Latest Odisha News

BREAKING NEWS

Browsing Category

ଓଡିଶା

Odisha

ଆଜି ରାତିରେ ଏସବୁ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆଜି ରାତିରେ ଓଡିଶାର ପ୍ରାୟ ୧୮ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଦିନ ଆକଳନ କରାଯାଇଛି। ଉକ୍ତ ଜିଲ୍ଲା ଗୁଡିକ ମଧ୍ୟରେ ମାଲକାନଗିରି, ଗଞ୍ଜାମ,ଝାରସୁଗୁଡା, ନୂଆପଡା, ଗଜପତି,…

କୋଭିଡ-୧୯: ଡୋର୍ ଟୁ ଡୋର୍ ସର୍ଭେ କରିବେ ଓଡିଶା ସରକାର

ଭୁବନେଶ୍ୱର: ଜୁଲାଇ ୧୬ ତାରିଖରୁ କରୋନା ଉପରେ ଡୋର୍ ଟୁ ଡୋର୍ ସର୍ଭେ ଆରମ୍ଭ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ସାମ୍ବାଦିକ ସମ୍ମିଳନୀରେ ସରକାରଙ୍କ କୋଭିଡ-୧୯ ମୁଖପାତ୍ର ସୁବ୍ରୋତ ବାଗଚି ଶୁକ୍ରବାର ଦିନ କହିଛନ୍ତି ଯେ ଆଶା କର୍ମୀଙ୍କ ଦ୍ୱାରା କରାଯାଇଥିବା ସର୍ଭେ ୪୫ ଦିନ…

ସେଲ ରାଉରକେଲା ଇସ୍ପାତ କାରଖାନା ଦ୍ଵାରା ଷ୍ଟିଲ ମେଲ୍ଟିଂ ସପ କନଭର୍ଟର ଏକଦିବସୀୟ ବ୍ଳୋଇଙ୍ଗରେ ଜାତୀୟ ରେକର୍ଡ ହାସଲ

ରାଉରକେଲା: ସେଲର ରାଉରକେଲା ଇସ୍ପାତ କାରଖାନା (ଆରଏସପି) ଜୁଲାଇ ୨ ତାରିଖରେ ଷ୍ଟିଲ ମେଲ୍ଟିଂ ସପ-୨ର ଗୋଟିଏ କନଭର୍ଟରରେ ୪୮ ଟି ବ୍ଲୋ ସମ୍ପନ୍ନ କରି ଏକ ଜାତୀୟ ରେକର୍ଡ ସ୍ଥାପନା କରିଛି। ବିଭିନ୍ନ ବିଭାଗ ମଧ୍ୟରେ ଉତ୍କୃଷ୍ଟ ସମନ୍ଵୟ ଓ ପ୍ରତ୍ୟେକଙ୍କର ଉଲ୍ଲେଖନୀୟ ଯୋଗଦାନ ଯୋଗୁଁ ଏହି ଅନନ୍ୟ…

ରାଜ୍ୟ ପାଇଁ ଖୁସି ଖବର; ସୁସ୍ଥ ହେେଲେ ଆଉ ୨୦୩ କରୋନା ରୋଗୀ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୨୦୩ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ସୁସ୍ଥ ହୋଇଥିବା ୨୦୩ ଜଣଙ୍କ ମଧ୍ୟରୁ ୩୮ ଜଣ ଗଞ୍ଜାମରୁ, ୩୭ ଜଣ ଖୋର୍ଦ୍ଧା, ୧୯ ଜଣ ଗଜପତି, ୧୮ ଜଣ କଟକ, ୧୮ ଜଣ…

ମାଲକାନଗିରିରେ ବଢୁଛି ସଂକ୍ରମଣ: ଆଜି ରାତି ୮ଟାରୁ ୫ ତାରିଖ ରାତି ୧୨ଟା ପର୍ଯ୍ୟନ୍ତ ସଟ୍ ଡାଉନ ଘୋଷଣା

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନ କୁ ଦିନ ବଢିଚାଲିଛି । ଇତି ମଧ୍ୟରେ ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୬ରେ ପହଁଚିଗଲାଣି । କେନ୍ଦ୍ରସରକାର ଦେଶରୁ ଲକଡାଉନ୍ କଟକଣା କୋହଳ କରି ଅନଲକ୨ର ନୂଆ ନିର୍ଦ୍ଦେଶାବଳୀ ଲାଗୁ କରିଥିବା ବେଳେ ଶୁକ୍ରବାର…

ଭୁବନେଶ୍ୱରରୁ ଆଉ ୨୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୨୪ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି)।…

ବଜ୍ରପାତ ସହ ବର୍ଷା ଆଶଙ୍କା; ଓଡିଶାର ୧୩ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୧୩ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ଥିବା ନେଇ ଶୁକ୍ରବାର ଦିନ ଆକଳନ କରାଯାଇଛି। ଉକ୍ତ ଜିଲ୍ଲା ଗୁଡିକ ମଧ୍ୟରେ ଗଜପତି,ରାୟଗଡା, ଓ ଢେଙ୍କାନାଳ, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ସୁନ୍ଦରଗଡ,…

କଟକରେ ୭୦୦ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

କଟକ: କଟକରେ ନୂଆ ୮୧ଟି କରୋନା ଆକ୍ରାନ୍ତ ମାମଲା ଚିହ୍ନଟ ହୋଇଛି। ଯାହାକୁ ମିଶାଇ ଜିଲ୍ଲାରେ ମୋଟ ସଂଖ୍ୟା ୭୦୨ରେ ପହଞ୍ଚିଛି। କଟକ ଜିଲ୍ଲା ପ୍ରଶାସନର ସୂଚନା ଅନୁଯାୟୀ, ଆଚାର୍ଯ୍ୟ ହରିହର ଆଞ୍ଚଳିକ କର୍କଟ କେନ୍ଦ୍ରରୁ ୫୫, ଆଠଗଡରୁ ୧୩, ଏସସିବି ମେଡିକାଲ କଲେଜ ଏବଂ ହସ୍ପିଟାଲରୁ ୪,…

ମଧୁବାବୁ ପେନସନ ଯୋଜନାରେ କିନ୍ନର ପାଇବେ ଭତ୍ତା

ଭୁବନେଶ୍ୱର: କିନ୍ନର ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା। କିନ୍ନର ମାନଙ୍କୁ ମଧୁବାବୁ ପେନସେନ୍ ଯୋଜନାରେ ସାମିଲ୍ କରାଯିବ । ଭତ୍ତା ପାଇଁ ସେମାନେ ପେନସନ୍ ପୋର୍ଟାଲ କିମ୍ବା ଫର୍ମରେ ଆବେଦନ କରିପାରିବେ । ଏନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟରେ ଥିବା…

ରାଉରକେଲାର ସେକ୍ଟର-୧୬ ଅଞ୍ଚଳ କଣ୍ଟେନମେଣ୍ଟ ଜୋନ୍ ଘୋଷିତ

ରାଉରକେଲା: ରାଉରକେଲାର ସେକ୍ଟର-୧୬ ଅଞ୍ଚଳରେ କରୋନା ପଜିଟିଭ ମାମଲା ଚିହ୍ନଟ ହେବା ପରେ ରାଉରକେଲା ମହାନଗର ନିଗମ (ଆରଏମସି) ପକ୍ଷରୁ ଉକ୍ତ ଅଞ୍ଚଳର କିଛି ଅଂଶକୁ କଣ୍ଟେନମେଣ୍ଟ ଜୋନ୍ ଭାବରେ ଘୋଷଣା କରାଯାଇଛି । ସେକ୍ଟର -୧୬ର ନିମ୍ନଲିଖିତ ଅଞ୍ଚଳଗୁଡିକ କଣ୍ଟେନମେଣ୍ଟ ଜୋନ୍ ଘୋଷିତ- -…