Latest Odisha News

BREAKING NEWS

Browsing Category

ଓଡିଶା

Odisha

୪୯ କରୋନା ଯୋଦ୍ଧାଙ୍କ ସହ ଗଞ୍ଜାମରେ ସର୍ବାଧିକ ୨୮୩ ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଗଞ୍ଜାମରୁ ସର୍ବାଧିକ ୨୮୩ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଗଞ୍ଜାମ ପ୍ରଶାସନ । ପ୍ରାପ୍ତ ସୂଚନାନୁଯାୟୀ ସମସ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୪୯ ଜଣ…

ଓଡ଼ିଶାରେ ୩୧ ଦିନରେ ୫୭୧୮ ନୂଆ କରୋନା କେସ୍, ୨୨ ମୃତ

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮ ହଜାର ପାର କରିଛି । ଗତ ୨୪ ଘଣ୍ଟାରେ ସଂକ୍ରମଣ ସବୁ ରେକର୍ଡକୁ ପାର କରିଛି । ଗତ ମାର୍ଚ୍ଚ ମାସରେ ପ୍ରଥମ ପଜିଟିଭ୍ କେସ୍ ବାହାରିଥିଲା । ମାର୍ଚ୍ଚରେ ସଂକ୍ରମିତଙ୍କ ସଂଖ୍ୟା ଥିଲା ମାତ୍ର ୪ । ଏହି ପାଞ୍ଚ ମାସ ଭିତରେ ସଂଖ୍ୟା ୮ ହଜାର ୧୦୬…

କଳାହାଣ୍ଡିରେ ୫ କରୋନା ଆକ୍ରାନ୍ତ ଚିହ୍ନଟ; ମୋଟ୍ ସଂଖ୍ୟା ୭୬

ଭବାନୀପାଟଣା: କଳାହାଣ୍ଡି ଜିଲ୍ଲାରେ ଚାରିଜଣ ମହିଳାଙ୍କ ସମେତ ପାଞ୍ଚ ଜଣ ବ୍ୟକ୍ତି ଶୁକ୍ରବାର ଦିନ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଜିଲ୍ଲା ପ୍ରଶାସନର ସୂଚନା ଅନୁଯାୟୀ, ଗତ ଜୁନ୍ ୨୭ରେ ଜଣେ ୫୮ ବର୍ଷ ବୟସ୍କ ବ୍ୟକ୍ତି କରୋନା ପଜିଟିଭ୍ ଚିହ୍ନଟ ହେବା ପାଖାପାଖି ୧୭୪ ବ୍ୟକ୍ତିଙ୍କର…

ମେଡିକାଲରେ ପୁଣି ଭର୍ତ୍ତି ହେଲେ ବିଜୟ ମହାନ୍ତି

ଭୁବନେଶ୍ୱର: ଭେଟେରାନ ଓଲିଉଡ ଅଭିନେତା ବିଜୟ ମହାନ୍ତିଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଖରାପ ଯୋଗୁଁ ତାଙ୍କୁ ପୁଣି କେୟାର ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଗତ ଦୁଇ ଦିନ ତଳେ ସେ ମେଡିକାଲରୁ ଡିସଚାର୍ଜ ହୋଇଥିଲେ । ସୂଚନାନୁଯାୟୀ ହାଇଦ୍ରାବାଦର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା…

ଏମିତି ଏକ ଗାଁ ଯେଉଁଠି ଗ୍ରାମବାସୀଙ୍କ ଛାତ୍ରଛାୟାରେ ଅଛନ୍ତି ହଜାର ହଜାର ବାଦୁଡି  

ଯାଜପୁର: କିଚିରି ମିଚିରି ଶଦ୍ଦରେ ଫାଟି ପଡୁଛି ପରିବେଶ । ଗଛ ଡାଳରେ ମୁଣ୍ଡ ତଳକୁ ଗୋଡ ଉପରକୁ କରି ଝୁଲି ରହିଛନ୍ତି ବିରଳ ପ୍ରାଣୀ ବାଦୁଡି । ଗ୍ରାମବାସୀ ଦେଉଛନ୍ତି ଏମାନଙ୍କୁ ସୁରକ୍ଷା । ଏଭଳିି ଦୃଶ୍ୟ ଦେଖିବାକୁ ମିଳିଛି ଯାଜପୁର ଜିଲ୍ଲା ଧର୍ମଶାଳା ବ୍ଲକ ଅନ୍ତର୍ଗତ କବାଟବନ୍ଧ ଗାଁରେ ।…

ବାଜିରେ ଲାଗିଛି ସାଧାରଣ ଲୋକଙ୍କ ଜୀବନ: ଡେଥ୍ ପଏଂଟ ପାଲଟିଛି ବିଦ୍ୟୁତ୍ ଟ୍ରାନ୍ସଫରମର୍

ଯାଜପୁର: ବାଜିରେ ଲାଗିଛି ସାଧାରଣ ଲୋକଙ୍କ ଜୀବନ । ପ୍ରତି ମୁହୁର୍ତରେ ମୃତ୍ୟୁ ସହ ଆମ୍ନାସାମ୍ନା ହେଉଛନ୍ତି ସହରବାସୀ । ଯାଜପୁର ଜିଲ୍ଲା ବ୍ୟାସନଗର ସହରରେ ବିପଦସଙ୍କୁଳ ଅବସ୍ଥାରେ ରହିଛି ଶହ ଶହ ବିଦ୍ୟୁତ୍ ଟ୍ରାନ୍ସଫରମର୍ । ସହରରେ ଥିବା ପାଖାପାଖି ୯୯ ପ୍ରତିଶତ ବିଦ୍ୟୁତ୍ ଟ୍ରନ୍ସଫରମର୍ ରେ…

ରାଜ୍ୟରେ ପୁଣି ୨ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଶୁକ୍ରବାର ଦିନ ଆଉ ଦୁଇଜଣ କୋଭିଡ-୧୯ ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ଯାହାକୁ ମିଶାଇ ମୋଟ୍ ସଂଖ୍ୟା ୨୯ରେ ପହଞ୍ଚିଛି । ଏନେଇ ଟ୍ୱିଟ୍ ଜରିଆରେ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ସ୍ୱାସ୍ଥ୍ୟ ବିଭାଗର ସୂଚନାନୁସାରେ, ଏହି…

ରେକର୍ଡ ଭାଙ୍ଗିଲା କରୋନା; ଗୋଟିଏ ଦିନରେ ଓଡିଶାରେ ସର୍ବାଧିକ ୫୬୧ ଆକ୍ରାନ୍ତ

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ସର୍ବାଧ୍ଚଳ ୫୬୧ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୮ ହଜାର ୧୦୬ରେ ପହଞ୍ଚିଛି । ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ…

‘ଶ୍ରାବଣ’ ସୋମବାରରେ ଢେଙ୍କାନାଳର ଏହି ମନ୍ଦିରରେ ଲାଗିବ ଧାରା ୧୪୪

ଢେଙ୍କାନାଳ: କରୋନା ମହାମାରୀ ବିସ୍ତାରକୁ ନଜରରେ ରଖି ଶ୍ରାବଣ ମାସ ସୋମବାର ଦିନ ଢେଙ୍କାନାଳର ୧୪ ଟି ପ୍ରମୁଖ ଶୈବପୀଠରେ ପ୍ରଶାସନ ପକ୍ଷରୁ ଧାରା ୧୪୪ ଲଗାଯିବ। ଯାହାଦ୍ୱାରା ମନ୍ଦିରରେ ଭକ୍ତଙ୍କ ଭିଡକୁ ରୋକାଯାଇପାରିବ । ଏହି ମନ୍ଦିରଗୁଡ଼ିକ ହେଉଛି କପିଳାସର ଶ୍ରୀ ଚନ୍ଦ୍ରଶେଖରଜିଉ,…

ରଥ ଉପରେ କାହିଁକି ଭାଙ୍ଗି ଦିଆଯାଏ ମହାପ୍ରଭୁଙ୍କ ଅଧରପଣା ହାଣ୍ଡି !

ପୁରୀ: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଲୀଳା ରହସ୍ୟ ଭେଦ କରିବା ଛାର ମନୁଷ୍ୟ ପକ୍ଷେ ସମ୍ଭବ ନୁହେଁ । ବାର ମାସରେ ତେର ପର୍ବ ଅନୁଷ୍ଠିତ ହେଉଥିବା ଶ୍ରୀମନ୍ଦିରରେ ଶ୍ରୀଜୀଉମାନଙ୍କ ନୀତିକାନ୍ତି ମଧ୍ୟ ବିରଳ । ଏହିପରି ନୀତିକାନ୍ତି ଅନ୍ୟ କେଉଁ ଦେବାଦେବୀଙ୍କ ମନ୍ଦିରରେ ସାଧାରଣତଃ ଦୃଶ୍ୟମାନ…