗୁଁ ସୁବର୍ଣ୍ଣରେଖା, ବୈତରଣୀ ଓ ଜଳକା ନଦୀର ଜଳସ୍ତର ବଢ଼ୁଛି। ଏପଟେ ବିପଦ ସଙ୍କେତ ଉପରେ ବୈତରଣୀ ନଦୀର ବନ୍ୟା ଜଳ ପ୍ରବାହିତ ହେଉଛି । ଆଖୁଆପଦାଠାରେ ୧୮.୯୦ ମିଟର ଉପରେ ବନ୍ୟା ଜଳ ପ୍ରବାହିତ ହେଉଛି । ଫଳରେ ଭଣ୍ଡାରିପୋଖରୀ ଓ ଧାମନଗର ବ୍ଲକର ଅନେକ ଗାଁ…

କୁଶଭଦ୍ରା ନଦୀକୁ ଖସିଲା ବିଡିଓଙ୍କ ଗାଡ଼ି, ଅଳ୍ପକେ ବର୍ତିଲେ ସ୍ବାମୀ ଓ ସ୍ତ୍ରୀ

ଭୁବନେଶ୍ୱର: ପୁରୀ-କୋଣାର୍କ ମେରାଇନ୍ ଡ୍ରାଇଭରେ ଶନିବାର କୁଶଭଦ୍ରା ନଦୀରେ ଏକ ଗାଡ଼ି ଖସିପଡ଼ିଥିଲା। ସୂଚନା ଅନୁଯାୟୀ, ଗାଡ଼ିଟି କଟକ ସଦର ବ୍ଲକ ଉନ୍ନୟନ ଅଧିକାରୀ (ବିଡିଓ) ପ୍ରତୀକ ସାହୁଙ୍କର ଥିଲା। ରାମଚଣ୍ଡୀ ମନ୍ଦିର ନିକଟରେ ଏହି ଦୁର୍ଘଟଣା ଘଟିଥିବା ସମୟରେ ସେ ଏବଂ ତାଙ୍କ ପତ୍ନୀ…

ଅଟଳ ଜୀଙ୍କ ଜୀବନର ଗାଥା ଭାରତ ରାଜନୈତିକ ଇତିହାସରେ ଅଦ୍ୱିତୀୟ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ସ୍ଥାନୀୟ ଜୟଦେବ ଭବନ ଠାରେ ଅଟଳ ଯୁବଶକ୍ତି, ଓଡ଼ିଶା ପକ୍ଷରୁ ଆୟୋଜିତ ଅଟଳ ପ୍ରତିଭା ସମ୍ମାନ-୨୦୨୫ ଉତ୍ସବ ଅବସରରେ ଯୋଗଦେଇଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଅବସରରେ ସେ ଓଡିଶାର ପ୍ରତ୍ୟେକ କ୍ଷେତ୍ରରେ ପ୍ରତିଭା ମାନଙ୍କୁ ସମ୍ମାନିତ କରିଥିଲେ । ନିଜ…

ବିଜେଡି କର୍ପୋରେଟର ଅମରେଶ ଜେନାଙ୍କ ୫ ସହଯୋଗୀ ଗିରଫ

ଭୁବନେଶ୍ୱର: ବିଜେଡି କର୍ପୋରେଟର ଅମରେଶ ଜେନାଙ୍କ ୫ ଜଣ ସହଯୋଗୀଙ୍କୁ ଗିରଫ କଲା ପୋଲିସ । ଅମରେଶ ଜେନାଙ୍କୁ ଫେରାର କରାଇବା ଅଭିଯୋଗ ଆସିବା ପରେ ଏହି ୫ ଜଣଙ୍କୁ ଗିରଫ କଲା ଲକ୍ଷ୍ମୀସାଗର ଥାନା ପୋଲିସ । ଜାମିନ୍ ନାମଞ୍ଜୁର ପରେ ୫ ଅଭିଯୁକ୍ତଙ୍କୁ ଝାରପଡ଼ା ଜେଲ୍ ପଠାଗଲା । ଅମରେଶ ଜେନାଙ୍କ…

ଆଡିସନାଲ୍‌ ଷ୍ଟାଣ୍ଡିଂ କାଉନସେଲ୍‌ ସମରେଶ ଜେନାଙ୍କ ନିଯୁକ୍ତି ରଦ୍ଦ

ଭୁବନେଶ୍ୱର: ଓଡ଼ିଶା ସରକାର ଶନିବାର ଦିନ ଆଡଭୋକେଟ୍ ଜେନେରାଲଙ୍କ କାର୍ଯ୍ୟାଳୟରେ ଆଡିସନାଲ୍‌ ଷ୍ଟାଣ୍ଡିଂ କାଉନସେଲ୍‌ ଭାବରେ ସମରେଶ ଜେନାଙ୍କ ନିଯୁକ୍ତିକୁ ତୁରନ୍ତ ବାତିଲ କରିଛନ୍ତି। ସମରେଶ ଜେନାଙ୍କୁ ଅକ୍ଟୋବର ୨୧, ୨୦୨୪ରେ ଏହି ପଦବୀରେ ନିଯୁକ୍ତି ଦିଆଯାଇଥିଲା। ଓଡିଶାର ଆଡଭୋକେଟ୍…

ମର୍ମନ୍ତୁଦ ସଡକ ଦୁର୍ଘଟଣା;ବାଇକ୍‌କୁ ରକ୍ଷା କରିବାକୁ ଯାଇ ଦୁଇ ଟ୍ରକ୍ ମଧ୍ୟରେ ଧକ୍କା,୩ ମୃତ

ୟାଗଡ଼: ଏକ ବାଇକ୍‌କୁ ରକ୍ଷା କରିବା ପାଇଁ ଦୁଇ ଜଣ ଟ୍ରକ୍‌ ଚାଳକ ମୁହାଁମୁହିଁ ଧକ୍କା ହୋଇଛନ୍ତି। ଶନିବାର ସନ୍ଧ୍ୟାରେ ବଲାଙ୍ଗୀର ଖୋର୍ଦ୍ଧା ୫୭ ନମ୍ବର ଜାତୀୟ ରାଜପଥର ଟାକେରା ନିକଟସ୍ଥ ଅସନିବେରେଣା ରାସ୍ତା ନିକଟରେ ଏକ ବାଇକ୍‌କୁ ରକ୍ଷା କରିବାକୁ ଯାଇ ଦୁଇ ମାଲ ବୋଝେଇ ଟ୍ରକ୍‌ ମଧ୍ୟରେ…